This show brings Odia food and cuisine to the limelight. The anchor travels to different households to get a taste of authentic, homemade food and sometimes
ବରଗଡ: ଛାତ୍ରୀ ନିବାସରେ ନାବାଳିକା ଛାତ୍ରୀଙ୍କୁ ମାଲିକର ଅସଦାଚରଣ ଅଭିଯୋଗ। ବରଗଡ଼ ଜିଲ୍ଲା ଗୌରପଡ଼ାରେ ଥିବା ଏକ ଛାତ୍ରୀ ନିବାସରେ ଛାତ୍ରୀଙ୍କୁ ମାଲିକର ଅସଦାଚରଣ ଅଭିଯୋଗ ଘଟଣାର ଭିଡିଓ ଭାଇରାଲ ହୋଇଛି। ଏନେଇ ଛାତ୍ରୀଙ୍କ ବାପା ବରଗଡ଼ ଟାଉନ ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୁଲିସ୍ ୪...
ଫୁଲବାଣୀ: ବିଜେପି ପକ୍ଷରୁ ଆଜି କନ୍ଧମାଳ ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ଫଳରେ ଦୋକାନବଜାର ସହ ବିଭିନ୍ନ ସ୍ଥାନକୁ ଗାଡ଼ି ଚଳାଚଳ ବନ୍ଦ ରହିଛି। ବିଭିନ୍ନ ସ୍ଥାନରେ ବିଜେପି କର୍ମୀ ପିକେଟିଂ କରି...
ରାୟଗଡ଼ା: କଥାରେ ଅଛି ବାପା ମାଆ ସ୍ୱର୍ଗଠୁ ବଡ଼। ନିଜ ପୁଅ ଝିଅଙ୍କ ପାଇଁ ତାଙ୍କର ବଳିଦାନ ଅତୁଳନୀୟ। ହେଲେ ଅନେକ ସମୟରେ ବାପା ମାଆ ମାନେ ନିଜ ରୋଜଗାର କ୍ଷମ ପୁଅ ଝିଅଙ୍କ ନିକଟରେ ଅଲୋଡ଼ା ହୋଇଯାଆନ୍ତି। ମୁଠାଏ ଦାନା ପାଇଁ ପୁଅ ଝିଅଙ୍କ ଦାଣ୍ଡ ଦୁଆରେ...
ମୟୁରଭଞ୍ଜ : ମୟୁରଭଞ୍ଜ ଜିଲ୍ଲା ଅଞ୍ଚଳର ଯୁବକଯୁବତୀଙ୍କୁ ଚାକିରି କରାଇ ଦେବା ନାଁରେ ଏକ ବଡଧରଣର ଠକେଇ ଅଭିଯୋଗ । ଜିଲ୍ଲାରୁ ୫ କୋଟି ଟଙ୍କାରୁ ଅଧିକ ଠକେଇ ଅଭିଯୋଗ ହୋଇଛି । ଏଭଳି ଅଭିଯୋଗରେ ଖୁଣ୍ଟା ଥାନା ପୁଲିସ ଚାନ୍ଦିପୁର ଅଞ୍ଚଳରୁ ଜଣକୁ ଗିରଫ କରିଛି। କୋର୍ଟ...
ପିପିଲି: ବିବାଦୀୟ ମନ୍ତବ୍ୟକୁ ନେଇ କୃଷିମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି। ଗତକାଲି ମହାରଥୀଙ୍କ ବିରୋଧରେ ପିପିଲି ଡେଲାଙ୍ଗ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ପିପିଲି ଥାନାରେ ଅଭିଯୋଗ ହୋଇଛି। ଯଦି ତାଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନହୁଏ, ତେବେ ଆଗାମୀ ଦିନରେ ଆବଶ୍ୟକ ପଡ଼ିଲେ ଥାନାରେ...
କୋଣାର୍କ: ବିଶ୍ୱ ଐତିହ୍ୟ ପର୍ଯ୍ୟଟନ ସ୍ଥଳ କୋଣାର୍କରେ ବିଦେଶୀ ପର୍ଯ୍ୟଟକଙ୍କ ସଂଖ୍ୟା କମିବାରେ ଲାଗିଛି। ଗତ ୨୦ ବର୍ଷ ଭିତରେ ବିଦେଶୀ ପର୍ଯ୍ୟଟକଙ୍କ ଆଗମନ ଅଧାରୁ ଅଧିକ କମିଗଲାଣି। ୨୦୧୭ରେ ସବୁଠାରୁ କମ୍ ୫,୫୯୬ ଜଣ ପର୍ଯ୍ୟଟକ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିଛନ୍ତି। ୨୦୦୦ ମସିହାରେ କୋଣାର୍କକୁ ସମୁଦାୟ...