• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

Otv Khabar Bureau

Editor

Posts by Otv Khabar Bureau

ପ୍ରଧାନ ବିଚାରପତି ଜଷ୍ଟିସ୍ ଦୀପକ ମିଶ୍ରଙ୍କ ବିଦାୟୀ ଭାଷଣ
ପ୍ରଧାନ ବିଚାରପତି ଜଷ୍ଟିସ୍ ଦୀପକ ମିଶ୍ରଙ୍କ ବିଦାୟୀ ଭାଷଣ

ନୂଆଦିଲ୍ଲୀ : ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ୍‌ ଦୀପକ ମିଶ୍ରଙ୍କ କାର୍ଯ୍ୟକାଳ ଅାସନ୍ତା କାଲି ଶେଷ ହେଉଛି। ତା ପୂର୍ବରୁ ଅାଜି ସେ ତାଙ୍କର ବିଦାୟକାଳୀନ ଅଭିଭାଷଣ ରଖିଛନ୍ତି। ସୁପ୍ରିମକୋର୍ଟ ବାର ଅାସୋସିଏସନ ଦ୍ୱାରା ଅାୟୋଜିତ ଏହି ସଭାରେ ନ୍ୟାୟିକ ସ୍ୱାଧୀନତାର ମହତ୍ତ୍ୱ ରହିଛି ଏବଂ ଏହା ସର୍ବଦା...

atal
ଅଟଳ ଟନେଲ ଦେଇ ଗଲା ଭାରତୀୟ ସେନାର ଯାନବାହାନ

ନୂଆଦିଲ୍ଲୀ: ଉଦ୍‌ଘାଟନ ହେବା ପରେ ପ୍ରଥମ ଥର ପାଇଁ ଅଟଳ ଟନେଲ ଦେଇ ଯାତ୍ରା କରିଛି ଭାରତୀୟ ସେନାର ଯାନବାହାନ।  ହିମାଚଳ ପ୍ରଦେଶର ମନାଲିରେ ଥିବା ଏହି ଟନେଲ ଦେଇ ସେନାର ଗାଡ଼ି ପ୍ରଥମ ଥର ପାଇଁ ଯାତ୍ରା କରିଥିବା ଭାରତୀୟ ସେନା ସୂଚନା ଦେଇଛି। ଅଟଳ ଟନେଲ...

air-force-2
ଆଜି ୮୮ତମ ବାୟୁସେନା ଦିବସ, ଫ୍ଲାଏପାଷ୍ଟରେ ଭାଗ ନେବ ନବାଗତ ରାଫେଲ୍

ନୂଆଦିଲ୍ଲୀ: ଆଜି ୮୮ତମ ବାୟୁସେନା ଦିବସ। ଏହି ଦିବସ ପାଳନ ପାଇଁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ହୋଇଛି ଭାରତୀୟ ବାୟୁସେନା। ଏଥିପାଇଁ ଆଜି ଗାଜିଆବାଦ ହିଣ୍ଡନ ଏୟାରବେସ୍‌ରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଚଳିତବର୍ଷ ବାୟୁସେନା ଦିବସରେ ପ୍ରମୁଖ ଆକର୍ଷଣ ହେବ ନବାଗତ ରାଫେଲ୍। ବାୟୁସେନା ଦିବସ ପାଳନ...

arjun-kapoor
କରୋନାକୁ ହାଲ୍‌କାରେ ନେବାକୁ ମନାକଲେ ଅର୍ଜୁନ୍‌

ମୁମ୍ବାଇ: କରୋନାରୁ ସୁସ୍ଥ ହେଲେ ବଲିଉଡ୍‌ ଅଭିନେତା ଅର୍ଜୁନ୍‌ କପୁର୍‌। ସେପ୍ଟେମ୍ବର ୬ରେ ସେ କରୋନା ସଂକ୍ରମିତ ହେଇଥିଲେ। ଯାହାର ସୂଚନା ସେ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଦେଇଥିଲେ। ଇନ୍‌ଷ୍ଟାରେ ଏକ ପୋଷ୍ଟ କରି ସେ ଲେଖିଥିଲେ ଏହା ମୋର ଦାୟିତ୍ୱ ଯେ ମୁଁ ଆପଣଙ୍କୁ ଜଣାଇବି ମୁଁ କରୋନା...

