ବେଙ୍ଗାଲୁରୁ: କର୍ଣ୍ଣାଟକ ବିଧାନସଭାରେ କୁମାରସ୍ୱାମୀ ସରକାର ଆସ୍ଥା ଭୋଟରେ ବିଜୟୀ ହୋଇଛି। କୁମାର ସ୍ୱାମୀଙ୍କୁ ମ୍ୟାଜିକ୍ ନମ୍ବର ୧୧୨ ଆବଶ୍ୟକ ଥିବା ବେଳେ କଂଗ୍ରେସ ମେଣ୍ଟକୁ ମିଶାଇ ତାଙ୍କୁ ୧୧୭ ବିଧାୟକ ସମର୍ଥନ କରିଥିଲେ। ଆସ୍ଥା ଭୋଟ ପୂର୍ବରୁ ବିଜେପି କକ୍ଷ ତ୍ୟାଗ କରିଥିଲା। ୟେଦ୍ୟୁରପ୍ପା କକ୍ଷ ତ୍ୟାଗ...
ଭୁବନେଶ୍ୱର: ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ଛୁଇଁଲା ମୋସୁମୀ। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଜି ଆଣ୍ଡାମାନ ଛୁଇଁଛି। ମୌସୁମୀ ପ୍ରଭାବରେ ଆଣ୍ଡାମାନ ଦ୍ୱୀପରେ ବର୍ଷା ହୋଇଛି। ‘ଦକ୍ଷିଣ ଆଣ୍ଡାମାନ ଓ ନିକୋବରରେ ଆଜି ସକାଳେ ବର୍ଷା ହୋଇଛି। ୨୩ରେ ଆଣ୍ଡାମାନ ଛୁଇଁବା ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ...
ଭୁବନେଶ୍ୱର: ପୁଣି ପଦାରେ ପଡ଼ିଲା ଦାମ-ବିଷ୍ଣୁ କଳି। ପାରାଦୀପ ସମାରୋହରେ ଜଗତସିଂହପୁର ଜିଲ୍ଲା ବିଜେଡ଼ି ସଭାପତି ବିଷ୍ଣୁ ଦାସଙ୍କ ଅନୁପସ୍ଥିତି ସଂପର୍କିତ ଏକ ପ୍ରଶ୍ନର ଉତ୍ତରରେ ଦାମ କହିଛନ୍ତି, ବିଷ୍ଣୁ ଦାସ କିଏ ମୁଁ ଜାଣିନି… ମୁଁ ତାଙ୍କୁ କେବେ ଦେଖିନି କି କଥା ହୋଇନି। ତା’ସହିତ ବିଷ୍ଣୁଙ୍କ...
ପାରାଦୀପ: ମହାନଦୀ ବିବାଦ ନେଇ ଜନ ସଚେତନତା ସୃଷ୍ଟି ଲାଗି ବିଜେଡିର ମହାନଦୀ ସୁରକ୍ଷା ଅଭିଯାନର ଉଦ୍ଯାପନୀ ସମାରୋହରେ ବିଜେପି ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପାରାଦୀପରେ ଉଦ୍ଯାପନୀ ସମାରୋହରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି-ଏବେ ମହାନଦୀ ରାଜନୈତିକ ନୁହେଁ, ଜନ ଆନ୍ଦୋଳନ ପାଲଟିଛି। ମହାନଦୀ ପ୍ରସଙ୍ଗ...
ଭୁବନେଶ୍ୱର: ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରକୁ ଧମକପୂର୍ଣ୍ଣ ଟେଲିଫୋନ୍ କଲ୍ କରିଥିବା ଅଭିଯୁକ୍ତ ଜଣକ ଶେଷରେ ପୋଲିସ୍ ହାତରେ ଧରାପଡ଼ିଛି। ଆଉ ସନ୍ଦିଗ୍ଧ ଫୋନ୍ କଲ୍ର ଗୁମର ଫିଟିଛି। ଜାଣନ୍ତୁ ପୂରା ଘଟଣା କ’ଣ… ଗତକାଲି ଏୟାରପୋର୍ଟକୁ ଧମକପୂର୍ଣ୍ଣ ଟେଲିଫୋନ୍ କଲ୍ ମିଳିବା ପରେ ପୋଲିସ...
ଭୁବନେଶ୍ୱର: ସାବଧାନ ! ବିମୁଦ୍ରୀକରଣ ପରେ ବି ଜାଲ୍ ନୋଟ୍ ଦଲାଲଙ୍କ କବଳରୁ ମୁକ୍ତି ନାହିଁ । ପୁଣି ମାର୍କେଟ୍କୁ ଆସିଛି ପୁଳା ପୁଳା ଜାଲ୍ ନାଟ୍ । ଆସିଛି ସେହି ଗୋଲାପି ଗୋଲାପି ଜାଲ୍ ନୋଟ୍ ଯାହା କେତେବେଳେ ବି ଆପଣଙ୍କ ପାଖକୁ ଆସିପାରେ। ଗୋଟିଏ ଆସିଗଲେ...
ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କେନ୍ଦ୍ର ସରକାରଙ୍କ ଚତୁର୍ଥ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ କଟକ ସହରକୁ ବାଛିଛନ୍ତି। ଏହିଠାରୁ ହିଁ ଆସନ୍ତାକାଲି ମୋଦି ଦେଶବାସୀଙ୍କୁ ସମ୍ବୋଧିତ କରିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଆସନ୍ତାକାଲି ଭୁବନେଶ୍ୱରରେ ପହଞ୍ଚିବାପରେ...
ନୂଆଦିଲ୍ଲୀ: IPL-11 ଫାଇନାଲରେ ଚେନ୍ନାଇକୁ କିଏ ଭେଟିବ? ସନ୍ରାଇଜର୍ସ ହାଇଦ୍ରାବାଦ ନା କୋଲକାତା ନାଇଟ୍ ରାଇଡର୍ସ। ଏସବୁ ଆଜି ସ୍ପଷ୍ଟ ହୋଇଯିବ। ସନ୍ରାଇଜର୍ସ ହାଇଦ୍ରାବାଦ ଓ କୋଲକାତା ନାଇଟ୍ ରାଇଡର୍ସ ମଧ୍ୟରେ ଆଜି ଖେଳାଯିବ ଦ୍ୱିତୀୟ କ୍ୱାଲିଫାୟର। ଏନେଇ ଉଭୟ ଟିମ୍ ଜୋରଦାର୍ ଅଭ୍ୟାସ ଚଳାଇଛନ୍ତି। ପ୍ରଥମ କ୍ୱାଲିଫାୟରରେ...
ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇ ରେଜଲ୍ଟ। ଆଜି ୫ଟାରେ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଓଜେଇଇ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ରାଜ୍ୟର ବିଭିନ୍ନ ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟ ତଥା ମହାବିଦ୍ୟାଳୟରେ ବି ଫାର୍ମ, ଏମ୍ ଫାର୍ମ, ଏମ୍ବିଏ...
ଭୁବନେଶ୍ୱର: ଆଜି ରାଜ୍ୟବ୍ୟାପୀ ବନ୍ଦ ରହିଛି ଘରୋଇ ହସ୍ପିଟାଲ। ରାଜ୍ୟର ସବୁ ଘରୋଇ ହସ୍ପିଟାଲ, ପାଥୋଲ୍ୟାବ୍ ଓ ଡାଇଗ୍ନୋଷ୍ଟିକ ସେଣ୍ଟର ଆଜି ସକାଳ ୬ ଟାରୁ ଆସନ୍ତାକାଲି ସକାଳ ୬ଟା ପର୍ଯ୍ୟନ୍ତ ୨୪ ଘଣ୍ଟା ଧରି ବନ୍ଦ ରହିବ। କ୍ଲିନିକାଲ ଏଷ୍ଟାବ୍ଲିସ୍ମେଣ୍ଟ ଆକ୍ଟକୁ ବିରୋଧ କରି ଏହି ବନ୍ଦ...
ଭୁବନେଶ୍ୱର : ଭୁବନେଶ୍ୱରରେ ଚାଞ୍ଚଲ୍ୟ। ଏକ ହୋଟେଲ୍ରୁ ଯୁବକଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏକ ରୁମ୍ରେ ଫ୍ୟାନ୍ରେ ଝୁଲନ୍ତା ଅବସ୍ଥାରେ ସେମାନଙ୍କୁ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ନାଁ ଶୁଭଙ୍କର ମାଝୀ ଓ ଯୁବତୀଙ୍କ ନାଁ ଟୁମ୍ପାରାଣୀ ପଖିରା। ଉଭୟଙ୍କ ଘର ପଶ୍ଚିମବଙ୍ଗ ହାଓଡ଼ା ଅଞ୍ଚଳରେ ବୋଲି ଜଣାପଡ଼ିଛି।...
ଭୁବନେଶ୍ୱର : କୁନ୍ଦୁଲି, ବାଣପୁର ଆଉ ଏବେ ସମ୍ବଲପୁରର ଶାସନ। କଳଙ୍କର ନୂଆ ନୂଆ ଠିକଣା। ଅସୁରକ୍ଷା, ଲଜ୍ଜା, ବ୍ୟବସ୍ଥା ଉପରେ ଅନାସ୍ଥାରୁ- ହାରିଯାଉଥିବା, ମରିଯାଉଥିବା ସଂଘର୍ଷର ନୂଆ ନୂଆ ନାଁ। କୁନ୍ଦୁଲି ଓ ବାଣପୁର ଝିଅ ଭଳି ନବମ ଶ୍ରେଣୀର ଏ ଝିଅ ବି ଗ୍ରାସି ଚାଲିଥିବା...