• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

Otv Khabar Bureau

Editor

Posts by Otv Khabar Bureau

dutee chand
ଆନ୍ତର୍ଜାତିକ ଖ୍ୟାତି ସମ୍ପନ୍ନ ଖେଳାଳିଙ୍କୁ ରାଜ୍ୟ ସରକାରଙ୍କ ଅବହେଳା

ଭୁବନେଶ୍ୱର: ରିଓ ଅଲିମ୍ପିକରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିଥିବା ଓଡ଼ିଆ ଆଥଲେଟ୍ ଦୂତୀ ଚାନ୍ଦଙ୍କୁ ରାଜ୍ୟ ସରକାରଙ୍କ ଅବହେଳା।  ଭୁବନେଶ୍ୱରରେ ଜମି କିମ୍ବା ଘର ଖଣ୍ଡିଏ ଦେବା ପାଇଁ ରାଜ୍ୟ ସରକାର ତାଙ୍କୁ ପ୍ରତିଶ୍ରୁତି ଦେଇଥିଲେ  କିନ୍ତୁ ଏହା ଭିତରେ ଦୁଇବର୍ଷ ବିତି ଯାଇଥିଲେ ବି ଦୂତିଙ୍କୁ ଘରଖଣ୍ଡିଏ...

kolkata
ଜଳଖିଆ ଖାଇ ପୁରୀ- ହାୱଡ଼ା ଶତାବ୍ଦୀ ଏକ୍ସପ୍ରେସରେ ଯାତ୍ରୀ ଅସୁସ୍ଥ

କୋଲକାତା: କୋଲକାତା ଅଭିମୁଖେ ଯାଉଥିବା ୧୨୨୭୮ ପୁରୀ-ହାୱଡ଼ା ଶତାବ୍ଦୀ ଏକ୍ପପ୍ରେସରେ ଜଳଖିଆ ଖାଇ ୩୩ଜଣ ଯାତ୍ରୀ ଅସୁସ୍ଥ ହୋଇପଡିଛନ୍ତି। ସୂଚନା ଅନୁସାରେ, ପ୍ରଥମେ ବେଲ୍‌ଦା ଷ୍ଟେସନ ନିକଟରେ ୨ଜଣ ଯାତ୍ରୀ ଅସୁସ୍ଥ ଅନୁଭବ କରିବା ସହ ବାନ୍ତି କରିଥିଲେ।  କିଛି ସମୟ ଭିତରେ ଆଉ ୧୫ଜଣ ଯାତ୍ରୀ ଅସୁସ୍ଥ...

rainfall
ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ସତର୍କତା। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଆକାଶ ମେଘାଛନ୍ନ ରହିବା ସହ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସହ ଘଡ଼ଘଡ଼ି ଓ କୁଆପଥର ବର୍ଷା ସମ୍ଭାବନା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଏହି ସମୟରେ ଘଣ୍ଟାପ୍ରତି ୪୫ରୁ...

sambalpur
ପୁଣି ଜୀବନ ହାରିଲେ ଦୁଷ୍କର୍ମ ପୀଡ଼ିତା

ସମ୍ବଲପୁର: ପୁଣି ଜୀବନ ହାରିଲେ ଦୁଷ୍କର୍ମ ପୀଡ଼ିତା। ସମ୍ବଲପୁର ଜିଲ୍ଲା ଶାସନ ଥାନା ଅଞ୍ଚଳରେ ଜଣେ ଦୁଷ୍କର୍ମ ପୀଡ଼ିତା ନାବାଳିକା ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି  ୧୫ ବର୍ଷୀୟା ନାବାଳିକାଙ୍କ ସହ ଗତ ୨ ତାରିଖରେ ଗଣଦୁଷ୍କର୍ମ ଅଭିଯୋଗ ହୋଇଥିଲା। ଗତକାଲି ଘରେ କେହି ନ ଥିବା...

