• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

Otv Khabar Bureau

Editor

Posts by Otv Khabar Bureau

pm modi
ସ୍ୱଚ୍ଛ ଭାରତ ସମର ଇଣ୍ଟର୍ଣ୍ଣସିପ୍‌ରେ ଯୋଗଦେବାକୁ ମୋଦିଙ୍କ ଆହ୍ୱାନ

ନୂଆଦିଲ୍ଲୀ: ୪୩ତମ ମନ୍ କି ବାତ୍ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ମନ କଥା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କଲେଜ୍ ଛାତ୍ରଛାତ୍ରୀ, NCC କ୍ୟାଡେରଙ୍କୁ ସ୍ୱଚ୍ଛ ଭାରତ ସମର ଇଣ୍ଟର୍ଣ୍ଣସିପ୍‌ରେ ଯୋଗ ଦେବାକୁ ଆହ୍ୱାନ କରିଛନ୍ତି ମୋଦି। ଦେଶ, ଜାତି ଏବଂ ସମାଜ ପାଇଁ ଏହି ଅବସରରେ କିଛି କରିବା ସମୟ...

malai prawn
ଘରେ ପ୍ରସ୍ତୁତ କରନ୍ତୁ ମଲାଇ ଚିଙ୍ଗୁଡ଼ି

ଆବଶ୍ୟକୀୟ ସାମଗ୍ରୀ: ବଡ଼ ଚିଙ୍ଗୁଡ଼ି, ହଳଦୀଗୁଣ୍ଡ, ଲୁଣ, ତେଲ, ତେଜପତ୍ର, ଛୋଟ ଅଳେଇଚ, ଲବଙ୍ଗ, ଡାଲଚିନି, ବଟା ପିଆଜ, ଅଦା ବଟା, ରସୁଣ ବଟା, ଲଙ୍କାଗୁଣ୍ଡ, ନଡ଼ିଆ ରସ ପ୍ରସ୍ତୁତି ପ୍ରଣାଳୀ: ଚିଙ୍ଗୁଡ଼ିରୁ ଖୋଳପା ଛଡ଼ାଇ ନିଅନ୍ତୁ ଏବଂ ସେଥିରେ ଲୁଣ, ହଳଦୀ ଗୋଳାଇ ରଖନ୍ତୁ। କଡ଼େଇରେ ତେଲ...

soro
ଝିଅ ହେଲା ବୋଲି ଗଛ ତଳେ ଛାଡ଼ି ଆସିଲେ ବାପା

ବାଲେଶ୍ୱର: ବାପା ବି ଏତେ ନିର୍ଦ୍ଦୟ ହୋଇପାରେ। ଝିଅ ବୋଲି ବର୍ଷକର ଶିଶୁକୁ ନେଇ ଘରଠାରୁ ଦୂର ଏକ ଗଛ ମୂଳରେ ରଖି ଦେଇଥିଲେ। ଏହି ଅଭାବବୀୟ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସୋର ବ୍ଲକ ମେଣ୍ଡାଗଡ଼ଆ ଗାଁରେ। ପ୍ରଥମ ସନ୍ତାନ ଝିଅ ହୋଇଥିବାରୁ ବାପା କୈଳାସ ଚନ୍ଦ୍ର...

bjd activists face off
ଆଇନଜୀବୀ ଦିବସ ପାଳନ ସମୟରେ ବିଜେଡିର ଦୁଇ ଗୋଷ୍ଠୀ ମୁହାଁମୁହିଁ

ଭଦ୍ରକ: ବିଜେଡି ଆଇନଜୀବୀ ସାମ୍ମୁଖ୍ୟ ପକ୍ଷରୁ ଭଦ୍ରକରେ ଆୟୋଜିତ ଆଇନଜୀବୀ ଦିବସ ପାଳନ ସମୟରେ ଦଳର ଦୁଇ ଗୋଷ୍ଠୀ ମୁହାଁମୁହିଁ। ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କୁ ସଭାସ୍ଥଳକୁ ନିଆଯିବା ସମୟରେ ଘଟିଛି ଏହି ଘଟଣା। ଭଦ୍ରକ ଜିଲ୍ଲା ବିଜେଡି ଉପସଭାପତି ଅସିତ୍‌ ପଟ୍ଟନାୟକଙ୍କ ସମର୍ଥକ ମାନେ ସ୍ଥାନୀୟ ଯୁବ ବିଜେଡି...

