• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

Otv Khabar Bureau

Editor

Posts by Otv Khabar Bureau

niranjan
ନୂଆଦିଲ୍ଲୀରେ ରାହୁଲ ଗାନ୍ଧିଙ୍କୁ ଭେଟିଲେ ଟିମ୍ ନିରଞ୍ଜନ

ନୂଆଦିଲ୍ଲୀ : ଦିଲ୍ଲୀରେ କଂଗ୍ରେସ ସଭାପତି ରାହୁଲ ଗାନ୍ଧିଙ୍କୁ ଭେଟିଲେ ଟିମ୍ ନିରଞ୍ଜନ। ପିସିସି ପ୍ରଭାରୀ ଜିତେନ୍ଦ୍ର ସିଂହଙ୍କ ନେତୃତ୍ୱରେ ପିସିସି ସଭାପତି ନିରଂଜନ ପଟ୍ଟନାୟକ, ୩ କାର୍ଯ୍ୟକାରୀ ସଭାପତି ଓ ସଂପାଦକ ରାହୁଲ ଗାନ୍ଧିଙ୍କୁ ଭେଟିଛନ୍ତି। ଦଳର ସାଂଗଠାନିକ ସ୍ଥିତିକୁ ନେଇ ଆଲୋଚନା ହୋଇଥିବା ଜଣାପଡ଼ିଛି। ଏମାନେ...

salepur
ମାଟି ତଳୁ ବାହାରିଲା ମନ୍ଦିର ଭଗ୍ନାବଶେଷ ଓ ମୂର୍ତ୍ତି, ଦେଖନ୍ତୁ ଭିଡ଼ିଓ

ସାଲେପୁର: ପୋଖରୀ ଖନନ ବେଳେ ମାଟି ତଳୁ ବାହାରିଲା ମୂର୍ତ୍ତି ଓ ମନ୍ଦିର ଭଗ୍ନାବଶେଷ। କଟକ ଜିଲ୍ଲା ସାଲେପୁର ଲୁଣାହାର ବଡ଼ ପୋଖରୀ ଖୋଳିବା ବେଳେ ମାଟି ତଳୁ ଅନେକ ଦୁର୍ଲଭ ମୂର୍ତ୍ତି ଏବଂ ମନ୍ଦିରର ଭଗ୍ନାବଶେଷ ମିଳିଛି। ଏହା ପରେ ପୋଖରୀ ଖୋଳାକୁ ଅଧାରୁ ବନ୍ଦ କରାଯାଇଛି।...

jajpur
ବଞ୍ଚିଗଲା ମାଆ, ଚାଲିଗଲା ପୁଅ

ଯାଜପୁର: ବୈତରଣୀରେ ଭାସି ଯାଇ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି।  ଯାଜପୁର ଜିଲ୍ଲା କୋରେଇ ବ୍ଲକ ଦୁଲାଖାପାଟଣା ନିକଟ ବନ୍ଦାଳ ଗାଁରେ ଏହି ଅଘଟଣ ଘଟିଛି। ମୃତ ନାବାଳକର ବୟସ ୧୪ ବର୍ଷ ହେବ। ତେବେ ଅଳ୍ପକେ ରକ୍ଷା ପାଇ ଯାଇଛନ୍ତି ତାଙ୍କ ମାଆ। ଆଜି ସକାଳେ ବୈତରଣୀ...

student
ମାଟ୍ରିକ ପରୀକ୍ଷାରେ ଫେଲ୍‌ ହେଲେ ବୋଲି ଏମିତି କଲେ ଛାତ୍ର...

