ଭୁବନେଶ୍ୱର: ବରିଷ୍ଠ ବିଜେପି ନେତା ଜୟନାରାୟଣ ମିଶ୍ର ଗିରଫ। ବରଗଡ ସୋହେଲା ବନାବିରା ଗୁଳିକାଣ୍ଡ ମାମଲାରେ ପୋଲିସ ଜୟନାରାୟଣଙ୍କୁ ଗିରଫ କରିଥିବା ଜଣାପଡିଛି। ସେହିପରି ଜୟନାରାୟଣଙ୍କ ସହଯୋଗୀ ଶିବ ଦିୱାନଙ୍କୁ ମଧ୍ୟ ପୋଲିସ ଗିରଫ କରିଛି। ଆଜି ସକାଳେ ପଦମପୁର SDPO ଲକ୍ଷ୍ମୀନାରାୟଣ ପଣ୍ଡାଙ୍କ ନେତୃତ୍ୱରେ ପୋଲିସ ଜୟନାରାୟଣଙ୍କ...
ବାଲେଶ୍ୱର: ବାଲେଶ୍ୱର ବସ୍ତା ଥାନା ଭେଲୋରାଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୨ଜଣ ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ଟ୍ୟୁସନ ସାରି ଫେରୁଥିବାବେଳେ ୨ ଜଣ ଛାତ୍ରୀଙ୍କ ଉପରେ ମାଡ଼ିଗଲା ଟ୍ରକ। ଘଟଣାସ୍ଥଳରେ ୨ ଜଣ ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ବାଲେଶ୍ୱରରୁ ପଶ୍ଚିମବଂଗ ପଟକୁ ଯାଉଥିବା ଏକ ଟ୍ରକ ଦୁଇ ଛାତ୍ରୀଙ୍କ...
ଭୁବନେଶ୍ୱର: ରାଜ୍ୟ ଶିକ୍ଷା ସହାୟକଙ୍କ ଆନ୍ଦୋଳନ ସ୍ଥଗିତ। ଗୋଟିଏ ମାସ ପର୍ଯ୍ୟନ୍ତ ଆନ୍ଦୋଳନ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛି ରାଜ୍ୟ ଶିକ୍ଷା ସହାୟକ ସଂଘ। ଏ ନେଇ ସୂଚନା ଦେଇଛନ୍ତି ଶିକ୍ଷା ସହାୟକ ସଂଘ। ସଭାପତି ମଳୟ ଜେନା ଓ ଉପଦେଷ୍ଟା ସୁନିଲ ପ୍ରଧାନଙ୍କ ସୂଚନା ଶିକ୍ଷାସହାୟକଙ୍କ ବିଭିନ୍ନ...
ନୂଆଦିଲ୍ଲୀ: ରାଷ୍ଟ୍ରାୟତ୍ତ ବିମାନସେବା ପ୍ରଦାନକାରୀ କମ୍ପାନି ଏୟାର ଇଣ୍ଡିଆର ଅଫିସିଆଲ ଟ୍ୱିଟର ଆକାଉଣ୍ଟ ହ୍ୟାକ ହେବାପରେ ଏହାକୁ ପୁନଃସ୍ଥାପିତ କରାଯାଇଛି। ସୂଚନା ଅନୁସାରେ, ଆଜି ସକାଳେ ହ୍ୟାକର୍ସମାନେ ଏୟାର ଇଣ୍ଡିଆର ଅଫିସିଆଲ ଟ୍ୱିଟର ଆକାଉଣ୍ଟକୁ ହ୍ୟାକ କରି ତୁର୍କୀ ଭାଷାରେ କିଛି ମେସେଜ୍ ପୋଷ୍ଟ କରିଥିଲେ। କେବଳ ଏତିକି...
