ନୂଆଦିଲ୍ଲୀ: ମୋଷ୍ଟ ୱାଣ୍ଟେଡ୍ ଡନ୍ ଦାଉଦ୍ ଇବ୍ରାହିମ୍କୁ ଝଟ୍କା। ମୁମ୍ବାଇରେ ଥିବା ଦାଉଦ୍ର ସମ୍ପତ୍ତି ହେବ ଜବତ। ମୁମ୍ବାଇ ନାଗପଡ଼ାରେ ଥିବା କୋଟି କୋଟି ଟଙ୍କାର ସମ୍ପତ୍ତିକୁ ଜବତ କରିବେ ସରକାର। ଏନେଇ ସୁପ୍ରିମକୋର୍ଟ ଆଜି ରାୟ ଶୁଣାଇଛନ୍ତି। ଦାଉଦ୍ର ସମ୍ପତ୍ତିକୁ ଜବତ ନ କରିବା ପାଇଁ ସୁପ୍ରିମକୋର୍ଟଙ୍କ...
ପୁରୀ: ୪ ଦିନର ଅପେକ୍ଷାର ଅନ୍ତ। ଶ୍ରୀମନ୍ଦିର ଆନନ୍ଦ ବଜାରରେ ଭକ୍ତ ପାଇଲେ ମହାପ୍ରସାଦ। ସଠିକ୍ ସମୟରେ ଠାକୁରଙ୍କ ନୀତିକାନ୍ତି ସାଙ୍ଗକୁ ଭୋଗ ମଣ୍ଡପ ଉଠିବା ପରେ ଆନନ୍ଦ ବଜାରରେ ଅବଢ଼ା ଖାଇ ଖୁସି ହୋଇଛନ୍ତି ଭକ୍ତ। ନୀତି ବିଭ୍ରାଟ ସାଙ୍ଗକୁ ସୁଆର ସେବାୟତଙ୍କ ଆନ୍ଦୋଳନ ଯୋଗୁଁ ଗତ...
ହାଇଦ୍ରାବାଦ: ଜନ୍ମଦିନରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ଅନଶନ। ଆନ୍ଧ୍ରକୁ ସ୍ୱତନ୍ତ୍ର ପ୍ରଦେଶ ମାନ୍ୟତା ଦାବିରେ ସେ ବାରମ୍ବାର ଦାବି କରି ଆସୁଥିଲେ ମଧ୍ୟ କେନ୍ଦ୍ର ସିଧାସିଧା ଦାବିକୁ ପ୍ରତ୍ୟାଖ୍ୟାନ କରିଦେଇଛି। କେନ୍ଦ୍ରର ଏଭଳି ଟାଳଟୁଳ ନୀତି ପ୍ରତିବାଦରେ ଚନ୍ଦ୍ରବାବୁ ଆଜି ସକାଳୁ ଦିନିକିଆ ଅନଶନରେ ବସିଛନ୍ତି। ଆଜି...
ଆବଶ୍ୟକୀୟ ସାମଗ୍ରୀ: ଚିଙ୍ଗୁଡ଼ି, ବସାଦହି, ସୋରିଷ, ରସୁଣ, ଲଙ୍କା, ଲୁଣ, ହଳଦୀ ଓ ତେଲ। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଚିଙ୍ଗୁଡ଼ିରୁ ଖୋଳପା ଛଡ଼ାଇ ଏହାକୁ ପରିଷ୍କାର କରି ସେଥିରେ ଲୁଣ, ହଳଦୀ, କଞ୍ଚାତେଲ ଏବଂ ଦହି ମିଶାଇ ଦିଅନ୍ତୁ। ରସୁଣ, ସୋରିଷ ଓ କଞ୍ଚାଲଙ୍କାକୁ ଗ୍ରାଇଣ୍ଡରରେ ଭଲ ଭାବରେ...
ବଲାଙ୍ଗିର: ବାଲି ଉଠାଇବାକୁ ନଦୀକୁ ଯିବା ବେଳେ ଏକ ଟ୍ରାକ୍ଟର ଓଲଟି ଯିବା ଫଳରେ ଘଟଣାସ୍ଥଳରେ ୨ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ବଲାଙ୍ଗିର ଜିଲ୍ଲା ବେଲପଡାର ଲଥାକେନ୍ଦ୍ ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ବାଲି ପାଇଁ ଟ୍ରାକ୍ଟରରେ ୩ଜଣ ନାଥବୁଢା...