revenue
୨୩ ଦିନ ପରେ ଓଡ଼ିଶା ରାଜସ୍ୱ ଅମଲା ସଂଘର ଆନ୍ଦୋଳନ ପ୍ରତ୍ୟାହୃତ

ଭୁବନେଶ୍ୱର: ଦୀର୍ଘ ୨୩ ଦିନର ଆନ୍ଦୋଳନ ପରେ ଆସନ୍ତାକାଲିଠୁ କାର୍ଯ୍ୟରେ ଯୋଗ ଦେବେ ରାଜସ୍ୱ ଅମଲା ସଂଘ। ୨୩ ଦିନ ଧରି ଜିଦ୍‌ରେ ଅଟଳ ରହିବା ପରେ ଗତକାଲି ଆନ୍ଦୋଳନ ପ୍ରତ୍ୟାହାର କରିଥିଲା ଓଡ଼ିଶା ରାଜସ୍ୱ ଅମଲା ସଂଘ। ମୁଖ୍ୟ ଶାସନ ସଚିବଙ୍କ ଲିଖିତ ପ୍ରତିଶ୍ରୁତି ପରେ ଏହି...

rmy
ସୁଧୁରୁନି ପାକିସ୍ତାନ: ବାରମ୍ବାର ଅସ୍ତ୍ରବିରତି ଉଲ୍ଲଙ୍ଘନ ଯୋଗୁଁ ସୀମାରେ ଯୁଦ୍ଧ ସ୍ଥିତି

ଶ୍ରୀନଗର: ସୁଧୁରୁନି ପାକିସ୍ତାନ। ବାରମ୍ବାର ଅସ୍ତ୍ରବିରତି ଉଲ୍ଲଙ୍ଘନ କରୁଛି। ଏହାକୁ ନେଇ ଭାରତ-ପାକ୍ ସୀମାରେ ଏବେ ଯୁଦ୍ଧ ଭଳି ପରିସ୍ଥିତି ଦେଖା ଦେଇଛି। ଗତକାଲି ପୁଣି ମୋର୍ଟାର ମାଡ଼ କରିଛି ପାକିସ୍ତାନ। ଏଥିରେ ୪ଜଣ ସ୍ଥାନୀୟ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ଜଣ ଆହତ ହୋଇଛନ୍ତି। ଗୁଳିମାଡ଼ରେ ସୀମାବର୍ତ୍ତୀ...

congress
କଂଗ୍ରେସରେ ଆର୍ଥିକ ସଙ୍କଟ: ୫ ମାସ ହେଲା ପିସିସିକୁ ଟଙ୍କାଟିଏ ବି ମିଳିନି

ନୂଆଦିଲ୍ଲୀ: ଦେଶର ସର୍ବ ପୁରାତନ ଦଳ କଂଗ୍ରେସରେ ଏବେ ପାଣ୍ଠିର ଘୋର ସଙ୍କଟ ଦେଖା ଦେଇଛି। ପାଞ୍ଚ ମାସ ହେଲାଣି ଏଆଇସିସିରୁ କୌଣସି ପିସିସିକୁ ଟଙ୍କାଟିଏ ବି ଫଣ୍ଡ ଆସିନି। ଏମିତିକି ଇଲେକ୍ଟୋରାଲ୍ ବଣ୍ଡ ମାଧ୍ୟମରେ ବି ଦଳ ଅର୍ଥ ସଂଗ୍ରହ କରିପାରୁନି। ସ୍ଥିତିର ମୁକାବିଲା ପାଇଁ ଦଳୀୟ...

moong
ଆପଣଙ୍କୁ ସାରା ଜୀବନ ଫିଟ୍‌ ରଖିବ, ରୋଗ ଦାଉରୁ ରକ୍ଷା କରିବ ଏହି ଖାଦ୍ୟ....

