ପୁରୀ: ଆଜି ବିଶ୍ୱ ତମାଖୁ ବର୍ଜନ ଦିବସ। ଏହି ଅବସରରେ ବାଲୁକା କଳା ସାହାଯ୍ୟରେ ଲୋକମାନଙ୍କୁ ସଚେତନ କରାଇଛନ୍ତି ବାଲୁକା ଶିଳ୍ପୀ। ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଲୋକମାନଙ୍କୁ ସଚେତନତା କରିବା ଉଦ୍ଦେଶ୍ୟରେ ପୁରୀ ବେଳାଭୂମିରେ ଏକ ବାଳୁକା କଳା କରିଛନ୍ତି। Get the help you...
ଭୁବନେଶ୍ୱର: ରାଜ୍ୟରେ ପୁଣି ଆଜି କାଳବୈଶାଖୀ ସତର୍କ ସୂଚନା। ୯ ଜିଲ୍ଲାକୁ ଆଜି ସକାଳ ସାଢ଼େ ୯ ଯାଏ ସତର୍କ କରିଛି ପାଣିପାଗ ବିଭାଗ। କାଳବୈଶାଖୀ ବର୍ଷା ସାଙ୍ଗକୁ ବଜ୍ରପାତ ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ସତର୍କ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା...
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ାରେ ପୁଣି ପୋଲିସର ଏନ୍କାଉଣ୍ଟର। ମାର୍ଶାଘାଇ ଅନ୍ତର୍ଗତ ଭଗବାନପୁରରେ ଦୁର୍ଦ୍ଦାନ୍ତ ଅପରାଧୀ ବିଭୁ ସାହୁକୁ କେନ୍ଦ୍ରାପଡ଼ା ପୋଲିସ ଏନ୍କାଉଣ୍ଟର କରିଛି। ଗତକାଲି ବିଭୁ ପାଟକୁରା ଅଞ୍ଚଳକୁ ଆସିଥିବା ଜାଣି ତାକୁ ଧରିବାକୁ କୋରୁଆ ଫାଣ୍ଡି ପୋଲିସ ଓ ସ୍ପେଶାଲ ସ୍କ୍ୱାଡ଼ ଟିମ୍ ରାତିରେ ଚଢ଼ାଉ କରିଥିଲେ। ହେଲେ...
ବାଲେଶ୍ୱର: ସାତ ଦୀପ ଆଠ କଳସକୁ ସାକ୍ଷୀ ରଖି ଝିଅଟିଏ ବାପଘର ଛାଡ଼ି ୭ ଜନ୍ମ ପାଇଁ ସ୍ୱାମୀ ସହ ସଂସାର କରିବାକୁ ଚାଲିଆସେ ଶାଶୂ ଘରକୁ। ସ୍ୱାମୀଙ୍କୁ ଇହକାଳ, ପରକାଳ ଦେବତା ମାନି ସାରାଜୀବନ ତା’ର ସେବାଯତ୍ନ କରିଚାଲେ। ଅନେକ କଷଣ ସହି ମଧ୍ୟ ସ୍ୱାମୀର ମଙ୍ଗଳ...
ଢେଙ୍କାନାଳ: ସ୍କୁଲ ଯାଉଥିବା ଛାତ୍ରୀଙ୍କ ଋତୁସ୍ରାବ ସମସ୍ୟା ଓ ଏହାକୁ ନେଇ ଥିବା ଅନ୍ଧବିଶ୍ୱାସ ଉପରେ ଦୃଢ଼ ଯୁକ୍ତି ଉପସ୍ଥାପନ କରି ଜାତୀୟ ସ୍ତରରେ କୃତିତ୍ୱ ହାସଲ କରିଛନ୍ତି ଓଡ଼ିଆ ଝିଅ ଗୀତାଞ୍ଜଳି ମାର୍ଣ୍ଡି। ନୂଆଦିଲ୍ଲୀରେ UNFPA ଆୟୋଜିତ ‘ଆବସେଣ୍ଟିଜିମ୍ ଅଫ୍ ଗାର୍ଲ ଚାଇଲଡ୍ ଇନ୍ ସ୍କୁଲ, ଦ...
