ଦର୍ଶକଙ୍କ ପାଇଁ ଏକ ଖୁସିର ଖବର। ବହୁଦିନ ପରେ ସେମାନେ ଅନିଲ୍ କପୁର-ମାଧୁରୀ ଦୀକ୍ଷିତ୍ ଏକାଠି ଦେଖିବାକୁ ପାଇବେ। ପ୍ରାୟ ୧୮ ବର୍ଷ ପରେ ବଲିଉଡର ଏହି ଲୋକପ୍ରିୟ ଯୋଡି ପୁଣି ଏକ ଫିଲ୍ମ କରୁଛନ୍ତି। ପ୍ରସିଦ୍ଧ ନିର୍ଦ୍ଦେଶକ ଇନ୍ଦ୍ର କୁମାରଙ୍କ ନୂଆ ସିନେମା ‘ଟୋଟାଲ ଧମାଲ’ରେ ଦୁହେଁ...
ଭୁବନେଶ୍ୱର : ନୂଆ ପିସିସି ସଭାପତି ଦାୟିତ୍ୱ ପରେ ଆଜି ଦିଲ୍ଲୀରୁ ଓଡ଼ିଶା ଫେରୁଛନ୍ତି ନିରଞ୍ଜନ ପଟ୍ଟନାୟକ। ତାଙ୍କ ଟିମ୍ର ନବ ନିଯୁକ୍ତ ଅନ୍ୟ ସଦସ୍ୟମାନେ ମଧ୍ୟ ଭୁବନେଶ୍ୱର ଫେରୁଛନ୍ତି। ନିରଞ୍ଜନ ଓ ତାଙ୍କ ନୂଆ ଟିମକୁ ସ୍ୱାଗତ ଲାଗି କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ଏଥିପାଇଁ ଚଳଚଞ୍ଚଳ...
ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ନୀଳଗିରି ଏନ୍ଏସି ଅଧିନ ମିରିଗିଣି ଗାଁରୁ ଉଦ୍ଧାର ହୋଇଛି ୧୫ ଫୁଟ୍ ଲମ୍ବର ଅହିରାଜ ସାପ। ସେହି ଗାଁର ବାବୁଲି ବେହେରାଙ୍କ ବାଡ଼ିରେ ଏହି ସାପ ଦେଖିବାକୁ ମିଳିଥିଲା। ସାପକୁ କୌଶଳ କ୍ରମେ ଧରି ବନବିଭାଗକୁ ଖବର ଦେଇଥିଲେ ବାବୁଲି ବେହେରା। ମିରିଗିଣି...
ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମର ପ୍ରକୋପ। ଗତକାଲି ୧୦ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଶୁକ୍ରବାର ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ଥିଲା ଟିଟିଲାଗଡ । ଏଠାରେ ସର୍ବାଧିକ ତାପମାତ୍ରା ୪୩ ଦଶମିକ ୫ ଡିଗ୍ରୀ ସେଲ୍ସିୟସ ରେକର୍ଡ କରାଯାଇଛି। ସେହିପରି ୪୨...
#BeatPlasticPollution : My #3DSandArt with message Stop pollution at Puri beach . #BeatPollution pic.twitter.com/FOpSWGwnUU — Sudarsan Pattnaik (@sudarsansand) 20 April 2018
ପୁରୀ : ୪ ଦିନର ବ୍ୟତିକ୍ରମ ଆଉ ବିଭ୍ରାଟର ଅନ୍ତ ଘଟିଛି। ବାହାରିଛି ମହାପ୍ରଭୁଙ୍କ ମହାପ୍ରସାଦ। ମହ ମହ ବାସୁଛି ଏବେ ରୋଷଶାଳା, ଆନନ୍ଦବଜାର, ବାଇଶିପାହାଚ ସବୁକିଛି। କାଳିଆ ସାଆନ୍ତ ବି ଆଶ୍ୱସ୍ଥ। ମହାପ୍ରସାଦ ଟିକିଏ ପାଇ ଭକ୍ତ ବି ଭାବବିହ୍ୱଳ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଏବଂ କଡ଼ା ତାଗିଦ୍...
ଭୁବନେଶ୍ୱର : ମୟୂରଭଞ୍ଜ ଠାକୁରମୁଣ୍ଡାରୁ ବାଲେଶ୍ୱରର ନୀଳଗିରି, ଭୁବନେଶ୍ୱରରୁ ଭବାନୀପାଟଣା। ପ୍ରତିଦିନ କେଉଁଠି ନା କେଉଁଠି ଦୁଷ୍କର୍ମର ଶିକାର ହେଉଛନ୍ତି କୁନିଝିଅ। ଭବାନୀପାଟଣାର ଷଷ୍ଠ ଶ୍ରେଣୀରେ ପଢୁଥିବା ଜଣେ ନାବାଳିକାକୁ ୨ ଦିନ ଧରି ଦୁଷ୍କର୍ମ କରିବା ପରେ ରାସ୍ତାରେ ଛାଡ଼ି ଚାଲିଯାଇଥିଲା ସଂପର୍କୀୟ ଭିଣୋଇ। ରାଜ୍ୟରେ ନାବାଳିକାଙ୍କ...
ପ୍ୟାରିସ୍ : ଜେରୋମ ହେମନ ନାମକ ଏହି ବ୍ୟକ୍ତି ଜଣକ ଏବେ ଖୁବ୍ ଚର୍ଚ୍ଚାରେ। ଏହାର କାରଣ ଜାଣି ଆପଣ ଆଶ୍ଚର୍ଯ୍ୟ ହୋଇଯିବେ। ଏ ହେଉଛନ୍ତି ବିଶ୍ୱର ପ୍ରଥମ ବ୍ୟକ୍ତି ଯାହାଙ୍କର ମୁହଁ ଗୋଟିଏ, କିନ୍ତୁ ସେଥିରେ ଆପଣ ୩ଟି ଚେହେରା ଦେଖିପାରିବେ। ପୁରା ଘଟଣାର ରହସ୍ୟ ଏବେ...
ଭୁବନେଶ୍ୱର : ବଲାଙ୍ଗିର ପାଟଣାଗଡ଼ର ପାର୍ସଲ ବୋମା ବିସ୍ଫୋରଣ ଘଟଣାର ପର୍ଦ୍ଦାଫାସ୍ ଖୁବ୍ ଶୀଘ୍ର ହେବ। ପୋଲିସ ମହାନିର୍ଦ୍ଦେଶକ ରାଜେନ୍ଦ୍ର ପ୍ରସାଦ ଶର୍ମା ଘଟଣାରେ ପ୍ରଥମଥର ପାଇଁ ମୁହଁ ଖୋଲି ଆଜି ଏହି ସୂଚନା ଦେଇଛନ୍ତି। ଡିଜିପି କହିଛନ୍ତି, କ୍ରାଇମବ୍ରାଞ୍ଚ ଆଇଜି ଅରୁଣ ବୋଥ୍ରାଙ୍କ ନେତୃତ୍ୱରେ ତଦନ୍ତ ଚାଲିଛି।...
ଭୁବନେଶ୍ୱର : କାଳବୈଶାଖୀ ପ୍ରଭାବରେ ଆଜି ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । କାଳବୈଶାଖୀ ପ୍ରଭାବରେ ଆଜି ରାଜ୍ୟର ୫ ଜିଲ୍ଲା- କନ୍ଧମାଳ, ବୌଦ୍ଧ, ସୋନପୁର, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାରେ...