ପୁରୀ : ଆସନ୍ତା ମେ ୧ ତାରିଖରୁ ଆରମ୍ଭ ହେବ ଶ୍ରୀମନ୍ଦିର ଜୟ ବିଜୟ ଦ୍ୱାରର ମରାମତି କାମ। କାମ ସାରିବାକୁ ମାସେ ସମୟ ଲାଗିବ ବୋଲି ଏଏସଆଇ ପକ୍ଷରୁ କୋର୍ଟଙ୍କୁ ସମୟ ମାଗିଥିବାରୁ ମେ ୩୧ ସୁଦ୍ଧା କାମ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏହାସହ ଭକ୍ତ...
ଭୁବନେଶ୍ୱର : ବିଜେଡି ବିଧାୟକ ପ୍ରଭାତ ବିଶ୍ୱାଳଙ୍କୁ ଜାମିନ। ୨ମାସ ପାଇଁ ଅନ୍ତରୀଣ ଜାମିନ ଦେଇଛନ୍ତି ହାଇକୋର୍ଟ। ସିସୋର ଚିଟ୍ଫଣ୍ଡ ଲିଙ୍କ୍ ମାମଲାରେ ଗିରଫ ହୋଇଥିଲେ ଚୌଦ୍ୱାର-କଟକ ବିଧାୟକ ପ୍ରଭାତ ବିଶ୍ୱାଳ। ସିବିଆଇ ଦ୍ୱାରା ଗିରଫ ହୋଇ ପ୍ରଭାତ ଭୁବନେଶ୍ୱର ଝାରପଡା ଜେଲରେ ଥିଲେ। ତେବେ ସ୍ୱାସ୍ଥ୍ୟଗତ ସମସ୍ୟା...
ଭୁବନେଶ୍ୱର: ସରକାରୀ ଚାକିରିଆଙ୍କ ପାଇଁ ଖୁସି ଖବର। ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨ ପ୍ରତିଶତ ବୃଦ୍ଧି କରାଯାଇଛି। ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ୨ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି ପରେ ଏହା ୫ରୁ ବୃଦ୍ଧି ପାଇ ୭ ପ୍ରତିଶତ...
ମୁମ୍ବାଇ: ସ୍ୱାମୀଙ୍କ ଦୁଷ୍ଟାମୀରେ ଅତିଷ୍ଠ ହୋଇ ତାଙ୍କୁ ଏମିତି ଶିକ୍ଷା ଦେଲେ ଯେ ଅଭିନେତ୍ରୀ ଦିବ୍ୟାଙ୍କା ତ୍ରିପାଠୀ, ଫଳରେ ତାଙ୍କ ସ୍ୱାମୀ ବିବେକ ମୋବାଇଲ୍ ଫୋପାଡ଼ି ପଳାଇଥିଲେ। ଜାଣନ୍ତୁ ଘଟଣା କ’ଣ… ଆଦର୍ଶ ବୋହୂ ତଥା ସମସ୍ତଙ୍କ ଇଶି ମା’ଭାବେ ଜଣାଶୁଣା ‘ୟେ ହେ ମୋହବତେ’ ଅଭିନେତ୍ରୀ ଦିବ୍ୟାଙ୍କା ତ୍ରିପାଠୀ...
ଆବଶ୍ୟକୀୟ ସାମଗ୍ରୀ: ବୁଟ ଡାଲି, ଲାଉ, ହଳଦୀ, ଲୁଣ, ବିଲାତି ବାଇଗଣ, ଘିଅ କିମ୍ବା ତେଲ, ହେଙ୍ଗୁ, ତେଜପତ୍ର, ଜିରା, ଡାଲଚିନି, ଛୋଟ ଅଳେଇଚ ଓ ଲବଙ୍ଗ। ପ୍ରସ୍ତୁତି ପ୍ରଣାଳୀ: ବୁଟ ଡାଲିରେ ଲୁଣ, ହଳଦୀ, ଏବଂ ଟମାଟୋ ପକାଇ ସାଧାରଣ ଡାଲି ଭାବେ ସିଝାଇ ନିଅନ୍ତୁ। ଲାଉକୁ...