sah-rukh
ଏହି ଅଭ୍ୟାସ ପାଇଁ ଦିନେ ଶାହାରୁଖଙ୍କୁ ଛାଡିବାକୁ ଚାହୁଁଥିଲେ ଗୌରୀ

ନୂଆଦିଲ୍ଲୀ: ବଲିଉଡର ଲୋକପ୍ରିୟ ପ୍ରେମ କାହାଣୀ ମଧ୍ୟରେ ସାମିଲ୍‌ ଅଛି ସୁପରଷ୍ଟାର ଶାହରୁଖ ଏବଂ ଗୌରୀଙ୍କ କାହାଣୀ। ଅନେକ ଉତ୍‌ଥାନ୍ ଏବଂ ପତନ ଦେଇ ଏହି ଦୁହିଁଙ୍କୁ ପ୍ରେମ କାହାଣୀ ଗତିକରିଛି। ଗୌରୀ ସେ ସମୟରୁ ଶାହାରୁଖଙ୍କ ସହ ଅଛନ୍ତି ଯେତେବେଳେ ଶାହାରୁଖଙ୍କୁ କେହି ଚିହ୍ନି ନଥିଲେ। ଅର୍ଥାତ୍‌...

ଢେଙ୍କାନାଳରେ ‘ହେଇଯାଉ’ କାର୍ଯ୍ୟକ୍ରମ
ଢେଙ୍କାନାଳରେ ‘ହେଇଯାଉ’ କାର୍ଯ୍ୟକ୍ରମ

ଢେଙ୍କାନାଳ  : ଢେଙ୍କାନାଳ ସହରରେ ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ‘ହେଇଯାଉ’ କାର୍ଯ୍ୟକ୍ରମ। ଗଣେଶ ବଜାର ସ୍ଥିତ ପରଶୁ ଚା’ ଦୋକାନରେ ଏହି ଚା’ ଖଟି କାର୍ଯ୍ୟକ୍ରମ ଅାୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମରେ ଶହ ଶହ ସଂଖ୍ୟାରେ ସ୍ଥାନୀୟ ଲୋକ ସାମିଲ ହୋଇଥିଲେ। ଏହା ପୂର୍ବରୁ ବୈଜୟନ୍ତଙ୍କୁ ଏକ ବାଇକ୍‌...

ଅଲିମ୍ପିଅାନ୍ ଲିଲିମା ମିଞ୍ଜ ପାଇବେ ଏକଲବ୍ୟ ପୁରସ୍କାର
ଅଲିମ୍ପିଅାନ୍ ଲିଲିମା ମିଞ୍ଜ ପାଇବେ ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର : ଚଳିତ ବର୍ଷ ମହିଳା ହକି ଖେଳାଳି ଲିଲିମା ମିଞ୍ଜଙ୍କୁ ମିଳିିବ ସମ୍ମାନଜନକ ଏକଲବ୍ୟ କ୍ରୀଡା ପୁରସ୍କାର।  ସମାଜର ବିଭିନ୍ନ କ୍ଷେତ୍ରରୁ ପ୍ରତିନିଧିତ୍ୱ କରୁଥିବା ବିଚାରକଙ୍କୁ ନେଇ ଗଠିତ ଏକଲବ୍ୟ କମିଟି ଦ୍ୱାରା ତାଙ୍କୁ ଏହି ପୁରସ୍କାର ପାଇଁ ଚୟନ କରାଯାଇଛି। ଏକଲବ୍ୟ ସମାରୋହରେ ପାଞ୍ଚଲକ୍ଷ ଟଙ୍କାର...

ଜଗତସିଂହପୁର ବିଜେଡିରେ ତୀବ୍ର ହେଉଛି ଗୋଷ୍ଠୀ କନ୍ଦଳ
ଜଗତସିଂହପୁର ବିଜେଡିରେ ତୀବ୍ର ହେଉଛି ଗୋଷ୍ଠୀ କନ୍ଦଳ

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା କୁଜଙ୍ଗରେ ବିଜେଡି ମହିଳା ସମାବେଶ ଚାଲିଥିବା ବେଳେ ଦଳ ଭିତରେ ଫାଟ ଦେଖାଦେଇଛି। ଜଗତସିଂହପୁର ବିଜେଡିର ୨ ଗୋଷ୍ଠୀ ଧସ୍ତାଧସ୍ତି ହୋଇଛନ୍ତି। ଜଗତସିଂହପୁର ଜିଲ୍ଲା ବିଜେଡି ସଭାପତି ବିଷ୍ଣୁ ଦାସ ଏବଂ ତିର୍ତ୍ତୋଲ ବିଧାୟିକା ରାଜଶ୍ରୀ ମଲ୍ଲିକଙ୍କ ସମର୍ଥକ ମୁହାଁମୁହିଁ ହୋଇଛନ୍ତି। କୁଜଙ୍ଗରେ...