ଭୁବନେଶ୍ୱର( ବିମଳ ବେହେରା):  ଆଜିକାଲି ଆମେ ଯେଉଁ ଖାଦ୍ୟ ଖାଉଛୁ ତାହା ପାଟିକୁ ସୁଆଦିଆ ଲାଗୁଛି ଓ ପେଟ ପୂରୁଛି ସତ । କିନ୍ତ ଶରୀରକୁ ଆବଶ୍ୟକ ଭିଟାମିନ୍ ଓ ମିନେରାଲ ମିଳିପାରୁ ନାହିଁ । ତେଣୁ ଆମର ରୋଗ ପ୍ରତିରୋଧକ ଶକ୍ତି ହ୍ରାସ ପାଉଛି। ଆମ ପ୍ରତିଦିନ...

pakka ghar
ଗରିବଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍କାଘର ବାହାସ୍ପୋଟ

ଭୁବନେଶ୍ୱର: ଗରିବଙ୍କ ପାଇଁ ପକ୍କା ଘର ନିର୍ମାଣର ସଫଳତାକୁ ନେଇ ପ୍ରଶ୍ନ ଉଠିଛି। ରାଜ୍ୟରେ ୧୭ ଲକ୍ଷ ପକ୍କାଘର କରି ବାହାବା ଗୋଟାଉ ଥିବା ସରକାରଙ୍କ ଖୋଦ୍ ପଞ୍ଚାୟତିରାଜ ବିଭାଗର ତଥ୍ୟ ହିଁ ଏହି ସଫଳତା ଉପରେ ପ୍ରଶ୍ନ ଚିହ୍ନ ଲଗାଇଛି। ବିଧାନସଭାରେ ପଞ୍ଚାୟତିରାଜ ମନ୍ତ୍ରୀ ଦେଇଥିବା ତଥ୍ୟ...

kumaraswamyoath
ମୋଦି ବିରୋଧୀ ମହାମେଳିରେ ଶପଥ ନେଲେ କୁମାରସ୍ୱାମୀ

ବେଙ୍ଗାଲୁରୁ: କୁମାରସ୍ୱାମୀଙ୍କ ଶପଥ ଗ୍ରହଣ ସମାରୋହ ବାହାନାରେ ମୋଦି ବିରୋଧୀଙ୍କ ଶକ୍ତି ପ୍ରଦର୍ଶନ। ଗୋଟିଏ ମଞ୍ଚରେ ଏକାଠି ହେଲେ ସୋନିଆ, ରାହୁଲ, ମମତା, ମାୟାବତୀ, ଅଖିଳେଶ ଓ ଚନ୍ଦ୍ରବାବୁଙ୍କ ଭଳି ଡଜନେରୁ ଅଧିକ ତୁଙ୍ଗ ରାଜନେତା । ବାର୍ତ୍ତା ଦେଇଛନ୍ତି, ଏବେ ଏକାଠି ହେବାର ସମୟ। ଏହାରି ଭିତରେ...

NREGA
ମନରେଗାରେ ମେସିନ୍‌ରେ ହେଉଛି କାମ, ହାତ ବାନ୍ଧି ବସିଛନ୍ତି ଶ୍ରମିକ

ନୟାଗଡ଼: ମହାତ୍ମା ଗାନ୍ଧୀ ଜାତୀୟ କର୍ମ ନିଯୁକ୍ତି ଯୋଜନାରେ ନିୟମର ଖୋଲାଖୋଲି ଉଲ୍ଲଙ୍ଘନ ହୋଇଛି ନୟାଗଡ଼ ଜିଲ୍ଲାରେ । ଏହି ଜିଲ୍ଲାର ଓଡ଼ଗାଁ ବ୍ଲକ କୋମୋଣ୍ଡ ପଞ୍ଚାୟତର ଖଜୁରୀ ବନ୍ଧ, ଛେଳିଆ ଓ ଛଣପୋଖରୀ ଗାଁରେ ଶ୍ରମିକଙ୍କ ବଦଳରେ କାମ କରୁଛି ମେସିନ୍। ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ...

