ଚଣ୍ଡୀଗଡ଼: ସନ୍ଦିଗ୍ଧ ଆତଙ୍କବାଦୀଙ୍କ ଆତ୍ମଗୋପନ ନେଇ ସୂଚନା ମିଳିବା ପରେ ପଞ୍ଜାବ ସୀମାରେ ଆଲର୍ଟ ଜାରି କରାଯାଇଛି। ବିଶେଷ କରି ପଠାନ୍କୋଟ୍ରେ ସୁରକ୍ଷା ବ୍ୟବସ୍ଥା ବଢାଇ ଦିଆଯାଇଛି। ବହୁ ସଂଖ୍ୟାରେ ସୁରକ୍ଷାକର୍ମୀ ସେଠାରେ ପହଞ୍ଚି ସର୍ଚ୍ଚ ଅପରେସନ୍ ଚଳାଇଛନ୍ତି। ପଠାନ୍କୋଟ୍ ITI ବିଲଡିଙ୍ଗରେ ସନ୍ଦିଗ୍ଧ ଆତଙ୍କବାଦୀ ଲୁଚିଥିବା ଖବର...
ନୂଆଦିଲ୍ଲୀ: ନ୍ୟାସ୍ନାଲ ଏଲିଜିବିଲିଟି ଏଣ୍ଡ ଏଣ୍ଟ୍ରାନ୍ସ ଟେଷ୍ଟ ବା NEET-୨୦୧୮ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ସିବିଏସ୍ଇର ନୂଆ ଡ୍ରେସ କୋଡ୍। ଡାକ୍ତରୀ ପାଠ ପଢ଼ିବା ପାଇଁ ଆସନ୍ତା ୬ ତାରିଖରେ ଛାତ୍ରଛାତ୍ରୀ ଏହି ପ୍ରବେଶିକା ପରୀକ୍ଷା ଦେବେ। ତେବେ ଏହା ପୂର୍ବରୁ CBSE ପକ୍ଷରୁ ଜାରି କରାଯାଇଛି ନିର୍ଦ୍ଦେଶନାମା। ...
ଭୁବନେଶ୍ୱର: ବିଜେଡି-ବୈଜୟନ୍ତ କଳି ତୁଟୁନି। ମଝିରେ ମଝିରେ କିଛି ନା କିଛି ବାଣ ଉଭୟ ପକ୍ଷ ମାରୁଛନ୍ତି। ତେବେ କିଛିଦିନ ଭିତରେ ବୈଜୟନ୍ତଙ୍କ ପଟରୁ କିଛି ବାଣ ଆସିନି। କୌଶଳ କରି ବିଜେଡି ବିଭିନ୍ନ ପ୍ରସଙ୍ଗରେ ବୈଜୟନ୍ତଙ୍କୁ ଅଡୁଆରେ ପକାଇବାକୁ ଚେଷ୍ଟା କରିଛି। କେତେବେଳେ ପ୍ରେସ୍ମିଟ୍ ତ କେତେବେଳେ କୌଣସି...
ଖୋର୍ଦ୍ଧା: ଖୋର୍ଦ୍ଧା ବୋଲଗଡ଼ ପିଚୁକୁଳିରେ ଦୁଇ ଦୁଇଟି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଗୁରୁତର ହୋଇଛନ୍ତି। ପିଚୁକୁଳି ବଜାରରେ ଭାରସାମ୍ୟ ହରାଇ ରାସ୍ତାକଡ଼ର ଏକ ଦୋକାନ ଉପରେ ଏକ ହାଇୱା ମାଡ଼ି ଯାଇଥିଲା। ଫଳରେ ଏହି ଦୋକାନରେ ଥିବା ୪...
ଆବଶ୍ୟକୀୟ ସାମଗ୍ରୀ: ସୋୟାବିନ୍ ବଡ଼ି, ପିଆଜ, କାପ୍ସିକମ୍, ତେଲ, ଟମାଟୋ ପ୍ୟୁରି, ମଲ୍ଟିଭିନେଗାର, ସୋୟାସସ୍, କଞ୍ଚାଲଙ୍କା, ଚିନି ଓ ଲୁଣ। ପ୍ରସ୍ତୁତି ପ୍ରଣାଳୀ: ସୋୟାବଡ଼ିକୁ ଗରମ ପାଣିରେ ପାଞ୍ଚମିନିଟ୍ ପାଇଁ ଭିଜାଇ ରଖନ୍ତୁ। ପିଆଜକୁ କାଟି ତାହାର କୋଲା ଗୁଡ଼ିକୁ ଅଲଗା ଅଲଗା କରି ଦିଅନ୍ତୁ। କାପ୍ସିକମ୍ ଖଣ୍ଡ...
ବାରିପଦା: ପୁଣି ଲଜ୍ଜା। ବାରିପଦା ଠାକୁରମୁଣ୍ଡା ଥାନା ଅଞ୍ଚଳରେ ଜଣେ ଆଦିବାସୀ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ପରିବାର ଲୋକଙ୍କ ସହ ଉଡ଼ା ପର୍ବ ଦେଖିବାକୁ ଯାଇଥିବାବେଳେ ସେ ଦୁଷ୍କର୍ମ ଶିକାର ହୋଇଥିବା ନେଇ ଅଭିଯୋଗ ହୋଇଛି। ପରିବାର ଲୋକେ ଅଟୋରୁ ଓହ୍ଲାଇବା ପରେ, ଅଟୋ ପାର୍କିଂ ଆଳରେ...
