ଅନୁଗୁଳ: ଆଜି୧୨ ଘଣ୍ଟିଆ ଅନୁଗୁଳ ବନ୍ଦ। ଏହି ବନ୍ଦ ଡାକରା ଦେଇଛି ଅନୁଗୁଳ ଜିଲ୍ଲା ଜନଜୀବନ ସୁରକ୍ଷା କମିଟି। ମୁଖ୍ୟତଃ ୪ ଦଫା ଦାବି ନେଇ ଏହି ବନ୍ଦ ଡାକରା ଦିଆଯାଇଛି। ଅତ୍ୟାବଶ୍ୟକୀୟ ସେବାକୁ ବାଦ୍ ଦେଇ ସମସ୍ତ ଦୋକାନ ବଜାର ସହ ବସ୍ ଓ ରେଳ ଚଳାଚଳ...
ଶ୍ରୀହରିକୋଟା: ଭାରତୀୟ ମହାକାଶ ଗବେଷଣା ସଂସ୍ଥାନ (ଇସ୍ରୋ)ର ସ୍ୱଦେଶୀ ସାଟେଲାଇଟ INRSS-1I ର ସଫଳ ଉତ୍କ୍ଷେପଣ। ଭୋର ୪ଟା ୪ ମିନିଟରେ PSLV-C41 ରକେଟ୍ ଜରିଆରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସ୍ଥିତ ସତୀଶ ଧୱନ ମହାକାଶ କେନ୍ଦ୍ରରୁ ଏହାକୁ ସଫଳତାର ସହ ଉତ୍କ୍ଷେପଣ କରାଯାଇଛି। INRSS-1I ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ...
ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟିର ରାଜସ୍ଥାନ ପ୍ରଭାରୀ ପଦରୁ ହଟିଲେ କୁମାର ବିଶ୍ୱାସ। ପାର୍ଟି ନେତା ଆଶୁତୋଷ ସାମ୍ବାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି। କୁମାର ବିଶ୍ୱାସଙ୍କୁ ନେଇ ଆମ୍ ଆଦମୀ ପାର୍ଟିର ପିଏସି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଗତ ମେ ୨୦୧୭ରେ ଆପ୍ ନେତା...
ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ଖଣ୍ଡପୀଠ ଗଠନ ଏବଂ ମାମଲା ବଣ୍ଟନକୁ ନେଇ ଦାଏର ହୋଇଥିବା ଜନସ୍ୱାର୍ଥ ଆବେଦନ ଖାରଜ ହୋଇଯାଇଛି। ସୁପ୍ରିମକୋର୍ଟରେ ଆଜି ଏନେଇ ଶୁଣାଣି ହୋଇଛି। ଯେଉଁଥିରେ କଡ଼ା ଭାଷାରେ ଆବେଦନକୁ ଭର୍ତ୍ସନା କରିଛନ୍ତି କୋର୍ଟ। ପ୍ରଧାନ ବିଚାରପତିଙ୍କ କାର୍ଯ୍ୟ ଦକ୍ଷତା ଉପରେ ସନ୍ଦେହ କରାଯାଇ ନ ପାରେ।...
ନୂଆଦିଲ୍ଲୀ: ଆଲଜେରିଆରେ ସେନାର ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ୨୫୭ ଜଣ ସେନା ଯବାନଙ୍କର ମୃତ୍ୟୁ ହୋଇଛି। ଅଲଜେରିସର ବୋଫରିକ୍ ମିଲିଟାରୀ ବେସରୁ ବିମାନଟି ଉଡ଼ାଣ ଭରିବା ପରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନ ବନ୍ଦରରୁ ପ୍ରାୟ ୩୦ କିଲୋମିଟର ଦୂରରେ ଏକ ଚାଷ ଜମିରେ ଯାଇ ପଡ଼ିଥିଲା। ଦୁର୍ଘଟଣାର ପ୍ରକୃତ...
ଭୁବନେଶ୍ୱର: ମେକ୍ ଇନ୍ ଓଡ଼ିଶା କାର୍ଯ୍ୟକ୍ରମରୁ ସିଆଇଆଇ ଓହରିଯିବା ପରେ ବିବାଦ ବଢ଼ିବାରେ ଲାଗିଛି। ଭାଗିଦାରୀ ପାଇଁ ସିଆଇଆଇ ପ୍ରଥମେ ସମ୍ମତି ଦେଇ ପରେ ଓହରିଯିବା ଏକ ଚକ୍ରାନ୍ତ ବୋଲି ବିଜେଡି କହିଛି। ଏଥିପାଇଁ ସାଂସଦ ବୈଜୟନ୍ତ ପଣ୍ଡା ଓ ସିଆଇଆଇ ପୂର୍ବାଞ୍ଚଳ ଅଧ୍ୟକ୍ଷା ଜଗି ମଙ୍ଗତ ପଣ୍ଡାଙ୍କୁ ଦାୟୀ କରିଛି ଦଳ।...