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ସାନ୍ତସାହିରେ ଜଣେ ଛାତ୍ରର ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଛାତ୍ର ଜଣକ ହେଲେ ରତିକୃଷ୍ଣ ଖୁଣ୍ଟିଆ।  ଏ ବର୍ଷ ସେ ମାଟ୍ରିକ ପରୀକ୍ଷା ଦେଇଥିଲେ। ଫେଲ୍ ହେବାରୁ ମାନସିକ ବିଷାଦରେ ରହୁଥିଲେ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, ରତିକୃଷ୍ଣ ଗତ ରାତିରେ ବାପା ମଳୟ ଖୁଣ୍ଟିଆଙ୍କ...

heavy rainfall
ଓଡ଼ିଶା ଛୁଇଁଲା ମୌସୁମୀ: ୮ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା

ଭୁବନେଶ୍ୱର: ନିର୍ଦ୍ଧାରିତ ତାରିଖର ୨ ଦିନ ଆଗରୁ ମୌସୁମୀ ଓଡ଼ିଶା ଛୁଇଁ ଥିବାବେଳେ ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଗତକାଲିଠୁ ମୌସୁମୀ ବର୍ଷା ଆରମ୍ଭ ହୋଇଛି। ତେବେ ୪୮ ଘଣ୍ଟାରେ ମୌସୁମୀ ସଂପୂର୍ଣ୍ଣ ଓଡ଼ିଶା ଛୁଇଁବ ବୋଲି ଅନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଆଜି...

bariapda trafic problem
ଜବରଦଖଲକାରୀଙ୍କ କବ୍‌ଜାରେ ବାରିପଦା ସହର

ବାରିପଦା: ଜବରଦଖଲକାରୀଙ୍କ କବ୍‌ଜାରେ ବାରିପଦା ସହର। ସହରର ରାସ୍ତା କଡ଼ରେ ଉଠା ଦୋକାନୀଙ୍କ ପ୍ରାଦୁର୍ଭାବ ଦେଖିବାକୁ ମିଳୁଛି। ଏଥିସହ ରାସ୍ତା କଡ଼ରେ ବେଆଇନ ପାର୍କିଂ ଲୋକଙ୍କୁ ଅସୁବିଧାରେ ପକାଉଛି। ଫଳରେ ଟ୍ରାଫିକ ସମସ୍ୟା ଲୋକଙ୍କ ଦୈନନ୍ଦୀନ ଜୀବନକୁ ବେଶ୍‌ ପ୍ରଭାବିତ କରିଛି। ରାସ୍ତାର ଉଭୟ ପାର୍ଶ୍ୱରେ ଉଠାଦୋକାନୀ ଆଉ...

plus two cut off mark
ପ୍ରକାଶ ପାଇଲା +୨ କଳା, ବାଣିଜ୍ୟ ରେଜଲ୍ଟ

ଭୁବନେଶ୍ୱର: ଶେଷରେ ସବୁ ଅପେକ୍ଷାର ଅନ୍ତ ଘଟାଇ ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ। ଭୁବନେଶ୍ୱର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ବଦ୍ରିନାରାୟଣ ପାତ୍ର ପରୀକ୍ଷା ଫଳ ପ୍ରକାଶ କରିଛନ୍ତି। ଛାତ୍ରଛାତ୍ରୀ ମାନେ www.chseodisha.nic.in ଏବଂ www.orissaresults.nic.in ୱେବସାଇଟ୍‌ରେ ନିଜ ରୋଲ୍...

koraput
କୋରାପୁଟ ୟୁନିଅନ ବ୍ୟାଙ୍କରେ ୨କୋଟି ଟଙ୍କାର ଠକେଇ ଅଭିଯୋଗ

କୋରାପୁଟ: କୋରାପୁଟ ୟୁନିଅନ ବ୍ୟାଙ୍କରେ ୨ କୋଟି ଟଙ୍କାର ଠକେଇ ନେଇ ଅଭିଯୋଗ ହୋଇଛି। ଏ ସଂପର୍କରେ ଟାଉନ ଥାନାରେ ରିଜିଓନାଲ ହେଡ୍ ଏତଲା ଦେଇଛନ୍ତି। ୨୦୧୬-୧୭ ଆର୍ଥିକ ବର୍ଷରେ ତତ୍କାଳୀନ ବ୍ରାଞ୍ଚ ମ୍ୟାନେଜର ଅମ୍ରିତା ପ୍ରିୟଦର୍ଶିନୀ ପାତ୍ର ବିଭିନ୍ନ ଉପାୟରେ ନିଜ ପରିବାର ଓ ସଂପର୍କୀୟଙ୍କ ନାଁରେ...

