ଯୋଧପୁର : ୟୁପି ଶାହାଜାହାଁପୁରର ନାବାଳିକା ଦୁଷ୍କର୍ମ ମାମଲାରେ ଆତ୍ମଘୋଷିତ ଧର୍ମଗୁରୁ ଆଶାରାମ ଦୋଷୀ ସାବ୍ୟସ୍ତ। ଯୋଧପୁରୁ କେନ୍ଦ୍ରୀୟ କାରାଗାରାରେ ସ୍ୱତନ୍ତ୍ର କୋର୍ଟ ଶୁଣାଇଲେ ରାୟ। ଆଶାରାମଙ୍କ ସହ ୩ ଜଣ ଦୋଷୀ ସାବ୍ୟସ୍ତ ଏବଂ ୨ଜଣଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କଲେ କୋର୍ଟ। ଆଶାରାମଙ୍କ ଅନୁଗାମୀମାନେ ରାୟ ଶୁଣାଯିବା...
ରାଉରକେଲା : ରାଉରକେଲାରେ ବଡଧରଣର ଲୁଟ୍। ଟୋଲ୍ ପ୍ଲାଜା କର୍ମଚାରୀଙ୍କଠାରୁ ୭ ଲକ୍ଷ ୮୦ ହଜାର ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ଟୋଲ ପ୍ଲାଜା କର୍ମଚାରୀ ଟଙ୍କା ଡିପୋଜିଟ୍ ପାଇଁ ବ୍ୟାଙ୍କ ଯାଉଥିଲେ। ଏହି ସମୟରେ ଝଗରପୁର ପାଖରେ କର୍ମଚାରୀଙ୍କୁ ବନ୍ଧକୁ ଦେଖାଇ ଦୁର୍ବୃତ୍ତମାନେ...
ଭୁବନେଶ୍ୱର : ୨୦୧୯ ମାର୍ଚ୍ଚ ମାସ ସୁଦ୍ଧା ରାଜ୍ୟର ସହରାଞ୍ଚଳରେ ବାସ କରୁଥିବା ସମସ୍ତ ପରିବାରକୁ ମୁଣ୍ଡପିଛା ୭୦ ଲିଟର ପାନୀୟ ଜଳ ଯୋଗାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ସଚିବାଳୟରେ ଅନୁଷ୍ଠିତ ପାନୀୟ ଜଳ ଯୋଗାଣ ସମ୍ପର୍କିତ ସମୀକ୍ଷା ବୈଠକ ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ବର୍ତ୍ତମାନ...
ଭୁବନେଶ୍ୱର : ଆଜିଠାରୁ ସ୍କୁଲରେ ଖରାଛୁଟି। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସରକାର ଗତକାଲି ଆଗୁଆ ଖରାଛୁଟି ଘୋଷଣା କରିଛନ୍ତି। ଏହା ପୂର୍ବରୁ ଖରାଛୁଟିକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହେବା ପରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏନେଇ ସ୍ପଷ୍ଟ କରିଛନ୍ତି। ପରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ବଦ୍ରି ନାରାୟଣ...
ଆଠଗଡ଼ : କଟକ ଚୌଦ୍ୱାର ଥାନା ଅନ୍ତର୍ଗତ ୫୫ନମ୍ବର ଜାତୀୟ ରାଜପଥ କଜଳଖଣା ଗଡା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକ ଟ୍ରକ୍ ପଛରେ ବସ୍ ପିଟିହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଘଟଣାସ୍ଥଳରେ ହେଲପରର ମୃତ୍ୟୁ ହୋଇଥିବା ବେଳେ ୧୦ଜଣ ଆହତ ହୋଇଛନ୍ତି।ସୋନପୁରର କଟକ ଯାଉଥିବା ବସ୍ଟି କଜଳକଣା...
ଯୋଧପୁର : ଆଶାରାମ ବାପୁଙ୍କ ନାଁରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ ମାମଲାର ଆଜି ଆସିବ ରାୟ। ରାଜସ୍ଥାନର ଯୋଧପୁର ଟ୍ରାୟାଲ କୋର୍ଟରେ ଏହି ରାୟ ପ୍ରକାଶ ପାଇବ। ଆଶାରାମଙ୍କ ବିରୋଧରେ ଉତ୍ତରପ୍ରଦେଶ ଶାହାଜାହାନପୁରର ଜଣେ ୧୬ ବର୍ଷିୟା ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ମାମଲା ରହିଛି। ଆଶାରାମଙ୍କ ହଜାର ହଜାର...
