ଭୁବନେଶ୍ୱର : ମହାନଦୀ ପାଣିକୁ ଅଟକାଇ ରଖୁଛି ଛତିଶଗଡ଼। ନଦୀର ଉପର ମୁଣ୍ଡରେ ପାଣି ରଖି ଶିଳ୍ପ ସଂସ୍ଥାକୁ ପାଣି ଯୋଗାଇ ଦେଉଛନ୍ତି ଛତିଶଗଡ଼ ସରକାର। ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ଆଜି ଏମିତି ଢଙ୍ଗରେ ପଡ଼ୋଶୀ ରାଜ୍ୟ ଉପରେ ବର୍ଷିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଧର୍ମେନ୍ଦ୍ର କହିଛନ୍ତି...
୨୫ ବର୍ଷ ବୟସ ପର୍ଯ୍ୟନ୍ତ ଅନେକ ପିଲାଙ୍କର ଖରାପ ଅଭ୍ୟାସ ଦେଖାଦେଇଥାଏ । ଏହି ବୟସ ଆପଣଙ୍କର ସଫଳତା ହାସଲ କରିବା ପାଇଁ କଠିନ ପରିଶ୍ରମ କରିବାର ବୟସ। ଯଦି ଏହି ଅଭ୍ୟାସ ୩୦ ବର୍ଷ ବୟସ ପର୍ଯ୍ୟନ୍ତ ଲାଗି ରହେ ତା ହାଲେ ଜୀବନରେ ସଫଳତା ହାସଲ...
ମୁମ୍ବାଇ: ବଲିଉଡ଼ ଭାଇଜାନ୍ ସଲମାନ୍ ଖାନ୍ଙ୍କୁ ହତ୍ୟା ପାଇଁ ଚାଲିଥିଲା ଯୋଜନା। ଯାହାର ଖୁଲାସା କରିଛି ହରିୟାଣା ପୋଲିସ୍। ୱାଣ୍ଟେଡ଼ ଗ୍ୟାଙ୍ଗଷ୍ଟର ସମ୍ପତ ନେହେରାଙ୍କୁ ଗିରଫ ପରେ ଏହି ଘଟଣାର ପର୍ଦ୍ଦାଫାସ ହୋଇଛି। ନେହେରାକୁ ଜୁନ୍ ୬ରେ ହରିୟାଣା ପୋଲିସ୍ର ସ୍ପେଶାଲ୍ ଟ୍ୟାକ୍ସ ଫୋର୍ସ ଟିମ୍ ଗିରଫ କରିଥିଲା।...
ଶ୍ରୀନଗର: ଜାମ୍ମୁ ଓ କାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା। କୁପଓ୍ୱାଡ଼ା ଜିଲ୍ଲାର କେରନ୍ ସେକ୍ଟରରେ ଅନୁପ୍ରବେଶ ପାଇଁ ଉଦ୍ୟମ କରୁଥିବା ସମୟରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୬ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ଘଟଣା ପରେ ଆଉ କିଛି ଆତଙ୍କବାଦୀ ଲୁଚି ରହିଥିବା ଆଶଙ୍କା କରି ସୁରକ୍ଷା କର୍ମୀଙ୍କ ପକ୍ଷରୁ...
ଭୁବନେଶ୍ୱର: ରେଲୱେରେ ଚାକିରୀ କରାଇଦେବା ନାଁରେ ଯୁବକଙ୍କଠୁ ଠକେଇ। ଏହି ଘଟଣାରେ ସମ୍ପୃକ୍ତ ୭ ଜଣଙ୍କୁ ଗିରଫ କରି ପୋଲିସ୍ ପଚରାଉଚରା ଚଳାଇଛି। ସୂଚନା ଅନୁସାରେ, ରେଳ ବିଭାଗର ଆସିଷ୍ଟାଣ୍ଟ ଗୁଡ୍ସ ଗାର୍ଡ ପଦବୀରେ ଚାକିରି କରାଇଦେବା ନାଁରେ ଯୁବକଙ୍କଠୁ ୪୦ ହଜାର ଟଙ୍କା ନେଇଥିଲା ଭୁବନେଶ୍ୱର ଟଙ୍କପାଣି ରୋଡ଼୍ରେଥିବା...
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ଆଳି ବ୍ଲକକୁ ସବ୍ ଡ଼ିଭିଜନ ଦାବିରେ ଆଜି ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ଦିନ ୧୨ଟା ଯାଏଁ ଏହି ବନ୍ଦ ପାଳନ କରାଯାଇଥିଲା। ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଥିଲା। ଫଳରେ ଆଳି ଓ ରାଜକନିକାର...
