• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

Otv Khabar Bureau

Editor

Posts by Otv Khabar Bureau

rcb
ଫର୍ମକୁ ଫେରିଲେ ବିରାଟ; ୫ ବଲ୍ ବାକିଥାଇ ମ୍ୟାଚ୍ ଜିତିଲା ଆର୍‌ସିବି

ଦୁବାଇ: ଫର୍ମକୁ ଫେରିଲେ ବିରାଟ। ଲଗାତର ୩ଟି ମ୍ୟାଚ୍‌ରେ ଖରାପ ପ୍ରଦର୍ଶନ କରିଥିବା ବିରାଟ କୋହଲି ଆଜି ରାଜସ୍ଥାନ ରୟାଲ୍ସ ଉପରେ ପ୍ରବଳ ବର୍ଷିଛନ୍ତି। ଆଜିର ମ୍ୟାଚ୍‌ରେ ୭୨ ରନ୍‌ର ଅପରାଜେୟ ଇନିଂସ ଖେଳିଛନ୍ତି ବିରାଟ। ତେବେ ବିରାଟଙ୍କ ବ୍ୟତୀତ ଯୁବ ତାରକା ଦେବଦୂତ ପାଡିକ୍କଲ ମଧ୍ୟ ୬୩...

akshay
ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ଅକ୍ଷୟ

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ପରେ ବଲିଉଡ୍‌ରେ ଡ୍ରଗ୍ସ ସଂଯୋଗକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। କଳାକାରମାନେ ଡ୍ରାଗ୍ସ ସେବନ କରୁଥିବା ନେଇ ସୂଚନା ମିଳିବା ପରେ ଲୋକମାନଙ୍କର ବଲିଉଡ୍‌ ପ୍ରତି ଗୋଟେ ନକରାତ୍ମକ ଭାବନା ଆସିଯାଇଛି। ଅନ୍ୟପଟେ କିଛି କଳାକାର ସୁଶାନ୍ତଙ୍କ ମୃତ୍ୟୁ ଏବଂ...

dillip
ପାକିସ୍ତାନ ସାମ୍ବାଦିକଙ୍କୁ ଧନ୍ୟବାଦ ଦେଲେ ଦିଲ୍ଲୀପ କୁମାର

ମୁମ୍ବାଇ: ବଲିଉଡର ଭେଟେରାନ ଅଭିନେତା ଦିଲ୍ଲୀପ କୁମାର ପାକିସ୍ତାନର ଜଣେ ସାମ୍ବାଦିକଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଗତ ମଙ୍ଗଳବାର ଦିନ ସାମ୍ବାଦିକ ଶିରାଜ ହାସନ୍ ପେଶୱାରରେ ଥିବା ଦିଲ୍ଲୀପଙ୍କ ପୈତୃକ ଘରର ୪ଟି ଫଟୋ ଟ୍ୱିଟରରେ ଶେଆର କରିଥିଲେ। ୧୦୦ ବର୍ଷରୁ ଅଧିକ ପୁରୁଣା ଏହି ପୈତୃକ ଘରର ଛବି...

chingudi
ଘରେ ପ୍ରସ୍ତୁତ କରନ୍ତୁ 'ସନ୍ତରା ଚିଙ୍ଗୁଡ଼ି ପୋଡ଼ା'

ଆବଶ୍ୟକ ସାମଗ୍ରୀ : ଚୁଙ୍ଗୁଡ଼ି, କମଳା, ଅଦାରସୁଣ ବଟା, ଧନିଆ ଜିରା ବଟା, ଅଦା ବଟା, ଲଙ୍କାଗୁଣ୍ଡ, ଲୁଣ, ହଳଦୀ ଗୁଣ୍ଡ, ସୋରିଷ ବଟା, ଅଟା ଚକଟା, ଜୁଆଣି ପତ୍ର ବଟା, ତେଲ। ପ୍ରସ୍ତୁତି ପ୍ରଣାଳୀ : ପ୍ରଥମେ ଜୁଆଣି ପତ୍ରକୁ ବାଟି ରଖନ୍ତୁ। ପରେ ଚିଙ୍ଗୁଡ଼ିରେ ହଳଦୀଗୁଣ୍ଡ, ରସୁଣ ବଟା,...