ବାଲେଶ୍ୱର: ଟ୍ରେନ୍ ଲାଇନରେ ଫାଟ। ଅଳ୍ପକେ ବର୍ତ୍ତିଲା ଖଡଗପୁରରୁ ପୁରୀ ଯାଉଥିବା ଫାଷ୍ଟ ପାସେଞ୍ଜର୍। ଆଜି ସକାଳେ ବାଲେଶ୍ୱର ଜିଲ୍ଲା ବାହାନାଗା ବ୍ଲକ କେଶପୁର ଗାଁ ନିକଟ ରେଳ ଧାରଣାରେ ଏହି ଫାଟ ଦେଖିବାକୁ ମିଳିଥିଲା। ସକାଳ ପ୍ରାୟ ସାଢ଼େ ୭ଟା ବେଳେ ଫାଟ ସମ୍ପର୍କରେ ଜଣାପଡିବା ପରେ...
ପାଟନା: ସବୁ ଅପେକ୍ଷାର ଅନ୍ତ ଘଟାଇ ଆଉ ମାତ୍ର କିଛିଦିନ ପରେ ଐଶ୍ୱର୍ଯ୍ୟା ରାୟଙ୍କ ହାତ ଧରିବେ ଲାଲୁଙ୍କ ବଡ଼ ପୁଅ ତେଜ ପ୍ରତାପ। ନିର୍ବନ୍ଧ ସରିଲାଣି। ଖାଲି ବିବାହକୁ ଅପେକ୍ଷା। ଅବଶ୍ୟ ଏମିତିରେ ବି ସେ ଐଶ୍ୱର୍ଯ୍ୟାଙ୍କର ହୋଇସାରିଲେଣି ବୋଲି ତେଜ୍ ପ୍ରତାପ କହିଛନ୍ତି। ଆସନ୍ତା ମେ...
ଟିଟିଲାଗଡ଼: ଭାଲୁକୁ ପିଟି ପିଟି ହତ୍ୟା କଲେ ଗାଁ ଲୋକ। ଟିଟିଲାଗଡ଼ ବ୍ଲକ ବାଗଡୋର ଗାଁ ନିକଟରେ ସ୍ଥାନୀୟ ଲୋକ ଠେଙ୍ଗାରେ ପିଟି ପିଟି ଭାଲୁକୁ ମାରି ଦେଇଥିବା ଅଭିଯୋଗ ହୋଇଛି। ଗତ ୧୭ ତାରିଖରେ ଏକ ଜଙ୍ଗଲୀ ଭାଲୁ ଟିଟିଲାଗଡ଼ ଡିଏଭି କଲେଜ ପରିସରରେ ଦେଖି ସ୍ଥାନୀୟ...
ଲଣ୍ଡନ: ଭାରତ କେବେ ହେଲେ କାହାର ଭୂଖଣ୍ଡ ଉପରେ ଦୃଷ୍ଟି ପକାଏ ନାହିଁ। ଆମେ ସବୁବେଳେ ଶାନ୍ତିରେ ବିଶ୍ୱାସ କରୁ, ମାତ୍ର ଯେଉଁମାନେ ଭାରତକୁ ଆକ୍ରମଣ କରିବା ପାଇଁ ଚେଷ୍ଟା କରିବେ ଓ ଆତଙ୍କବାଦକୁ ପ୍ରୋତ୍ସାହନ ଦେଉଛନ୍ତି ସେମାନଙ୍କୁ ଆମେ କେବେ ସହ୍ୟ କରିପାରିବୁ ନାହିଁ। ଏହାର କଡ଼ା...
ପୁରୀ: ପୁରୀ ଶ୍ରୀମନ୍ଦିରରେ ମହାଲକ୍ଷ୍ମୀଙ୍କ ମଥାରେ ଲାଗିଲା ସୁବର୍ଣ୍ଣ କିରୀଟ। ଗତକାଲି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମା’ ଲକ୍ଷ୍ମୀଙ୍କ ମଥାରେ ସୁବର୍ଣ୍ଣ କିରୀଟ ଲଗାଯାଇଛି। ୭୫୫ ଗ୍ରାମ ଓଜନର ସୁବର୍ଣ୍ଣ କିରୀଟ ମା’ଙ୍କ ମଥାରେ ଶୋଭା ପାଉଛି। କିରୀଟ ସ୍ଥାପନ ବେଳେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ...
ପୁରୀ: ଲଗାତାର ୩ଦିନ ଧରି ନିରାଶ ପରେ ଆଜି ବାହାରିପାରେ ମହାପ୍ରଭୁଙ୍କ ମହାପ୍ରସାଦ। ଶ୍ରୀମନ୍ଦିରରେ ଲାଗି ରହିଥିବା ନୀତି ବିଭ୍ରାଟରେ ସୁଧାର ଆସିଥିଲେ ବି ମହାପ୍ରସାଦ ସମସ୍ୟା କିନ୍ତୁ ଦୂର ହୋଇପାରିନାହିଁ। ମହାପ୍ରଭୁଙ୍କୁ କେବଳ ଦର୍ଶନ କରି ଆନନ୍ଦ ବଜାରରୁ ଖାଲି ହାତରେ ଫେରିଆସିଥିଲେ ଭକ୍ତ। ଗତକାଲି ସକାଳ...
Today my 3-D SandArt with message #KeepClean , #SwachhBharat at Puribeach in Odisha pic.twitter.com/6zd8jv3bsZ — Sudarsan Pattnaik (@sudarsansand) 18 April 2018