• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

Otv Khabar Bureau

Editor

Posts by Otv Khabar Bureau

ganjam
ଗୁଣି ଗାରେଡି ସନ୍ଦେହରେ ବୃଦ୍ଧ ଦମ୍ପତ୍ତିଙ୍କୁ ଦୁର୍ବ୍ୟବହାର ଅଭିଯୋଗ

ଗଞ୍ଜାମ: ଗୁଣି ଗାରେଡି ସନ୍ଦେହରେ ବୃଦ୍ଧ ଦମ୍ପତ୍ତିଙ୍କୁ ଦୁର୍ବ୍ୟବହାର ସହ ଗାଁ ଦାଣ୍ଡରେ ମାଡ ମାରିଥିବା ଅଭିଯୋଗ ହୋଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଳକ ଅନ୍ତର୍ଗତ ପାଣ୍ଡିଆ ଗ୍ରାମରେ। ଅଭିଯୋଗ ଅନୁସାରେ ଶନିବାର ରାତିରେ ହଠାତ୍‌ ଗାଁର କିଛି ଲୋକ ସୁଦର୍ଶନଙ୍କ ଘରକୁ...

petrol price hike
ପୁଣି ବଢ଼ିଲା ପେଟ୍ରୋଲ୍‌, ଡିଜେଲ୍‌ ଦାମ୍‌

ନୂଆଦିଲ୍ଲୀ: କର୍ଣ୍ଣାଟକ ନିର୍ବାଚନ ସରୁ ସରୁ ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦାମ୍।  ପେଟ୍ରୋଲ ଦାମ୍‌ ଲିଟର ପିଛା ୧୭ ପଇସା ବୃଦ୍ଧି ପାଇଥିବା ବେଳେ ଡିଜେଲ ଦାମ୍‌ ଲିଟର ପିଛା ୨୧ ପଇସା ବୃଦ୍ଧି  ପାଇଛି। ଏହା ସହିତ ଡିଜେଲ ଦାମ୍‌ ଗତ ୫୬ ମାସରେ...

fruits market
ସାବିତ୍ରୀ ବ୍ରତ ପାଇଁ ଫଳ ବଜାରରେ ଜମୁଛି ବେପାର

ଭୁବନେଶ୍ୱର: ଆସନ୍ତାକାଲି ସାବିତ୍ରୀ ବ୍ରତ। ସ୍ୱାମୀଙ୍କ ଦୀର୍ଘାୟୁ କାମନା କରି ପତ୍ନୀ ଉପବାସ ରଖି ଏହି ବ୍ରତ ପାଳନ କରନ୍ତି। ସାରା ଦିନ ଉପବାସ ରହି ପତ୍ନୀମାନେ କେବଳ ଫଳମୂଳ ଖାଇ ପୂଜା ଆରାଧନା କରନ୍ତି। ତେବେ ସାବିତ୍ରୀ ବ୍ରତ ପାଳନ ବେଳେ ଫଳର ଗୁରୁତ୍ୱ ଥିବାରୁ ଭଲ...

monsoon
ମାଡ଼ି ଆସୁଛି ବର୍ଷା: ୧୭ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଆଜି କାଳବୈଶାଖୀ ସମ୍ଭାବନା ନେଇ ପାଣିପାଗ ବିଭାଗ ରାଜ୍ୟର ୧୭ ଜିଲ୍ଲାକୁ ସତର୍କତା ଜାରି କରିଛି। ନୂଆପଡ଼ା, ବରଗଡ଼, ସୋନପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଓ  ମାଲକାନଗିରି ପାଇଁ ସତର୍କତା ଜାରି କରାଯାଇଛି।...

ambulance
ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ରୋଗୀ ମୃତ୍ୟୁ ଅଭିଯୋଗ

ପୁରୀ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ରୋଗୀ ମୃତ୍ୟୁ ଅଭିଯୋଗ। ପ୍ରତିବାଦରେ ଆମ୍ବୁଲାନ୍ସକୁ ଅଟକ ରଖିଲେ ଗାଁ ଲୋକେ। ଏହି ଘଟଣା ଘଟିଛି ପୁରୀ ଜିଲ୍ଲା କାକଟପୁର ବ୍ଲକ ଅଇଁଗୋଳ ଗାଁରେ। ସୂଚନା ଅନୁସାରେ ଗତ ରାତିରେ ଏହି ଗାଁର ଝାଟୁ ବାରିକଙ୍କ ସ୍ତ୍ରୀ କ୍ରିଷ୍ଣା ବାରିକଙ୍କ ପେଟରେ ପ୍ରବଳ...