tapasya parihar
ଚାଷୀଙ୍କ ଝିଅ ରଚିଲେ ଇତିହାସ

ଭୋପାଳ: ଯଦି ଆପଣଙ୍କ ଭିତରେ ପରିଶ୍ରମ ଓ ଇଚ୍ଛା ଶକ୍ତି ଅଛି ତେବେ ଆଗକୁ ବଢ଼ିବାରେ କେହି ବି ଅଟକାଇ ପାରିବେ ନାହିଁ। ନିଜର ପ୍ରଚେଷ୍ଟା ବଳରେ ମଣିଷ ସଫଳତାର ଶୀର୍ଷ ଛୁଇଁ ଥାଏ। ଆଉ ଏସବୁକୁ ପ୍ରମାଣିତ କରି ଦେଖାଇଛନ୍ତି ମଧ୍ୟପ୍ରଦେଶ ନରସିଂହପୁରର ବାସିନ୍ଦା ତପସ୍ୟା ପରିହାର। ତପସ୍ୟା...

punjilal meher
ଅଧ୍ୟାପକରୁ ହାର୍ଡକୋର ଅପରାଧୀ

ଭୁବନେଶ୍ୱର: କେଉଁ ପରିସ୍ଥିତିରେ ଅଧ୍ୟାପକରୁ ମର୍ଡରର ପାଲଟିଲେ ପୁଞ୍ଜିଲାଲ୍‌। ଜଣେ ଭଲ ଅଧ୍ୟାପକରୁ କେମିତି ହେଲେ ହାର୍ଡକୋର ଅପରାଧୀ। କଣ ଥିଲା ତାଙ୍କ ପୂର୍ବ ରେକର୍ଡ ଆଉ ଇତିହାସ। ଏସବୁ ସମ୍ପର୍କରେ ଖୋଳତାଡ଼ କରୁଥିବା କ୍ରାଇମବ୍ରାଞ୍ଚକୁ ମିଳିଛି ବହୁ ତଥ୍ୟ। ପାଟଣାଗଡ଼ ପାର୍ସଲ ବୋମା ହତ୍ୟାକାଣ୍ଡର ଖଳନାୟକ ପୁଞ୍ଜିଲାଲ୍‌...

Bhitarkanika
ମେ’ ୧ରୁ ଭିତରକନିକା ବନ୍ଦ

କେନ୍ଦ୍ରାପଡ଼ା: ମେ’ ୧ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ। ବଉଳା କୁମ୍ଭୀରମାନଙ୍କ ଅଣ୍ଡାଦାନ ପ୍ରକ୍ରିୟା ପାଇଁ ଜୁଲାଇ ୩୧ ତାରିଖ ଯାଏଁ ଏହା ବନ୍ଦ ରହିବ। ଅଣ୍ଡାଦାନ ବେଳେ କୁମ୍ଭୀରମାନେ ହିଂସ୍ର ଥାଆନ୍ତି। କୌଣସି ଅଘଟଣ ଘଟିବାକୁ ଲକ୍ଷ୍ୟ କରି ପ୍ରାଣୀ ଉଦ୍ୟାନ ପକ୍ଷରୁ...

kalabaisakhi
‍ତାତିରୁ ମିଳିଲା ତ୍ରାହି

ଭୁବନେଶ୍ୱର: ତାତିରୁ ସାମାନ୍ୟ ତ୍ରାହି। ଗତକାଲି ଭୁବନେଶ୍ୱର ସମେତ ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବା ଫଳରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି। ଆଜି ବି ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ କୁଆପଥର ମାଡ଼ ସହ ବର୍ଷା ସମ୍ଭାବନା ରହିଛି।...

