• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

Otv Khabar Bureau

Editor

Posts by Otv Khabar Bureau

salman---
ଜେଲ୍‌ରୁ ମୁକୁଳିଲେ ବଲିଉଡ୍ ଟାଇଗର୍ ସଲମାନ୍ ଖାନ

Actor #SalmanKhan reaches Jodhpur Airport. #BlackBuckPoachingCase pic.twitter.com/RgsRFwrdfc — ANI (@ANI) 7 April 2018

thunder
କାଳବୈଶାଖୀ ବର୍ଷା ନେଇ ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟରେ କାଳବୈଶାଖୀ ନେଇ ସତର୍କ ସୂଚନା । ଆଜି ରାତି ୮ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ପରାମର୍ଶ। ୧୧ଟି ଜିଲ୍ଲା ପାଇଁ ସତର୍କତା ସୂଚନା । ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, ନବରଙ୍ଗପୁର, ବଲାଙ୍ଗିର, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ ଓ...

salman
ଜେଲରୁ ମୁକୁଳିଲେ ଅଭିନେତା ସଲମାନ ଖାନ୍‌

ଯୋଧପୁର : ଅଭିନେତା ସଲମାନ ଖାନ୍‌ ଜେଲ୍‌ରୁ ଖଲାସ୍‌ ହେଲେ। ବହୁ ଚର୍ଚ୍ଚିତ କୃଷ୍ଣସାର ମୃଗ ହତ୍ୟା ମାମଲାରେ ଆଜି ଅପରାହ୍ନ ୩ଟା ବେଳେ ତାଙ୍କୁ ଜାମିନ ମିଳିଥିଲା। ଯୋଧପୁର ସେସନ୍ସ କୋର୍ଟରେ ଆଜି ଜାମିନ ଆବେଦନ ଶୁଣାଣି କରି ସନ୍ଧ୍ୟାରେ ସଲମାନ୍ ଜେଲ୍‌ରୁ ମୁକୁଳିବେ ବୋଲି କୋର୍ଟ...

cm
ଧାମରା ବନ୍ଦର ସଂପ୍ରସାରଣ ପ୍ରକଳ୍ପ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଧାମରା : ଭଦ୍ରକ ଜିଲ୍ଲା ଧାମରା ବନ୍ଦରର ଦ୍ୱିତୀୟ ପର୍ଯ୍ୟାୟ ସଂପ୍ରସାରଣର ଶୁଭ ଉଦଘାଟନ। ବନ୍ଦର ସମ୍ପ୍ରସାରଣ କାର୍ଯ୍ୟର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଧାମରା ବନ୍ଦରରେ ବୃହତ ମାଲବାହୀ ଏବଂ ଫର୍ଟିଲାଇଜର ବର୍ଥର ଆରମ୍ଭ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଧାମରା ବନ୍ଦର ଯୋଗୁ...

mayurbhanja
ଅଙ୍ଗନୱାଡି କେନ୍ଦ୍ରର ପିଣ୍ଡାରୁ ୩ ମାସର ଶିଶୁକନ୍ୟା ଉଦ୍ଧାର

ମୟୂରଭଂଜ : ମୟୂରଭଂଜ ଜିଲ୍ଲା ଉଦଳା ଥାନା ଅନ୍ତର୍ଗତ ବରଭି କିରିକିଚିଆ ଅଙ୍ଗନୱାଡି କେନ୍ଦ୍ରର ପିଣ୍ଡାରୁ ଏକ ୩ ମାସର ଶିଶୁକନ୍ୟା ଉଦ୍ଧାର। ଶିଶୁଙ୍କୁ ଉଦ୍ଧାର କରିବା ପରେ ସ୍ଥାନୀୟ ଆଶାକର୍ମୀଙ୍କୁ ଖବର ଦେଇଥିଲେ ଲୋକେ। ଆଶାକର୍ମୀଙ୍କ ସହାୟତାରେ ଶିଶୁକୁ ସ୍ଥାନୀୟ ଉଦଳା ମେଡିକାଲରେ ଭର୍ତ୍ତି କରାଯାଇଛି। ଉଦ୍ଧାର...

pnb
ପିଏନ୍‌ବି ମହାଠକେଇ ମାମଲା: ସିବିଆଇର ଖୋଳତାଡ ଜାରି

ନୂଆଦିଲ୍ଲୀ : ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ମହାଠକେଇ ମାମଲାର ସିବିଆଇର ଖୋଳତାଡ ଜାରି ରହିଛି। କେଉଁ ଉପାୟରେ, କିଭଳି ଠକେଇ କଲେ ନିରବ ମୋଦି ଓ ମେହୁଲ ଚୋକସି, ସେନେଇ ସିବିଆଇ ଅନୁସନ୍ଧାନ ଜାରି ରଖିଛି। ଠକେଇ ସମୟରେ ଆରବିଆଇର ପଲିସି କଣ ଥିଲା, ସେନେଇ ଆରବିଆଇର ପୂର୍ବତନ...