କଟକ: ବହୁଚର୍ଚ୍ଚିତ କୁନ୍ଦୁଲି ଗଣଦୁଷ୍କର୍ମ ଅଭିଯୋଗ ଓ ଆତ୍ମହତ୍ୟା ମାମଲାରେ ସିବିଆଇ ଓ ରାଜ୍ୟ ସରକାରଙ୍କୁ ନୋଟିସ୍ ଜାରି କରିଛନ୍ତି ହାଇକୋର୍ଟ। ମେ ମାସ ୩ ତାରିଖ ସୁଦ୍ଧା ଜବାବ ଦାଖଲ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କୁନ୍ଦୁଲି ଘଟଣାର ଉପଯୁକ୍ତ ଯାଞ୍ଚ ହେଉନାହିଁ ବୋଲି ଅନୁଭବ କରି...
ବଲାଙ୍ଗିର: ପାଟଣାଗଡ଼ ପାର୍ସଲ୍ ବୋମା ବିସ୍ଫୋରଣରେ ଆହତ ହୋଇଥିବା ରିମାରାଣୀ ଆଜି ଏସ୍ସିବି ମେଡିକାଲ କଲେଜ୍ରୁ ଡିସଚାର୍ଜ ହୋଇପାରନ୍ତି। ବିସ୍ଫୋରଣରେ ଗୁରୁତର ଆହତ ହୋଇ ରୀମା କଟକ ବଡ଼ ମେଡିକାଲରେ ଚିକିତ୍ସିତ ହେଉଥିଲେ। ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥାରେ ସୁଧାର ଆସିଥିବାରୁ ପ୍ଲାଷ୍ଟିକ ସର୍ଜରୀ ବିଭାଗରୁ ଅଣାଯାଇ ଆଖି ପରୀକ୍ଷା...
ଭୁବନେଶ୍ୱର: ପୁଣିଥରେ କାଳବୈଶାଖୀ ସତର୍କତା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ସନ୍ଧ୍ୟା ୭.୪୫ ପର୍ଯ୍ୟନ୍ତ ସତର୍କ ରହିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ରାଜ୍ୟର ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, ରାୟଗଡ଼ା, କୋରାପୁଟ, ଗଜପତି, ଅନୁଗୁଳ, ଢେଙ୍କାନାଳ ଓ ଯାଜପୁର ଜିଲ୍ଲାରେ ବଜ୍ରପାତ ହେବା ନେଇ ସତର୍କ...
ଚଣ୍ଡିଗଡ଼: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ପଞ୍ଜାବ ୟୁନିଭର୍ସିଟିକୁ ୩,୫୦୦ ବହି ଦାନ କରିଛନ୍ତି। ସେ ନିଜ ବ୍ୟକ୍ତିଗତ ଲାଇବ୍ରେରୀରୁ ପଞ୍ଜାବ ୟୁନିଭର୍ସିଟିକୁ ଏହି ବହି ସବୁ ଦାନ କରିଛନ୍ତି। ବୁଧବାର ପଞ୍ଜାବ ବିଶ୍ୱବିଦ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ମନମୋହନ ସିଂହ ୧୯୫୦ ମସିହାରେ ଏହି...
ଚନ୍ଦ୍ରପୃଷ୍ଠରେ ଜନବସତି ଦିଗରେ ଏକ ବଡ଼ ସମସ୍ୟା ଉପୁଜାଇପାରେ ଚନ୍ଦ୍ରକମ୍ପ ବା ଚନ୍ଦ୍ର ପୃଷ୍ଠରେ ଆସୁଥିବା ଭୂମିକମ୍ପ । ଏହା ପୃଥିବୀରେ ହେଉଥିବା ଭୂମିକମ୍ପ ଠାରୁ ଅଧିକ ଶକ୍ତିଶାଳୀ ଏବଂ ୨୦ ଗୁଣ ଅଧିକ ସମୟ ପାଇଁ ମଧ୍ୟ ରହେ । ଆମ ଠାରୁ ୩୮୪୪୦୦ କିଲୋମିଟର ଦୂରରେ...
ନୂଆଦିଲ୍ଲୀ: ଫେସ୍ବୁକ ତଥ୍ୟ ଲିକ୍ ମାମଲାରେ ନିଜ ପକ୍ଷ ରଖିବାକୁ ପ୍ରଥମ ଥର ପାଇଁ ବିଧିବଦ୍ଧ ଭାବେ ୟୁଏସ୍ କଂଗ୍ରେସ୍ ସମ୍ମୁଖରେ ହାଜର ହେଲେ ଫେସ୍ବୁକ୍ ସିଇଓ ମାର୍କ ଜୁକରବର୍ଗ। ୟୁଏସ୍ କଂଗ୍ରେସ ସମ୍ମୁଖରେ ହାଜର ହୋଇ ସେ ନିଜ ଦୋଷ ସ୍ୱୀକାର କରିବା ସହ କହିଥିଲେ ଯେ,...
ନୂଆଦିଲ୍ଲୀ: ବେଳେବେଳେ ମଣିଷ ଯାହା ଭାବି ନଥାଏ, ତାହା ହୋଇଯାଏ। ଏହା ସମସ୍ତଙ୍କୁ ଚକିତ କରେ। ଯାହାକୁ କହନ୍ତି କପାଳ ଲିଖନ। ଏମିତି ଏକ ଘଟଣାକୁ ନେଇ ଏବେ ଚର୍ଚ୍ଚା। ଦୁବାଇରେ ରହୁଥିବା ଜଣେ ପ୍ରବାସୀ ଭାରତୀୟ ନିଜର ଭାଗ୍ୟ ବଳରେ ଡ୍ରାଇଭରରୁ ପାଲଟିଯାଇଛନ୍ତି କୋଟିପତି । ଆପଣ...
ଗୋଲ୍ଡକୋଷ୍ଟ : ଅଲମ୍ପିକ କାଂସ୍ୟ ପଦକ ବିଜେତା ତଥା ଭାରତର ସୁପର ଓମ୍ୟାନ ମେରି କମ୍ଙ୍କ ସୁପର ଶୋ’ରାଜ୍ୟଗୋଷ୍ଠୀ କ୍ରୀଡାରେ ଦେଖିବାକୁ ମିଳିଛି। ଆଜି ଖେଳାଯାଇଥିବା ୪୫-୪୮ କେଜି ବକ୍ସିଂ ବର୍ଗ ମ୍ୟାଚ୍ ଜିତି ସେ ଫାଇନାଲରେ ପହଞ୍ଚି ଯାଇଛନ୍ତି। ସେ ତାଙ୍କ ପ୍ରତିଦ୍ୱନ୍ଦ୍ୱି ଶ୍ରୀଲଙ୍କାର ଅନୁଶା ଦିଲରୁକ୍ଷିଙ୍କୁ...
ଋତୁ ପରିବର୍ତ୍ତନ ସହ ନିଜକୁ ଖାପଖୁଆଇ ଚଳିଲେ କିଛି ଅସୁବିଧା ହୋଇନଥାଏ। ଦିନଚର୍ଯ୍ୟା ବି ଠିକ୍ରେ ହୋଇଥାଏ। ସ୍ୱାସ୍ଥ୍ୟ ମଧ୍ୟ ଭଲ ରହେ। ଏବେ ଧିରେ ଧିରେ ଖରା ବଢିବାକୁ ଲାଗିଲାଣି। ଆଉ ଅସହ୍ୟ ଖରାରେ ଘର ବାହାରକୁ ଯିବାକୁ ବି ଇଚ୍ଛା ହେଉନି। ପ୍ରବଳ ଗ୍ରୀଷ୍ମ ତାପରେ...
ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବେ କମେଡି ପ୍ରତି ମନ ବଳେଇଛନ୍ତି। ଭୌତିକ ଓ ପ୍ରେମ କାହାଣୀକୁ ନେଇ ଫିଲ୍ମ କରିସାରିବା ପରେ ଅନୁଷ୍କା ଏବେ କମେଡି ଫିଲ୍ମ କରିବାକୁ ଯୋଜନା କରୁଛନ୍ତି। ଆସନ୍ତା ବର୍ଷ ଜାନୁୟାରୀ ମାସ ଶେଷ ସୁଦ୍ଧା ନିଜର ସବୁ ପ୍ରୋଜେକ୍ଟକୁ ସାରି କମେଡି...
ପୁରୀ : ପୁରୀ ଶ୍ରୀମନ୍ଦିରରେ ଆଜି ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ଶ୍ରୀମନ୍ଦିରର ଦ୍ୱିତୀୟ ଭୋଗ ମଣ୍ଡପ ନୀତି ସରିବା ପରେ ଦତ୍ତମହାପାତ୍ର ସେବକ ମହାପ୍ରଭୁଙ୍କୁ ବନକଲାଗି କରିବା ପାଇଁ ଭିତରକୁ ପ୍ରବେଶ କରିବେ। ଏଥିପାଇଁ ୪ଘଣ୍ଟା ଦର୍ଶନ ବନ୍ଦ ରହିବ। ଅପରାହ୍ନ ସାଢେ ୩ଟାରୁ ସାଢେ...