krit
ସଂସ୍କାର ଶିଖାଇଲେ ଦୁଷ୍କର୍ମ ହେବନି କହିଲେ ବିଧାୟକ, କ୍ରିତି ଦେଲେ ଏମିତି ଉତ୍ତର

ମୁମ୍ବାଇ: ଉତ୍ତରପ୍ରଦେଶର ବାଲିଆ ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜେପି ବିଧାୟକ ସୁରେନ୍ଦ୍ର ସିଂ ୟୁପିରେ ବଳାତ୍କାର ବୃଦ୍ଧି ଘଟଣାର କାରଣ ଝିଅମାନଙ୍କ ସଂସ୍କାର ବୋଲି କହିଛନ୍ତି। ତାଙ୍କ କହିବା ଅନୁଯାୟୀ, ‘ସମସ୍ତ ମା ଏବଂ ବାପାଙ୍କ ଧର୍ମ ହେଉଛି ତାଙ୍କ ଝିଅମାନଙ୍କୁ ସଂସ୍କାରି ବାତାବରଣରେ ରଖିବେ। ଝିଅ ମାନଙ୍କୁ ଆଚାର...

mani-op
ପଦ୍ମ ନାଡ଼ରୁ ମାସ୍କ ତିଆରି କରୁଛନ୍ତି ଯୁବତୀ, ମୋଦି କଲେ ପ୍ରଶଂସା

ନୂଆଦିଲ୍ଲୀ: ମଣିପୁରର ବିସ୍‌ନୁପୁର ଜିଲ୍ଲାର ଜଣେ ୨୭ବର୍ଷୀୟ ମହିଳା ପଦ୍ମ ନାଡରୁ ସୂତା ଏବଂ କପଡା ତିଆରି କରିଛନ୍ତି। ବର୍ତ୍ତମାନ ସେ ସେହି କପଡାରୁ ମାସ୍କ ତିଆରି କରିବାର ଏକ ନିଆରା ପ୍ରୟାସ କରୁଛନ୍ତି। ମହିଳା ଜଣଙ୍କ ନାଁ ଟୋଙ୍ଗବ୍ରାମ ବିଜୟଶାନ୍ତି। ସେ ପ୍ରସିଦ୍ଧ ଲୋକଟକ ହ୍ରଦ ନିକଟରେ...

nandankanan-cvr
ଖୋଲିଲା ନନ୍ଦନକାନନ ପ୍ରାଣୀ ଉଦ୍ୟାନ

ଭୁବନେଶ୍ୱର: ଦୀର୍ଘ ୭ ମାସ ପରେ ଖୋଲିଲା ଭୁବନେଶ୍ୱର ନନ୍ଦନକାନନ ପ୍ରାଣୀ ଉଦ୍ୟାନ। ଆଜି ସକାଳ ୮ଟାରୁ ଏହା ପର୍ଯ୍ୟଟକଙ୍କ ପାଇଁ ଖୋଲା ରହିଛି। କାଉଣ୍ଟର ସମେତ ଅନଲାଇନ ଯୋଗେ ଟିକଟ ବିକ୍ରି ହେଉଛି। ଆଜି ଛୁଟି ଦିନ ଥିବାରୁ ପର୍ଯ୍ୟଟକ ମାନେ ଆସି ଏଠାରେ ଭିଡ ଜମାଇବେ...

