ଭୁବନେଶ୍ୱର: ଟିଟିଲାଗଡ଼ ଷ୍ଟେସନରୁ ବିନା ଇଞ୍ଜିନରେ ଅହମ୍ମଦାବାଦ-ପୁରୀ ଏକ୍ସପ୍ରେସର ୨୨ଟି ବଗି ୧୫ କିଲୋମିଟର ଗଡ଼ିଯିବା ଘଟଣାରେ ତଦନ୍ତ ଚାଲିଛି। ଏହି ଘଟଣାରେ ପୂର୍ବରୁ ୭ଜଣ ରେଲ୍ୱେ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଥିବା ବେଳେ ଆଉ ୨ଜଣ ଅଧିକାରୀ ମଧ୍ୟ କର୍ତ୍ତବ୍ୟରେ ଅବହେଳା କରିଥିବା ନେଇ ଏକ ସାମ୍ବାଦିକ ସମ୍ମିଳନୀ...
ଭୁବନେଶ୍ୱର: ଚାଷୀଙ୍କ ଧାନ ବିକିଦେଲେ ଦଲାଲ। ଆଉ ଧାନକିଣାରେ ସରକାରୀ ସଂସ୍ଥାକୁ ହାତ କରି ବିଜେଡି ନେତା ଚଳୁ କରି ନେଲେ କୋଟି କୋଟି ଟଙ୍କା। ଖୋଦ ବିଜେଡି ନେତା ଏହି ଦଲାଲମାନଙ୍କର ତାଲିକା ପ୍ରସ୍ତୁତ କରିଥିଲେ। କେନ୍ଦ୍ରାପଡ଼ା ଜିଲ୍ଲା ବିଜେଡି ସଭାପତି ଓ ଅନ୍ୟ ଜଣେ ବିଜେଡି...
ଗୋଲ୍ଡକୋଷ୍ଟ: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସ ରଚିଲା ଭାରତ। ପ୍ରଥମ ଥର ପାଇଁ ଭାରତୀୟ ମହିଳା ଟେବୁଲ୍ ଟେନିସ ଦଳ ସ୍ୱର୍ଣ୍ଣ ପଦକ ହାତେଇଛି। ଦଳଗତ ମୁକାବିଲାରେ ଭାରତ ସିଙ୍ଗାପୁରକୁ ୩-୧ରେ ହରାଇ ସ୍ୱର୍ଣ୍ଣ ପଦକ ହାତେଇଛି। ଏହାକୁ ଲଗାଇ ଭାରତ ସ୍ୱର୍ଣ୍ଣ ପଦକ ସଂଖ୍ୟା ୭ରେ ପହଞ୍ଚିଛି। ରବିବାର...
ନୂଆଦିଲ୍ଲୀ: ପଞ୍ଜାବ ନ୍ୟାସନାଲ୍ ବ୍ୟାଙ୍କର ଋଣ ଖିଲାପକାରୀ ହିରା ବ୍ୟବସାୟୀ ନୀରବ ମୋଦି ଓ ମେହୁଲ ଚୋକ୍ସିଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା(ଏନ୍ବିଡବ୍ଲ୍ୟୁ) ଜାରି ହୋଇଛି। ସିବିଆଇର ଏହି ଆବେଦନକୁ ମୁମ୍ବାଇରେ ସ୍ୱତନ୍ତ୍ର ସିବିଆଇ ଅଦାଲତ୍ ମଞ୍ଜୁର କରିବା ପରେ ଉଭୟଙ୍କ ବିରୋଧରେ ଜାମିନ ବିହୀନ ଗିରଫ...
କଟକ: ଡାହାଣୀ ହୋଇ ଲାଗିଲେ, ଗୁଣିଆ ହୋଇ ଝାଡିଲେ। ଏପରି ଅଭିନୟ ଢଙ୍ଗରେ ଟଙ୍କା ଲୁଟ୍ କରିଥିବା ଏକ ଘରୋଇ କମ୍ପାନୀର କର୍ମଚାରୀଙ୍କୁ ଗିରଫ କରିଛି କମିଶନରେଟ ପୋଲିସ। କଟକ ଆହ୍ଲାବାଦ୍ ବ୍ୟାଙ୍କ ସାମ୍ନାରୁ ୨୭ ଲକ୍ଷ ଟଙ୍କା ଲୁଟ୍ ଘଟଣାରେ ପର୍ଦ୍ଦାଫାସ କରିଛି ପୋଲିସ। ଲୁଟ୍ରେ ସମ୍ପୃକ୍ତ...