bonda
ନିଖୋଜ ଛାତ୍ରଙ୍କ ମାଆ ଦେଲେ ଥାନାରେ ଏତଲା

ମାଲକାନଗିରି /ଭୁବନେଶ୍ୱର : କିସ୍‌ରୁ ବଣ୍ଡା ଛାତ୍ର ନିଖୋଜ ଘଟଣାରେ ଥାନାରେ ହେଲା ଏତଲା। ନିଖୋଜ ବଣ୍ଡା ଛାତ୍ର ରାମଚନ୍ଦ୍ର ମାନ୍ଦ୍ରାଙ୍କ ମାଆ ବୁଦାଇ ମାନ୍ଦ୍ରା ଆଜି ମାଲକାନଗିରି ଜିଲ୍ଲା ମୁଦୁଲିପଡ଼ା ଥାନାରେ ଏ ନେଇ ଲିଖିତ ଅଭିଯୋଗ କରିଛନ୍ତି। ବୁଦାଇ ଅଭିଯୋଗ କରିଛନ୍ତି, ୨୦୧୨ ମସିହାରେ କିସ୍...

congress
ପିସିସି ପୁନର୍ଗଠନ ହେଉ ହେଉ ତେଜିଲା ବିବାଦ

ଭୁବନେଶ୍ୱର : ବିଧାନସଭା ନିର୍ବାଚନ ଆହୁରି ବର୍ଷେ ବାକି ଅଛି, ଦଳ କ୍ଷମତାକୁ ଆସିବ କି ନାହିଁ ତାହା ବି ଅସ୍ପଷ୍ଟ। ଏଣେ କିନ୍ତୁ କଂଗ୍ରେସରେ ଆରମ୍ଭ ହୋଇଗଲାଣି ମୁଖ୍ୟମନ୍ତ୍ରୀତ୍ୱକୁ ନେଇ ବିବାଦ। ୨୦୧୯ରେ ଦଳ କ୍ଷମତାକୁ ଆସିଲେ ଓବିସି ସଂପ୍ରଦାୟରୁ ଜଣଙ୍କୁ ମୁଖ୍ୟମନ୍ତ୍ରୀ ଓ ୨ଜଣ ଉପମୁଖ୍ୟମନ୍ତ୍ରୀଙ୍କ...

dark circle-1
କେମିତି ଦୂର କରିବେ ଆଖି ତଳ କଳାଦାଗ, ଜାଣନ୍ତୁ ଘରୋଇ ଉପଚାର

ଆଖି ତଳେ କଳା ଦାଗ ପଡିଥିଲେ , ଏହା ମୁହଁର ସୌନ୍ଦର୍ଯ୍ୟକୁ ନଷ୍ଟ କରିଦିଏ। ଆଖି ଖାଲୁଆ ଥିବା ଭଳି ମନେହୁଏ।ଆଜିକାଲି ଏହି ସମସ୍ୟା ଅନେକଙ୍କର ଥିବାର ଦେଖିବାକୁ ମିଳେ। ଅନେକ କାରଣ ଯୋଗୁଁ ଏହି ସମସ୍ୟା ଦେଖାଦେଇଥାଏ। ଶରୀରରେ ପୋଷକ ତତ୍ତ୍ୱର ମାତ୍ରା କମ ହେବା, ଭଲରେ...

dibya
ସ୍ୱଦେଶ ଫେରିଲେ ଦିବ୍ୟରଂଜନ

ଭୁବନେଶ୍ୱର : ୩ ମାସ ପରେ ପୁଅକୁ ଫେରି ପାଇବା ପରେ ପରିବାରରେ ଖୁସିର ଲହରୀ। ବାପା, ମା ଓ ଭାଇବନ୍ଧଙ୍କୁ ପାଖରେ ପାଇ ଦିବ୍ୟରଂଜନଙ୍କ ମନରେ ଅନେକ ଖୁସି। କେବଳ ଦିବ୍ୟରଂଜନ ନୁହେଁ,ଦୁବାଇରେ ଅଟକ ଥିବା ଅନ୍ୟ ୭ ସଦସ୍ୟ ମଧ୍ୟ ସ୍ୱଦେଶ ପ୍ରତ୍ୟାବର୍ତ୍ତନ କରିଛନ୍ତି। କେନ୍ଦ୍ରାପଡ଼ା...