thunderstorm
ଝଡ଼ ତୋଫାନରେ ୪୦ରୁ ଅଧିକ ମୃତ, ଶତାଧିକ ଆହତ

ନୂଆଦିଲ୍ଲୀ: ଦେଶର ବିଭିନ୍ନ ସ୍ଥାନରେ କାଳବୈଶାଖୀର ତାଣ୍ଡବ। ଝଡ଼ତୋଫାନ ଯୋଗୁଁ ୪୦ରୁ ଅଧିକ ଲୋକଙ୍କ ମୃତ୍ୟୁ। କେବଳ ଉତ୍ତର ପ୍ରଦେଶରେ ୧୭ଜଣ ପ୍ରାଣ ହରାଇଥିବାବେଳେ, ଏଥିରେ ୮ଜଣ ପର୍ଯ୍ୟଟକ ଅଛନ୍ତି। ସେହିଭଳି ପଶ୍ଚିମବଙ୍ଗରେ ୧୨ଜଣ, ତେଲେଙ୍ଗାନା ଓ ଆନ୍ଧ୍ରପ୍ରଦେଶରେ ୯ଜଣ ଓ ଦିଲ୍ଲୀରେ ୪ଜଣଙ୍କ ମୃତ୍ୟୁ ହୋଇଛି।  ଝଡ଼ତୋଫାନ...

result announced
ଆଜି ପ୍ରକାଶ ପାଇବ ICSE ଦଶମ ଓ ISC ଦ୍ୱାଦଶ ପରୀକ୍ଷାର ରେଜଲ୍ଟ

ନୂଆଦିଲ୍ଲୀ/ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ICSE ଦଶମ ଓ ISC ଦ୍ୱାଦଶ ପରୀକ୍ଷାର ଫଳାଫଳ। ଅପରାହ୍ନ ୩ଟାରେ ରେଜଲ୍ଟ ପ୍ରକାଶ ପାଇବ। ଅଫିସିଆଲ ୱେବସାଇଟ୍ http://www.cisce.org/ କିମ୍ବା http://www.results.nic.in/ ରେ ଦେଖିହେବ ଏହି ରେଜଲ୍ଟ। ଚଳିତବର୍ଷ ସାରା ଦେଶରେ ୧,୮୪,୨୫୩ ଜଣ ଛାତ୍ରଛାତ୍ରୀ ICSE ଦଶମ ଶ୍ରେଣୀରେ ପରୀକ୍ଷା...

maobadi
ଦିନକରେ ଟଳିଲେ ୬ ମାଓବାଦୀ

କନ୍ଧମାଳ :୨୪ ଘଣ୍ଟା ଭିତରେ ରାଜ୍ୟରେ ନିହତ ହୋଇଛନ୍ତି ୬ ମାଓବାଦୀ। ବଲାଙ୍ଗିର ପରେ କନ୍ଧମାଳରେ ପୁଣି ହୋଇଛି ପୋଲିସ ଏନକାଉଣ୍ଟର।  ମିଳିଥିବା ସୂଚନା ଅନୁସାରେ, କନ୍ଧମାଳରେ ୪ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବଲାଙ୍ଗିର ଓ କନ୍ଧମାଳ ମିଶାଇ ମୋଟ ୬ଜଣ ମାଓବାଦୀ ଏନକାଉଣ୍ଟରରେ ନିହତ...

jau3
କଣ୍ଢେଇ ସାଜିଛି କନିଆଁ

ବାଲେଶ୍ୱର : ବାଜା, ବାଣ, ରୋଷଣୀ ସାଙ୍ଗକୁ ନାଚରେ ମସଗୁଲ ବରଯାତ୍ରୀ। ନିମନ୍ତ୍ରିତ ହୋଇଛନ୍ତି ହଜାର ହଜାର ଅତିଥି। ଏ କୌଣସି ସାଧାରଣ ବାହା ଘର ନୁହେଁ, ବାଲେଶ୍ୱର ସହରରେ ଲୋକପ୍ରିୟ ଜଉ କଣ୍ଢେଇ ବିବାହ। ସୁନ୍ଦର ଭାବେ ଗେଟ୍ ସଜାଯାଇଛି। ଗେଟ୍‌ରେ ବର-କନ୍ୟା ନାଁ ମଧ୍ୟ ରହିଛି।...