କଳାହାଣ୍ଡି: କଳାହାଣ୍ଡି ଜୁନାଗଡରେ ଯୁବତୀଙ୍କୁ ମଦ ପିଆଇ ଦୁଷ୍କର୍ମ ଓ ଭିଡିଓ ଭାଇରାଲ ଘଟଣାରେ ୩ ଅଭିଯୁକ୍ତ ଗିରଫ। ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ଆଜି ସୂଚନା ଦେଇଛନ୍ତି କଳାହାଣ୍ଡି ଏସ୍ପି ଏମ୍. ସନ୍ଦିପ ସମ୍ପତ୍। ଅଭିଯୁକ୍ତମାନେ ହେଲେ ଚିତ୍ତରଂଜନ ଗୁରୁ, ମୁକୁନ୍ଦ ଗୁରୁ ଓ ସୁଶାନ୍ତ ପ୍ରଧାନୀ। ଆଜି...
ଚେନ୍ନାଇ: ଗୋଟିଏ ମଞ୍ଚରେ ଏକଜୁଟ୍ ହୋଇଛନ୍ତି ତାମିଲ୍ ଇଣ୍ଡଷ୍ଟ୍ରିର ସମସ୍ତ ସୁପରଷ୍ଟାର। ଅଭିନେତାରୁ ରାଜନେତା ପାଲଟିଥିବା ରଜନୀକାନ୍ତ, କମଲ ହସନ୍, ବିକ୍ରମ, ଧନୁଷ, ସଙ୍ଗୀତ ନିର୍ଦ୍ଦେଶକ ଇଲିଅରାଜା ସମେତ ଅନେକ ତାମିଲ କଳାକାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। କାବେରୀ ନଦୀ ମ୍ୟାନେଜ୍ମେଣ୍ଟ୍ ବୋର୍ଡ ଗଠନ ଦାବିରେ ଚେନ୍ନାଇରେ ଏମାନେ ଆନ୍ଦୋଳନକୁ...
ନୂଆଦିଲ୍ଲୀ: ପିଲାମାନଙ୍କ ପ୍ରତି ପିତାମାତାଙ୍କର ଭଲପାଇବା ସବୁବେଳେ ଅତୁଟ ରହିଥାଏ। ଦୁନିଆରେ ବାପା-ମା’ଙ୍କ ଭଳି ଭଲପାଇବା ଆଉ ସେହ୍ନ କେଉଁଠୁ ବି ମିଳିନଥାଏ। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଯେଉଁଠି ଜଣେ ପିତା ଦୀର୍ଘ ୨୪ ବର୍ଷ ଧରି ତାଙ୍କର ହଜିଯାଇଥିବା ଝିଅକୁ ଖୋଜୁଥିଲେ। ଶୁଣିବାକୁ ଆଶ୍ଚର୍ଯ୍ୟ...
ଭୁବନେଶ୍ୱର: ଟିଟିଲାଗଡ଼ ଷ୍ଟେସନରୁ ବିନା ଇଞ୍ଜିନରେ ୨୨ଟି ବଗି ୧୫ କିଲୋମିଟର ଗଡ଼ିଯିବା ଘଟଣାରେ ଚାଲିଛି ରେଲୱେର ତନାଘନା। ଏଭଳି ତ୍ରୁଟି କେଉଁଠି ରହିଲା ଏବଂ ଏହା ପଛରେ କିଏ ଦାୟୀ ସେ ନେଇ ତର୍ଜମା କରୁଛନ୍ତି ରେଲୱେର ବରିଷ୍ଠ ଅଧିକାରୀ। ଘଟଣା ପାଇଁ ବର୍ତ୍ତମାନ ସୁଦ୍ଧା ୨...
