ଭୁବନେଶ୍ୱର: କ୍ୟାପିଟାଲ ହସ୍ପିଟାଲରେ ମହିଳାଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ହସ୍ପିଟାଲରେ କାର୍ଯ୍ୟରତ ଉପେନ୍ଦ୍ର ନାମକ ଜଣେ ସିକ୍ୟୁରିଟି ଗାର୍ଡଙ୍କ ନାଁରେ ଏଭଳି ଅଭିଯୋଗ ଆଣିଛନ୍ତି ଜଣେ ମହିଳା। ଡାକ୍ତରଙ୍କ ପାଖକୁ ନେଇଯିବାକୁ କହି ତାଙ୍କୁ ଅସଦାଚରଣ କରିଥିବା ସେ ଅଭିଯୋଗ କରିଛନ୍ତି । ଭୂଷଣ୍ଡପୁର ଗାଁର ଏହି...
ନୂଆଦିଲ୍ଲୀ: ସବୁ ଯାତ୍ରୀବାହୀ ଟ୍ରେନ୍ର ଶେଷ ବଗି ପଛରେ ‘X’ ଲେଖାଯାଇଥାଏ। ତେବେ କାହିଁକି ଏହି ‘X’ ଚିହ୍ନ ଥାଏ କେବେ ଭାବିଛନ୍ତି କି ? ଏହା ପଛରେ କ’ଣ କାରଣ ରହିଛି ଆସନ୍ତୁ ଜାଣିବା। ମୁଖ୍ୟତଃ ଏହି ଚିହ୍ନ ଟ୍ରେନ କର୍ମଚାରୀଙ୍କ ସୁବିଧା ପାଇଁ ଲଗାଯାଇଥାଏ। ଟ୍ରେନ୍ ସମ୍ପୂର୍ଣ୍ଣ...
ନୋବେଲ ପୁରସ୍କାର ହେଉଛି ବିଶ୍ୱର ସବୁଠୁ ସମ୍ମାନଜନକ ପୁରସ୍କାର। ଆଲଫ୍ରେଡ୍ ନୋବେଲ୍ଙ୍କ ନାମ ଅନୁସାରେ ଏହାର ନାମକରଣ କରାଯାଇଛି। ଏହି ପୁରସ୍କାର ୬ଟି କ୍ଷେତ୍ର-ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ମେଡିସିନ୍, ସାହିତ୍ୟ, ଶାନ୍ତି ଓ ଅର୍ଥଶାସ୍ତ୍ରରେ ବିଶେଷ ଅବଦାନ ପାଇଁ ପ୍ରଦାନ କରାଯାଇଥାଏ। ୧୧୬ ବର୍ଷ ପୂର୍ବେ ୧୯୦୧...
ମାଲକାନଗିରି: ଚିତ୍ରକୋଣ୍ଡାରେ ବିଏସ୍ଏଫ୍ ଯବାନ ଦେଖାଇଛନ୍ତି ମାନବିକତା। ପ୍ରସୂତିଙ୍କୁ ଗୁରୁପ୍ରିୟା ନଦୀ ପାର କରାଇଛନ୍ତି ଯବାନ। ଡଙ୍ଗାରେ ନଦୀ ପାର କରାଇ ଚିତ୍ରକୋଣ୍ଡା ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ସ୍ଥାନୀୟ ଜନ୍ତାପାଇ ଗ୍ରାମର ପ୍ରସୂତି ଜଣଙ୍କ ଏକ ଶିଶୁକୁ ଜନ୍ମ ଦେଇଥିଲେ। ପ୍ରସବ ପରେ ମହିଳାଙ୍କ ସ୍ୱାସ୍ଥ୍ୟ ବିଗିଡ଼ି ଯାଇଥିଲା।...
ମୁମ୍ବାଇ: ଟିଭି କ୍ୱିନ୍ ଏକତା କପୁରଙ୍କୁ ମିଳି ଯାଇଛି ତାଙ୍କ ଭାଲେନ୍ଟାଇନ୍। ଫିଲ୍ମ ଜଗତରେ ବେଶ ନାଁ କମେଥିବା ଏକତା ୪୨ ବର୍ଷର ହୋଇ ଯାଥିଲେ ମଧ୍ୟ ଏପର୍ଯ୍ୟନ୍ତ ବିବାହ କରିନାହାଁନ୍ତି। ପ୍ରତିବର୍ଷ ଭାଲେନ୍ଟାଇନ୍ ଡେ’ ଆସିଲେ, ଏକତାଙ୍କ ସମ୍ପର୍କରେ କିଛି ନା କିଛି ଶୁଣିବାକୁ ମିଳିଥାଏ। କିଏ...
