ନୂଆଦିଲ୍ଲୀ: ନିଦାହାସ୍ ଟି-ଟ୍ୱେଣ୍ଟି ତ୍ରିକୋଣୀୟ ସିରିଜରେ ଆଜି ଭାରତ-ବାଂଲଦେଶ ମଧ୍ୟରେ ଟକ୍କର ହେବ। ଟୁର୍ଣ୍ଣାମେଣ୍ଟରେ ଭାରତକୁ ଫେଭରିଟ୍ ମନେ କରାଯାଉଛି କିନ୍ତୁ ପ୍ରଥମ ମ୍ୟାଚ୍ ଆୟୋଜକ ଶ୍ରୀଲଙ୍କାଠାରୁ ୫ ଓ୍ୱିକେଟରେ ପରାସ୍ତ ହେବା ପରେ ଦଳ ଚାପରେ ଅଛି। ତେଣୁ ଆଜିର ମ୍ୟାଚ୍ ଜିତି ସିରିଜରେ ପ୍ରତ୍ୟାବର୍ତ୍ତନ ଉଦ୍ୟମ...
ଭୁବନେଶ୍ୱର: ରାଜ୍ୟ ଓ ରାଜ୍ୟ ବାହାରେ ଥିବା ଶ୍ରୀଜଗନ୍ନାଥଙ୍କ ସବୁ ସଂପତ୍ତିକୁ ତାଙ୍କ ଖାତାକୁ ଫେରାଇ ଆଣିବା ଦାବିରେ ହାଇକୋର୍ଟରେ ଦାଏର ହୋଇଛି ଜନସ୍ୱାର୍ଥ ମାମଲା। ପୁରୀ ଚନ୍ଦନପୁର ଅ଼ଞ୍ଚଳର ଜଣେ ଭକ୍ତ ଶରତ ଚନ୍ଦ୍ର ସାହୁ ଓ ଏସ୍ ଏନ୍ ବାନାର୍ଜୀଙ୍କ ପକ୍ଷରୁ ଆଗତ ହୋଇଥିବା ମାମଲାରେ...
ନୂଆଦିଲ୍ଲୀ: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଲାଗି ଖୁସି ଖବର। ବଢ଼ିବ ମହଙ୍ଗା ଭତ୍ତା। ୨% ମହଙ୍ଗା ଭତ୍ତା ବୃଦ୍ଧିକୁ କେନ୍ଦ୍ର କ୍ୟାବିନେଟରେ ମଂଜୁରୀ ମିଳିଛି। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁହେବ। ଏହା ଫଳରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୭%କୁ...
ଭୁବନେଶ୍ୱର: ଆଜି ସରୁଛି ମାଟ୍ରିକ ପରୀକ୍ଷା। ଅନ୍ତିମ ଦିନରେ ସାମାଜିକ ବିଜ୍ଞାନ ପରୀକ୍ଷା ଦେବେ ପରୀକ୍ଷାର୍ଥୀ। ଫେବୃଆରୀ ୨୩ରୁ ଆରମ୍ଭ ହୋଇଥିବା ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଇଛନ୍ତି ୬ ଲକ୍ଷ ୮ ହଜାର ୩୧ ଜଣ ଛାତ୍ରଛାତ୍ରୀ। ଏଥର ୨ ହଜାର ୮୧୮ଟି କେନ୍ଦ୍ରରେ ପରୀକ୍ଷା ହୋଇଛି।...
ନୂଆଦିଲ୍ଲୀ: କେନ୍ଦ୍ରରେ କ୍ଷମତାସୀନ ଏନଡିଏ ମେଣ୍ଟରୁ ଓହରିଲା ତେଲୁଗୁ ଦେଶମ ପାର୍ଟି। ଆନ୍ଧ୍ରପ୍ରଦେଶକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବାରେ କେନ୍ଦ୍ର ସରକାରଙ୍କ ଉଦାସୀନତା ପ୍ରତିବାଦରେ ଏଭଳି ନିଷ୍ପତ୍ତି ନେଇଛନ୍ତି ଟିଡିପି ମୁଖ୍ୟ ତଥା ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଏନ୍. ଚନ୍ଦ୍ରବାବୁ ନାଇଡୁ। କେନ୍ଦ୍ର ସରକାରରେ ଥିବା ପାର୍ଟିର ଦୁଇ...