family-cover
ସୁନା ସଂସାରକୁ ଭାଙ୍ଗିଦେଲା କରୋନା, ଗୋଟିଏ ପରିବାରର ୪ଭାଇ ମୃତ

ଖଲିକୋଟ(ସିଲୁ ବିଶ୍ୱାଳ): ତିନି ମାସ ମଧ୍ୟରେ ଅନାଥ ହୋଇଗଲା ଏକ ବଡ଼ ଯୌଥ ପରିବାର। ମହାମାରୀ ବିପତ୍ତି ବେଳେ ମୁରବୀ ବିହିନ ହୋଇଯାଇଛି ଗଞ୍ଜାମ ବେଗୁନିଆପଡ଼ା ଅଙ୍ଗାରଗାଁର ଧବଳେଶ୍ୱର ସାହୁଙ୍କ ପରିବାର।  ଜଣ ଜଣ କରି ଚାରି ଭାଇ ଆଗ ପଛ ହୋଇ ଆରପାରିକୁ ଚାଲିଯାଇଛନ୍ତି।  ଏବେ ସଂସାର...

haladi
ମଧୁମେହ ରୋଗୀଙ୍କ ପାଇଁ ବେଶ୍‌ ଉପକାରୀ ହଳଦୀ

ନୂଆଦିଲ୍ଲୀ: ଆଜିକାଲି ପ୍ରାୟ ଲୋକ ମଧୁମେହ ରୋଗରେ ଆକ୍ରାନ୍ତ। ମଧୁମେହ ପାଇଁ ରକ୍ତରେ ସୁଗାର ସ୍ତର ଅନିୟନ୍ତ୍ରିତ ହୋଇଯାଏ, ଯାହାକୁ ନିୟନ୍ତ୍ରଣ କରିବା ନିହାତି ଆବଶ୍ୟକ | ତେବେ ଏହାର ସମାଧାନ ରହିଛି ଆପଣଙ୍କ ରୋଷେଇ ଘରେ। ଆଜି ଜାଣିବା ଆମେ ପ୍ରତିଦିନ ବ୍ୟବହାର କରୁଥିବା ସେହି ଗୋଟିଏ...

ipl
ଫର୍ମକୁ ଫେରିଲେ ଡି'କକ୍: ହାଇଦ୍ରାବାଦକୁ ୨୦୯ ରନ୍‌ର ଟାର୍ଗେଟ୍

ଦୁବାଇ: ଚଳିତ ଆଇପିଏଲର ୧୭ତମ ମୁକାବିଲାରେ ମୁମ୍ବାଇ ଇଣ୍ଡିଆନ୍ସ ଓ ସନରାଇଜର୍ସ ହାଇଦ୍ରାବାଦ ମୁହାମୁହିଁ ହୋଇଛନ୍ତି । ଏହି ମ୍ୟାଚରେ ମୁମ୍ବାଇ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ମୁମ୍ୱାଇ ପକ୍ଷରୁ ଦୁଇ ଓପ୍‌ନର୍ ଅଧିନାୟକ ରୋହିତ ଶର୍ମା ଏବଂ ସୂର୍ଯ୍ୟକୁମାର ଯାଦବ ପାୱାରପ୍ଲେ...

Untitled-1
ଟ୍ରମ୍ପଙ୍କ ଆଶୁ ଆରୋଗ୍ୟ କାମନା କଲେ ବାଲୁକା ଶିଳ୍ପୀ ସୁଦର୍ଶନ

ଭୁବନେଶ୍ୱର: ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ପତ୍ନୀ ମେଲାନିଆ ଟ୍ରମ୍ପଙ୍କ ଆରୋଗ୍ୟ କାମନା କିରଛନ୍ତି। ଏଥିପାଇଁ ସେ ପୁରୀ ବେଳାଭୂମିରେ ଏକ ବାଲୁକା କଳା ମାଧ୍ୟମରେ ଆଶୁ ଆରୋଗ୍ୟ କାମନା କରି ଟ୍ୱିଟ୍ କରିଛନ୍ତି। ଶୁକ୍ରବାର ଦିନ ଟ୍ରମ୍ପଙ୍କ...