ଭୁବନେଶ୍ୱର: ରାଜ୍ୟ କଂଗ୍ରେସରେ ଖୁବଶୀଘ୍ର ହେବ ଘର ବାହୁଡ଼ା ପର୍ବ। କଂଗ୍ରେସକୁ ଫେରିବେ ଦଳ ଛାଡ଼ିଥିବା ନେତା। ଏଥିପାଇଁ ପ୍ରତି ଜିଲ୍ଲା ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ପ୍ରଦେଶ କଂଗ୍ରେସ ସଭାପତି ବ୍ୟକ୍ତିଗତ ଭାବେ ବିଭିନ୍ନ ନେତାଙ୍କୁ ଭେଟି ଏହି ଅଭିଯାନ ଆରମ୍ଭ କରିଥିବା ସୂଚନା ଦେଇଛନ୍ତି ପିସିସି...
ନୂଆଦିଲ୍ଲୀ: ଇଣ୍ଡୋନେସିଆ ଓ ଭାରତ ସମ୍ପର୍କକୁ ନେଇ ଜାକର୍ତ୍ତାରେ ପ୍ରସିଦ୍ଧ କଟକ ବାଲିଯାତ୍ରାର ସ୍ମୃତି ବଖାଣିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଜାକର୍ତ୍ତାରେ ଇଣ୍ଡୋନେସିଆ ରାଷ୍ଟ୍ରପତିଙ୍କ ସହ ଦ୍ୱିପାକ୍ଷିକ ବୈଠକରେ ମୋଦି ଦୁଇ ଦେଶର ପୁରୁଣା ସମ୍ପର୍କକୁ ତାଜା କରି ଦେଇଥିଲେ । ହଜାରେ ବର୍ଷ ଧରି ଦୁଇ ଦେଶ...
ନୂଆଦିଲ୍ଲୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ନେଇ ହଲ୍ଚଲ୍ ଦେଶର ରାଜନୀତି। ଆସନ୍ତା ୭ ତରିଖରେ ନାଗପୁର ଆର୍ଏସ୍ଏସ୍ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ହେବା ଲାଗି ପ୍ରଣବ ରାଜି ହେବା ପରେ ସୃଷ୍ଟି ହୋଇଛି ଭ୍ରୁକୁଞ୍ଚନ। କଂଗ୍ରେସିଆ ଛବିକୁ ପଛରେ ପକାଇ ସେ ଏକ ନୂଆ ଅବତାର ନେବାକୁ...
ଭୁବନେଶ୍ୱର: ୨ ପ୍ରତିଶତ ଦରମା ବୃଦ୍ଧିର ପ୍ରତିବାଦରେ ଦୁଇ ଦିନିଆ ଧର୍ମଘଟରେ ବସିଛନ୍ତି ବ୍ୟାଙ୍କ କର୍ମଚାରୀ। ୪୮ ଘଣ୍ଟିଆ ଆନ୍ଦୋଳନକୁ ଓହ୍ଲାଇଛି ବ୍ୟାଙ୍କ କର୍ମଚାରୀଙ୍କ ସାମଗ୍ରିକ ସଂଗଠନ ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କିଂ ୟୁନିଅନ୍ UFBU। ଫଳରେ ଆଜି ରାଷ୍ଟ୍ରାୟତ ବ୍ୟାଙ୍କ ଗୁଡ଼ିକରେ କାରବାର ଏକଦମ୍ ବନ୍ଦ ହୋଇଯାଇଛି।...