ଭୁବନେଶ୍ୱର : ପାରାଦ୍ୱୀପରେ ବିମାନ ବନ୍ଦର ପ୍ରତିଷ୍ଠା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ସୁରେଶ ପ୍ରଭୁଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପାରାଦ୍ୱୀପରେ ବିମାନ ବନ୍ଦର ସ୍ଥାପନା ପାଇଁ ବୈଷୟିକ ତଥା ଆର୍ଥିକ କାର୍ଯ୍ୟକାରିତା ପରୀକ୍ଷା କରିବାକୁ ବ୍ୟକ୍ତିଗତ ଭାବେ ଧ୍ୟାନ ଦେବା ପାଇଁ ସୁରେଶ...
ମୁମ୍ବାଇ: ରିଲିଜ୍ ହୋଇଛି ବଲିଉଡ୍ ଅଭିନେତା ସଞ୍ଜୟ ଦତ୍ତଙ୍କ ବାୟୋପିକ୍ ଫିଲ୍ମ ‘ସଞ୍ଜୁ’ର ଟିଜର। ମାତ୍ର ୮୫ ସେକେଣ୍ଡର ଏହି ଭିଡିଓ ରିଲିଜ୍ ହେବା କ୍ଷଣି ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଛି। ଫିଲ୍ମରେ ରଣବୀର କପୁର ସଞ୍ଜୟ ଦତ୍ତଙ୍କ ଭୂମିକାରେ ଅଭିନୟ କରିଛନ୍ତି। ସୁନ୍ଦର ମେକ୍ଅପରେ ରଣବୀର ଅବିକଳ...
ସମ୍ବଲପୁର : ସମ୍ବଲପୁରରେ ଜଣେ ୫ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ। ବୁର୍ଲା ଥାନା ଗୋଶାଳା ଫାଣ୍ଡି ଅଞ୍ଚଳରେ ଜଣେ ୫ ବର୍ଷର ନାବାଳିକାକୁ ଦୁଷ୍କର୍ମ ହୋଇଥିବା ନେଇ ଅଭିଯୋଗ ହୋଇଛି। ଦୁଷ୍କର୍ମ କରିଥିବା ଅଭିଯୋଗରେ ପଡ଼ୋଶୀ ଘରର ଯୁବକଙ୍କୁ ଗିରଫ କରିଛି ପୋଲିସ। ହେଲେ ଅଭିଯୁକ୍ତ ଜଣକ...
ଏବେ ଦିନକୁ ଦିନ ଲୋକ ସଂଖ୍ୟା ବଢିବାରେ ଲାଗିଛି। ଏହା ସହ ତାଳ ଦେଇ ଅନେକ ସଂଖ୍ୟାରେ ଗାଡ଼ି ମଟର ମଧ୍ୟ ବଢୁଛି। ଫଳରେ ପରିବେଶ ଉପରେ ଏହାର ପ୍ରଭାବ ପଡୁଛି। ବାୟୁମଣ୍ଡଳ ଦୂଷିତ ହେଉଛି। ଯଦି ଆପଣ ଜାଣୁଛନ୍ତି ଯେ ଆପଣଙ୍କ କାର୍ ବାୟୁମଣ୍ଡଳକୁ ଅଧିକ ଦୂଷିତ...
ଭୁବନେଶ୍ୱର : ରାଜ୍ୟରେ ଘଟି ଚାଲିଥିବା ଦୁଷ୍କର୍ମ ପ୍ରସଙ୍ଗରେ ଉତ୍ତର ରଖିଛନ୍ତି ସରକାର। ବିଧାନସଭାରେ ସରକାରଙ୍କ ପକ୍ଷରୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ ଆରୁଖ ବିବୃତି ରଖି କହିଛନ୍ତି, ମହିଳା ଓ ସମ୍ବେଦନଶୀଳ ବର୍ଗଙ୍କୁ ସୁରକ୍ଷା ସରକାରଙ୍କ ପ୍ରାଥମିକତା। ଏଭଳି ଘଟଣାରେ ତୁରନ୍ତ ପଦକ୍ଷେପ ନେବାକୁ ପୋଲିସକୁ ନିର୍ଦ୍ଦେଶ...