ଗତ କିଛିଦିନ ଧରି ସୋସିଆଲ୍ ମିଡ଼ିଆରେ ସିରିଆ ସଙ୍କଟର ଖୁବ୍ ଚର୍ଚ୍ଚା। ଭାରତ ସହ ବିଶ୍ୱର ସବୁ ଦେଶର ଲୋକେ ସୋସିଆଲ୍ ମିଡ଼ିଆରେ ସିରିଆ ସହ ସଂପୃକ୍ତ ଫଟୋ ଓ ଭିଡ଼ିଓ ଶେୟାର କରି ସେଠାର ଲୋକଙ୍କ ପ୍ରତି ସମବେଦନା ଜଣାଉଛନ୍ତି। ଏମିତି କିଛି ଫଟୋ ଏବେ ଭାଇରାଲ୍...
କଟକ:ମେଡିକାଲ୍ କଲେଜ୍ରେ ଆଡମିଶନ୍ ନାଁରେ ଲକ୍ଷ ଲକ୍ଷ ଟଙ୍କାର ଚୁନା। ୨୦ରୁ ଅଧିକ ଲୋକଙ୍କଠାରୁ ଠକା ଯାଇଛି ପ୍ରାୟ ଦେଢ଼ରୁ ୨ କୋଟି ଟଙ୍କା। ଏଭଳି ସାଂଘାତିକ ଅଭିଯୋଗ ଆସିଛି କଟକ ଜଗତପୁରସ୍ଥିତ ରେଶମା ସାଇନ୍ସ କଲେଜ୍ ନାଁରେ। ଝାଡ଼ଖଣ୍ଡ ଜାମସେଦପୁରର ସୁରେନ୍ଦ୍ର ସିଂଙ୍କ ଅଭିଯୋଗ ହେଲା- ଗତବର୍ଷ...
ଭୋଜପୁରୀ ଫିଲ୍ମର ସୁପରଷ୍ଟାର ପବନ ସିଂହ ଏବେ ପୁଣି ଚର୍ଚ୍ଚାରେ। ସେ ଦ୍ୱିତୀୟ ବିବାହ କରୁଛନ୍ତି ବୋଲି ଚାରିଆଡେ ଆଲୋଚନା। ଉତ୍ତର-ପ୍ରଦେଶର ବଲିୟାରେ ରହୁଥିବା ଜ୍ୟୋତି ସିଂହ ସାଜିବେ ତାଙ୍କ ନବବଧୂ। ପ୍ରେମିକାରୁ ହେବେ ପତ୍ନୀ। ଏଥିପାଇଁ ଜୋରସୋର୍ରେ ବିବାହର ପ୍ରସ୍ତୁତି କାର୍ଯ୍ୟକ୍ରମ ଚାଲିଛି। ଏହି ବିବାହକୁ ଯଥାସମ୍ଭବ...
ରାଉରକେଲା : ରାଉରକେଲାରେ ମଦ୍ୟପ ବରକୁ ଛି କରି ପୁଣି ବାହାହେବା ଘଟଣାରେ ପୁଣି ଏକ ଟ୍ୱିଷ୍ଟ। ପୂର୍ବରୁ ବି ବର ଜଣକ ବାହା ହୋଇଥିବା ଅଭିଯୋଗ ଆଣିଛନ୍ତି ରାଉରକେଲା ସେକ୍ଟର-୭ର ଜଣେ ଯୁବତୀ। ଆଜି ଏନେଇ ସେ ଟାଙ୍ଗରପାଲି ଥାନାରେ ଅଭିଯୋଗ କରିଛନ୍ତି। ଯୁବତୀଙ୍କ ଅଭିଯୋଗ ଅନୁସାରେ,...
ପାଟଣାଗଡ଼ : ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲବୋମା ବିସ୍ଫୋରଣ ଘଟଣା। ଏହି ଘଟଣାରେ ଅଟକ ଥିବା ଜଣେ ସନ୍ଦିଗ୍ଧଙ୍କ ପଲିଗ୍ରାଫ ଟେଷ୍ଟ କରିପାରେ ପୋଲିସ। ବୌଦ୍ଧ ଜିଲ୍ଲାରୁ ଆଣି ଅଟକ ରଖିଥିବା ସନ୍ଦିଗ୍ଧଙ୍କ ଟେଷ୍ଟ କରିପାରେ ପୋଲିସ। ପଲିଗ୍ରାଫ୍ ଟେଷ୍ଟ ପୂର୍ବରୁ ସଂପୃକ୍ତ ସନ୍ଦିଗ୍ଧର ସ୍ୱାସ୍ଥ୍ୟ ପରୀକ୍ଷଣ କରାଯାଇଛି।...
