ଭୁବନେଶ୍ୱର : କେନ୍ଦ୍ରାପଡ଼ା ଜିଲ୍ଲା ସଭାପତି ଧ୍ରୁବ ସାହୁଙ୍କୁ ନେଇ ବଢୁଛି ବିବାଦ। ଧାନ କିଣା ଦୁର୍ନିତିରେ ତାଙ୍କ ସଂପୃକ୍ତି ଅଭିଯୋଗର ଖୁଲାସା ପରେ ମୁହଁ ଖୋଲିଛନ୍ତି ଧ୍ରୁବ। ସାମ୍ବାଦିକ ସମ୍ମିଳନୀ କରି ଟାର୍ଗେଟ କରିଛନ୍ତି ଅଭିଯୋଗ ଆଣିଥିବା ରାଜନଗର ବିଧାୟକ ଅଂଶୁମାନ ମହାନ୍ତି ଓ ଏ ସଂପର୍କିତ...
ନବରଙ୍ଗପୁର : ନବରଙ୍ଗପୁର ଲକ୍ଷ୍ମୀ ମନ୍ଦିରରୁ ଚୋରୀ। ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଚୋରି ହୋଇଥିବା ଅଭିଯୋଗ ହୋଇଛି। ଗତକାଲି ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଠାକୁର ଘର ତାଲା ଭାଙ୍ଗି ମନ୍ଦିରର ଲକ୍ଷାଧିକ ସମ୍ପତ୍ତି ଲୁଟ କରିଛି। ମନ୍ଦିରରେ ଲାଗିଥିବା ସିସିଟିଭିକୁ ଯାଞ୍ଚ କରି ତଦନ୍ତ କରୁଛି...
ରସୁଣ ଏକ ଗୁଳ୍ମ ଜାତୀୟ ଉଦ୍ଭିଦ। ଏହା ଏକ ଭଲ ମସଲା ଭାବେ ମଧ୍ୟ ଲୋକପ୍ରିୟ। ଅଧିକାଂଶ ଖାଦ୍ୟ ଆଇଟମରେ ରସୁଣର ବ୍ୟବହାର ହୋଇଥାଏ। କେବଳ ରୋଷେଇ ନୁହେଁ ବରଂ ଔଷଧ ଭାବେ ମଧ୍ୟ ରସୁଣର ବ୍ୟବହାର ହୋଇଥାଏ । ରସୁଣ ଖାଇବା ଦ୍ୱାରା ଶରୀରକୁ ଅନେକ ଲାଭ ମିଳିଥାଏ।...
ଭୁବନେଶ୍ୱର : ଆଜି ସନ୍ଧ୍ୟାରେ ରାଜ୍ୟର ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ସହ ପବନ ଓ ଘଡଘଡ଼ି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଏହି ସମୟରେ ଘରୁ ନବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦିଆଯାଇଛି। ମିଳିଥିବା ସୂଚନା...
ନୂଆଦିଲ୍ଲୀ: ଆପଣ କମ୍ ଦାମରେ ଭଲ କମ୍ପାନୀର ସ୍ମାର୍ଟଫୋନ୍ କିଣିବାକୁ ଚାହୁଁଛନ୍ତି କି ? ତାହେଲେ ଆପଣଙ୍କ ପାଇଁ ମୋଟୋରୋଲା କମ୍ପାନୀ ଏଇ ସୁଯୋଗ ଆଣି ଦେଇଛି। ଯେଉଁ ମୋବାଇଲ୍ର ପ୍ରକୃତ ଦାମ୍ ୧୩,୯୯୯ଟଙ୍କା , ତାହା ଏବେ ୪ହଜାର ଟଙ୍କାର ରିହାତିରେ ଅର୍ଥାତ୍ ୯,୯୯୯ ଟଙ୍କାରେ ପାଇପାରିବେ।...
କଟକ : ନିଜ ତଣ୍ଟି ନିଜେ କାଟିଲେ ଯୁବକ। କଟକ କ୍ୟାଣ୍ଟନମେଣ୍ଟ ଥାନା ପଟାପୋଲ ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଶ୍ରୀଚଣ୍ଡି ନାମକ ଜଣେ ଯୁବକ ଛୁରୀରେ ନିଜ ତଣ୍ଟି କାଟି ଦେଇଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି।...
ଗୋଲ୍ଡ କୋଷ୍ଟ : ଗୋଲ୍ଡ କୋଷ୍ଟ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସୁଟର୍ ହୀନା ସିଦ୍ଧୁଙ୍କୁ ସ୍ୱର୍ଣ୍ଣପଦକ। ଆଜି ମହିଳା ୨୫ ମିଟର ପିସ୍ତଲ ଇଭେଣ୍ଟରେ ସେ ଗୋଲ୍ଡ ଜିତିଛନ୍ତି। ଭାରତ ପାଇଁ ଏହା ୧୧ ତମ ସ୍ୱର୍ଣ୍ଣପଦକ। ସେହିପରି ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡାରେ ହୀନାଙ୍କ ଏହା ଦ୍ୱିତୀୟ ପଦକ। ପୂର୍ବରୁ...
