ନୂଆଦିଲ୍ଲୀ: କେନ୍ଦ୍ର କ୍ୟାବିନେଟ୍ରେ ଅଦଳବଦଳ। ପୀୟୁଷ ଗୋଏଲ୍ଙ୍କୁ କେନ୍ଦ୍ର ଅର୍ଥମନ୍ତ୍ରାଳୟ ଦାୟିତ୍ୱ ମିଳିଛି। ଅରୁଣ ଜେଟ୍ଲି ଅସୁସ୍ଥ ଥିବାରୁ ତାଙ୍କ ସ୍ଥାନରେ ଗୋଏଲ୍ ଏହି ଦାୟିତ୍ୱ ସମ୍ଭାଳିବେ। ଜେଟ୍ଲି ସୁସ୍ଥ ହୋଇ ଫେରିବା ପର୍ଯ୍ୟନ୍ତ ଗୋଏଲ୍ ଅର୍ଥମନ୍ତ୍ରୀ ଭାବେ କାର୍ଯ୍ୟ କରିବେ। ସେହିପରି ରାଜ୍ୟବର୍ଦ୍ଧନ ରାଠୋରଙ୍କୁ ସୂଚନା ଓ...
କୋଣାର୍କ: କୋଣାର୍କରେ ମାନସିକ ଅନଗ୍ରସର ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ। କୋଣାର୍କ ଜଗନ୍ନାଥ ମନ୍ଦିର ନିକଟରୁ ଜଣେ ମହିଳାଙ୍କ ଉଲଗ୍ନ ମୃତଦେହ ଉଦ୍ଧାର କରାଯାଇଛି। ଗତ ୫ ବର୍ଷ ହେଲା ମହିଳା ଜଣଙ୍କ ଜଗନ୍ନାଥ ମନ୍ଦିର ସାମ୍ନାରେ ରହିଆସୁଥିଲେ। ତେବେ ଆଜି ଭୋରରୁ ତାଙ୍କର ମୃତଦେହ ଏକ...
ପୁରୀ: ପୁରୀ-କୋଣାର୍କ ମେରାଇନ୍ ଡ୍ରାଇଭ୍ ରୋଡ଼୍ର ବେଲେଶ୍ୱର ନିକଟରେ ସମୁଦ୍ରରୁ ଏକ ଜୀବନ୍ତ ଡଲଫିନ୍ ଉଦ୍ଧାର କରାଯାଇଛି। ସମୁଦ୍ର କୂଳକୁ ଡଲଫିନ୍ଟି ଭାସି ଆସିଥିବାବେଳେ ସ୍ଥାନୀୟ ଯୁବକମାନେ ଏହାକୁ ଉଦ୍ଧାର କରି ପୁଣିଥରେ ସମୁଦ୍ରରେ ଛାଡି ଦେଇଛନ୍ତି। ତେବେ ବାରମ୍ବାର ସମୁଦ୍ର ଭିତରକୁ ଛାଡିଥିଲେବି ବଡ ବଡ ଲହଡି...
ବେଙ୍ଗାଲୁରୁ: କର୍ଣ୍ଣାଟକରେ ବି ମୋଦି ଲହର। କର୍ଣ୍ଣାଟକ ବିଧାନସଭା ନିର୍ବାଚନ ଭୋଟ୍ ଗଣତିରୁ ଆସୁଥିବା ଫଳାଫଳ ଅନୁସାରେ ୧୦୦ରୁ ଅଧିକ ଆସନରେ ଆଗୁଆ ରହିଛି ବିଜେପି। ଶାସକ କଂଗ୍ରେସ ୭୦ରୁ କମ୍ ଆସନରେ ଆଗୁଆ ରହିଛି। ତା ତଳକୁ ରହିଛି ଜେଡିଏସ୍। ପ୍ରାରମ୍ଭିକ ଟ୍ରେଣ୍ଡ୍ ବିଜେପି ସପକ୍ଷରେ ଯାଉଥିବା...