ଭୁବନେଶ୍ୱର : ନିଷ୍ପତ୍ତି ବଦଳାଇଲେ ନବୀନ। ସଂସଦୀୟ ଷ୍ଟାଣ୍ଡିଂ କମିଟିରେ ବିଜେଡି ସଭ୍ୟ ଇସ୍ତଫା ଦେବା ପ୍ରସଙ୍ଗରେ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ପୂର୍ବ ନିଷ୍ପତ୍ତି ବଦଳାଇଛନ୍ତି। ଯିଏ ଯେଉଁ କମିଟିରେ ଅଛନ୍ତି ପୂର୍ବବତ୍ ରହିବାକୁ କହିଛନ୍ତି। ଏନେଇ ବିଜେଡି ସଂସଦୀୟ ଦଳ ନେତା...
ଚେନ୍ନାଇ : ରାଜନୀତିରେ ପାଦ ଥାପିବା ପରେ ପ୍ରଥମ ଥର ପାଇଁ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି ତାମିଲ ସୁପରଷ୍ଟାର ରଜନୀକାନ୍ତ। କହିଛନ୍ତି, ଦକ୍ଷିଣ ଭାରତୀୟ ରାଜନୀତିରେ ବର୍ତ୍ତମାନ କୌଣସି ନେତା ନାହାନ୍ତି। ଜୟଲଳିତାଙ୍କ ମୃତ୍ୟୁ ହୋଇସାରିଛି। ଡିଏମକେ ମୁଖ୍ୟ କରୁଣାନିଧି ଅସୁସ୍ଥ ଅଛନ୍ତି। ତେଣୁ ଦକ୍ଷିଣ ଭାରତୀୟ...
ରାଉରକେଲା : ରାଉରକେଲା ବିସ୍ରା ଥାନା ବାଗଡ଼େଗା ଛକରେ ଧାନ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା। ବାଇକ୍ରେ ଆସି ୩ଜଣ ଦୁର୍ବୃତ୍ତ ଗୁଳି କରି ଫେରାର ହୋଇ ଯାଇଛନ୍ତି। ଘଟଣାସ୍ଥଳରେ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି ଏବଂ ଫେରାର ଦୁର୍ବୃତ୍ତଙ୍କୁ ଧରିବାକୁ ପୋଲିସ ତଦନ୍ତ ଚଳାଇଛି।
ନୂଆଦିଲ୍ଲୀ: ପିଏନବିରେ ହୋଇଥିବା ପାଖାପାଖି୧୩ ହଜାର କୋଟି ଟଙ୍କାର ମହା ଦୁର୍ନୀତି ମାମଲାକୁ ନେଇ ଆଇସିଆଇସିଆଇ ବ୍ୟାଙ୍କର ସିଇଓ ତଥା ଏମଡି ଚନ୍ଦା କୋଚର ଏବଂ ଆକ୍ସିସ ବ୍ୟାଙ୍କ ମୁଖ୍ୟ ଶିଖା ଶର୍ମାଙ୍କୁ ଆଣ୍ଟି ଫ୍ରଡ୍ ଏଜେନ୍ସି, ଏସଏଫଆଇଓ(ସିରିୟସ ଫ୍ରଡ ଇନଭେଷ୍ଟିଗେସନ୍ ଅଫିସ) ଆଜି ସମନ ଜାରି କରିଛି।...
ଭୁବନେଶ୍ୱର: ମାତୃଭାଷା, ଗଣିତ ଓ ଇଂରାଜୀ ବିଷୟରେ ପ୍ରଶ୍ନପତ୍ର ଭାଇରାଲ ପରେ ପୁଣି ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ ହୋଇଛି। ଆଜି ଥିବା ବିଜ୍ଞାନ ପ୍ରଶ୍ନପତ୍ର କେନ୍ଦୁଝର ଆନନ୍ଦପୁର ଅଞ୍ଚଳରେ ଭାଇରାଲ ହୋଇଥିବା ନେଇ ଅଭିଯୋଗ ଆସିଛି। ସକାଳ ୯ଟାରେ ବିଜ୍ଞାନ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ୯ଟା ୩୦ରେ...