ବାଲେଶ୍ୱର: ସ୍ପଷ୍ଟ ଦିବାଲୋକରେ ଯୁବତୀଙ୍କୁ ଏସିଡ୍ ମାଡ଼। ବାଲେଶ୍ୱରର ସହଦେବଖୁଣ୍ଟା ଥାନା ପୋଲିସ୍ ଲାଇନ୍ ଛକ ଉପରେ ଯୁବତୀଙ୍କୁ ଏସିଡ଼୍ ମାଡ଼ ହୋଇଛି। ଏହି ଘଟଣାରେ ସଂପୃକ୍ତ ୨ଜଣ ଦୁର୍ବୃତ୍ତ ଯୁବତୀଙ୍କ ଉପରେ ଏସିଡ ମାଡ଼ କରି ଫେରାର ହୋଇଯାଇଛନ୍ତି। ସୂଚନା ଅନୁସାରେ, ଯୁବତୀ ଜଣକ ସ୍କୁଟିରେ ଯାଉଥିବା ବେଳେ ଦୁର୍ବୃତ୍ତମାନେ ଆସି ତାଙ୍କୁ...
ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରକାଶ ପାଇଲା ଜଏଣ୍ଟ ଏଣ୍ଟ୍ରାନ୍ସ ଏକ୍ଜାମିନେସନ୍ (ଜେଇଇ) ଆଡ଼ଭାନ୍ସଡ଼ ରେଜଲ୍ଟ। ଛାତ୍ରଛାତ୍ରୀମାନେ ଅଫିସିଆଲ ୱେବସାଇଟ୍ jeeadv.ac.in ରେ ରେଜଲ୍ଟ ଜାଣିପାରିବେ। JEE ଆଡ଼ଭାନ୍ସଡ଼ ୨୦୧୮ର Common Rank List (CRL)ରେ ରୁର୍କି ଜୋନର ପ୍ରଣବ ଗୋଏଲ୍ ସାରା ଦେଶରେ ୧ ନମ୍ବର ସ୍ଥାନରେ ରହି ଟପ୍ପର ହୋଇଛନ୍ତି। ସେ...
ଭୁବନେଶ୍ୱର: ‘ମୋ ପାଇଁ ସବୁ ବିକଳ୍ପ ଖୋଲା ଅଛି।’ ବିଜେଡି ଛାଡ଼ିବା ପରେ ନିଜ ରାଜନୈତିକ ଭବିଷ୍ୟତ ନେଇ ପ୍ରଥମ ଥର ପାଇଁ ମୁହଁ ଖୋଲି ଏହା କହିଛନ୍ତି ସାଂସଦ ବୈଜୟନ୍ତ ପଣ୍ଡା। ଇଂରାଜୀ ନ୍ୟୁଜ୍ ଚ୍ୟାନେଲ୍ ରିପବ୍ଲିକ୍ ଟିଭି ସହ ଏକ ସାକ୍ଷାତକାରରେ ସେ ଏହା କହିଛନ୍ତି।...
ମୁମ୍ବାଇ: ମହାରାଷ୍ଟ୍ରର ଲଗତପୁରୀ ରେଲୱେ ଷ୍ଟେସନ ନିକଟରେ ସୁପରଫାଷ୍ଟ ଏକ୍ସପ୍ରେସ୍ ଟ୍ରେନ୍ର ୩ଟି ବଗି ଲାଇନଚ୍ୟୁତ। ମୁମ୍ବାଇ-ହାୱଡ଼ା ମେଲ୍ ସୁପରଫାଷ୍ଟ ଏକ୍ସପ୍ରେସ୍ ଟ୍ରେନ୍ର ୩ଟି ବଗି ଲାଇନଚ୍ୟୁତ ହୋଇଛି। ଆଜି ଭୋର ସମୟରେ ଏହି ଦୁର୍ଘଟଣା ଘଟିଛି। ସୂଚନା ଅନୁସାରେ, ଟ୍ରେନ୍ର S-12, S-13 ଓ ପାଣ୍ଟ୍ରି କାର୍...
ଖୋର୍ଦ୍ଧା: କମେଣ୍ଟ ମରା ଓ ପୂର୍ବ ଶତ୍ରୁତାକୁ ନେଇ ଯୁକ୍ତ ୩ ଛାତ୍ରୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନାରେ ମୃତ ଛାତ୍ରୀଙ୍କ ପରିବାର ପକ୍ଷରୁ ଏନେଇ ଅଭିଯୋଗ ହୋଇଛି। ଅଭିଯୋଗ ଅନୁସାରେ ବଡ଼କୂଳ ଅଞ୍ଚଳରେ ରହୁଥିବା ସମ୍ପୃକ୍ତ ଛାତ୍ରୀ ଓ ଅଭିଯୁକ୍ତ ପଡ଼ୋଶୀ...