ନୂଆଦିଲ୍ଲୀ: ବିମାନ ଭିତରେ ବି ମଶାଙ୍କ ରାଜୁତି। ଏପରି ଅସ୍ତବ୍ୟସ୍ତ କରି ପକାଇଥିଲେ ଯେ ରାତି ସାରା ଯାତ୍ରୀମାନେ ଶୋଇ ପାରିନଥିଲେ। ହାତରେ କାର୍ଡବୋର୍ଡ, ପେପର, ଲିଫ୍ ଲେଟ୍ ଧରି ମଶା ଘଉଡ଼ାଇବା ଅଭିଯାନ ଆରମ୍ଭ କରିଦେଇଥିଲେ ଯାତ୍ରୀ। ଏଭଳି ସମସ୍ୟା ଇଣ୍ଡିଗୋ ବିମାନରେ ଦେଖିବାକୁ ମିଳିଛି। ଭିଡ଼ିଓ ସୌଜନ୍ୟ: ଏଏନ୍ଆଇ...
ମୁମ୍ବାଇ: ଏମିତି ଲାଗୁଛି ଯେମିତି ବଲିଉଡ଼ ଅଭିନେତା ରଣବୀର କପୁରଙ୍କ ସମୟ ଠିକ୍ ଚାଲିନାହିଁ। ଯଦି ଆମେ ରଣବୀରଙ୍କ ପିଲ୍ମ ଉପରେ ନଜର ପକାଇବା ତେବେ ଦୀର୍ଘ ଦିନ ଧରି ରଣବୀରଙ୍କ କୌଣସି ହିଟ୍ ଫିଲ୍ମ ଆସିନାହିଁ। ଗୋଟିଏପଟେ ନିଜର ଫିଲ୍ମକୁ ନେଇ ରଣବୀର ଚିନ୍ତାରେ ଥିବାବେଳେ ଏପଟେ...
ଗୁଜରାଟ: ଗୁଜରାଟ ତାପି ଜିଲ୍ଲା ବାଲୋଡ ଅଞ୍ଚଳର ଚିତାବାଘ ଯୋଡ଼ାକୁ ନେଇ ଚର୍ଚ୍ଚା। ଏହି ଚିତାବାଘ ଯୋଡ଼ା ଜନବସତିକୁ ପଶି ଆସିଥିବାରୁ ସେମାନଙ୍କୁ ଧରିବାକୁ ଯନ୍ତା ବସାଯାଇଥିଲା। ଗୋଟିଏ ଜନ୍ତୁ ତ ଧରା ପଡ଼ିଲା, କିନ୍ତୁ ସେଠାରେ ଥିବା କ୍ୟାମେରାରେ କଏଦ୍ ଦୃଶ୍ୟ ଦେଖିବା ପରେ ସ୍ଥାନୀୟ ଲୋକେ...
ଭୁବନେଶ୍ୱର: ଭାରତ ବନ୍ଦ ପାଇଁ ଆଜି ରାଜ୍ୟରେ ହେବାକୁ ଥିବା BPUTର ସମସ୍ତ ପରୀକ୍ଷାକୁ ବାତିଲ୍ କରାଯାଇଛି। BPUT ଅଧିନରେ ଥିବା ୮୮ଟି ସେଣ୍ଟରରେ ପରୀକ୍ଷା ବାତିଲ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଆଜି ବିଭିନ୍ନ ବର୍ଗର ୫୫ଟି ବିଷୟରେ ପରୀକ୍ଷା ହୋଇଥାନ୍ତା। ଆସନ୍ତା ୧୨ରୁ ୨୦ ମଧ୍ୟରେ ପୁନଃ...
ମହାରାଷ୍ଟ୍ର: ମହାରାଷ୍ଟ୍ରର ସତାରା ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା। ଦ୍ରୁତ ଗତିରେ ଥିବା ଏକ ଟ୍ରକ୍ ବାରିକେଡ଼ରେ ଚଢ଼ିଯିବାରୁ ଘଟଣାସ୍ଥଳରେ ୧୭ଜଣ ନିର୍ମାଣଧୀନ ଶ୍ରମିକଙ୍କ ମୃତ୍ୟୁ ହେବାସହ ୧୫ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରେ ଅଧିକାଂଶ ମହିଳା ଥିବାର ଜଣାପଡ଼ିଛି। ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା...
ଭୁବନେଶ୍ୱର: ଜାତି ଭିତ୍ତିକ ସଂରକ୍ଷଣକୁ ବିରୋଧ କରି ଆଜି କିଛି ଗୋଷ୍ଠୀ ପକ୍ଷରୁ ଭାରତ ବନ୍ଦ ଡ଼ାକରା ଦିଆଯାଇଛି। ଏହାର ପ୍ରଭାବ ଦେଖିବାକୁ ମିଳିଛି ରାଜ୍ୟର ବିଭିନ୍ନ ସ୍ଥାନରେ। ବଲାଙ୍ଗିରରେ ରୁଦ୍ର ନାରାୟଣ ସେନା ପକ୍ଷରୁ ପିକେଟିଂ କରାଯାଇ ସହରର ସ୍କୁଲ କଲେଜ, ଦୋକାନ ବଜାର ବନ୍ଦ କରାଯାଇଛି।...
ରାୟଗଡ଼ା: ରାୟଗଡ଼ାରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଡିଭିଏଫ୍ ଯବାନ ସହିଦ। ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ଥାନା ନିୟମଗିରି ପାଦ ଦେଶରେ ଥିବା ସକଟା ଗାଁ ନିକଟରେ ଏହି ଘଟଣା ଘଟିଛି। ଗତକାଲି ସଂଧ୍ୟାରେ ଡିଭିଏଫ୍ ପକ୍ଷରୁ କମ୍ବିଂ ଅପରେସନ୍ ଚାଲିଥିବା ବେଳେ ଏହି ବିସ୍ଫୋରଣ ଘଟିଥିଲା। ଏଥିରେ ଡିଭିଏଫ୍ ଯବାନ...