ଭୁବନେଶ୍ୱର: ଜୁନ୍ରେ ମଧ୍ୟପ୍ରଦେଶରୁ ସାତକୋଶିଆ ଜଙ୍ଗଲକୁ ଆସିବ ବାଘ। ମୋଟ ୬ଟି ମହାବଳ ବାଘ ମଧ୍ୟପ୍ରଦେଶରୁ ଓଡ଼ିଶା ଅଣାଯିବ। ତେବେ ଜୁନ୍ ପ୍ରଥମ ସପ୍ତାହରେ ଗୋଟିଏ ମହାବଳ ବାଘ ଅଣାଯିବ ଏବଂ ପରବର୍ତ୍ତୀ ସମୟରେ ପର୍ଯ୍ୟାୟ କ୍ରମେ ଆଉ ୫ଟି ମହାବଳ ବାଘ ଅଣାଯିବ ବୋଲି ଜଙ୍ଗଲ ମନ୍ତ୍ରୀ...
କଟକ: ଏକ ବଡ଼ ଅଘଟଣରୁ ବର୍ତ୍ତିଲା ହାୱଡ଼ା-ପୁରୀ ଜଗନ୍ନାଥ ଏକ୍ସପ୍ରେସ୍। ଗତ ରାତିରେ କଟକ ଷ୍ଟେସନ ପାଖରେ ଏହି ଟ୍ରେନର S-6 ବଗିରେ ତ୍ରୁଟି ଦେଖା ଦେଇଥିଲା। ଏହାର ଆଲୁମିନିୟମ ପ୍ଲେଟ୍ ଖସି ଯାଇଥିବା ଜଣାପଡ଼ିଛି। ଟ୍ରଲି ସ୍ପ୍ରିଙ୍ଗ୍ରେ ଏହି ତ୍ରୁଟି ଦେଖା ଦେଇଥିଲା। ପ୍ରାୟ ରାତି ୨ଟା...
ବେଙ୍ଗାଲୁରୁ: ହାଇପ୍ରୋଫାଇଲ କର୍ଣ୍ଣାଟକ ନିର୍ବାଚନ ପାଇଁ ଭୋଟ୍ ଗଣତି ଆରମ୍ଭ ହୋଇଛି। ୨୨୨ଟି ଆସନ ପାଇଁ ଆଜି ସକାଳ ୮ଟାରୁ ଭୋଟ୍ ଗଣତି ଆରମ୍ଭ ହୋଇଛି। ମୋଟ୍ ୩୮ଟି କେନ୍ଦ୍ରରେ ଆରମ୍ଭ ହୋଇଛି ଭୋଟ୍ ଗଣତି ପ୍ରକ୍ରିୟା। କେବଳ ବେଙ୍ଗାଲୁରୁରେ ହୋଇଛି ୫ଟି ଗଣତି କେନ୍ଦ୍ର। । ଏଥିପାଇଁ...
ଭୁବନେଶ୍ୱର: ଓଲିଉଡ଼ କମେଡି କିଙ୍ଗ୍ ପପୁ ପମ୍ ପମ୍ଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର। ତାଙ୍କୁ ଆଜି ଏୟାର ଆମ୍ବୁଲାନ୍ସରେ ଭୁବନେଶ୍ୱରରୁ ନୂଆଦିଲ୍ଲୀ ନିଆଯିବ ବୋଲି ତାଙ୍କ ନିକଟ ସମ୍ପର୍କୀୟଙ୍କ ପକ୍ଷରୁ ସୂଚନା ମିଳିଛି। ଅଗ୍ନାଶୟ ବା ପାନ୍କ୍ରିୟାସ୍ ଜନିତ ରୋଗରେ ଆକ୍ରାନ୍ତ ହୋଇ ଗତ ୩ ଦିନ ହେଲା ପପୁ...