ନୂଆଦିଲ୍ଲୀ/ଭୁବନେଶ୍ୱର: ଖାଲି ପଡ଼ିଥିବା ୧୦୦୦ରୁ ଅଧିକ ଗ୍ରାମୀଣ ଡାକ ସେବକ ପଦବୀ ପୂରଣ ଲାଗି ଭାରତୀୟ ଡାକ ବିଭାଗ ଦରଖାସ୍ତ ଆହ୍ୱାନ କରୁଛି। ଆଗ୍ରହୀ ଓ ଆଶାୟୀ ପ୍ରାର୍ଥୀ ତୁରନ୍ତ ଆବେଦନ କରନ୍ତୁ। ବୟସ ସୀମା: ମାର୍ଚ୍ଚ ୯, ୨୦୧୮ ଅନୁଯାୟୀ, ଆବେଦନକାରୀଙ୍କ ବୟସ ସୀମା ୧୮ ରୁ...
ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ଓ ବିହାରରେ ଅନୁଷ୍ଠିତ ସମସ୍ତ ୩ଟି ଯାକ ଆସନରେ ପରାଜୟର ସାମ୍ନା କରିଛି ବିଜେପି। ଉତ୍ତର ପ୍ରଦେଶର ନିଜ ଗଡ଼ ତଥା ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଲଗାତର ୫ ଥର ଜିତି ଆସିଥିବା ଗୋରଖପୁରରେ ବିଜେପିକୁ ସବୁଠୁ ବଡ଼ ଝଟକା ଲାଗିଛି। ସେହିଭଳି ଫୁଲପୁର ଆସନରେ...
ଜୟପୁର: ଛାତ୍ର ଅଶାନ୍ତି ପାଇଁ କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟକୁ ସାଇନ୍ ଡାଏ ଘୋଷଣା କରାଯାଇଛି। ଆଜି ଦିନ ୧୦ଟା ସୁଦ୍ଧା କ୍ୟାମ୍ପସ୍ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ବିଶ୍ୱବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ଦୀର୍ଘ ଦିନ ଧରି ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଥିବାରୁ ଏହାର ପ୍ରତିବାଦ କରିଛନ୍ତି ୧୦୦ରୁ ଅଧିକ ଛାତ୍ରଛାତ୍ରୀ।...
ଯାଜପୁର: ଯାଜପୁର ବଡ଼ଚଣା ଥାନା ବନ୍ଦାଳ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ୩ ମୃତକଙ୍କ ମଧ୍ୟରେ ଅଛନ୍ତି ଜଣେ ଡାକ୍ତର ଓ ଅନ୍ୟ ଜଣେ ଫାର୍ମାସିଷ୍ଟ। ମୃତ ଡାକ୍ତର ନାଁ ପରେଶ ମହାପାତ୍ର। ସେ କଟକ ସିଟି ହସ୍ପିଟାଲରେ କାର୍ଯ୍ୟରତ ଅଛନ୍ତି। ଗତକାଲି...
ଭୁବନେଶ୍ୱର: ଏଣିକି ନାମ ଫଳକ ଓଡ଼ିଆରେ ଲେଖିବା ବାଧ୍ୟତାମୂଳକ। ପ୍ରତି ଦୋକାନ ସହ ପ୍ରତିଷ୍ଠାନଗୁଡ଼ିକର ନାମ ଫଳକ ଓଡ଼ିଆରେ ଲେଖାଯିବ। ନଚେତ୍ ତଣ୍ଡ ଗଣିବେ ଦୋକାନୀ। ଗତକାଲି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ପ୍ରଥମ ଥର ଧରାପଡ଼ିଲେ ୧ ହଜାରରୁ ୫ ହଜାର ଟଙ୍କା...
ଭୁବନେଶ୍ୱର: ଆଜି ରାଜ୍ୟର କିଛି ସ୍ଥାନରେ ହୋଇପାରେ କାଳବୈଶାଖୀ ବର୍ଷା। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏହି ପୂର୍ବାନୁମାନ କରିଛି। ବିଶେଷ କରି ଉତ୍ତର ଏବଂ ଉପକୂଳ ଓଡିଶାରେ କାଳବୈଶାଖୀ ଜନିତ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି। ସକାଳ ସମୟରେ ଖରା ହେବା ସାଙ୍ଗକୁ ଅପରାହ୍ନରେ...
