ଭୁବନେଶ୍ୱର: ସଡ଼କ ଦୁର୍ଘଟଣା ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପ୍ରତିଦିନ ସଡ଼କ ଦୁର୍ଘଟଣାରେ ଅନେକ ଜୀବନ ଯାଉଥିବାବେଳେ, ଏହାକୁ ରୋକିବା ପାଇଁ ସରକାରଙ୍କ ତରଫରୁ ବିଭିନ୍ନ ପଦକ୍ଷେପ ମଧ୍ୟ ଗ୍ରହଣ କରାଯାଉଛି। ରାଜ୍ୟରେ ୨୦୧୫ ତୁଳନାରେ ୨୦୧୬ ଏବଂ ୧୭ରେ ସଡ଼କ ଦୁର୍ଘଟଣା ବଢିଥିବା...
ଭୁବନେଶ୍ୱର: ଟକ୍ମକ୍ ଖରାରେ ଏବେ ଫୁଟୁଛି ସାରା ରାଜ୍ୟ। ବିଶେଷ କରି ପଶ୍ଚିମ ଓଡ଼ିଶାରେ ସ୍ଥିତି ଅସମ୍ଭାଳ। ଝାଞ୍ଜି ପବନ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ପ୍ରାୟ ପ୍ରତିଦିନ ପଶ୍ଚିମ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ପରେ ରହୁଛି। ଖରା ତାତିରୁ ରକ୍ଷା ପାଇବା ପାଇଁ କିଏ ମୁଣ୍ଡରେ...
ନୂଆଦିଲ୍ଲୀ: ଫୁଜିଟିଭ୍ ଇକୋନୋମିକ୍ ଅଫେଣ୍ଡର୍ ଅଧ୍ୟାଦେଶକୁ ରବିବାର ରାଷ୍ଟ୍ରପତି ଅନୁମୋଦନ କରିଛନ୍ତି। ଗତକାଲି ଏହି ଅଧ୍ୟାଦେଶକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁର କରିଥିଲା ଅଧ୍ୟାଦେଶ ଅନୁସାରେ ଦେଶରେ ଠକେଇ କରି ବିଦେଶକୁ ପଳାଇଥିବା ବ୍ୟକ୍ତି କିମ୍ବା ଦେଶକୁ ଫେରି ଆଇନର ସମ୍ମୁଖୀନ କରିବାକୁ ମନା କରୁଥିବା ବ୍ୟକ୍ତିଙ୍କ ସମ୍ପତ୍ତି ଜବତ...
ନୂଆଦିଲ୍ଲୀ: ଆଜି ହେଉଛି ଧରିତ୍ରୀ ଦିବସ। ପ୍ରତିବର୍ଷ ଏପ୍ରିଲ୍ ୨୨ ତାରିଖକୁ ଧରିତ୍ରୀ ଦିବସ ଭାବେ ପାଳନ କରାଯାଇଥାଏ। ପରିବେଶର ସୁରକ୍ଷା କରି ପୃଥିବୀକୁ କିଭଳି ରକ୍ଷା କରାଯାଇପାରିବ, ଏହା ଉପରେ ସଚେତନତା ସୃଷ୍ଟି କରିବା ପାଇଁ ଧରିତ୍ରୀ ଦିବସ ପାଳନ କରାଯାଇଥାଏ। ୧୯୭୦ ମସିହାରେ ପ୍ରଥମେ ଆମେରିକାରେ...
ନୂଆଦିଲ୍ଲୀ: ଶେଷରେ ଅନଶନ ଭାଙ୍ଗିଛନ୍ତି ଦିଲ୍ଲୀ ମହିଳା ଆୟୋଗ ମୁଖ୍ୟ ସ୍ୱାତୀ ମାଲିଓ୍ୱାଲ। ଉନ୍ନାଓ ଓ କାଠୁଆ ଗଣଦୁଷ୍କର୍ମ ପରେ ଅଭିଯୁକ୍ତଙ୍କ ବିରୋଧରେ ଆଇନ ସଂଶୋଧନ ଦାବି ନେଇ ଦିଲ୍ଲୀ ରାଜଘାଟରେ ଗତ ୧୦ ଦିନ ଧରି ଆମରଣ ଅନଶନରେ ବସିଥିଲେ ସ୍ୱାତୀ। କେନ୍ଦ୍ର କ୍ୟାବିନେଟ୍ ଦ୍ୱାରା ଆଇନରେ...
ନୂଆଦିଲ୍ଲୀ: ବିଭିନ୍ନ ଦୁଷ୍କର୍ମକୁ ନେଇ ସାରା ଦେଶରେ କ୍ଷୋଭ ପ୍ରକାଶ ପାଉଥିବା ବେଳେ ପୀଡ଼ିତାଙ୍କ ପରିବାରଙ୍କ କଟା ଘାରେ ଚୂନ ଲଗାଇଛନ୍ତି କେନ୍ଦ୍ର ଶ୍ରମ ଓ ନିୟୋଜନ ମନ୍ତ୍ରୀ ସନ୍ତୋଷ ଗଙ୍ଗଓ୍ୱର। ଦେଶରେ ବଢୁଥିବା ଦୁଷ୍କର୍ମ ଘଟଣାକୁ ନେଇ ସେ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି...