sai temple
ପ୍ରସିଦ୍ଧ ଶିରିଡ଼ି ସାଇ ମନ୍ଦିରରେ ଫାଟ: ମରାମତି ଦାୟିତ୍ୱରେ ଓଡ଼ିଆ ଇଞ୍ଜିନିୟର

ମୁମ୍ବାଇ/ଭୁବନେଶ୍ୱର: ଆସ୍ଥା ଆଉ ବିଶ୍ୱାସର ଡୋର ଶିରିଡିକୁ ଟାଣି ଆଣେ ଶ୍ରଦ୍ଧାଳୁଙ୍କୁ।ପ୍ରତିବର୍ଷ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ସାଇବାବାଙ୍କ ଥରୁଟିଏ ଦର୍ଶନ ପାଇଁ କାହିଁ କେତେ ବାଟରୁ ଚାଲି ଆସନ୍ତି।ଶହେ ବର୍ଷ ପୁରୁଣା ଏହି ମନ୍ଦିରରେ ହୋଇ ଆସୁଛି ବାବାଙ୍କ ପୂଜାର୍ଚ୍ଚନା। ହେଲେ ଏହି ପୁରାତନ ମନ୍ଦିରର କିଛି...

Jagannath-Temple
ଶ୍ରୀମନ୍ଦିରରେ ଭକ୍ତଙ୍କ ଦାନ ନେଇପାରିବେନି ସେବାୟତ

ପୁରୀ: ଶ୍ରୀମନ୍ଦିରକୁ ଭକ୍ତ ଦେଉଥିବା ଦାନ ଓ ଭକ୍ତଙ୍କ ସୁରକ୍ଷା ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରିପ୍ରେକ୍ଷୀରେ ଶ୍ରୀମନ୍ଦିର ପ୍ରଶାସନ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏଣିକି  ଶ୍ରୀଜିଉଙ୍କ ଉଦ୍ଦେଶ୍ୟରେ ଦିଆଯାଉଥିବା ନୈବେଦ୍ୟ, ଶ୍ରଦ୍ଧାଞ୍ଜଳି , ଦାନ ଅର୍ଥ କିମ୍ବା ବସ୍ତୁ କୌଣସି ସେବକ କିମ୍ବା ତାଙ୍କର ସହଯୋଗୀ ଓ...

plus two result
ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ। ସକାଳ ସାଢେ ୧୦ ଟାରେ ଭୁବନେଶ୍ୱର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ବଦ୍ରିନାରାୟଣ ପାତ୍ର ପରୀକ୍ଷା ଫଳ ପ୍ରକାଶ କରିବେ। ଏହା ପରେ ଛାତ୍ରଛାତ୍ରୀ...

lightning
ବଜ୍ରାଘାତ ନେଇଗଲା ୧୦ ଜୀବନ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତରେ ଗତକାଲି ପ୍ରାୟ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୮ ଜଣ ଗୁରୁତର ଆହତ ହୋଇଛନ୍ତି। କେନ୍ଦ୍ରାପଡା ଜିଲ୍ଲା କୋର ତନାର ଗାଁରେ କିଛି ଯୁବକ ବସିଥିବା ବେଳେ ବଜ୍ରାଘାତ ହୋଇଥିଲା।  ଫଳରେ ସେଠାରେ ଥିବା ୪ ଜଣ ବେହୋସ ହୋଇଯାଇଥିଲେ।  ଗ୍ରାମବାସୀମାନେ...

