ଭୁବନେଶ୍ୱର: ଅନୁଗୁଳରେ ଅଭିନେତ୍ରୀ ଉଷସୀ ମିଶ୍ରଙ୍କୁ ଦୁର୍ବ୍ୟବହାର ଘଟଣାରେ ପୋଲିସ ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଇନ୍ଦ୍ରମଣି ସାହୁ ଓ ତାଙ୍କ ପୁଅକୁ ଗିରଫ କରିଥିବା ସୂଚନା ମିଳିଛି। ପୂର୍ବରୁ ଇନ୍ଦ୍ରମଣିଙ୍କ ଡ୍ରାଇଭର ଦୁଷ୍ମନ୍ତ ବେହେରାକୁ ପୋଲିସ ଗିରଫ କରିଥିଲା। ଗତ ୨୨ ତାରିଖ ରାତିରେ ଏକ ଯାତ୍ରା...
ଭୁବନେଶ୍ୱର: ସାଲେପୁର ଦୁଷ୍କର୍ମ ପୀଡ଼ିତାଙ୍କ ମୃତ୍ୟୁ ଖବରରେ ଗଭୀର ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୀଡ଼ିତାଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ପୀଡ଼ିତାଙ୍କ ପରିବାର ପାଇଁ ୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ୮ ଦିନ ଧରି ମୃତ୍ୟୁ ସହ ସଂଗ୍ରାମ...
ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କାଳବୈଶାଖୀର ପ୍ରଭାବ। ପ୍ରଭାବରେ ଉପକୂଳ ଓଡ଼ିଶାରେ ତାପମାତ୍ରା କିଛି ପରିମାଣରେ ହ୍ରାସ ପାଇଛି। ତଥାପି ଗତକାଲି ରାଜ୍ୟର ୩ଟି ସ୍ଥାନରେ ତାପମାତ୍ରା ୪୦ଡିଗ୍ରୀ ଉପରେ ରେକର୍ଡ କରାଯାଇଛି। ଟିଟିଲାଗଡ, ମାଲକାନଗିରି ଓ ସୋନପୁରରେ ତାପମାତ୍ରା ୪୦ଡିଗ୍ରୀ ଉପରେ ଥିଲା। ପାଣିପାଗ ବିଭାଗର ସୂଚନା...
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ଅଞ୍ଚଳରେ ଜଣେ ନାବାଳିକାକୁ ଦୁଷ୍କର୍ମ କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଘରେ କେହି ନଥିବାର ସୁଯୋଗ ନେଇ ୪ ବର୍ଷର ନାବାଳିକାକୁ ସମ୍ପର୍କୀୟ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ସଂପର୍କୀୟ ବଡ଼ବାପା ଗାଁକୁ ବୁଲାଇ ନେବାକୁ କହି ବାଉଁଶ ବଣରେ ଦୁଷ୍କର୍ମ କରିଥିବା...
ପୁରୀ: ଓଡ଼ିଶା ରାଜ୍ୟପାଳ ସତ୍ୟପାଲ ମଲ୍ଲିକ ଗତକାଲି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ଅପରାହ୍ନ ପ୍ରାୟ ୫ଟା ୫୫ମିନିଟରେ ରାଜ୍ୟପାଳ ରାଜଭବନରୁ ବାହାରି ସିଂହଦ୍ୱାର ଚକଡାରେ ପହଞ୍ଚିଥିଲେ। ଛତିଶା ନିଯୋଗ ମହାନାୟକ ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର ରାଜ୍ୟପାଳଙ୍କୁ ଖଣ୍ଡୁଆ ପାଟ ପ୍ରଦାନ କରି ସ୍ୱାଗତ କରିଥିଲେ। ଏହାପରେ ରାଜ୍ୟପାଳଙ୍କୁ...
ଭୁବନେଶ୍ୱର : ଭୁବନେଶ୍ୱରର ଏକ ହୁକା ବାର୍ ଉପରେ ଚଢ଼ାଉ। ନୟାପଲ୍ଲୀ ଅଞ୍ଚଳରେ ଏହି ହୁକା ବାର ଥିବାବେଳେ ଆଜି କମିଶନ୍ରେଟ୍ ପୋଲିସ ତରଫରୁ ଅଚାନକ ଚଢାଉ କରାଯାଇଥିଲା। ବେଆଇନ୍ ଭାବେ ହୁକା ବାର୍ ଚାଲୁଥିବା ଅଭିଯୋଗରେ ଏହି ଚଢ଼ଉ କରାଯାଇଥିବା କୁହାଯାଉଛି। ଚଢାଉ ସମୟରେ ୨ଟି ହୁକା...
ରାଉରକେଲା : ସୁନ୍ଦରଗଡ଼ ଜିଲ୍ଲା ନୂଆଗାଁ ବ୍ଲକ୍ ହାତୀବାରିରେ ଅଭାବନୀୟ ଘଟଣା। ରବିବାର ସନ୍ଧ୍ୟାରେ କାଳ ବୈଶାଖୀ ଝଡ଼ରେ ଗଛ ପଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ଅନୁସାରେ, ମୃତ ବ୍ୟକ୍ତିଙ୍କ ନାଁ ସୁରେନ୍ଦ୍ର ଶୂନ୍ୟନି। ସେ ତାଙ୍କ ପତ୍ନୀ ଓ ଝିଅଙ୍କ ସହ ସୁନ୍ଦରଗଡ଼ରୁ...