ଢେଙ୍କାନାଳ: ଢେଙ୍କାନାଳ ସଦର ରେଞ୍ଜ ଅଞ୍ଚଳରେ ହାତୀ ପଲଙ୍କ ଉତ୍ପାତ ବଢ଼ିବାରେ ଲାଗିଛି। ହାତୀ ଉପଦ୍ରବରେ ୧୦ ଦିନ ଭିତରେ ୬ଜଣଙ୍କ ଜୀବନ ଗଲାଣି। ଗତକାଲି ସଦର ରେଞ୍ଜରେ କାଉଁରିଆପାଳ ଗାଁରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି। କାଉଁରିଆପାଳ, ବଉଳପୁର, ବାଙ୍ଗୁରିସିଂ, ଚାଉଳିଆ ଆଦି ଗାଁର...
ଭୁବନେଶ୍ୱର: ସାଲେପୁର, ପାଟକୁରାରେ ଦୁଇ ଜଣ ଶିଶୁଙ୍କୁ ଦୁଷ୍କର୍ମ ଖବର ତାଙ୍କୁ ବ୍ୟଥିତ କରିଛି ବୋଲି ଟ୍ୱିଟ୍ କରିଛନ୍ତି କେନ୍ଦ୍ରପଡ଼ା ସାଂସଦ ବୈଜୟନ୍ତ ପଣ୍ଡା। ଗତ ସପ୍ତାହକ ମଧ୍ୟରେ ଓଡ଼ିଶାରେ ଏହି ଭଳି ୪ଟି ଘଟଣା ଘଟିଛି। ଏଭଳି କୁତ୍ସିତ ଘଟଣା ବଢ଼ି ଚାଲିବା ସହ ରାଜ୍ୟର ଆଇନ...
କୋରାପୁଟ: ନୂଆ ପିସିସି ସଭାପତି ଭାବେ ନିରଞ୍ଜନ ପଟ୍ଟନାୟକ ଦାୟିତ୍ୱ ନେବା ପରେ କୋରାପୁଟର ବରିଷ୍ଠ କଂଗ୍ରେସ ନେତା ଶିବପ୍ରସାଦ ପଟ୍ଟନାୟକ ରବିବାର ଦଳରୁ ଇସ୍ତଫା ଦେଇଛନ୍ତି। ସେ ପୂର୍ବରୁ କୋରାପୁଟ ଜିଲ୍ଲାର କଂଗ୍ରେସ ସଭାପତି ଥିଲେ। ଦଳ ସଜାଡ଼ିବା ଲାଗି ନିରଞ୍ଜନ ପଟ୍ଟନାୟକଙ୍କ ମୁଣ୍ଡରେ ଗୁରୁ ଦାୟିତ୍ୱ...
କେନ୍ଦ୍ରାପଡ଼ା: ମହାକାଳପଡ଼ା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଏଠାରେ ଜଣେ ୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ଗତ ୨୦ତାରିଖରେ ନାବାଳିକା ଜଣକ ପାଖ ଗାଁ’କୁ ହନୁମାନ ଯଜ୍ଞ ଦେଖିବାକୁ ଯାଇଥିଲେ। ନାବାଳିକା ଜଣକୁ ଏକୁଟିଆ ପାଇ ଜଣେ ୧୪ ବର୍ଷର...
କଟକ: ସାଲେପୁରରେ ସ୍କୁଲ ବାରଣ୍ଡାରୁ ୬ ବର୍ଷର ଶିଶୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ଘଟଣାରେ ମୁଖ୍ୟ ଅଭିଯୁକ୍ତଙ୍କୁ ରବିବାର ଗିରଫ କରିଛି ପୋଲିସ୍। ଗିରଫ ଅଭିଯୁକ୍ତ ହେଲେ ସ୍ଥାନୀୟ ଅଞ୍ଚଳର ଏମ୍. ଡି. ମୁସ୍ତାଫା ଅଭିଯୁକ୍ତଙ୍କ ବିରୋଧରେ ୩୭୬, I(M), ୩୦୭, ପୋକ୍ସୋ ଦଫା ଲାଗିଛି। ଗତକାଲି ରାତିରେ...
ଭୁବନେଶ୍ୱର: ମହାନଦୀକୁ ନେଇ ରବିବାର ବିଜେଡି ରାଜ୍ୟ କାର୍ଯ୍ୟାଳୟରେ ମହାସମ୍ମିଳନୀର ଆୟୋଜନ କରିଛି ବିଜେଡି। ଏଥିରେ ମୁଖ୍ୟମନ୍ତ୍ରୀ ଯୋଗ ଦେଇ ମହାନଦୀ ଶୁଖିଯାଉଥିବା ନେଇ ବିଜେପି ସରକାରଙ୍କୁ ଦାୟୀ କରିଛନ୍ତି। ବିଜେପିକୁ ଟାର୍ଗେଟ୍ କରି ସେ କହିଛନ୍ତି ଯେ, ବିଜେପି ସରକାର ଓଡ଼ିଶାକୁ ମହାନଦୀ ପାଣି ବନ୍ଦ କରିଛନ୍ତି।...
