ଭୁବନେଶ୍ୱର: ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ ରାଜ୍ୟ ମହିଳା କମିଶନଙ୍କ ନିକଟରେ ଓଟିଭି ଏମ୍ଡି ଆଜି ହାଜର ହୋଇଛନ୍ତି। ପୂର୍ବରୁ ଓଟିଭିର ୨ ବରିଷ୍ଠ ସାମ୍ବାଦିକ, HR ମୁଖ୍ୟ ଓ ସହଯୋଗୀ ମହିଳା ଥାନାରେ ହାଜର ହୋଇଥିଲେ। ପୋଲିସକୁ ତଦନ୍ତରେ ପୂର୍ଣ୍ଣ ସହଯୋଗ କରି ହାଜର ହେଉଛନ୍ତି ଓଟିଭି...
ବାଲେଶ୍ୱର: ବାଲେଶ୍ୱର ସଦର ବିଧାନସଭା ଆସନ ଉପନିର୍ବାଚନ ଲାଗି ଦଳର ବରିଷ୍ଠ ନେତା ଅନନ୍ତ ଦାସଙ୍କୁ ନିର୍ବାଚନ ତଦାରଖ ଦାୟିତ୍ୱ ଓ ଜୀବନ ପ୍ରଦୀପ ଦାସଙ୍କୁ ଉପନିର୍ବାଚନ ନେତା ଭାବେ ଦାୟିତ୍ୱ ମିଳିବା ପରେ ଏହାକୁ ନେଇ ଜିଲ୍ଲା ସଭାପତି ରବୀନ୍ଦ୍ର ଜେନା ଖପ୍ପା ହୋଇଥିବା ଚର୍ଚ୍ଚା ହେଉଥିଲା।...