• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

Otv Khabar Bureau

Editor

Posts by Otv Khabar Bureau

sambalpur
କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ କଲେ ଚାଷୀ

ସମ୍ବଲପୁର : ସମ୍ବଲପୁରରେ ଚକଡ଼ା ତାତି। ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଚକଡ଼ା ବା ମାଟିଆଗୁଣ୍ଡି ପୋକ ବ୍ୟାପୀ ଫସଲ ନଷ୍ଟ ହେଉଥିବା ଅଭିଯୋଗ କରି ଆଜି ଜିଲ୍ଲା କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି ଚାଷୀ। ଉଭୟ ଦେବଗଡ଼ ଓ ସମ୍ବଲପୁର ପାଇଁ ମାତ୍ର ଜଣେ କୃଷି ଅଧିକାରୀ...

angawadi
ଗ୍ୟାରେଜ ଘରେ ଚାଲୁଛି ଅଙ୍ଗନୱାଡି କେନ୍ଦ୍ର

ମୟୁରଭଞ୍ଜ :  ଗ୍ୟାରେଜ ଘରେ ଚାଲିଛି ଅଙ୍ଗନୱାଡି କେନ୍ଦ୍ର। ନିଜସ୍ୱ ଗୃହ ନଥିବାରୁ ଏହି ଭଳି ଭାବେ ପଢୁଛନ୍ତି କୁନି କୁନି ପିଲା। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲ୍ଲା ବହଳଦା ବ୍ଲକ ଠାକୁରବାଡି ଗାଁରେ। ଏଠାରେ ଖୋଲା ଘରେ ପାଠ ପଢା ହେଉଛି। ଆଉ ସେଇଠି...

mobile
ଚାର୍ଜ ବସାଇବା ବେଳେ ମୋବାଇଲ ବିସ୍ଫୋରଣ

ନୂଆପଡ଼ା: କୋମନା ଥାନା କାଲିମାଟି ଗାଁରେ ଅଭାବନୀୟ ଘଟଣା। ମୋବାଇଲ ଚାର୍ଜ ବସାଇବା ବେଳେ ବିସ୍ଫୋରଣ ଘଟିଛି। ମୋବାଇଲ ଫୋନ୍‌ ଫାଟି ଅଷ୍ଟମ ଶ୍ରେଣୀ ଛାତ୍ର ଗୁରୁତର ହୋଇଛନ୍ତି। ଛାତ୍ରଙ୍କୁ ଗୁରୁତର ଅବସ୍ଥାରେ ନୂଆପଡ଼ା ମେଡିକାଲରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁସାରେ, ମୋବାଇଲ ଫୋନ୍‌ ଫାଟିବା ଦ୍ୱାରା...

Kabul Suicide Blast
ଆତ୍ମଘାତୀ ବିସ୍ଫୋରଣରେ ସାମ୍ବାଦିକଙ୍କ ସମେତ ୨୫ ମୃତ

କାବୁଲ: ଆଫଗାନିସ୍ତାନରେ ପୁଣି ଆତ୍ମଘାତୀ ବିସ୍ଫୋରଣ କାବୁଲର ଦୁଇଟି ସ୍ଥାନରେ ବିସ୍ଫୋରଣ ଘଟି ୪ଜଣ ସାମ୍ବାଦିକଙ୍କ ସମେତ ବର୍ତ୍ତମାନ ସୁଦ୍ଧା୨୫ ଜଣଙ୍କ ମୃତ୍ୟୁ ହୋଇଛି । ଏଥିସହ ୩୦ରୁ ଅଧିକ ଆହତ ହୋଇଛନ୍ତି। ବିସ୍ଫୋରଣରେ ମିଡିଆ କର୍ମୀଙ୍କୁ ଟାର୍ଗେଟ କରାଯାଇଥିବା ସୂଚନା ମିଳିଛି। ଆଜି ସକାଳେ ମୋଟର ସାଇକେଲରେ...