ସମ୍ବଲପୁର: ଟ୍ରେନ ଏସି ବଗିରେ ଧୂଆଁ। ଆଜି ସମଲେଶ୍ୱରୀ ଏକ୍ସପ୍ରେସ ଟ୍ରେନ୍ର ଗୋଟିଏ ଏସି ବଗିରୁ ଧୂଆଁ ବାହାରିଥିବା ଦେଖିବାକୁ ମିଳିଥିଲା। ରାଉରକେଲା-ଝାରସୁଗୁଡ଼ା ରୁଟ୍ ମଧ୍ୟରେ ଏସି ବଗିଟିରୁ ଧୂଆଁ ବାହାରୁଥିବା ପ୍ରଥମେ ଯାତ୍ରୀ ଦେଖିଥିଲେ। ଏହାପରେ ସଂପୃକ୍ତ ବଗିରୁ ଏସି ବନ୍ଦ କରାଯାଇଥିଲା। ତେବେ ସମ୍ବଲପୁରରେ ସଂପୃକ୍ତ...
ଭବାନୀପାଟଣା: ଭବାନୀପାଟଣାରେ ଷଷ୍ଠ ଶ୍ରେଣୀ ଛାତ୍ରୀକୁ ଅପହରଣ ସହ ଦୁଷ୍କର୍ମ ଅଭିଯୋଗ। ୨ଦିନ କାଳ ଦୁଷ୍କର୍ମ ପରେ ରାସ୍ତାରେ ଛାଡ଼ି ପଳାଇଲା ଅଭିଯୁକ୍ତ। ଘଟଣା ସମ୍ପର୍କରେ ଥୁଆମୂଳ ରାମପୁର ଥାନାରେ ପରିବାର ଲୋକଙ୍କ ଏତଲା ପରେ ପୋଲିସ ତନାଘନା ଚଳାଇଛି। ପୀଡ଼ିତା ଜଣକ ଏକୋଇଶା ଭୋଜି ଖାଇବାକୁ ବଡ଼ବାପା...
ନୂଆଦିଲ୍ଲୀ: ଇଂରାଜୀ ପ୍ରଶ୍ନପତ୍ରରେ ତ୍ରୁଟି ପାଇଁ ଗ୍ରେସ୍ ମାର୍କ ଦେବ ସିବିଏସ୍ଇ। ଦଶମ ଶ୍ରେଣୀ ପରୀକ୍ଷାର୍ଥୀଙ୍କୁ ୨ ମାର୍କ ଲେଖାଏଁ ଗ୍ରେସ୍ ମାର୍କ ଦିଆଯିବ ବୋଲି ସିବିଏସ୍ଇ କାର୍ଯ୍ୟାୟଳୟରୁ ବିଧିବଦ୍ଧ ଭାବେ ସୂଚନା ଦିଆଯାଇଛି। ଗତ ମାର୍ଚ୍ଚ ୧୨ ତାରିଖରେ ହୋଇଥିବା ଇଂରାଜୀ ପରୀକ୍ଷାରେ ପ୍ରଶ୍ନପତ୍ରରେ ଟାଇପିଂରେ ତ୍ରୁଟି...
ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କ ପୁଣି ଥରେ ସମୂହ ଅଣ୍ଡା ଦାନ। ଗତ ୨ଦିନ ହେଲା ପ୍ରାୟ ୧୦ହଜାର କଇଁଛ ସମୂହ ଅଣ୍ଡାଦାନ ପ୍ରକ୍ରିୟାରେ ସାମିଲ ହୋଇଥିବାବେଳେ ଏହା ବନ ବିଭାଗର ଚିନ୍ତା ବଢାଇ ଦେଇଛି। ଅଣ୍ଡାରୁ ଛୁଆ ଫୁଟି ସମୁଦ୍ରକୁ ଯିବା...
ନୂଆଦିଲ୍ଲୀ: ଯୁଦ୍ଧ ସମୟରେ ଭାରତୀୟ ବାୟୁସେନାର ପ୍ରସ୍ତୁତି ନେଇ ସମୀକ୍ଷା କରିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ନିର୍ମଳା ସୀତାରମଣ। ଏନେଇ ନିର୍ମଳା ଆସାମ ଓ ଅରୁଣାଚଳ ପ୍ରଦେଶ ଗସ୍ତ କରିଥିଲେ। ଆସାମର ଛାବୁଆ ଏୟାରବେସ୍ରେ ହୋଇଥିବା ଭାରତୀୟ ବାୟୁସେନାର ଏହି ସର୍ବବୃହତ ଅଭ୍ୟାସ ବେଳେ ତିନିଶହରୁ ଅଧିକ ଅଫିସରଙ୍କ ସହ...