ଭୁବନେଶ୍ୱର : ମାଓବାଦୀ ଅପେରସନରେ ଓଡ଼ିଶା ପୋଲିସକୁ ମିଳିଛି ବଡ ଧରଣର ସଫଳତା I ଲାଲ୍ ବାହିନୀର ଅଭେଦ୍ୟ ଦୁର୍ଗରେ ଧସେଇ ପଶିଛି ଓଡ଼ିଶା ପୋଲିସ। ବଲାଙ୍ଗିରର ଡୁଡୁକାମାଲ୍ ଏବଂ କନ୍ଧମାଳର ସୁଡ୍ରୁକୁମ୍ପା ଅଞ୍ଚଳରେ ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ଧରଣର ଅପରେସନ୍ କରି ପୋଲିସ ବାହିନୀ ଲାଲ୍...
ମାଲକାନଗିରି : ମାଲକାନଗିରି ବିଚ୍ଛିନ୍ନାଞ୍ଚଳବାସୀଙ୍କ ବହୁ ଦିନର ସ୍ୱପ୍ନ ପୂରଣ ହେବ। ଆସନ୍ତା ମାସରେ ଉଦଘାଟନ ହେବ ଗୁରୁପ୍ରିୟା ସେତୁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସେତୁର ଉଦଘାଟନ କରିବେ ବୋଲି ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲିକ। ଆଜି ମୁଖ୍ୟମନ୍ତ୍ରୀ ପୂର୍ତ୍ତ ବିଭାଗର ସମୀକ୍ଷା କରିବା...
ଫୁଲବାଣୀ : ରାଜ୍ୟରେ ଦିନକୁ ଦିନ ନାବାଳିକା ଦୁଷ୍କର୍ମ ବଢିବାରେ ଲାଗିଛି। ଯାହା ଚିନ୍ତାର ବିଷୟ ପାଲଟିଛି। କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ଆସିଛି। ମିଳିଥିବା ଅଭିଯୋଗ ଅନୁସାରେ ,ଖଜୁରୀପଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକା ଗତକାଲି ରାତିରେ ମେଲୋଡି...
ଭୁବନେଶ୍ୱର : ପ୍ରକାଶ ପାଇଲା ICSE ରେଜଲ୍ଟ। ଉଭୟ ଦଶମ ଓ ଦ୍ୱାଦଶ ପରୀକ୍ଷାର ଫଳାଫଳ ପ୍ରକାଶିତ ହୋଇଛି। ଦଶମରେ ପାସ୍ ହାର ୯୮.୫୧% ଥିବାବେଳେ, ଦ୍ୱାଦଶରେ ପାସ୍ ହାର ୯୬.୨୧ % ଥିବା ସୂଚନା ମିଳିଛି। ଅଫିସିଆଲ ୱେବସାଇଟ୍ cisce.orgରେ ଉପଲବଧ ହେଉଛି ରେଜଲ୍ଟ। SMS ରେ...
ବେଙ୍ଗାଲୁରୁ: ଆସନ୍ତାକାଲି ହାଇପ୍ରୋଫାଇଲ କର୍ଣ୍ଣାଟକ ନିର୍ବାଚନ ପାଇଁ ଭୋଟ୍ ଗଣତି। ରାଜ୍ୟର ୨୨୪ଟି ବିଧାନସଭା ଆସନ ମଧ୍ୟରୁ ୨୨୨ଟି ଆସନ ପାଇଁ ହୋଇଥିବା ନିର୍ବାଚନର ଭୋଟ ଗଣତି ହେବ। ଏନେଇ ରାଜ୍ୟର ୩୮ଟି ଗଣନା କେନ୍ଦ୍ରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଆଜି ସନ୍ଧ୍ୟା ସୁଦ୍ଧା ଏସମସ୍ତ କେନ୍ଦ୍ରରେ...
ଢ଼େଙ୍କାନାଳ: ବଜ୍ରାଘାତ ଜଣଙ୍କର ଜୀବନ ନେଇଯାଇଛି। ଆଜି ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅନ୍ତର୍ଗତ ଆମ୍ବପଳାସ ଗାଁରେ ବଜ୍ରାଘାତରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ଜଣକ ହେଲେ କନ୍ତୁର ଚାନ୍ଦପୁର ଗାଁର ନରେଶ ଦେହୁରୀ। ଗୁରୁତର ହୋଇପଡ଼ିଥିବା ଅମ୍ରିତ ମହାପାତ୍ରଙ୍କ...