ନୂଆଦିଲ୍ଲୀ: ମହାରାଷ୍ଟ୍ରରେ ସୁରକ୍ଷାବଳକୁ ମିଳିଛି ବଡ଼ ସଫଳତା। ରାଜ୍ୟର ଗଡ଼ଚିରୋଲି ଜିଲ୍ଲା ଏଟାପଲ୍ଲୀ ବୋରିଆ ଜଙ୍ଗଲରେ ସୁରକ୍ଷାବାହିନୀର ଏନ୍କାଉଣ୍ଟରରେ ୧୪ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଏଟାପଲ୍ଲୀ ବୋରିଆ ଜଙ୍ଗଲରେ ଯବାନଙ୍କ ସର୍ଚ୍ଚ ଅପରେସନ୍ ବେଳେ ମାଓବାଦୀମାନେ ଅତର୍କିତ ଆକ୍ରମଣ କରିଥିଲେ। ଯାହାର ଜବାବ ଦେଇଥିଲା ସୁରକ୍ଷାବାହିନୀ। ଏଥିରେ କିଛି...
ନୂଆଦିଲ୍ଲୀ: ୧୨ ବର୍ଷରୁ କମ୍ ବୟସର ନାବାଳିକା ଦୁଷ୍କର୍ମ ପାଇଁ ମୃତ୍ୟୁ ଦଣ୍ଡାଦେଶ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଅଧ୍ୟାଦେଶ ଉପରେ ଲାଗିଲା ରାଷ୍ଟ୍ରପତିଙ୍କ ମୋହର। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ଏହି ଅଧ୍ୟାଦେଶକୁ ଅନୁମୋଦନ କରିଛନ୍ତି। ଗତକାଲି କେନ୍ଦ୍ର କ୍ୟାବିନେଟ POSCO ବା ପ୍ରୋଟେକ୍ସନ୍...
ଭବାନୀପାଟଣା: ଅପହରଣରୁ ଦୁଇ ଦିନ ପରେ ମୁକ୍ତ କଲେ ମାଓବାଦୀ। କଳାହାଣ୍ଡି ବିଜେପୁର ଥାନା ତ୍ରିଲୋଚନପୁରରୁ ଜଣେ ଗ୍ରାମରକ୍ଷୀଙ୍କ ସମେତ ୩ ଜଣଙ୍କୁ ଗତ ଶୁକ୍ରବାର ଉଠାଇ ନେଇଥିଲେ ମାଓବାଦୀ। ଲାଖପଦର ଗାଁର ଗ୍ରାମରକ୍ଷୀ କ୍ଷେତ୍ର ହରିଜନ, ପୂର୍ବତନ ଗ୍ରାମରକ୍ଷୀ ବିଶିକେସନ ନାୟକ ଏବଂ ଅନ୍ୟ ୨ ଗ୍ରାମବାସୀ...
ଆବଶ୍ୟକୀୟ ସାମଗ୍ରୀ: ଚିଙ୍ଗୁଡ଼ି, କଦଳୀ ମଞ୍ଜା, ବଡ଼ି, ଆଳୁ, ଲଙ୍କା, ପୋସ୍ତ, ସୋରିଷ, ଜିରା, ରସୁଣ, ସୋରିଷ ତେଲ, ହଳଦୀ ଗୁଣ୍ଡ ଓ ଲୁଣ। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଚିଙ୍ଗୁଡ଼ିରୁ ଖୋଳପା ଛଡ଼ାଇ ପରିଷ୍କାର କରି ଏହାକୁ ତେଲରେ ଭାଜି ନିଅନ୍ତୁ। ମଞ୍ଜା ଏବଂ ଆଳୁକୁ କାଟି ତେଲରେ...
ବାରିପଦା: ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ୱାମୀ। ମୟୂରଭଞ୍ଜ ଉଦଳା କପ୍ତିପଦା ଥାନା ମହୁଲଡିହା ଗାଁରୁ ଆସିଛି ଏଭଳି ଅଭିଯୋଗ। ମୃତକ ହେଲେ ଗୁମୁରୀ ମୁଖାର୍ଜୀ। ଅଭିଯୋଗ ଅନୁଯାୟୀ, ଗତକାଲି ସନ୍ଧ୍ୟାରେ ଗୁମୁରୀ ଓ ତାଙ୍କ ସ୍ୱାମୀ ବିଶ୍ୱଜିତ ମୁଖାର୍ଜୀଙ୍କ ସହ କୌଣସି କାରଣକୁ ନେଇ ପାଟିତୁଣ୍ଡ ହୋଇଥିଲା। ବିଳମ୍ବିତ...