ଭୁବନେଶ୍ୱର : ପୂର୍ବତନ ବିଜେପି କର୍ପୋରେଟରଙ୍କ ଘରେ ପଶି ଗାଡ଼ି ପୋଡ଼ିଲେ ଦୁର୍ବୃତ୍ତ । ଦୁଇଟି ବାଇକ୍, ୨ଟି ସ୍କୁଟି ଓ ଗୋଟିଏ ମାରୁତି ଗାଡ଼ିକୁ ପୋଡ଼ି ଦେଇଛନ୍ତି । ଗତକାଲି ରାତିରେ ଭୁବନେଶ୍ୱର ଖାରବେଳନଗର ଅଞ୍ଚଳରେ ଘଟିଛି ଘଟଣା । ପୂର୍ବତନ କର୍ପୋରେଟର ଲାଲା ଅଶୋକ କୁମାର...
ନୂଆଦିଲ୍ଲୀ: ୱେଷ୍ଟ ଇଣ୍ଡିଜ୍ର ମହାନ କ୍ରିକେଟ୍ ତାରକା ବ୍ରାଏନ୍ ଲାରା ଦିଲ୍ଲୀ କ୍ୟାପିଟାଲର ୱିକେଟ୍ କିପର ଋଷଭ ପନ୍ତଙ୍କୁ ବହୁତ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ଋଷଭ ଚଳିତ ଆଇପିଏଲରେ ତାଙ୍କ ଖେଳିବାର ଶୈଳୀକୁ ବହୁ ଆଗକୁ ନେଇଛନ୍ତି। ଋଷଭ ବଲ୍କୁ ଅଫ୍ ସାଇଡ୍ରେ ଭଲ ଭାବରେ...
ଗଜା ହୋଇଥିବା ମୁଗ, ବୁଟ ଇତ୍ୟାଦି ଆମେ ଖାଇଥାଉ। ଏହା ପାଟିକୁ ଭଲ ଲାଗିବା ସହ ଆମ ଶରୀର ପାଇଁ ମଧ୍ୟ ଉପକାରୀ ହୋଇଥାଏ। ତେବେ ଆପଣ ଗଜା ଗହମ ଖାଇଛନ୍ତି କି? ଏହାକୁ ପ୍ରତିଦିନ ଖାଇବା ଦ୍ୱାରା ଆମ ଶରୀରକୁ ଅନେକ ପ୍ରକାର ପୋଷକତତ୍ତ୍ୱ ମିଳିଥାଏ। ଗଜା ଗହମର...
କୋରାପୁଟ: ଜୟପୁର ରାଜନଅର ଛକରେ ସଂଘବଦ୍ଧ ଭାବେ ବାପ, ପୁଅଙ୍କୁ ଗୁଳିମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଗୁଳିରେ ଆହତ ହୋଇଥିବା ଯୁବକ ଜଣକ ହେଲେ ସନ୍ତୋଷ ନାୟକ। ତାଙ୍କ ଅଣ୍ଟା ଏବଂ ପିଠିରେ ଗୁଳି ବାଜିଥିବା ବେଳେ ତାଙ୍କ ବାପାଙ୍କୁ ମଧ୍ୟ ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ...
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ହେଲିକପ୍ଟର୍ ସିଜ୍ ଘଟଣାକୁ ନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଆଜି କେନ୍ଦ୍ରାପଡ଼ା ଜିଲ୍ଲା ଆଳି ନିର୍ବାଚନ ମଣ୍ଡଳୀର ସଚେତନ ନାଗରିକମାନେ ଆଳି ଡାକବଙ୍ଗଳା ନିକଟରେ ଏକାଠି ହୋଇ ପ୍ରତିବାଦ କରିଥିଲେ। ବୈଜୟନ୍ତଙ୍କୁ ରାଜ୍ୟ ସରକାର...
କଟକ: କଟକରେ ଓକିଲଙ୍କୁ ପୁଲିସ୍ର ଆକ୍ରମଣ ଅଭିଯୋଗ ମାମଲାରେ ଆନ୍ଦୋଳନ ତୀବ୍ର ହୋଇଛି। କଟକର ସବୁ ସରକାରୀ ଅଫିସ ଆଗରେ ଓକିଲମାନେ ଧାରଣା ଦେବା ସହ ପିକେଟିଂ କରି କାହାକୁ ଅଫିସ ଭିତରକୁ ଛାଡୁ ନାହାନ୍ତି। କଟକର ସବୁ ଅଦାଲତରେ କାମ ଠପ୍ ହୋଇଯାଇଛି। ଏହା ସହିତ ଆର୍ଡିସି,...