representational image
୪ ବର୍ଷର ନାବାଳିକାକୁ ଦୁଷ୍କର୍ମ ଘଟଣାରେ ଅଭିଯୁକ୍ତ ଗିରଫ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ ଘଟଣାରେ ଗିରଫ ହୋଇଛି ଅଭିଯୁକ୍ତ। ଅଭିଯୁକ୍ତ ଜଣକ ହେଉଛି ନାବାଳିକାର ସମ୍ପର୍କୀୟ ବଡ ବାପା। ରାଜକନିକା ପୋଲିସ ଅଭିଯୁକ୍ତ ୪୫ ବର୍ଷୀୟ ରଞ୍ଜନ ନାୟକକୁ ଗିରଫ କରିଛି। ଘରେ କେହି ନଥିବାର ସୁଯୋଗ ନେଇ ୪ ବର୍ଷର ନାବାଳିକାକୁ...

badrinath
ଖୋଲିଲା ବଦ୍ରିନାଥ ଧାମ

ଉତ୍ତରାଖଣ୍ଡ: ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ଖୋଲିଲା ଉତ୍ତରାଖଣ୍ଡର ପ୍ରସିଦ୍ଧ ବଦ୍ରିନାଥ ଧାମ। ହିମାଳୟରେ ଥିବା ଚାରିଟି ପ୍ରମୁଖ ଧାମ ମଧ୍ୟରୁ ବଦ୍ରିନାଥ ଅନ୍ୟତମ। ଆଜି ଭୋର୍ ସାଢ଼େ ୪ଟାରେ କବାଟ ଖୋଲାଯାଇଥିଲା। ଗତ ଶନିବାର ଠାରୁ ଅପେକ୍ଷା କରିଥିବା ହଜାର ହଜାର ଶ୍ରଦ୍ଧାଳୁ କବାଟ ଖୋଲିବା ମାତ୍ରେ ମନ୍ଦିର...

Body Of Woman Found In Temple Well
ମନ୍ଦିର କୂଅରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଅନୁଗୁଳ: ଅନୁଗୁଳ ଜିଲ୍ଲା ଛେଣ୍ଡିପଦାରେ ଏକ ମନ୍ଦିର କୂଅରୁ ମହିଳାଙ୍କ ମୃତଦେହ ଉଦ୍ଧାର। ଛେଣ୍ଡିପଦା ସନ୍ତରାବନ୍ଧ ବନଦୁର୍ଗା ମନ୍ଦିର କୂଅ ଭିତରୁ ଆଜି ସକାଳୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳା ଜଣକ କେନ୍ଦୁପଶି ଗାଁର ଏବଂ ସେ ୨ ଦିନ ହେବ ମନ୍ଦିରରେ ଅଧିଆ ପଡ଼ିଥିଲେ...

rourkela
ଲିଗାଲ୍‌ ମେଟ୍ରୋଲୋଜି ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ରାଉରକେଲା: ରାଉରକେଲାରେ ଆସିଷ୍ଟାଣ୍ଟ୍‌ କଣ୍ଟ୍ରୋଲର୍‌ ଅଫ୍‌ ଲିଗାଲ୍‌ ମେଟ୍ରୋଲୋଜିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି।  ଆସିଷ୍ଟାଣ୍ଟ୍‌ କଣ୍ଟ୍ରୋଲର୍‌ ବିଦ୍ୟାଧର ବିଶ୍ୱାଳଙ୍କ ରାଉରକେଲା ଏଲ୍ଆଇସି କଲୋନୀ ସ୍ଥିତ ସରକାରୀ କ୍ୱାର୍ଟର୍ସ, ଉଦିତନଗରରେ ଥିବା କାର୍ଯ୍ୟାଳୟ ସମେତ ୫ଟି ସ୍ଥାନରେ ଚଢ଼ାଉ ହୋଇଥିବା ସୂଚନା ମିଳିଛି। ଆୟବହିର୍ଭୂତ ସମ୍ପତ୍ତି ଠୁଳ କରିବା...

kalabaisakhi
କାଳବୈଶାଖୀ ସମ୍ଭାବନା; ଘଡଘଡି ସହ ହୋଇପାରେ ବର୍ଷା

ଭୁବନେଶ୍ୱର: କାଳବୈଶାଖୀ ପ୍ରଭାବରେ ଆଜି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । କାଳବୈଶାଖୀ ପ୍ରଭାବରେ ଆଜି ରାଜ୍ୟର ୫ ଜିଲ୍ଲା- ଗଞ୍ଜାମ, କନ୍ଧମାଳ, ନୟାଗଡ଼, ମୟୂରଭଞ୍ଜ ଓ...