ପୁରୀ: ସ୍କୁଲରେ ୩ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ। ଏଭଳି ଏକ ଅଭିଯୋଗ ଆସିଛି ପୁରୀ ଜିଲ୍ଲା କାକଟପୁର ଅଞ୍ଚଳରେ। ଏଠାକାର ଏକ ସ୍କୁଲର ପ୍ରଧାନଶିକ୍ଷକ ଗତକାଲି ୫ମ ଶ୍ରେଣୀର ଦୁଇ ଜଣ ଓ ୪ର୍ଥ ଶ୍ରେଣୀର ଜଣେ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଛାତ୍ରୀମାନେ ଘଟଣା...
ଢ଼େଙ୍କାନାଳ: ଘର ଭିତରେ ବୋମା ଫୁଟି ଗୋଟିଏ ପରିବାରର ୪ ଆହତ ହୋଇଛନ୍ତି। ଢେଙ୍କାନାଳ ଜିଲ୍ଲା ଗନ୍ଦିଆ ବ୍ଲକ ଝାରଦା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ସମସ୍ତ ଆହତଙ୍କୁ ଢେଙ୍କାନାଳ ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ହାତୀ ଘଉଡ଼ାଇବାକୁ ଘରେ ଏକ ବୋମା ରଖାଯାଇଥିଲା। ଶିଶୁଟି ଜାଣି...
ଭୁବନେଶ୍ୱର: ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣାର ପର୍ଦ୍ଦାଫାଶ ଧୀରେ ଧରେ ହେବାରେ ଲାଗିଛି। ଏହି ଘଟଣାର ମାଷ୍ଟରମାଇଣ୍ଡ ଭଇଁଷା କଲେଜର ପୂର୍ବତନ ଅଧ୍ୟକ୍ଷ ତଥା ବର୍ତ୍ତମାନର ଇଂରାଜୀ ଅଧ୍ୟାପକ ପୁଞ୍ଜିଲାଲ୍ ମେହେରଙ୍କୁ ଗିରଫ କରାଯାଇଛି। କ୍ରାଇମବ୍ରାଞ୍ଚ ପୋଲିସ୍ ତାଙ୍କୁ ଗିରଫ କରିଥିବା ବିଶେଷ ସୂତ୍ରରୁ ସୂଚନା...
ଯାଜପୁର: ପୁଣି ଅଲୋଡ଼ା ଶିଶୁକନ୍ୟା। ଯାଜପୁର ଜିଲ୍ଲା କୁଆଖିଆଥାନା ଅନ୍ତର୍ଗତ ସୁଆଁସାହିରେ ଜାତୀୟ ରାଜପଥ କଡ଼ରୁ ଉଦ୍ଧାର ହୋଇଛି ନବଜାତ ଶିଶୁକନ୍ୟା। ଶିଶୁଟିକୁ କେହି ଏକ କପଡ଼ାରେ ଗୁଡାଇ ରାସ୍ତାକଡ଼ରେ ରଖି ଚାଲିଯାଇଥିଲା। ଗତକାଲି ଅପରାହ୍ନରେ ସ୍ଥାନୀୟ ଅଞ୍ଚଳରେ ଜଣେ ମହିଳା ଶିଶୁଟିକୁ ଦେଖି ଘରକୁ ନେଇ ଆସିଥିଲେ। ...