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ପଞ୍ଚମ ଦିନିକିଆ ଖେଳାଯିବ। ପୋର୍ଟ ଏଲିଜାବେଥ୍ରେ ଏହି ମ୍ୟାଚ ଖେଳାଯିବ। ଏହି ମ୍ୟାଚ ବିଜୟ ସହ ଦକ୍ଷିଣ ଆଫ୍ରିକା ମାଟିରେ ପ୍ରଥମ ଦିନିକିଆ ସିରିଜ ଜିତି ଇତିହାସ ରଚିବାକୁ ଚେଷ୍ଟା କରିବା ଲକ୍ଷ୍ୟରେ ରହିଛି ଟିମ୍ ଇଣ୍ଡିଆ।...
ସମ୍ୱଲପୁର(ଓଡ଼ିଶା ରିପୋର୍ଟର): ଟ୍ରକ୍ ଧକ୍କାରେ ଜଣେ ସିକ୍ୟୁରିଟି ଗାର୍ଡଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ସମ୍ବଲପୁର ଜିଲ୍ଲା ରେଙ୍ଗାଲି ସ୍ଥିତ ଶ୍ୟାମ ମେଟାଲିକ୍ କାରଖାନାର ସିକ୍ୟୁରିଟି ଗାର୍ଡଙ୍କ ଦୁର୍ଘଟଣାରେ ମୃତ୍ୟୁ ଘଟିଥିଲା। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ କର୍ମଚାରୀମାନେ କାରଖାନାର ଫାଟକ ବନ୍ଦ କରି ଧାରଣାରେ ବସିଛନ୍ତି।
ନୂଆଦିଲ୍ଲୀ: ଭାରତ ଓ ଆମେରିକାର ଚାପ ଆଗରେ ଶେଷରେ ମୁଣ୍ଡ ନୁଆଁଇଛି ପାକିସ୍ତାନ। ନିଜର ସ୍ଥିତି ସୁଧାରିବାକୁ ପାକିସ୍ତାନ ଆତଙ୍କବାଦୀ ସଂଗଠନ ଓ ଆତଙ୍କବାଦୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ମନ ସ୍ଥିର କରିବା ପରି ଲାଗୁଛି। ମିଳିଥିବା ସୂଚନା ଅନୁସାରେ, ପାକିସ୍ତାନ ରାଷ୍ଟ୍ରପତି ମମନୁନ ହୁସେନ୍ ଏକ...
ପୃଥିବୀକୁ ନେଇ ବହୁତ କଥା ଶୁଣିବାକୁ ମିଳିଥାଏ। ଏହାର ସୃଷ୍ଟି ରହସ୍ୟ, ଜୀବସତ୍ତାକୁ ନେଇ ମଧ୍ୟ ବହୁ କଥା ରହିଛି ଓ ଏହା ଆମେ ପାଠରେ ମଧ୍ୟ ପଢୁଛନ୍ତି। ନୀଳ ଗ୍ରହ ଭାବେ ପରିଚିତ ଆମ ପୃଥିବୀ ହେଉଛି ଏକମାତ୍ର ଗ୍ରହ ଯେଉଁଠି ଜୀବଜଗତ ବଞ୍ଚି ରହିବା ସମ୍ଭବ।...
ମୁମ୍ବାଇ: ବଲିଉଡ଼ର ଲଭର ବୟ ରଣବୀର କପୁର ଅଭିନୟ ପାଇଁ ଯେତିକି ଚର୍ଚ୍ଚାରେ ରହି ନଥାନ୍ତି ତା’ଠାରୁ ଅଧିକ ଚର୍ଚ୍ଚା ହୋଇଥାଏ ତାଙ୍କ ରୋମାନ୍ସକୁ ନେଇ। ବଲିଉଡ୍ରେ ପାଦ ଦେବା ପରଠାରୁ ଅନେକ ଅଭିନେତ୍ରୀଙ୍କ ସହ ତାଙ୍କ ସଂପର୍କକୁ ନେଇ କିଛି ନା କିଛି ଶୁଣିବାକୁ ମିଳିଥାଛି। ବିଶେଷ...