ଭୁବନେଶ୍ୱର: ପରୀକ୍ଷା ଖାତା ଦେଖିବେନି ଶିକ୍ଷକ। ମାଟ୍ରିକ ଓ ଯୁକ୍ତ ୨ ଖାତା ନଦେଖିବାକୁ ନିଷ୍ପତ୍ତି ନେଇଛି ଶିକ୍ଷକ ସଂଘ। ସରକାରୀ ବିଜ୍ଞପ୍ତି ପ୍ରକାଶରେ ବିଳମ୍ବ ପ୍ରତିବାଦରେ ଖାତାଦେଖା ବର୍ଜନ ପାଇଁ ସଂଘ ନିଷ୍ପତ୍ତି ନେଇଛି। ଗ୍ରାଣ୍ଟ ଇନ୍ ଏଡ୍ ପାଇଁ ସତ୍ୟପାଠ ଦାଖଲକୁ ବିରୋଧ କରିବା ସହ...
କଲମ୍ୱୋ: ଶ୍ରୀଲଙ୍କାରେ ଖେଳା ଯାଉଥିବା “ନିଦହାସ୍ ତ୍ରିରାଷ୍ଟ୍ରୀୟ ଟି-୨୦” ଟୁର୍ଣ୍ଣାମେଣ୍ଟରେ ଆଜିର ମ୍ୟାଚରେ ଭାରତ ୧୭ ରନ୍ରେ ବାଂଲାଦେଶକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଫାଇନାଲରେ ପ୍ରବେଶ କରିଛି। ଭାରତ ବିଜୟରେ ପ୍ରମୁଖ ଭୂମିକା ନେଇଥିଲେ ଅଧିନାୟକ ରୋହିତ ଶର୍ମା। ତାଙ୍କର ୮୯ ରନ୍ ବଳରେ...
ଭୁବନେଶ୍ୱର: ଏଣିକି ନାମ ଫଳକ ଓଡ଼ିଆରେ ଲେଖିବା ବାଧ୍ୟତାମୂଳକ। ପ୍ରତି ଦୋକାନ ସହ ପ୍ରତିଷ୍ଠାନ ଗୁଡ଼ିକର ନାମ ଫଳକ ଓଡ଼ିଆରେ ଲେଖାଯିବ। ନହେଲେ ଜରିମାନା ଦେବାକୁ ପଡ଼ିବ। ପ୍ରଥମ ଥର ଧରାପଡ଼ିଲେ ୧ ହଜାରରୁ ୫ ହଜାର ଟଙ୍କା ପର୍ଯ୍ୟନ୍ତ ଓ ଦ୍ୱିତୀୟ ବାର ଧରାପଡ଼ିଲେ ୨ରୁ ୨୫...
ଭୁବନେଶ୍ୱର : ଆଜି ରାଜ୍ୟବ୍ୟାପୀ ଚାଲିଥିବା ବସ୍ ଧର୍ମଘଟ ପ୍ରତ୍ୟାହୃତ ହୋଇଛି। ବସ୍ ମାଲିକ ସଂଘ ମୁଖପାତ୍ର ଦେବାଶିଷ ନାୟକ ଏହି ସୂଚନା ଦେଇଛନ୍ତି। ସାଧାରଣ ପରିଷଦ ବୈଠକ ପରେ ଧର୍ମଘଟ ପ୍ରତ୍ୟାହାର ଘୋଷଣା କରାଯାଇଛି। ସରକାର ବସ୍ ମାଲିକ ସଂଘର ଦାବି ମାନି ନେଇଥିବାରୁ ଆନ୍ଦୋଳନ ହଟିଲା...
ମୁମ୍ବାଇ : ୨୦୧୭ରେ ସବୁଠୁ ଚର୍ଚ୍ଚିତ ବିବାହ ଥିଲା ଭାରତୀୟ କ୍ରିକେଟ୍ ଦଳର ଅଧିନାୟକ ବିରାଟ କୋହଲି ଓ ବଲିଉଡ୍ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ବିବାହ।। ଏବେ ତାଙ୍କ ବିବାହକୁ କିଛି ମାସ ହୋଇଛି କି ନାହିଁ ଶୁଣାଯାଉଛି ଅନୁଷ୍କା ଗର୍ଭବତୀ ଅଛନ୍ତି। ଆପଣ ବି କଥାଟା ଶୁଣି...
କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜମ୍ବୁ ମେରାଇନ ଥାନା ଅନ୍ତର୍ଗତ ପିତାପାଟ ଗାଁରେ ନାବାଳିକା ଅସଦାଚାରଣ ଅଭିଯୋଗ ଘଟଣାରେ ୭ ଜଣ ଗିରଫ। ୭ଜଣଙ୍କୁ ଗିରଫ କରିଛି ଜମ୍ବୁ ମେରାଇନା ଥାନା ପୋଲିସ୍। ଅଭିଯୋଗ ଅନୁସାରେ ନାବାଳିକାଙ୍କୁ ଗାଁ ମୁଣ୍ଡରେ ଏହି ୭ଜଣ ଯୁବକ ଅଶ୍ଳୀଳ ଇଙ୍ଗିତ କରିବା ସହ...
କଲମ୍ବୋ : ନିଦହାସ୍ ତ୍ରିରାଷ୍ଟ୍ରୀୟ ଟି-୨୦ ସିରିଜରେ ଆଜି ବାଲାଂଦେଶକୁ ଭେଟିବ ଭାରତ। ଟୁର୍ଣ୍ଣାମେଣ୍ଟରେ ଭାରତ ଏପଯର୍ଯ୍ୟନ୍ତ ଖେଳିଥିବା ୩ଟି ଲିଗ୍ରୁ ୨ଟି ମ୍ୟାଚ ବିଜୟୀ ହୋଇଛି। ତେବେ ଆଜିର ମ୍ୟାଚ୍ ଜିତି ସିଧାସଳଖ ଫାଇନାଲରେ ସ୍ଥାନ ପକ୍କା କରିବାକୁ ଉଦ୍ୟମ କରିବ ରୋହିତ ଶର୍ମାଙ୍କ ଦଳ। ସେପଟେ...
ନୂଆ ଦିଲ୍ଲୀ/ ଭୁବନେଶ୍ୱର : ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଭାରତୀୟ ମହିଳା ହକି ଦଳ ଘୋଷଣା ହୋଇଛି। ଭାରତୀୟ ମହିଳା ଦଳରେ ସ୍ଥାନ ପାଇଛନ୍ତି ଓଡ଼ିଶାର ୪ ଜଣ ଖେଳାଳି। ସେମାନେ ହେଲେ ଦୀପ ଗ୍ରେସ୍ ଏକ୍କା, ଲିଳିମା ମିଞ୍ଜ୍, ନମିତା ଟପ୍ପୋ ଓ ସୁନିତା ଲାକ୍ରା। ବାଂଲାଦେଶ...
୨୦୧୮ମସିହା ଯେମିତି ବଲିଉଡ ପାଇଁ ଅଶୁଭ ସଙ୍କେତ ନେଇ ଆସିଛି। ପ୍ରଥମେ ଅଭିନେତ୍ରୀ ଶ୍ରୀଦେବୀ, ତାପରେ ଶମ୍ମୀ ଆଣ୍ଟିଙ୍କ ଭଳି କଳାକାର ଜଣେ ପରେ ଜଣେ ଏ ଇହ ଜଗତରୁ ବିଦାୟ ନେଇଛନ୍ତି। ଏବଂ ଆଜି ସକାଳ ୫ଟାରେ ବଲିଉଡ ଅଭିନେତା ନରେନ୍ଦ୍ର ଝା’ଙ୍କ ମାତ୍ର ୫୫ବର୍ଷ ବୟସରେ...
ଭୁବନେଶ୍ୱର : ଆଜି ବସୁଛି କଂଗ୍ରେସ ବିଧାୟକ ଦଳ ବୈଠକ। ବିଧାନସଭାର ବଜେଟ୍ ଅଧିବେଶନକୁ ଆହୁରି ସପ୍ତାହେ ବାକି ଥିବାବେଳେ ଆଜିର ବୈଠକକୁ ନେଇ ଚାଲିଛି ଚର୍ଚ୍ଚା ଆଲୋଚନା। ଆଜିର ବୈଠକ ଆଗାମୀ ବିଧାନସଭାରେ ସରକାରଙ୍କୁ ଘେରିବାକୁ ରଣନୀତି ନା ପିସିସି ପ୍ରସଙ୍ଗରେ ଆଲୋଚନା ପାଇଁ ଉଦ୍ଦିଷ୍ଟ ତାକୁ...