t
ହୋଟେଲ ନାଁରେ ଖରାପ ମନ୍ତବ୍ୟ ଦେବାରୁ ହୋଇପାରେ ୭ ବର୍ଷ ଜେଲ

ନୂଆଦିଲ୍ଲୀ: ଜଞ୍ଜାଳମୟ ଜୀବନରୁ ଟିକେ ଫୁରସତ୍ ମିଳିଲେ ଆମେ ବିଭିନ୍ନ ପର୍ଯ୍ୟଟନ ସ୍ଥାନ ବୁଲିଥାଉ। ଆଉ ଏହି ଅବସରରେ ହୋଟେଲରେ ରହଣି ଆହୁରି ମଜାଦାର। ଅନେକ ଲୋକ ହୋଟେଲର ଭଲ ମନ୍ଦ ନେଇ ସେମାନଙ୍କର ମତ ମଧ୍ୟ ଦେଇଥାନ୍ତି। ଯାହା ଫଳରେ ଲୋକେ ସେଠାକୁ ଯିବା ପାଇଁ ଆଗ୍ରହ...

boi
ମଞ୍ଚେଶ୍ୱର ବରୀମୁଣ୍ଡ ବ୍ୟାଙ୍କ ଡକାୟତି ଘଟଣାର ପର୍ଦ୍ଦାଫାସ

ଭୁବନେଶ୍ୱର: ସେପ୍ଟେମ୍ବର ୨୯ ତାରିଖ ଭୁବନେଶ୍ୱରର ମଞ୍ଚେଶ୍ୱର ବରୀମୁଣ୍ଡ ବ୍ୟାଙ୍କ ଡକାୟତି ଘଟଣାର ପର୍ଦ୍ଦାଫାଶ କରିଛି କମିଶନରେଟ୍ ପୋଲିସ। ଏଥିରେ ସଂପୃକ୍ତ ଥିବା ଡକାୟତଙ୍କୁ ଗିରଫ କରିବା ସହ ନଗଦ ୫ ଲକ୍ଷ ଟଙ୍କା ଜବତ କରାଯାଇଛି। ଏହାସହ ଘଟଣାରେ ସଂପୃକ୍ତ ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବା ଲାଗି...

ambulance
ଆମ୍ବୁଲାନ୍ସରୁ ମିଳିଲା ଏମିତି ଜିନିଷ, ପୋଲିସ୍‌ ଦେଖି ଆଶ୍ଚର୍ଯ୍ୟ

ଆସିକା(ମନୋଜ ମୁନି): ଆମ୍ବୁଲାନ୍ସକୁ ସାଧାରଣତଃ ଆପଣ ରୋଗୀ ମାନଙ୍କୁ ନେବାର ଦେଖିଥିବେ। କିନ୍ତୁ ଏଥର ଆମ୍ବୁଲାନ୍ସରେ ରୋଗୀ ବଦଳରେ ଗଞ୍ଜେଇ ଯାଇଛି। ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ବୁଡ଼ାମ୍ବ ଫାଣ୍ଡି ପାଖରେ ଗୋଟିଏ ଆମ୍ବୁଲାନ୍ସରୁ ଗଞ୍ଜେଇ ଜବତ କରାଯାଇଛି। ପିପିଇ କିଟ୍ ଢଙ୍କା ହୋଇ ଗଞ୍ଜେଇ ଚାଲାଣ କରାଯାଉଥିଲା।...

medical
ଶହ ଶହ ଆୟୁଷ ଡାକ୍ତରଙ୍କୁ ଜନ୍ମ ଦେଇଥିଲା, ଆଜି ବନ୍ଦ ହେବାକୁ ଯାଉଛି ଏହି ମେଡିକାଲ କଲେଜ