ୱାସିଂଟନ: ବିଶ୍ୱର ସବୁଠାରୁ ଶକ୍ତିଶାଳୀ ରକେଟ୍ ‘ଫାଲକନ ହେଭି’ ମହାକାଶକୁ ଯାଇଛି। ଘରୋଇ କମ୍ପାନୀ SPACE X ପକ୍ଷରୁ ଏହାକୁ ଉତ୍କ୍ଷେପନ ହୋଇଯାଇଛି। ଆମେରିକାର ଫେ୍ଲାରିଡା ସ୍ଥିତ କେନେଡି ସ୍ପେସ ସେଣ୍ଟରରୁ ଏହି ଉତ୍କ୍ଷେପଣ ଗତକାଲି ହୋଇଛି। ଏହାର ଓଜନ ପାଖାପାଖି ୬୩.୮ ଟନ୍ ଓ ଲମ୍ବ ୨୩୦...
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅଧିନାୟକ ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତୀୟ ଟଇମ୍ ୬ଟିକିଆ ଦିନିକିଆ ସିରିଜର ପ୍ରଥମ ୩ଟି ମ୍ୟାଚ୍ ଜିତି ସାରିଛି। ଏହି ୩ଟି ମ୍ୟାଚରୁ ବିରାଟ କୋହଲି ୨ଟି ଶତକ ହାସଲ କରିସାରିଛନ୍ତି। ଅଧିନାୟକ ଭାବେ ଦକ୍ଷିଣ ଆଫ୍ରିକାରେ ବିରାଟ ପ୍ରଥମ ଖେଳାଳି ଭାବେ ସର୍ବାଧିକ ଶତକ...
ନୂଆଦିଲ୍ଲୀ/ଭୁବନେଶ୍ୱର: ସମୟ ସହ ତାଳ ଦେଇ ଆମ ସମାଜରେ ପରିବର୍ତ୍ତନ ଘଟୁଛି। ଦିନ ଥିଲା ଲୋକେ ଯୌଥ ପରିବାରରେ ରହିବାକୁ ପସନ୍ଦ କରୁଥିଲେ। ବଡ଼ ପରିବାରକୁ ସମାଜରେ ବିଶେଷ ସମ୍ମାନ ମିଳୁଥିଲା। ଲୋକେ ମଧ୍ୟ ଅଧିକ ପିଲା ଜନ୍ମ କରିବାକୁ ପସନ୍ଦ କରୁଥିଲେ। ଶିକ୍ଷାର ପ୍ରସାର, କର୍ମନିଯୁକ୍ତି ଧାରାରେ...
ଚେନ୍ନାଇ: ଭାରତରେ ଦିନକୁ ଦିନ କର୍କଟ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ପାଖାପାଖି ବାର୍ଷିକ ୮୦ ହଜାର ନୂଆ କର୍କଟ ରୋଗୀ ଚିହ୍ନଟ ହେଉଛନ୍ତି। ଏହି ଦୂରାରୋଗ୍ୟରୁ ମୁକ୍ତି ପାଇବା ବଡ କଷ୍ଟକର ଓ ବ୍ୟୟବହୁଳ। ସାମାନ୍ୟତମ ଅବହେଳା ଜୀବନ ନେଇଯାଇପାରେ। ଏପରି ସ୍ଥିତିର ମୁକାବିଲା ପାଇଁ...
ପାରଳାଖେମୁଣ୍ଡି: ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖି ଗର୍ଭବତୀ କରିଲେ ଓ ପୁଣି ମିଥ୍ୟା ପ୍ରତିଶ୍ରୁତି ଦେଇ ଗର୍ଭବାତ କରାଇ ଦେଲେ। ଏହାପରେ ଫେରାର ହୋଇଗଲେ ଧୋକ୍କାବାଜ୍ ପ୍ରେମିକ। ଏପରି ଏକ ଅଭିଯୋଗ ଘଟିଛି ଗଜପତି ଜିଲ୍ଲାରେ। ରାୟଗଡ଼ ଥାନାରେ ଏନେଇ ଅଭିଯୋଗ ହେବା ପରେ ପୋଲିସ୍...
ମେଷ: ମନ ଚଞ୍ଚଳ ରହିବ। ସେଥିପାଇଁ ଯେ କୌଣସି ନିଷ୍ପତ୍ତି ନେବାରେ ଆପଣଙ୍କୁ ସମସ୍ୟା ହେବ। ନୂଆ କାର୍ଯ୍ୟ କରିବା ପାଇଁ ପ୍ରେରଣା ମିଳିବ। ବୃଷ: ସ୍ଥିର ଚିତରେ କାମ କରନ୍ତୁ। ନହେଲେ ଭଲ ସୁଯୋଗ ହାତରୁ ଖସି ଯିବ। କୌଣସି କଥାରେ ଜିଦ୍ କରନ୍ତୁ ନାହିଁ। ମିଥୁନ:...