waterproblem
  ମୁନ୍ଦାଏ ପାଣି ପାଇଁ ଯେଉଁଠି ବାଜି ଲାଗେ ଜୀବନ

ବଲାଙ୍ଗିର/କେନ୍ଦୁଝର: ଯୋଜନ ଦୂରରେ ଯୋଜନା। ସରକାରଙ୍କ ବିକାଶ ମୂଳକ ଯୋଜନା ଗ୍ରାମାଞ୍ଚଳରେ ପହଞ୍ଚିପାରୁନି । ସବୁଦିନ ପାଣି ମୁନ୍ଦାଏ ପାଇଁ ଯିବାକୁ ପଡ଼ୁଛି ମାଇଲ୍ ମାଇଲ୍ ବାଟ। ତଥାପି ବି ମିଳୁନି ଶୁଦ୍ଧ ପାଣି, ଲୋକେ ପାଣି ପାଇଁ ସଂଘର୍ଷ କରୁଛନ୍ତି। ବଲାଙ୍ଗିର କରୁଆଁଝର ଗାଁ ଏବଂ ତେଲକୋଇର...

citahahelicopter
ବାୟୁସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ନୂଆଦିଲ୍ଲୀ: ଜାମ୍ମୁ କାଶ୍ମୀରରେ ନିୟମିତ ଉଡାଣ ବେଳେ ଭାରତୀୟ ବାୟୁସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ସକାଳ ୯ଟା ୫୦ରେ ହେଲିକପ୍ଟର ଜାମ୍ମୁରୁ ନାଥାକୁ ଯାଉଥିବା ବେଳେ ଯାନ୍ତ୍ରିକ ତ୍ରୁଟି ଦେଖା ଦେଇଥିଲା। ହେଲିକପ୍ଟରରେ ଦୁଇଜଣ ବିମାନ କର୍ମଚାରୀ ଓ ଦୁଇଜଣ ଯାତ୍ରୀ ଥିଲେ।  ସମସ୍ତେ ସୁରକ୍ଷିତ ଭାବେ...

sterliteprotest
ତୁତିକୋରିନ ଗୁଳିକାଣ୍ଡକୁ ନେଇ ତେଜିଲା ତାମିଲନାଡୁ ରାଜନୀତି, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଥିରୁଅନନ୍ତପୁରମ: ତୁତିକୋରିନରେ ଥିବା ଷ୍ଟେରଲାଇଟ୍ କମ୍ପାନୀଙ୍କୁ ବିରୋଧ କରି ପୋଲିସ ଗୁଳିରେ ୧୧ଜଣ ବିକ୍ଷୋଭକାରୀଙ୍କ ମୃତ୍ୟୁ ଘଟଣାରେ ତାମିଲନାଡୁରେ କଡ଼ା ପ୍ରତିକ୍ରିୟା ଦେଖାଦେଇଛି। ଏହାକୁ ବ୍ରିଟିଶ ଅମଳର ଜାଲିଆନାୱାଲାବାଗ ହତ୍ୟାକାଣ୍ଡ ସହ ତୁଳନା କରିଛନ୍ତି ଡିଏମ୍‌କେ ନେତା ଏମ.କେ.ଷ୍ଟାଲିନ୍। ପୋଲିସ କାହା ନିର୍ଦ୍ଦେଶରେ ଗୁଳି ଚଳାଇଲା ବୋଲି ସେ...

fuel image
ତୈଳ ଦର ଚିନ୍ତା: ବସିଲା କ୍ୟାବିନେଟ୍ ବୈଠକ

ନୂଆଦିଲ୍ଲୀ : ବଢୁଥିବା ତୈଳ ଦରକୁ ନେଇ କେନ୍ଦ୍ର କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଛି ଏହି ବୈଠକ। ପେଟ୍ରୋଲ, ଡିଜେଲ୍ ଦରକୁ ନିୟନ୍ତ୍ରଣରେ ଆଣିବା ପାଇଁ ଏହି ବୈଠକରେ ଆଲୋଚନା ହୋଇଥିବା ସୂଚନା ମିଳିଛି। ସେପଟେ ପେଟ୍ରୋଲ, ଡିଜେଲକୁ GST ଅନ୍ତର୍ଭୁକ୍ତ କରିବାକୁ...

