ଖୋର୍ଦ୍ଧା: ଖୋର୍ଦ୍ଧାର ପୂର୍ବତନ ବିଧାୟକ ଜିତୁ ମିତ୍ରଙ୍କ ନାଁରେ ଥାନାରେ ମାମଲା ରୁଜୁ ହୋଇଛି। ଜିତୁଙ୍କ ସହ ତାଙ୍କ ପରିବାର ଲୋକଙ୍କ ନାଁରେ ତାଙ୍କ ବୋହୂ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏନେଇ ତାଙ୍କ ବୋହୂ ବିଧାୟକ ଜିତୁ, ତାଙ୍କ ପତ୍ନୀ ଏବଂ ବଡ଼ ପୁଅଙ୍କ ନାଁରେ ଖୋର୍ଦ୍ଧା...
କାମାକ୍ଷାନଗର (ବିଦ୍ୟାଧର ବରାଳ): ଢେଙ୍କାନାଳ ବନଖଣ୍ଡ କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ପଥରଖମ୍ବ ଗାଁରେ ଗତ ମାସ ୨୫ ତାରିଖ ଦିନ ହାତୀ ମୃତ୍ୟୁ ପରେ ଏବେ ଆକ୍ସନ ମୋଡ଼ରେ ରେଞ୍ଜର ବିଭୂଦାନନ୍ଦ ମିଶ୍ର । ଡିଏଫଓଙ୍କ ନିର୍ଦ୍ଦେଶକ୍ରମେ ମୁକ୍ତାପଶି ଫରେଷ୍ଟ ସେକ୍ସନ ଅନ୍ତର୍ଗତ କଙ୍କିଳି ସଂରକ୍ଷିତ ଜଙ୍ଗଲରୁ ଆଜି ୨...
କଳାହାଣ୍ଡି(ରାଜ୍ କୁମାର ସିଂ ଦେଓ): କଳାହାଣ୍ଡି ଜିଲ୍ଲାର ଜଣେ କୋଭିଡ ରୋଗୀଙ୍କ ଚିକିତ୍ସାରେ ଅବହେଳା ଯୋଗୁ ମୃତ୍ୟୁ। ଭବାନୀପାଟଣା କୋଭିଡ ହସ୍ପିଟାଲରେ ଚିକିତ୍ସାରେ ଅବହେଳା ପାଇଁ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି। ଏଥିପାଇଁ ଆଜି ପରିବାର ଲୋକେ କୋଭିଡ ହସ୍ପିଟାଲ ବାହାରେ ଧାରଣା ଦେଇଛନ୍ତି।...
ବଣାଇ: ସୁନ୍ଦରଗଡ଼ ଜିଲ୍ଲା ଟିକାୟତପାଲି ଥାନା ଅନ୍ତର୍ଗତ ବଲାଣିପାଟ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ପାରାଦୀପରୁ-ରାଉରକେଲା ଯାଉଥିବା ଏକ ବସ୍ର ଚକା ଫାଟି ଯିବାରୁ ତାହା ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଫଳରେ ବସ୍ରେ ଥିବା ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ...
ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା କିଛି ଘଣ୍ଟା ମଧ୍ୟରେ ଡିପ୍ରେସନ୍ ଏବଂ ପରେ ଡିପ୍-ଡିପ୍ରେସନ୍ରେ ପରିଣତ ହେବ। ଏହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ପ୍ରବଳ ବର୍ଷା ହେବାନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେପଟେ ଲଘୁଚାପର ପ୍ରଭାବରେ...
ଦୁବାଇ: ଆଇପିଏଲର ୨୫ତମ ମ୍ୟାଚ୍ରେ ବିରାଟ କୋହଲିଙ୍କ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ମହେନ୍ଦ୍ର ସିଂହ ଧୋନିଙ୍କ ଚେନ୍ନାଇ ସୁପର କିଙ୍ଗସ ମୁହାଁମୁହିଁ ହେଉଛନ୍ତି । ଏହି ମ୍ୟାଚ୍ରେ ବିରାଟ କୋହଲି ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ତେବେ ଚେନ୍ନାଇ ପ୍ରଥମେ ବୋଲିଂ କରିବାକୁ...