ଉମରକୋଟ: ନବରଙ୍ଗପୁର ଜିଲ୍ଲା ଉମରକୋଟର ମୁଣ୍ଡିବେଡ଼ା ବେନାସ ଗାଁ ନିକଟରେ ଘଟିଛି ବିସ୍ଫୋରଣ। ଏଥିରେ ୩ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତ ଶ୍ରମିକମାନଙ୍କ ଘର ରାଇଘର ଲାଲମାଟି ଗାଁରେ। ପ୍ରତିଦିନ ଏମାନେ ସମସ୍ତେ ଟ୍ରାକ୍ଟରରେ କାମ କରିବାକୁ ଯାଆନ୍ତି। କାଲି ବି ଏମାନେ କାମ କରିବା ପାଇଁ ଯାଇଥିଲେ।...
ଭୁବନେଶ୍ୱର: ସାରା ରାଜ୍ୟରେ ମୁଣ୍ଡଫଟା ଖରା, ଅସହ୍ୟ ତାତି। ଗତକାଲି ରାଜ୍ୟର ୮ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିଲା। ଟିଟିଲାଗଡ଼ ଗତକାଲି ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ଥିଲା। ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ଅସହ୍ୟ ଗରମ ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ...
ଭୁବନେଶ୍ୱର: ଅଭିନେତ୍ରୀ ଉଷସୀ ମିଶ୍ରଙ୍କୁ ଦୁର୍ବ୍ୟବହାର ଓ ମାଡ଼ ଘଟଣାରେ ପୋଲିସ୍ ଜଣଙ୍କୁ ଗିରଫ କରିଛି। ସେ ହେଉଛନ୍ତି ଅନ୍ୟତମ ଅଭିଯୁକ୍ତ ଇନ୍ଦ୍ରମଣି ସାହୁଙ୍କ ଡ୍ରାଇଭର ଦୁଷ୍ମନ୍ତ ବେହେରା। ପାଲଲହଡ଼ା ଏସ୍ଡ଼ିପିଓ ଯଶୋବନ୍ତ ସାମଲ ଏହି ସୂଚନା ହେଇଛନ୍ତି। ଉଷସୀ ମିଶ୍ରଙ୍କୁ ଦୁଷ୍ମନ୍ତ ବେହେରା ମାରପିଟ୍ କରିବା ଅଭିଯୋଗ...
ଭୁବନେଶ୍ୱର : ସଙ୍କଟାପନ୍ନ ହୋଇଛି ସାଲେପୁର ଦୁଷ୍କର୍ମ ପୀଡିତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା। କଟକ ବଡ ଡାକ୍ତରଖାନାର ପେଡିଆଟିକ୍ ଆଇସିୟୁରେ ଏବେ ବଂଚିବାକୁ ସଂଘର୍ଷ କରୁଛନ୍ତି ୬ ବର୍ଷର ନାବାଳିକା। ୧୩ ଜଣିଆ ଡାକ୍ତରୀ ଟିମ୍ ତାଙ୍କ ଚିକିତ୍ସା କରୁଛନ୍ତି। ପୀଡିତାଙ୍କ ବେକ ଓ ଶରୀର ଅନ୍ୟ ସ୍ଥାନରେ ଗୁରୁତର...
ଭୁବନେଶ୍ୱର : କେନ୍ଦ୍ରାପଡ଼ା ବିଜେଡି ସଂଖ୍ୟାଲଘୁ ସେଲ୍ର ପୂର୍ବତନ ସଭାପତି ସଲିମ୍ ଖାନ୍ଙ୍କ ଅଡିଓ ଟେପ୍ ଖୁଲାସା ନେଇ ପ୍ରତିକ୍ରିୟା ରଖିଛନ୍ତି ସାଂସଦ ବୈଜୟନ୍ତ ପଣ୍ଡା। କହିଛନ୍ତି ,ମୋ ବିରୋଧରେ ଗତ ୨-୩ ବର୍ଷ ହେଲା ଦଳ ଭିତରେ ଷଡ଼ଯନ୍ତ୍ର ଚାଲିଥିବା କହି ଆସୁଥିଲି। ଆଉ ଏବେ ସେ...