ଭୁବନେଶ୍ୱର: ସାଂସଦ ଅନୁଭବ ମହାନ୍ତିଙ୍କ ଇସ୍ତଫା ଦାବି କଲା ରାଜ୍ୟ ବିଜେପି ମହିଳା ମୋର୍ଚ୍ଚା। ମାନବିକତା ଦୃଷ୍ଟିରୁ ଅନୁଭବ ଇସ୍ତଫା ଦିଅନ୍ତୁ ଓ ନବୀନ ବାବୁ ତାଙ୍କୁ ଦଳରୁ ବହିଷ୍କାର କରନ୍ତୁ ବୋଲି ବିଜେପି ମହିଳା ମୋର୍ଚ୍ଚା ଦାବି କରିଛି। ଏଠାରେ ଆମେ ଆପଣଙ୍କୁ କହି ରଖୁଛୁ ଯେ,...
କଟକ: ସାଂସଦ ଅନୁଭବ ମହାନ୍ତି ଓ ତାଙ୍କ ପତ୍ନୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାଦରେ ନୂଆ ଟ୍ୱିଷ୍ଟ୍ ଆସିଛି। ସାଂସଦଙ୍କ ଟାର୍ଗେଟ୍ରେ ଆଉ ପତ୍ନୀ ବର୍ଷା ନୁହଁନ୍ତି, ବରଂ ମାମଲାରେ ମଧ୍ୟସ୍ଥତା କରିବାକୁ ଆଗେଇ ଆସିଥିବା ଅନ୍ତର୍ଜାତୀୟ ମାନବାଧିକାର କାଉନସିଲର ଓଡ଼ିଶା ଶାଖା ସଦସ୍ୟା ଗୀତାଶ୍ରୀ ଦାସ। ଗତକାଲି...