ଢେଙ୍କାନାଳ: ଢେଙ୍କାନାଳ ସଦର ରେଞ୍ଜ୍ ଅଙ୍କରାନ୍ତିପୁରରେ ହୋଇଥିବା ରାସ୍ତାରୋକ ହଟିଛି। ସ୍ଥାନୀୟ ପ୍ରଶାସନ ଏବଂ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତା ରୋକ ହଟିଛି। ଫଳରେ ଉଭୟ ପଟେ ଗାଡ଼ି ଚଳାଚଳ ସ୍ୱାଭାବିକ ହୋଇଛି। ଅଙ୍କରାନ୍ତିପୁର ଗାଁ ମନ୍ଦିର ପୂଜକଙ୍କୁ ଆଜି ହାତୀ କଚାଡ଼ି...
ବାଲେଶ୍ୱର : ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ। ବାଲେଶ୍ୱର ଜିଲ୍ଲା ମଇତାପୁର ପଞ୍ଚାୟତର କୁମ୍ଭାରପାଟଣା ଗ୍ରାମରେ ନିଅାଁରେ ପୋଡ଼ିଯାଇ ଜଣେ ନବବଧୂଙ୍କ ମୃତ୍ୟୁ ହୋଇଛି। ତେବେ ମହିଳାଙ୍କ ପରିବାର ଲୋକ ଏହାକୁ ଯୋଜନାବଦ୍ଧ ଭାବେ ପୋଡି ଦିଅାଯାଇଥିବା ଅଭିଯୋଗ କରିଛନ୍ତି। ସିମୁଳିଅା ପୁଲିସ ମୃତ ମହିଳାଙ୍କ ସ୍ୱାମୀଙ୍କୁ...
ଲଣ୍ଡନ: ଦିନେ କ୍ରିକେଟ୍ ଖେଳୁଥିଲେ, ପରେ ପାର୍ଲାମେଣ୍ଟରେ ସାଂସଦ ହେଲେ। ବଦଳିଗଲା କ୍ରିକେଟରଙ୍କ ଭାଗ୍ୟ। ମାତ୍ର ୧୬ ବର୍ଷ ବୟସରେ ଲଣ୍ଡନର ଲର୍ଡସ ଗ୍ରାଉଣ୍ଡରେ କ୍ରିକେଟ ଖେଳିବା ପାଇଁ ବ୍ୟାଟ୍ ଧରିଥିବା ବାଳକ ଯେ ଦିନେ ବ୍ରିଟେନର ହାଉସ ଅଫ୍ ଲର୍ଡସରେ ପହଞ୍ଚିଯାଇ ପାରେ, ଏକଥା କେହି କେବେ...
ସାମ୍ୱାଦିକତାରେ ଫେୟାର ବା ନ୍ୟାୟସଙ୍ଗତ ରିପୋର୍ଟିଂ ଅପରାଧ ନୁହେଁ। ଜମ୍ମୁ ଓ କାଶ୍ମୀର ହାଇକୋର୍ଟ ଏହି ଗୁରୁତ୍ୱପୂର୍ଣ୍ଣ ରାୟ ଦେବାସହ ଜଣେ ବରିଷ୍ଠ ସାମ୍ୱାଦିକଙ୍କ ବିରୋଧରେ ରୁଜୁ ହୋଇଥିବା ଏତଲାକୁ ରଦ୍ଦ କରିଦେଇଛନ୍ତି। ୨୦୧୮ ମସିହା ଏପ୍ରିଲ୍ ୩ ତାରିଖରେ ଟାଇମ୍ସ ଅଫ୍ ଇଣ୍ଡିଆରେ ପ୍ରକାଶ ପାଇଥିଲା ଯେ,...