ଭୁବନେଶ୍ୱର : କଲ୍ମା ବ୍ୟାରେଜର ପ୍ରାୟ ସବୁ ଗେଟ୍ ବନ୍ଦ। ହୀରାକୁଦ ଜଳଭଣ୍ଡାରକୁ କମୁଛି ଜଳପ୍ରବାହ। ଶୁଖିଲା ପଡ଼ିଛି ନଦୀର ତଳମୁଣ୍ଡ। ସବୁଠି ପାଣି ସମସ୍ୟା। ଆଉ ଏହି ପ୍ରସଙ୍ଗରୁ ଭରପୂର ରାଜନୈତିକ ଫାଇଦା ନେବା ଚକ୍କରରେ ବିଜେଡି। ମହାନଦୀ ଡଙ୍ଗାରେ ନିର୍ବାଚନ ବୈତରଣୀ ପାର ହେବାକୁ ପ୍ରସ୍ତୁତ...
ଭୁବନେଶ୍ୱର : ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ୧୫ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି। ବିଶେଷ କରି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କଟକ, ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି, ଅନୁଗୋଳ, ରାୟଗଡ଼ା,...
ନୂଆଦିଲ୍ଲୀ: ମୋଦି ସରକାରଙ୍କ ବିରୋଧରେ କଂଗ୍ରେସର ଜନ ଆକ୍ରୋଶ ରାଲି। ରାମଲୀଳା ମୈଦାନରେ ଜନ ସାଧାରଣଙ୍କୁ ଉଦ୍ବୋଧନ କରିଛନ୍ତି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି। ଏହି ଅବସରରେ କେନ୍ଦ୍ର ସରକାର ଉପରେ ପ୍ରବଳ ବର୍ଷିଛନ୍ତି ରାହୁଲ। ପ୍ରଧାନମନ୍ତ୍ରୀ ମୋଦି ଦେଶବାସୀଙ୍କୁ ବିକାଶ ପାଇଁ ୬୦ ମାସ ମାଗିଥିଲେ। କିନ୍ତୁ...
ଭୁବନେଶ୍ୱର/ବଲାଙ୍ଗିର : ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ଅତ୍ୟାଧୁନିକ ଟେକ୍ନୋଲୋଜିର ସହାୟତା ନେବ କ୍ରାଇମ୍ବ୍ରାଞ୍ଚ। ପୁଞ୍ଜିଲାଲ୍ ବିରୋଧରେ ତଥ୍ୟ ଯୋଗାଡ଼ ଲାଗି ଅତ୍ୟାଧୁନିକ ଟେକ୍ନୋଲୋଜିର ସହାୟତା ନେଇ କ୍ରାଇମ୍ବ୍ରାଞ୍ଚ ପକ୍ଷରୁ ସୂଚନା ମିଳିଛି। ଜବତ ହୋଇଥିବା ବିଭିନ୍ନ ସାମଗ୍ରୀକୁ ବିଭିନ୍ନ ଜାତୀୟ, ଅନ୍ତର୍ଜାତୀୟ ସାଇଣ୍ଟିଫିକ୍ ସଂସ୍ଥାକୁ ପଠାଯିବ।...
ଭୁବନେଶ୍ୱର: ପୋଲିସ ମହାନିର୍ଦ୍ଦେଶକ ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କୁ ଭେଟି ନ୍ୟାୟ ମାଗିଛନ୍ତି ଅଭିନେତ୍ରୀ ଉଷସୀ ମିଶ୍ର। ଅନୁଗୁଳରେ ତାଙ୍କୁ ଯେଉଁ ଦୁର୍ବ୍ୟବହାର କରାଯାଇଥିଲା, ୭ ଦିନ ପରେ ମଧ୍ୟ ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ ଶୂନ ବୋଲି ସେ କହିଛନ୍ତି। ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ସେ ଦାବି କରିଛନ୍ତି। ...
ସୋର: ରାଜ୍ୟରେ ଥମିବାର ନାଁ ନେଉନି ନାବାଳିକାଙ୍କୁ ଦୁଷ୍କର୍ମ ଘଟଣା। ବାଲେଶ୍ୱର ସୋରରେ ପୁଣି ଜଣେ ନାବାଳିକା ଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ସୋର ଥାନାରେ ନାବାଳିକାଙ୍କ ପରିବାର ପକ୍ଷରୁ ଏତଲା ପରେ ପୋଲିସ ଘଟଣାର ଛାନଭିନ୍ ଆରମ୍ଭ କରିଛି। ଅଭିଯୋଗ ଅନୁସାରେ ସିମୁଳିଆ...
ଉତ୍ତରାଖଣ୍ଡ: ଖୋଲିଲା ପ୍ରସିଦ୍ଧ କେଦାରନାଥ ଧାମ୍। ୬ମାସ ପରେ ଆଜି ସକାଳ ୪ଟାରେ କୋଦାରନାଥ ମନ୍ଦିର କବାଟ ଖୋଲିଛନ୍ତି ପୂଜାରୀ। ସକାଳ ପ୍ରାୟ ୪ଟାରୁ କବାଟ ଖୋଲିବା ପ୍ରକ୍ରିୟା ଆରମ୍ଭ ହୋଇଥିଲା। ସକାଳେ ଜଳାଭିଷେକ ଏବଂ ରୁଦ୍ରାଭିଷେକ କରିବା ପରେ ସମସ୍ତ ପୂଜାବିଧି କରାଯାଇଥିଲା। ଉତ୍ତରାଖଣ୍ଡ ସ୍ଥିତ କେଦାରନାଥ...