ବାରିପଦା(ମାନିକଲାଲ ପାଣି): ବନ୍ଦ ହେବାକୁ ଯାଉଛି ଉତ୍ତର ଓଡ଼ିଶାର ଏକମାତ୍ର ହୋମିଓପ୍ୟାଥିକ ମେଡିକାଲ କଲେଜ ଓ ହସ୍ପିଟାଲ। ଆୟୁଷ ମନ୍ତ୍ରାଳୟ ପକ୍ଷରୁ କଲେଜକୁ ଏନେଇ ସୂଚନା ଦିଆଯାଇଛି। କରୋନା ସମୟରେ ଆୟୁଷ ଡାକ୍ତର ପ୍ରମୁଖ ଭୂମିକା ଗ୍ରହଣ କରିଥିବାବେଳେ ଏବେ ଅବହେଳିତ ହୋଇପଡିଛି ଏହି ହସ୍ପିଟାଲ। ଶହ ଶହ...

dekhar
ସୁଶାନ୍ତଙ୍କ ମୃତ୍ୟୁ ନେଇ ଏମ‌ସ୍‌ ରିପୋର୍ଟକୁ ମିଛ କହିଲେ ଶେଖର ସୁମନ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ମାମଲାରେ ଭିନ୍ନ ଭିନ୍ନ ତଥ୍ୟା ସାମ୍ନାକୁ ଆସୁଛି। ଏମସ୍ ଡାକ୍ତରୀ ପ୍ୟାନେଲର ରିପୋର୍ଟ ଆସିବା ପରେ ଅସନ୍ତୋଷ ବଢିବାରେ ଲାଗିଛି। ରିପୋର୍ଟ ଅନୁଯାୟୀ, ସୁଶାନ୍ତ ଆତ୍ମହତ୍ୟା କରିଛନ୍ତି। ତାଙ୍କର ହତ୍ୟା ହୋଇନାହିଁ। ହେଲେ ଏମସ୍ ରିପୋର୍ଟକୁ ଲୋକମାନେ ସାଧାରଣ...

puri
ପୁରୀରୁ ୨୭ ଲକ୍ଷ ଟଙ୍କାର ଧଳା ଜହର ଜବତ

ପୁରୀ: ପୁରୀ ବାସେଳି ସାହି ଥାନା ପୋଲିସ ନିଶା କାରବାର କରୁଥିବା ଏକ ବଡ଼ ଧରଣର ଗ୍ୟାଙ୍ଗକୁ ଧରିବାରେ ସକ୍ଷମ ହୋଇଛି। ମଙ୍ଗଳାଘାଟ ଛକ ନିକଟରେ ଗାଡି ମୋଟର ଯାଞ୍ଚ କରିବା ବେଳେ ଏକ କଳା ରଙ୍ଗର ପଲ୍ସର ଓ ଏକ ଟାଟା ସଫାରି ପୁରୀ ଅଭିମୁଖେ ଆସୁଥିଲା।...

gun
ଖେଳନା ବନ୍ଧୁକ ଦେଖାଇ ଲୁଟିନେଲେ ୧୦ଲକ୍ଷ

ଭୁବନେଶ୍ୱର: ଗୋଟିଏ ବ୍ୟକ୍ତି, ଦୁଇ ଦୁଇଟି ବ୍ୟାଙ୍କ୍ ଲୁଟ୍। ଗୋଟିଏ ମାସରେ ରାଜଧାନୀର ଦୁଇଟି ବ୍ୟାଙ୍କ୍ ଲୁଟ୍‌ରେ ରହିଛି ଗୋଟିଏ ବ୍ୟକ୍ତିର ସଂପୃକ୍ତି। କମିଶନରେଟ୍ ପୋଲିସ୍‌ର ସ୍ପେଶାଲ୍ ସ୍କାର୍ଡର ତଦନ୍ତରେ ପର୍ଦ୍ଦାଫାଶ ହୋଇଛି ବରିମୁଣ୍ଡ ବ୍ୟାଙ୍କ ଲୁଟ୍ ମାମଲା। ୭ ସେପ୍ଟେମ୍ବର କଳାରାହାଙ୍ଗ IOC ବ୍ୟାଙ୍କ ଓ ସେହି...