salman khan
୨ ଦିନ ପରେ ଜେଲ୍‌ରୁ ବାହାରିବେ ସଲମାନ୍‌, ମିଳିଲା ଜାମିନ୍‌

ଯୋଧପୁର: ୨ ରାତି ଜେଲ୍‌ରେ କାଟିବା ପରେ ମୁକୁଳିବେ ବଲିଉଡ଼୍ ଭାଇଜାନ୍‌ ସଲମାନ୍‌ ଖାନ୍‌। କାରଣ ସଲମାନ୍‌ଙ୍କୁ ଯୋଧପୁର ସେସନ୍ସ କୋର୍ଟ ଜାମିନ୍‌ ପ୍ରଦାନ କରିଛନ୍ତି। ଆଜି ସନ୍ଧ୍ୟା ସୁଦ୍ଧା ସେ ଜେଲ୍‌ରୁ ବାହାରିବେ ବୋଲି କୁହାଯାଉଛି। ସଲମାନ୍‌ଙ୍କ ଜେଲ୍‌ରୁ ବାହାରିବା ଖବର ନେଇ ପ୍ରଶଂସକଙ୍କ ମଧ୍ୟରେ ଖୁସିର...

space
ହୋଟେଲ୍‌ର ଦାମ୍‌ ଶୁଣିଲେ ଉଡ଼ିଯିବ ହୋସ୍

ଭୁବନେଶ୍ୱର (ସଂଗ୍ରାମ କେଶରୀ ଦାସ ମହାପାତ୍ର): ଆପଣ ମହାକାଶ ଯାତ୍ରାର ସ୍ୱପ୍ନ ଦେଖୁଛନ୍ତି କି? ଜିରୋ ଗ୍ରାଭିଟିରେ ମହାକାଶଚାରୀଙ୍କ ପରି ଭାସି ବୁଲିବାକୁ ଚାହୁଁଛନ୍ତି କି? ଗୋଟିଏ ଦିନରେ ୧୬ଥର ସୂର୍ଯ୍ୟୋଦୟ ଓ ସୂର୍ଯ୍ୟାସ୍ତ ଦେଖିବାକୁ ଚାହୁଁଛନ୍ତି କି? କିଛି ନହେଲେ ବି, ଆପଣ ପୃଥିବୀ ବାହାରେ ଛୁଟି...

fire
ଅଗ୍ନିକାଣ୍ଡରେ ୪୦ ପରିବାର ସର୍ବସ୍ୱାନ୍ତ

ବ୍ରହ୍ମପୁର: ୫୦ ବଖରା ପୋଡି ପାଉଁଶ।  ଗଂଜାମ ଜିଲ୍ଲା ଭଞ୍ଜନଗର ବରପାଲି ହରିଜନ ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି।  ଅଗ୍ନିକାଣ୍ଡରେ ସାହିର ପ୍ରାୟ ୫୦ ବଖରା ଘର ପୋଡି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡରେ ୪୦ ପରିବାର ସର୍ବସ୍ୱାନ୍ତ ହୋଇଯାଇଛନ୍ତି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ତେବେ ଗାଁରେ ହିଂସାକାଣ୍ଡ...

representational image
ଶ୍ୱଶୁର ଘରୁ ଜ୍ୱାଇଁର ଝୁଲନ୍ତା ମୃତଦେହ ଉଦ୍ଧାର

ବଲାଙ୍ଗିର: ବଲାଙ୍ଗିରରେ ଶ୍ୱଶୁର ଘରୁ ଜ୍ୱାଇଁର ଝୁଲନ୍ତା ମୃତଦେହ ଉଦ୍ଧାର। ସୂଚନା ଅନୁସାରେ ଉଡ଼ଇାପାଳ ଗାଁର ଯୁବକ ଜଣକ କଦମ୍ବପଡ଼ା ଗାଁରେ ଶ୍ୱଶୁର ଘରକୁ ଯାଇଥିଲେ। ସେଠାରୁ ତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଦେଢ଼ ବର୍ଷ ପୂର୍ବେ ଯୁବକ ଜଣକ ୨ଟି ସନ୍ତାନ ଥିବା ଜଣେ ବିବାହିତା...

salman
ଜେଲ୍‌ରୁ ବାହାରିବେ କି ସଲମାନ୍‌? ମଧ୍ୟାହ୍ନ ଭୋଜନ ପରେ ଆସିପାରେ କୋର୍ଟଙ୍କ ନିଷ୍ପତ୍ତି

ଯୋଧପୁର:ବଲିଉଡ଼ ସୁପରଷ୍ଟାର ସଲମାନ୍‌ ଖାନ୍‌ଙ୍କ ଜାମିନ ଶୁଣାଣିର ରାୟ ଉପରେ ସମସ୍ତଙ୍କ ନଜର। କୋର୍ଟଙ୍କ ନିଷ୍ପତ୍ତିକୁ  ଚାହିଁ ରହିଛନ୍ତି ସମସ୍ତେ। ତେବେ ଜଣାପଡ଼ିଛ ଯେ ମଧ୍ୟାହ୍ନ ଭୋଜନ ପରେ ସଲମାନ୍‌ଙ୍କ ଜାମିନ ଆବେଦନ ଉପରେ ରାୟ ଆସିବ। ଯୋଧପୁର ସେସନ୍ସ କୋର୍ଟରେ ଏହି ଜାମିନ୍‌ ଆବେଦନର ଶୁଣାଣି ଶେଷ...

bjd
ରାଜ୍ୟର ସବୁ ପେଟ୍ରୋଲ ପମ୍ପ ଆଗରେ ବିଜେଡ଼ିର ଶାନ୍ତିପୂର୍ଣ୍ଣ ପ୍ରତିବାଦ

ଭୁବନେଶ୍ୱର: ତୈଳ ବଜାରରେ ନିଆଁ। ସାରା ଦେଶରେ ପେଟ୍ରୋଲ ଓ ଡିଜେଲ ଦର ବଢି ବଢି ଚାଲିଛି।  ଏହାର ପ୍ରତିବାଦରେ କେନ୍ଦ୍ରକୁ ଟାର୍ଗେଟ୍ କରି ଆଜି ରାଜ୍ୟର ସମସ୍ତ ପେଟ୍ରୋଲ ପମ୍ପ ଆଗରେ ଶାନ୍ତିପୂର୍ଣ୍ଣ ପ୍ରତିବାଦ କରୁଛି ବିଜେଡ଼ି। ବିଜେଡିର ଯୁବ ଓ ଛାତ୍ରବାହିନୀ ପକ୍ଷରୁ ଶାନ୍ତିପୂର୍ଣ୍ଣ ଧାରଣା...

new born girl found
ମାଟି ତଳୁ ଉଦ୍ଧାର ହେଲା ଦିନକର ଶିଶୁକନ୍ୟା

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ବଣାଇରେ ଅମାନବୀୟ ଘଟଣା। ମାଟି ତଳୁ ଉଦ୍ଧାର ହେଲା ଦିନକର ଶିଶୁକନ୍ୟା। ଶିଶୁକନ୍ୟାଟିକୁ ଟିକାୟତପାଲି ସାନଝରଣ ନାଳରେ ପୋତା ହୋଇଥିବା ଅବସ୍ଥାରେ ଉଦ୍ଧାର କରାଯାଇଛି। ସୂଚନା ଅନୁସାରେ ଗତକାଲି ରାତିରେ କିଛି ସ୍ଥାନୀୟ ଲୋକ ଜଙ୍ଗଲ ଭିତରକୁ ୟାଇଥିବା ବେଳେ ଶିଶୁର କାନ୍ଦ ଶୁଣିଥିଲେ।...

kalabaisakhi
ତାତିରୁ ମିଳିଛି ଆଶ୍ୱସ୍ତି

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ଯୋଗୁ ତାତିରୁ ମିଳିଛି ନିସ୍ତାର। ଆଭ୍ୟନ୍ତରୀଣ ସହ ଉପକୂଳ ଅଞ୍ଚଳରେ ତାପମାତ୍ରା ହ୍ରାସ ପାଇଛି। ତେବେ କାଳବୈଶାଖୀ ଯୋଗୁ ବିଭିନ୍ନ ସ୍ଥାନରେ କ୍ଷୟକ୍ଷତି ହୋଇଥିବା ନେଇ ସୂଚନା ମିଳିଛି। ଆଜି ମଧ୍ୟ ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବାର ପୂର୍ବାନୁମାନ...

sbi
ପୁଣି ବ୍ୟାଙ୍କ ଡକାୟତି

ଅନୁଗୁଳ: ଅନୁଗୁଳରେ ପୁଣି ବ୍ୟାଙ୍କ ଡକାୟତି । ଘଟଣାଟି ଘଟିଛି ଅନୁଗୋଳ ଜିଲ୍ଲା ବନ୍ତଳାରେ। ଏଠାରେ ଥିବା ଏସ୍‌ବିଆଇ ଶାଖାରୁ ଚୋରି ହୋଇଛି। ତେବେ କେତେ ଟଙ୍କା ଚୋରି ହୋଇଛି ସେ ନେଇ କିଛି ସ୍ପଷ୍ଟ ହୋଇଛି। ଷ୍ଟ୍ରଙ୍ଗରୁମ୍‌ରେ ଥିବା ଏକ ବାକ୍ସ ନେଇ ଯାଇଥିବା ଅଭିଯୋଗ ହୋଇଛି। ...