ଭୁବନେଶ୍ୱର: ମହାନଦୀ ବିବାଦର ସମାଧାନ ନେଇ ଟ୍ରିବ୍ୟୁନାଲ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ମହାନଦୀ ଟ୍ରିବ୍ୟୁନାଲ ପକ୍ଷରୁ ବୁଧବାର ୫ଟି ରାଜ୍ୟକୁ ନୋଟିସ୍ ଜାରି କରାଯାଇଛି। ଏହି ରାଜ୍ୟଗୁଡ଼ିକ ସେମାନଙ୍କ ପ୍ରତିନିଧି ପଠାଇବାକୁ ନିର୍ଦ୍ଦେଶ ଦେଇଛି ଟ୍ରିବ୍ୟୁନାଲ। ଆସନ୍ତା ୬ ତାରିଖ ସୁଦ୍ଧା ଓଡ଼ିଶା ସମେତ ଛତିଶଗଡ଼,...
ଆମ ଦେଶରେ କ୍ରିକେଟର, ଫିଲ୍ମଷ୍ଟାର କିମ୍ବା ଶିଳ୍ପପତିଙ୍କ ବିଳାସମୟ ଘରକୁ ନେଇ ସବୁବେଳେ ଚର୍ଚ୍ଚା ହୋଇଥାଏ। ବିଭିନ୍ନ ଗଣମାଧ୍ୟମରେ ମଧ୍ୟ ଏହାକୁ ନେଇ ରୋଚକ ଖବରମାନ ପ୍ରକାଶ ପାଏ। କିନ୍ତୁ ଆପଣ କେବେ ଆମ ସୌଖୀନ ନେତାମାନଙ୍କ ଘର ବିଷୟରେ ଭାବିଛନ୍ତି କି ? ବିଳାସମୟ ଜୀବନଶୈଳୀରେ ଆମ...
ନୟାଗଡ଼: ବିବାହ ପରେ କନ୍ୟା ଘରକୁ ଭାର ନେଇ ଯାଉଥିବା ମିନି ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ମିନି ଟ୍ରକଟି ନୟାଗଡ଼ ଜିଲ୍ଲା ବାଣିଗୋଛା ଥାନା ନୂଆଗାଁ ଟୁକେଇନାଳ ବ୍ରିଜ ତଳକୁ ଖସି ପଡ଼ିଛି। ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି।...
ନୂଆଦିଲ୍ଲୀ: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁରେ ଏବର୍ଷ କେତେ ପରିମାଣରେ ବର୍ଷା ହେବ ସେ ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଆଗକୁ ମୌସୁମୀ ବାୟୁ ସ୍ୱାଭାବିକ ରହିବା ସହ ସାରା ଦେଶରେ ୯୭ ପ୍ରତିଶତ ବର୍ଷା ହେବ ବୋଲି ପୂର୍ବାନୁମାନରୁ ଜଣାପଡ଼ିଛି। ସେହିପରି ଆଞ୍ଚଳିକ ଭିତ୍ତିରେ ଆଭ୍ୟନ୍ତରୀଣ...
ଆଗ୍ରା: ଏଠାରେ ଆଜି ଏମିତି ଏକ ଘଟଣା ଘଟିଛି ଯାହା ସହଜରେ ବିଶ୍ୱାସ ହେବ ନାହିଁ। କିନ୍ତୁ ଘଟଣାଟି ସତ। ବ୍ୟାଙ୍କକୁ ଟଙ୍କା ଜମା କରିବାକୁ ଯାଇଥିବା ଜଣେ ବ୍ୟବସାୟୀଙ୍କଠାରୁ ମାଙ୍କଡ଼ ଟଙ୍କା ବ୍ୟାଗ୍ ଛଡ଼ାଇ ନେଇଛି। ଏହି ଘଟଣା ବୁଧବାର ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।...