sushant-1
ଅକ୍ଷମତା ପାଖରେ ହାରିଯାଇ ନାହାଁନ୍ତି ସୁଶାନ୍ତ : ପରିବା ବିକି ବୃଦ୍ଧା ମାଆର ହୋଇଛନ୍ତି ସାହାରା

ଭୁବନେଶ୍ୱର (ପ୍ରଦେଶ ପ୍ରତ୍ୟୁଷ) :  ସମୟ ଓ ପରିସ୍ଥିତି ମଣିଷକୁ ଅନେକ କିଛି ଶିଖାଇଥାଏ। ଏହାକୁ ପାଥେୟ କରି ମଣିଷ ସବୁ ଦୁଃଖ ଓ ଅଭାବକୁ ସାମ୍ନା କରେ। ଦୃଢ ଇଚ୍ଛା ଶକ୍ତିରେ ଜୀବନ ଜିଇଁବା ଶିଖେ। ଏମିତି ଏକ ଘଟଣା ଘଟିଛି ସୁଶାନ୍ତଙ୍କ ଜୀବନରେ। ସୁଶାନ୍ତ କୁମାର...

train
ବିଦ୍ୟୁତ ତାର ଛିଡ଼ିବା ଯୋଗୁଁ ଟ୍ରେନ୍ ଯାତ୍ରା ବାଧାପ୍ରାପ୍ତ, ଟ୍ରେନ ସେବା ବାତିଲ

ଭୁବନେଶ୍ୱର :  କାଳବୈଶାଖୀ ଜନିତ ବର୍ଷା ଯୋଗୁଁ ଟ୍ରେନ ଚଳାଚଳ ବାଧାପ୍ରାପ୍ତ।  ପ୍ରବଳ ବର୍ଷା ଓ ଘଡ଼ଘଡ଼ି ଯୋଗୁଁ ରେଳଲାଇନର କିଛି ସ୍ଥାନରେ ବିଦ୍ୟୁତ ତାର ଛିଡ଼ି ଯାଇଥିବା ସୂଚନା ମିଳିଛି। ପ୍ରବଳ ବର୍ଷା ଓ ଘଡ଼ଘଡ଼ି ଯୋଗୁଁ  ଟ୍ରେନର ସିଗନାଲ ସିଷ୍ଟମ ମଧ୍ୟ ବାଧାପ୍ରାପ୍ତ ହୋଇଛି। ସିଗନାଲ ବ୍ୟବସ୍ଥା...

lightening
ବଜ୍ରପାତରେ ଜଳିଗଲା ଘର

କେନ୍ଦୁଝର  : କେନ୍ଦୁଝର ଜିଲ୍ଲା ହାଟଡ଼ିହି ବ୍ଲକ୍ ଝଣଝଣାରେ ବଜ୍ରପାତ ଯୋଗୁ ଅଘଟଣ। ବଜ୍ରାଘାତ ଯୋଗୁ ଜଣଙ୍କ ଘରେ ନିଆଁ ଲାଗି ଯାଇଛି। ଫଳରେ ଜଣେ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଆଜି ସକାଳୁ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବର୍ଷା ଘଡ଼ଘଡ଼ି ସହ ପ୍ରବଳ...

puri
ଅଣାଯିବ ଚତୁର୍ଦ୍ଧା ମୂର୍ତ୍ତିଙ୍କର ବାସୁଙ୍ଗା ପାଟ

ପୁରୀ : ଶ୍ରୀମନ୍ଦିରରେ ପୂଜା ପାଉଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ଗୁପ୍ତ ନୀତିରେ ବାସୁଙ୍ଗା ପାଟର ବେଶ୍ ଗୁରୁତ୍ୱ ରହିଛି। ଏହି ବାସୁଙ୍ଗା ପାଟ କିଭଳି ଉନ୍ନତ ମାନର ଅଣାଯିବ, ସେଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏକ ଟିମ୍ ଆଜି କଟକ ଜିଲ୍ଲା ନୂଆପାଟଣା ଗସ୍ତ କରିବେ। ଏହି ଟିମ୍‌ରେ...