ପୁରୀ: ଆଜି ବାହାରିବ ମହାପ୍ରଭୁଙ୍କ ଅବଢା। ଗତ ଚାରି ଦିନ ଧରି ଶ୍ରୀମନ୍ଦିର ମହାପ୍ରସାଦକୁ ନେଇ ଲାଗି ରହିଥିବା ଅଚଳାବସ୍ଥାର ସମାଧାନ ହୋଇଛି। ଏଥିପାଇଁ ଆଜି ମହାପ୍ରଭୁଙ୍କ ସବୁ ନୀତି ଠିକ୍ଠାକ୍ ଚାଲିଥିବା କୁହାଯାଉଛି। ଆଜି ସକାଳଧୂପ ପରେ ଯାତ୍ରାଙ୍ଗି ମହାସ୍ନାନ ଓ ମଧ୍ୟାନ୍ନ ଧୂପ ପାଇଁ ସେବାୟତମାନେ...
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢୁଛି ଗ୍ରୀଷ୍ମ ତାତି। ଆଗକୁ ଆହୁରି ୩ରୁ ୪ଦିନ ପର୍ଯ୍ୟନ୍ତ ଏଭଳି ପାଗ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଏହାସହ ଅପରାହ୍ନ ୪ଟାରୁ ରାତି ୯ଟା ମଧ୍ୟରେ କାଳବୈଶାଖୀ ଆଶଙ୍କା କରିଛି ପାଣିପାଗ ବିଭାଗ। ଗତକାଲି ରାଜ୍ୟର...
ନୂଆଦିଲ୍ଲୀ : ଭାରତର ଦ୍ୱିତୀୟ ହେଲଥ୍ କେୟାର ପ୍ରଦାନ କରୁଥିବା ଫୋର୍ଟିସ୍ ହେଲଥ୍ କେୟାରକୁ କ୍ରୟ କରିବା ଦୌଡ଼ରେ ଅନେକ କମ୍ପାନୀ ସାମିଲ୍ ହୋଇଛନ୍ତି। ଏବେ ଚୀନର କମ୍ପାନୀ ‘ଫୋସୁନ୍’ ଏହି ଦୌଡ଼ରେ ରହିଛି। ଆଉ ଏହାର ମାଲିକାନା ନେବା ପାଇଁ ଉଦ୍ୟମ ଆରମ୍ଭ କରିଦେଇଛି। ଉଲ୍ଲେଖନୀୟ ଯେ,ଫୋସୁନ୍କୁ...
One small step for her, a large one for the community. Meet Meghna Sahoo, our first transgender driver partner. Know more – https://t.co/82m1AnA6Pz pic.twitter.com/vDDK0AFPJm — Ola (@Olacabs) 17 April 2018
ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ନୀଳଗିରି ବ୍ଲକ ଭଉଁରିଆବାଡ ପଞ୍ଚାୟତ ବୟାର ସାହି ପ୍ରାଥମିକ ବିଦ୍ୟାଳୟରେ ତାଲା। ସ୍କୁଲରେ ଠିକ୍ ସମୟରେ ପାଠପଢା ନ ହେବା, ବହୁ ସମୟରେ ପ୍ରଧାନ ଶିକ୍ଷକ ସ୍କୁଲରେ ଅନୁପସ୍ଥିତ ରହୁଥିବା ଅଭିଯୋଗ କରି ଗାଁ ଲୋକେ ଆଜି ସ୍କୁଲରେ ତାଲା ପକାଇ ଦେଇଛନ୍ତି।...
କେନ୍ଦୁଝର : ଥାନାକୁ ଆସିଥିବା ବେଳେ ଅଭିଯୋଗକାରୀଙ୍କୁ ପୋଲିସ ମାଡ ମାରିଥିବା ନେଇ ଅଭିଯୋଗ। ଏହି ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ପଣ୍ଡାପଡା ଥାନାରେ। ଅଭିଯୋଗ ଅନୁଯାୟୀ, ବକ୍ସି ବାରିଗାଁର ଶରତ ଚନ୍ଦ୍ର ମଲ୍ଲିକ ଗତ ୧୨ ତାରିଖରେ ଜଙ୍ଘିରା ବ୍ୟାଙ୍କକୁ ଟଙ୍କା ଜମା କରିବାକୁ ଯାଇଥିଲେ। ହେଲେ...
ଭୁବନେଶ୍ୱର : ଶିକ୍ଷକଙ୍କ ଆନ୍ଦୋଳନ ସ୍ଥଗିତ। ଆଜି ସରକାର ଓ ସ୍କୁଲ ଓ କଲେଜ ଶିକ୍ଷକ ମିଳିତ ମଞ୍ଚ ବୈଠକ ପରେ ଏହି ନିଷ୍ପତ୍ତି ନେଇଛି ମିଳିତ ମଞ୍ଚ। ଆନ୍ଦୋଳନରୁ ହଟିବା ସହ ଯୁକ୍ତ ଦୁଇ ଖାତାଦେଖା ପ୍ରକ୍ରିୟାରେ ସାମିଲ ହେବାକୁ ସଂଘର ଆବାହାକ ପବିତ୍ର ମାହାଲା ଘୋଷଣା...