ପୁରୀ: ଶ୍ରୀମନ୍ଦିର ପରିସରରେ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯିବ। ଏହି ସ୍ୱାସ୍ଥ୍ୟ କେନ୍ଦ୍ରରେ ଜଣେ ଡାକ୍ତର, ନର୍ସ ଓ ଫାର୍ମାସିଷ୍ଟ ରହିବାର ବ୍ୟବସ୍ଥା ହେବ। ଭିନ୍ନକ୍ଷମ ଭକ୍ତମାନେ କିପରି ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ ସେଥିପାଇଁ ଏକ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ। ଶ୍ରୀମନ୍ଦିର ସ୍ଥିତିକୁ ସମୀକ୍ଷା କରିବା ପରେ ଏହି...
ଭୁବନେଶ୍ୱର; ମହାନଦୀ ପ୍ରସଙ୍ଗରେ ଦିନକୁ ଦିନ ରାଜନୀତି ସରଗରମ ହେବାରେ ଲାଗିଛି। ମହାନଦୀ ଜଳକୁ ନେଇ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ରମଣ ସିଂହଙ୍କ ମନ୍ତବ୍ୟ ପରେ ବିଜେଡି ବିଜେପି ମଧ୍ୟରେ ବାକଯୁଦ୍ଧ ଆରମ୍ଭ ହୋଇଯାଇଛି। ଏହି ପ୍ରସଙ୍ଗରେ ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ରମଣ ସିଂହଙ୍କ ଉପରେ ବର୍ଷିଛନ୍ତି...
ଭୁବନେଶ୍ୱର : ଭୁବନେଶ୍ୱର ବରମୁଣ୍ଡା ବସ୍ଷ୍ଟାଣ୍ଡର ହେବ ନବକଳେବର। ଏନେଇ ସଚିବାଳୟରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବରମୁଣ୍ଡାରେ ହେବ ଆନ୍ତଃରାଜ୍ୟ ବସ୍ ଟର୍ମିନାଲ। ଆସନ୍ତା ଜୁନ୍ ଶେଷ ସୁଦ୍ଧା ରାଜିନାମା ସ୍ୱାକ୍ଷରିତ ହେବ। ୧୫ ମାସ ମଧ୍ୟରେ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରହିଛି।...
ବାରିପଦା : ମୟୂରଭଞ୍ଜ ବାରିପଦାରେ ଛାତ୍ର ନେତାଙ୍କୁ ବିଜେଡି ବିଧାୟକ ଅରୁଣ ସାହୁ ଉଠ୍ବସ୍ କରାଇବା ଅଭିଯୋଗ ଘଟଣାରେ ତାତିଲେ ଛାତ୍ର। ଅରୁଣଙ୍କ କୁଶପୁତ୍ତଳିକା ଦାହ ସହ ଜିଲ୍ଲାପାଳଙ୍କୁ ଭେଟି ସ୍ମାରକପତ୍ର ଦେଇଛନ୍ତି କଂଗ୍ରେସ ଓ ଏବିଭିପିର ଛାତ୍ର ନେତା। ତୁରନ୍ତ ଅରୁଣ ସାହୁ ମୟୂରଭଞ୍ଜବାସୀଙ୍କୁ କ୍ଷମା ପ୍ରାର୍ଥନା...
ବର୍ତ୍ତମାନ ଯୁବାବସ୍ଥାରେ କେଶ ଝଡ଼ିବା ଓ ଚନ୍ଦାପଣ ଏକ ପ୍ରମୁଖ ସମସ୍ୟା ପାଲଟି ଯାଇଛି। ଯୁବତୀଙ୍କ ତୁଳନାରେ ଯୁବକମାନେ ବେଶୀ ମାତ୍ରାରେ ଏହି ସମସ୍ୟାର ସମ୍ମୁଖୀନ ହେଉଥିବାର ଦେଖିବାକୁ ମିଳୁଛି। ଫଳରେ କେଶ ନଥିବାରୁ ମୁହଁର ସୌନ୍ଦର୍ଯ୍ୟ ହ୍ରାସ ପାଉଛି। ଆସନ୍ତୁ ଜାଣିବା ଏହାର ପ୍ରକୃତ କାରଣ କଣ...