cong
କଂଗ୍ରେସର ଜିଲ୍ଲାଓ୍ୱାରି କର୍ମୀ ସମ୍ମିଳନୀ ଶେଷ: ରାହୁଲଙ୍କୁ ଭେଟିବ ଟିମ୍ ନିରଞ୍ଜନ

ଭୁବନେଶ୍ୱର: ନିରଞ୍ଜନ ପଟ୍ଟନାୟକ ନେତୃତ୍ୱ ନେବା ପରେ ରାଜ୍ୟରେ ଆଗ୍ରେସିଭ୍‌ ମୋଡ୍‌ରେ ରାଜ୍ୟ କଂଗ୍ରେସ। ଦଳର ସାଂଗଠନିକ ସ୍ଥିତି ମଜଭୁତ କରିବା ନେଇ ରାଜ୍ୟବ୍ୟାପୀ ଚାଲିଥିବା କର୍ମୀ ସମ୍ମିଳନୀ ଆଜି ଅନୁଗୁଳରେ ଶେଷ ହୋଇଛି। କାଲି ଦିଲ୍ଲୀରେ ରାହୁଲଙ୍କୁ ଭେଟିବ ଟିମ୍ ନିରଞ୍ଜନ ଏହି ବୈଠକରେ ପିସିସିର ନୂଆ...

bjd
ବିଜେଡିରେ ବଢୁଛି ଅନ୍ତର୍ଦ୍ୱନ୍ଦ୍ୱ, ଚିନ୍ତାରେ ସୁପ୍ରିମୋ

ବିଜେଡିରେ ସାଙ୍ଘାତିକ ଭାବେ ବଢୁଛି ଦଳୀୟ ଅନ୍ତର୍ଦ୍ୱନ୍ଦ୍ୱ। ବିଧାୟକଙ୍କ ପ୍ରତି ବଢୁଥିବା ଅସନ୍ତୋଷ ଓ ଦଳଭିତରୁ ଏମ୍ଏଲ୍ଏଙ୍କ ପ୍ରତିଦ୍ୱନ୍ଦ୍ୱୀ ଭାବେ ସାମ୍ନାକୁ ଆସୁଥିବା ଟିକେଟ୍ ଆଶାୟୀଙ୍କ ପାଇଁ ଏହି ଅନ୍ତର୍ଦ୍ୱନ୍ଦ୍ୱ ତେଜୁଥିବା କୁହାଯାଉଛି। ତା’ସହିତ କିଛି ରାଜ୍ୟସ୍ତରୀୟ ନେତାଙ୍କ ମାମଲାତି ବି ସ୍ଥିତି ବିଗାଡୁଛି। ଯେଉଁଥିପାଇଁ ଦଳୀୟ କାର୍ଯ୍ୟକ୍ରମ...

wright
ହେ ଭଗବାନ ! ବିନା ଦୋଷରେ ଜେଲରେ ୨୫ ବର୍ଷ

ଫିଲାଡେଲଫିଆ: ବର୍ଷେ କି ଦୁଇ ବର୍ଷ ନୁହେଁ, ପୂରା ୨୫ ବର୍ଷ ଜେଲରେ ବିତାଇବା ପରେ ଜଣା ପଡିଲା ଯେ ସେ ନିର୍ଦ୍ଦୋଷ, ପ୍ରକୃତ ଦୋଷୀ ଆଉ କିଏ । ଆମେରିକାର ଏକ କୋର୍ଟ ଜଣେ ବ୍ୟକ୍ତି ଙ୍କୁ୧୯୯୧ରେ ଦୁଷ୍କର୍ମ ଓ ହତ୍ୟା ଅଭିଯୋଗରେ ଆଜୀବନ କାରାଦଣ୍ଡ ଶୁଣାଇଥିଲେ।...

ganeshi-lal1-720x430
ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ: ରହସ୍ୟ ଉନ୍ମୋଚନ ପାଇଁ ରାଜ୍ୟପାଳଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌। ଲକ୍ଷ ଲକ୍ଷ ଭକ୍ତଙ୍କ ଭାବାବେଗ ସହ ଜଡ଼ିତ ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ଚାବି ସରକାରୀ ଟ୍ରେଜେରୀରୁ କେମିତି ହଜିଲା ତାହା ଜାଣିବାକୁ ଚାହିଁଛନ୍ତି। ଏଥିସହିତ ଏଭଳି ଘଟଣାକୁ ଦୁର୍ଭାଗ୍ୟଜନକ...