ନୂଆଦିଲ୍ଲୀ: ପୁଣି ଆଉ ଏକ ବଡ଼ ଝଟକା ଲାଗିଛି ବରିଷ୍ଠ କଂଗ୍ରେସ ନେତା ପି ଚିଦାମ୍ବରମଙ୍କ ପୁଅ କାର୍ତ୍ତି ଚିଦାମ୍ବରମଙ୍କୁ। ଦୁର୍ନୀତି ମାମଲାରେ ଗତ ସପ୍ତାହରେ ସିବିଆଇ ଦ୍ୱାରା ଗିରଫ ହୋଇଥିବା କାର୍ତ୍ତିଙ୍କୁ ଅନ୍ତରୀଣ ସୁରକ୍ଷା ଦେବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ଇଡ଼ି ଦ୍ୱାରା ସମ୍ଭାବ୍ୟ ଗିରଫର ଆଶଙ୍କା...
ସିଲଂ: ନ୍ୟାସନାଲ ପିପୁଲ୍ସ ପାର୍ଟି (ଏନପିପି) ର ଅଧ୍ୟକ୍ଷ କନରାଡ଼ ସାଙ୍ଗାମା ଆଜି ମେଘାଳୟର ୧୨ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ଗଙ୍ଗା ପ୍ରସାଦ ସାଙ୍ଗାମାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଯାଇଥିଲେ। କନରାଡ଼ ସାଙ୍ଗାମା ସମେତ ୧୧ଜଣ ବିଧାୟକ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି।...
ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଲିଙ୍ଗରାଜ ମନ୍ଦିର ନିକଟ ମାର୍କେଟରେ ନିଆଁ ଲାଗିଯାଇଛି। ଅଗ୍ନିକାଣ୍ଡରେ ଏକ ପୂଜାସାମଗ୍ରୀ ଦୋକାନ ଜଳିଯାଇଛି। ୨ଟି ଦମକଳ ବାହିନୀ ଘଟଣାସ୍ଥଳରେ ନିଆଁ ଲିଭାଉଛନ୍ତି। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ସଟ୍ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରଯାଉଛି। ଦୋକାନରେ ଘିଅ, ତେଲ ଓ କପୂର ...
ଭୂବନେଶ୍ୱର: ଓଡ଼ିଆ ବିଶ୍ୱବିଦ୍ୟାଳୟର ଅସ୍ଥାୟୀ କ୍ୟାମ୍ପସ ପାଇଁ ଜାଗା ଖୋଜା। ଭୁବନେଶ୍ୱର ତୋଷାଳି ଭବନରେ ହୋଇପାରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ଅସ୍ଥାୟୀ କ୍ୟାମ୍ପସ୍। ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସାଧାରଣ ପ୍ରଶାସନ ବିଭାଗକୁ ଚିଠି କରାଯାଇଛି। ଭୁବନେଶ୍ୱରର ତୋଷାଳି ଭବନରେ ପୂର୍ବରୁ ଚାଲୁଥିବା ଆଇଆଇଟି ଭୁବନେଶ୍ୱର ସ୍ଥାନକୁ ଦିଆଯାଉ...
ଭୁବନେଶ୍ୱର: ଇଡକୋ ପ୍ରଦର୍ଶନୀ ପଡିଆରେ ଆରମ୍ଭ ହେଲା ଓଡିଶା ଏମଏସଏମଇ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା। ଏହି ବାଣିଜ୍ୟ ମେଳାରେ ରାଜ୍ୟ ସହିତ ବିଦେଶର ୩୦ଟି ଶିଳ୍ପସଂସ୍ଥା ମାନେ ଯୋଗଦେଇଛନ୍ତି। ଚଳିତ ବର୍ଷ ପ୍ରଥମ କରି ଇରାନ, ବାଂଲାଦେଶ ଓ ଦକ୍ଷିଣ କୋରିଆ ଓ ଜର୍ମାନ ପ୍ରଭୃତି ଦେଶରୁ ପ୍ରାୟ...