ରାଉରକେଲା: ରାଉରକେଲା ଇସ୍ପାତ କାରଖାନାର ବର୍ଜ୍ୟବସ୍ତୁ ନାଳ ଭିତରେ ଫଶିଥିବା ଯୁବକଙ୍କୁ ଉଦ୍ଧାର କରିବାକୁ ଆଜି ପୁଣି ସର୍ଚ୍ଚ ଅପରେସନ ଆରମ୍ଭ ହେବ। ନିଖୋଜ ୫ ଜଣଙ୍କ ମଧ୍ୟରୁ ଗତକାଲି ଜଣକର ମୃତଦେହ ଉଦ୍ଧାର ହୋଇଛି। ତେବେ ମୃତଦେହଟିକୁ ଚିହ୍ନଟ କରାଯାଇ ପାରିନଥିବାବେଳେ ବାକି ଯୁବକଙ୍କ ସନ୍ଧାନ ମିଳି...
ଭୁବନେଶ୍ୱର : ଓଡ଼ିଶାର ୧୦ଟି ଜିଲ୍ଲାକୁ ପ୍ରବେଶ କରିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଆଜି ମୁଖ୍ୟତଃ ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ଗଜପତି ଜିଲ୍ଲା ସମେତ ରାୟଗଡ଼ା ଜିଲ୍ଲାର ଅଧିକାଂଶ ଅଞ୍ଚଳକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଛୁଇଁଛି। ସେହିଭଳି କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଖୋର୍ଦ୍ଧା ଓ ପୁରୀ...
ଭୁବନେଶ୍ୱର: ନୂଆଦିଲ୍ଲୀର ତୁଗ୍ଲକ୍ ଲେନ୍ର ରାହୁଲ ଗାନ୍ଧୀଙ୍କ ସରକାରୀ ବାସଭବନରେ ଓଡ଼ିଶା ପିସିସିର ଟିମ୍। ଟିମ୍ ନିରଞ୍ଜନ, ଏଆଇସିସି ପ୍ରଭାରୀ ଓ ରାହୁଲ ଗାନ୍ଧୀଙ୍କ ସହ ମାରାଥନ୍ ବୈଠକ ପରେ ପ୍ରକାଶ ପାଇଛି ୩୩ ସାଂଗଠନିକ ଜିଲ୍ଲା ସଭାପତିଙ୍କ ନାଁ। ପିସିସିର ନୂଆ ଟିମ୍ ଗଠନ ହେବା ପରେ...
ଚୀନ: ଚୀନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଛଅ ସପ୍ତାହ ମଧ୍ୟରେ ଦ୍ୱିତୀୟ ଥର ପାଇଁ ଚୀନ ଯାଇଛନ୍ତି ମୋଦି। ଆଜି ଅପରାହ୍ନରେ ମୋଦି କିଙ୍ଗାଦାଓରେ ପହଞ୍ଚିବା ପରେ ଭବ୍ୟ ସ୍ୱାଗତ କରାଯାଇଥିଲା। ଏହାପରେ ମୋଦି ଚୀନ ରାଷ୍ଟ୍ରପତି ସି ଜିନ୍ପିଙ୍ଗଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି। ଉଭୟ ରାଷ୍ଟ୍ରମୁଖ୍ୟଙ୍କ...
ଅନୁଗୁଳ : ଅନୁଗୁଳ ଥାନା ଅନ୍ତର୍ଗତ ରଜନୀପାଳ ଗାଁରେ ଜମିଜମା ବିବାଦକୁ ନେଇ ହତ୍ୟାକାଣ୍ଡ। ରଜନୀପାଳ ଗାଁରେ ଦୁଇ ସମ୍ପର୍କୀୟ ଭାଇ ଉତ୍ସବ ବେହେରା ଓ ପଣ୍ଡିତ ବେହେରାଙ୍କ ମଧ୍ୟରେ ଜମିଜମାକୁ ନେଇ ପୂର୍ବରୁ ବିବାଦ ରହିଥିଲା। ଏହାକୁ ନେଇ ଗତକାଲି ଉତ୍ସବ ଓ ପଣ୍ଡିତଙ୍କ ମଧ୍ୟରେ ବଚସା...
ଭାରତ ପାକିସ୍ତାନ ମଧ୍ୟରେ ଖେଳାଯାଉଥିବା ମ୍ୟାଚ ସର୍ବଦା ରୋମାଞ୍ଚକର ହୋଇଥାଏ। ଆଜି ଖେଳାଯାଇଥିବା ଟି-୨୦ ଏସିଆ କପ୍ ମ୍ୟାଚରେ ଭାରତୀୟ ମହିଳା କ୍ରିକେଟ ଦଳ ଏକତରଫା ଭାବେ ପାକିସ୍ତାନକୁ ହରାଇ ଫାଇନାଲରେ ପହଞ୍ଚିଛି। ପାକିସ୍ତାନ ଟସ୍ ଜିତି ପ୍ରଥମେ ବ୍ୟାଟିଂ ପାଇଁ ନିଷ୍ପତ୍ତି ନେଇଥିଲା। ଦଳ ନିର୍ଦ୍ଧାରିତ ୨୦...