କଳାହାଣ୍ଡି : ଅାଜି କଳାହାଣ୍ଡି ଜିଲ୍ଲାର ଗଡ଼ଜାତ ଏବଂ ଜମିଦାରି ଅଞ୍ଚଳରେ ପାଳନ ହେଉଛି ନୂଆଁଖାଇ। କଳାହାଣ୍ଡିର ୭ଟି ଗଡ଼ଜାତ ଅଞ୍ଚଳରେ ପାଳନ ହେଉଛି ନୂଆଁଖାଇ ପର୍ବ। ଇଷ୍ଟଦେବୀ ମାଅା ମାଣିକେଶ୍ୱରୀଙ୍କ ପୀଠରେ ନବାନ୍ନ ଲାଗି ହେବା ପରେ ନୂଅା ଖାଇବେ ଜିଲ୍ଲାବାସୀ । ଜିଲ୍ଲାର ଭବାନୀପାଟଣା, ମଦନପୁର...
ଭୁବନେଶ୍ୱର : ଅାଜି ମଧ୍ୟ ଧୋଇଗଲା ବିଧାନସଭାର ପ୍ରଶ୍ନକାଳ ଓ ଶୂନ୍ୟକାଳ। ଅାଜି ଗୃହକାର୍ଯ୍ୟ ଅାରମ୍ଭ ହେବା ମାତ୍ରେ ହଙ୍ଗାମା କରିଥିଲେ ବିରୋଧୀ କଂଗ୍ରେସ ଓ ବିଜେପି । ହଟ୍ଟଗୋଳ କାରଣରୁ ଶୂନ୍ୟକାଳରେ ବି ଚାଲିପାରିଲାନି ଗୃହକାର୍ଯ୍ୟ । ପ୍ରଥମେ ୧୧ଟା ୩୦ ଏବଂ ପରବର୍ତ୍ତି ସମୟରେ ୩ଟା...
ଭୁବନେଶ୍ୱର : ଚିଲିକା ଉପରେ ହେଲିକପ୍ଟର ଉଡାଣ ପ୍ରସଙ୍ଗରେ ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀଙ୍କ ୟୁ-ଟର୍ଣ୍ଣ । ପୂର୍ବରୁ କହିଥିଲେ ହେଲିକପ୍ଟର ଉଡାଇବା ଦ୍ୱାରା ଜୈବ ବିବିଧତା ନଷ୍ଟ ହେବାର ସ୍କୋପ୍ ନାହିଁ । ଏହି ମନ୍ତବ୍ୟ ଦେବାର କିଛି ସମୟ ପରେ ପୁଣି ଗଣମାଧ୍ୟମକୁ ଡାକି...
ଦୁବାଇ: ଚେନ୍ନାଇ ସୁପର କିଙ୍ଗସ ବିପକ୍ଷ ମ୍ୟାଚ୍ରେ ଦମ୍ଦାର ପ୍ରଦର୍ଶନ କରିଛନ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ଅଧିନାୟକ ବିରାଟ କୋହଲି। ବିରାଟଙ୍କ ଦୃଢ଼ ବ୍ୟାଟିଂ ବଳରେ ବାଙ୍ଗାଲୋର ୨୦ ଓଭର୍ରେ ୪ ୱିକେଟ ହରାଇ ୧୬୯ ରନର ସ୍କୋର କରିଛି। ଫଳରେ ଚେନ୍ନାଇ ସୁପର କିଙ୍ଗସ ଆଗରେ ୧୭୦...
ବାଲେଶ୍ୱର : ଜଙ୍ଗଲରୁ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟା। ବାଲେଶ୍ୱର ମିତ୍ରପୁର ମଛୁଅା ଜଙ୍ଗଲରୁ ଏକ ନବଜାତ ଶିଶୁ କନ୍ୟାକୁ ଉଦ୍ଧାର କରାଯାଇଛି। ଜଣେ ମହିଳା ଜଙ୍ଗଲକୁ ଯାଇଥିବା ବେଳେ ଶିଶୁ କନ୍ୟାଟି ତଳେ ପଡି କୁଆଁ କୁଆଁ ହୋଇ କାନ୍ଦୁଥିବା ଶୁଣିବାକୁ ପାଇଥିଲେ। ଏହାପରେ ଶିଶୁଟିକୁ ଘରକୁ...