ସୁନ୍ଦରଗଡ଼: ସୁନ୍ଦରଗଡ଼ ବଣାଇରେ ପୋଲିସ୍-ମାଓବାଦୀ ଗୁଳି ବିନିମୟ। ବଣାଇ ଲୁଙ୍ଗା ପାହାଡ଼ରେ ପୋଲିସ-ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଛି। ସ୍ଥାନୀୟ ଅଞ୍ଚଳରେ ମାଓ ସଂଗଠନ କରିବା ପାଇଁ ଲୁଙ୍ଗା ପାହାଡ଼ରେ ଏକ ମାଓ କ୍ୟାମ୍ପ୍ କରିଥିଲେ ମାଓବାଦୀ। ବିଶେଷ ସୂତ୍ରରୁ ଖବର ପାଇ ଏସ୍ପିଙ୍କ ନେତୃତ୍ୱରେ ଏସଓଜି ଓ...
ମୁମ୍ବାଇ: ଆଇପିଏଲ ସିଜିନ୍ ଇଲେଭେନ୍ର ଉଦ୍ଘାଟନୀ ମ୍ୟାଚରେ ଚେନ୍ନାଇ ସୁପର୍ କିଙ୍ଗ୍ସର ଚମତ୍କାର ପ୍ରଦର୍ଶନ।ମୁମ୍ବାଇ ୱାଙ୍ଖଡେ ଷ୍ଟାଡ଼ିୟମ୍ରେ ଖେଳା ଯାଇଥିବା ପ୍ରଥମ ମ୍ୟାଚରେ ଡିଫେଣ୍ଡିଂ ଚାମ୍ପିୟନ୍ ମୁମ୍ବାଇ ଇଣ୍ଡିଆନ୍ସକୁ ୧ ଓ୍ବିକେଟରେ ପରାସ୍ତ କରିଛି ଚେନ୍ନାଇ ସୁପର କିଙ୍ଗ୍ସ। । ଚେନ୍ନାଇ ବିଜୟର ମୁଖ୍ୟ ଭୂମିକା ନେଇଥିଲେ ଡ୍ୱେନ...
ଭୁବନେଶ୍ୱର: ଗତ କିଛି ଦିନ ଧରି ରାଜ୍ୟରେ କାଳବୈଶାଖୀର ପ୍ରଭାବ ଜାରି ରହିଛି। ଗତକାଲି ସନ୍ଧ୍ୟାରେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି। ବିଜୁଳି ଘଡଘଡି ସହ କିଛି ସ୍ଥାନରେ କୁଆପଥର ବର୍ଷା ହୋଇଥିବା ମଧ୍ୟ ଜଣାପଡ଼ିଛି। କାଳବୈଶାଖୀ ବର୍ଷା ପ୍ରଭାବରେ ବିଦ୍ୟୁତ...
ଭୁବନେଶ୍ୱର: ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଆଜି ଜେଇଇ ମେନ୍ ଫାଇନାଲ୍ ପରୀକ୍ଷା ଅନୁଷ୍ଠିତ ହେବ। ପ୍ରଥମ ପେପର୍ ପାଇଁ ସକାଳ ସାଢେ ୯ରୁ ସାଢେ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ହେବ। ସେହିପରି ଦ୍ୱିତୀୟ ପେପର ପାଇଁ ଅପରାହ୍ନ ୨ଟାରୁ ୫ଟା ପର୍ଯ୍ୟନ୍ତ ପରୀକ୍ଷା ହେବ। ଉଭୟ...
କେସିଙ୍ଗା: ଏକ ବଡଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛି ଅହମ୍ମଦାବାଦ-ପୁରୀ ଏକ୍ସପ୍ରେସ (୧୮୪୦୬)। ନିଶ୍ଚିତ ମୃତ୍ୟୁମୁଖରୁ ବର୍ତ୍ତିଯାଇଛନ୍ତି ଶହ ଶହ ଯାତ୍ରୀ। ଗତ ରାତି ପ୍ରାୟ ୧୦ଟା ୫ ମିନିଟ୍ରେ ଟିଟିଲାଗଡ଼ ଷ୍ଟେସନ୍ରେ ଅହମ୍ମଦାବାଦ-ପୁରୀ ଏକ୍ସପ୍ରେସ୍ର ଇଞ୍ଜିନ ବଦଳ ହୋଇଥିଲା। ଏହାପରେ ବିନା ଇଞ୍ଜିନରେ ୨୨ଟି ବଗି ଗଡିଥିଲା। ଟିଟିଲାଗଡରୁ...