ଭୁବନେଶ୍ୱର: ଉପାସରେ ଛାତ୍ରଛାତ୍ରୀ। ଭୁବନେଶ୍ୱର ଘାଟିକିଆ କଳିଙ୍ଗନଗରରେ ଥିବା ଅର୍ବାନ ହଷ୍ଟେଲର ୩୦୦ଜଣ ଛାତ୍ର। ଗତକାଲି ରାତିରୁ ଖାଡ଼ା ଉପାସ ରହିଛନ୍ତି ଏହି ଛାତ୍ରମାନେ। କାଲିଠାରୁ କ୍ୟାଣ୍ଟିନ ବନ୍ଦ ଥିବାରୁ କିଛି ନ ଖାଇ ଭୋକରେ ଆଉଟୁ ପାଉଟୁ ହେଉଛନ୍ତି ଏହି ଛାତ୍ର। କ୍ୟାଣ୍ଟିନ୍ରେ ନିମ୍ନମାନର ଖାଦ୍ୟ ଦିଆଯାଉଥିବା...
ଗଞ୍ଜାମ: ଘର କାମଠାରୁ ଆରମ୍ଭ କରି ବିମାନ ଉଡାଣ ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ମହିଳା ବି ପୁରୁଷଙ୍କ ଭଳି ସମସ୍ତ କାର୍ଯ୍ୟ କରିପାରନ୍ତି। ଏହି କଥାକୁ ଗଞ୍ଜାମ ଆସିକା ଅଞ୍ଚଳର ଝିଲ୍ଲୀ ସ୍ୱାଇଁ ପ୍ରମାଣ କରି ଦେଖାଇଛନ୍ତି। ସେ ଅଟୋ ଚଳାଇ ପରିବାର ପ୍ରତିପୋଷଣ କରୁଥିବା ବେଳେ ତାଙ୍କର...
ନୟାଗଡ଼: ନୟାଗଡ଼ ଜିଲ୍ଲା ଦଶପଲ୍ଲା ଶ୍ରୀରାମପୁର ଗାଁରେ ଭୟାବହ ଅଗ୍ନିକାଣ୍ଡ। ନିଆଁ ଲାଗି ୫ଟି ପରିବାରର ୫ବଖରାରୁ ଊର୍ଦ୍ଧ୍ୱ ଘର ପୋଡ଼ି ପାଉଁଶ ହୋଇଯାଇଛି। ବିଳମ୍ବିତ ରାତିରେ କୌଣସି କାରଣରୁ ଘରେ ନିଆଁ ଲାଗିଯାଇଥିବା ଜଣାପଡ଼ିଛି। ତେବେ ଏଠାରେ ଗୁରୁତ୍ୱପୂର୍ଣ୍ଣ କଥା ହେଲା ନିଆଁ ଲିଭାଇବାକୁ ଅଗ୍ନିଶମ ବିଭାଗକୁ...
ସମ୍ବଲପୁର: ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ପ୍ରଫେସର-ଛାତ୍ର ହାତାହାତି ହୋଇଛନ୍ତି। ରାଜନୀତି ବିଜ୍ଞାନ ବିଭାଗର ଜଣେ ପ୍ରଫେସର ଓ ଜଣେ ଏମ୍ଫିଲ୍ ଛାତ୍ରଙ୍କ ମଧ୍ୟରେ ମାର୍ପିଟ୍ ଓ ଆକ୍ରମଣ ପ୍ରତିଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଉଭୟ ପକ୍ଷରୁ ଦୁଇ ଜଣ ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ ବୁର୍ଲା ବଡ଼ ମେଡିକାଲ୍ରେ...
ନୂଆଦିଲ୍ଲୀ: ଛୋଟପିଲାମାନେ ସାଧାରଣ ବହୁତ ଦୁଷ୍ଟାମୀ କରିଥାନ୍ତି। ଚଗଲା ମନ ଯୋଗୁ ଅନେକ ସମୟରେ ସେମାନେ ଏମିତି ଢଙ୍ଗ ଦେଖାନ୍ତି ଯେ ଯିଏ ଦେଖିବ ସିଏ ହସିବ। ଛୋଟ ପିଲାଙ୍କ ଦୁଷ୍ଟାମୀ ଦେଖି କେହି କେହି ଚିଡ଼ିଗଲେ ମଧ୍ୟ ବେଳେ ବେଳେ ଏହା ଖୁବ୍ ମଜା ଲାଗେ। ଏବେ...