ମେହସାନା (ଗୁଜରାଟ): ଜଣେ ଏମିତି ମଣିଷ ଯିଏକି ଦୀର୍ଘ ଦିନ ହେବ କିଛି ନ ଖାଇ ନ ପିଇ କେବଳ ପବନ ଆହାରରେ ବଞ୍ଚିଛନ୍ତି ବୋଲି ଦାବି କରିଛନ୍ତି । ସେ ପୁଣି ବର୍ଷେ କି ଦୁଇ ବର୍ଷ ନୁହେଁ ପୂରା ୭ ଦଶନ୍ଧି ଅର୍ଥାତ୍ ୭୦ ବର୍ଷ...
ଭୁବନେଶ୍ୱର: ପରୀକ୍ଷାକୁ ସମ୍ପୂର୍ଣ୍ଣ କପିମୁକ୍ତ କରିବାକୁ ଯୋଜନା। ମାଟ୍ରିକ ଭଳି ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରଗୁଡିକରେ ବି ଲାଗିବ ସିସିଟିଭି। ଆସନ୍ତା ବର୍ଷ ଠୁ ଉଭୟ ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷାକୁ ସମ୍ପୂର୍ଣ୍ଣ କପିମୁକ୍ତ କରିବାକୁ ସିସିଟିଭି ଲଗାଯିବ ବୋଲି ଯୋଜନା ଥିବା ସୂଚନା ଦେଇଛନ୍ତି ସ୍କୁଲ...
ରାଉରକେଲା: ରାଉରକେଲା ଇସ୍ପାତ କାରଖାନାର ବର୍ଜ୍ୟବସ୍ତୁ ନାଳ ଭିତରେ ଏବେବି ୪ଜଣ ପାଇପ୍ ଭିତରେ ଫସି ରହିଛନ୍ତି। ସେମାନଙ୍କ ସନ୍ଧାନ ପାଇଁ ଓଡ୍ରାଫ୍, ଅଗ୍ନିଶମ ବାହିନୀ, ଓଡ଼ିଶା ପୋଲିସ, CISF ଓ ରାଉରକେଲା ଷ୍ଟିଲ ପ୍ଲାଣ୍ଟର ଟେକ୍ନିକାଲ ଟିମ୍ ଉଦ୍ୟମ ଜାରି ରଖିଛି। ଆଉ ୪ଟି ଶବ ବାହାର...
ସିଙ୍ଗାପୁର: ଆମେରିକା-ଉତ୍ତର କୋରିଆ ଐତିହାସିକ ଶିଖର ସମ୍ମିଳନୀ ଶେଷରେ ଉଭୟ ରାଷ୍ଟ୍ରମୁଖ୍ୟଙ୍କ ମଧ୍ୟରେ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଛି। ଚୁକ୍ତି ସ୍ୱାକ୍ଷର ପରେ ଉତ୍ତର କୋରିଆ ରାଷ୍ଟ୍ରମୁଖ୍ୟ କିମ୍ ଜଙ୍ଗ୍ କହିଛନ୍ତି ଯେ, ଆମେ ଅତୀତକୁ ଭୁଲିଯିବାକୁ ନିଷ୍ପତ୍ତି ନେଇଛୁ। ଆଗକୁ ବିଶ୍ୱ ଏକ ବଡ଼ ପରିବର୍ତ୍ତନ ଦେଖିବ। ଅନ୍ୟପକ୍ଷରେ...
ନୂଆଦିଲ୍ଲୀ: ଆରଏସ୍ଏସ୍ ଉଦ୍ଦେଶ୍ୟରେ ଅପମାନସୂଚକ ମନ୍ତବ୍ୟ ଦେବା ମାମଲାରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ମଙ୍ଗଳବାର ମହାରାଷ୍ଟ୍ରର ଭିୱଣ୍ଡି କୋର୍ଟରେ ହାଜର ହୋଇଛନ୍ତି । ୨୦୧୪ରେ ଏକ ନିର୍ବାଚନୀ ସଭାରେ ରାହୁଲ ଆରଏସଏସକୁ ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ବୋଲି କହିଥିଲେ । କୋର୍ଟରେ ହାଜିରା ବେଳେ ରାହୁଲଙ୍କୁ ପ୍ରଶ୍ନ...
ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଅଛି। ଏନେଇ ଦିଲ୍ଲୀ ଏମ୍ସ ପକ୍ଷରୁ ଆଜି ଏକ ହେଲଥ୍ ବୁଲେଟିନ୍ ଜାରି କରାଯାଇଛି। ଚିକିତ୍ସା ପ୍ରକ୍ରିୟାକୁ ତାଙ୍କ ଶରୀର ଗ୍ରହଣ କରୁଛି ଓ ଇଞ୍ଜେକ୍ସନ୍ ଦ୍ୱାରା ଆଣ୍ଟିବାୟୋଟିକ୍ସ ଦିଆଯାଉଛି। ବାଜପେୟୀଙ୍କ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ଗୁଡିକର ଅବସ୍ଥା...
ବରଗଡ଼: ବରଗଡରେ ଦୁଇ ଭଉଣୀଙ୍କ ଆତ୍ମହତ୍ୟା ଉଦ୍ୟମ। ଏଥିରେ ସାନ ଭଉଣୀଙ୍କ ମୃତ୍ୟୁ ହୋଇଥିବା ବେଳେ ବଡ ଉଭଣୀ ଗୁରୁତର ହୋଇପଡିଛନ୍ତି। ବରଗଡ଼ ଟାଉନ ଥାନା ନିଗମାନନ୍ଦ ବିହାରରେ ଏହି ଅଘଟଣ ଘଟିଛି। ନିଗମାନନ୍ଦ ବିହାରରେ ୨୩ ବର୍ଷୀୟା ଗୁଡିଆ ଶର୍ମା ଓ ତାଙ୍କ ସାନ ଭଉଣୀ ୨୧...
କେନ୍ଦୁଝର: ବିଳମ୍ବିତ ରାତିରେ କେନ୍ଦୁଝର ଜିଲ୍ଲା ସୋସୋ ଥାନା ଘେରାଉ କଲେ ପ୍ରାୟ ଶହେ ଜଣ ମହିଳା। ପଡ଼ିହାରୀପଲ୍ଲୀ ପଞ୍ଚାୟତର ମା ତାରିଣୀ ମହିଳା ସଂଘର ସଦସ୍ୟା ମାନେ ଗତ ରାତିଠୁ ଥାନା ଘେରାଉ କରିଛନ୍ତି। ସୂଚନା ଅନୁସାରେ ମା ତାରିଣୀ ମହିଳା ସଂଘ ପକ୍ଷରୁ ଏକ ଚୋରା...
ଢ଼େଙ୍କାନାଳ: ରାଜ୍ୟରେ ଥମୁନି ପିଲା ଚୋର ଗୁଜବ। ପିଲା ଚୋର ସନ୍ଦେହରେ ଜଣେ ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ନିସ୍ତୁକ ମାଡ଼ ମାରି ଗାଁ ଲୋକେ ପୋଲିସ ଜିମା ଦେଇଥିବା ଜଣାପଡ଼ିଛି। ଢ଼େଙ୍କାନାଳ ଜିଲ୍ଲା କଣ୍ଟାପାଳରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଗତକାଲି ସକାଳ ୧୦ଟା ସମୟରେ ଜଣେ ଅଚିହ୍ନା...
ଭୁବନେଶ୍ୱର: ଦୁର୍ବଳ ହେବାରେ ଲାଗିଛି ମୌସୁମୀ। ଆସନ୍ତା ୪୮ ଘଣ୍ଟାରେ ଉତ୍ତର-ପଶ୍ଚିମ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ ବାକି ସ୍ଥାନ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ରାଜ୍ୟରେ ଆଜି କିଛି ସ୍ଥାନରେ ବର୍ଷା ଓ ବଜ୍ରପାତ...
ଭୁବନେଶ୍ୱର: ଯୁକ୍ତ ୩ ପ୍ରଥମ ବର୍ଷରେ ନାମ ଲେଖାଇବା ପାଇଁ ଆଜିଠୁ ଅନ୍ଲାଇନ୍ ଯୋଗେ ଛାତ୍ରଛାତ୍ରୀ ମାନେ ୱେବସାଇଟ୍ ଜରିଆରେ ଆବେଦନ କରିପାରିବେ। ଅନ୍ଲାଇନ୍ ଆବେଦନର ଶେଷ ତାରିଖ ଜୁନ୍ ୨୬। ଜୁଲାଇ ୩ରେ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ ଓ ଜୁଲାଇ ୧୧ରେ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍...