ଦୁବାଇ: ଚଳିତ ଆଇପିଏଲରେ ଆଜି ଡେଭିଡ୍ ୱାର୍ଣ୍ଣରଙ୍କ ସନ୍ରାଇଜର୍ସ ହାଇଦ୍ରାବାଦ ଏବଂ ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ କଡ଼ା ଟକ୍କର ହେବାକୁ ଯାଉଛି। ଏହି ମ୍ୟାଚ୍ ଦୁବାଇ ଆନ୍ତର୍ଜାତିକ ଷ୍ଟାଡିୟମ୍ରେ ଅନୁଷ୍ଠିତ ହେବ। ପୂର୍ବରୁ ଏହି ଦୁଇ ଦଳ...
ଅନୁଗୁଳ : ଦୀର୍ଘ ବର୍ଷର ପ୍ରୟାସ ପରେ ମିଳିଛି ସଫଳତା। ଗାଁକୁ ରାଜସ୍ୱ ଗ୍ରାମର ମାନ୍ୟତା ମିଳିବା ପରେ ଲୋକଙ୍କ ଖୁସି କହିଲେ ନ ସରେ। ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବ୍ଲକ୍ର ବଡମୂଳ ଗ୍ରାମ। ଏଠାରେ ଡେରାଜାଙ୍ଗ ମଧ୍ୟମ ଜଳସେଚନ ପ୍ରକଳ୍ପ ନିର୍ମାଣ ପରେ ଦୀର୍ଘ ୫୦ ବର୍ଷ...
କେନ୍ଦୁଝର : କେନ୍ଦୁଝର ଝୁମ୍ପୁରାରେ ବିଦ୍ୟୁତ ଅାଘାତରେ ୫ ଜଣ ଅାହତ । ଗୁରୁତର ଅବସ୍ଥାରେ ସେମାନଙ୍କୁ ପ୍ରଥମେ ଝୁମ୍ପୁରା ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଅାହତଙ୍କ ମଧ୍ୟରେ ୨ ଜଣ ନାବାଳକ ଥିବାବେଳେ ୨ ଜଣଙ୍କ ଅବସ୍ଥା ସଂକଟାପନ୍ନ ଥିବା ଜଣାପଡିଛି। ...
ସୁରଟ : ଓଡ଼ିଶା ପରବରେ ଯୋଗ ଦେବା ପୂର୍ବରୁ ଅାଜି ସୁରଟରେ ଅାୟୋଜିତ ଇନ୍ଭେଷ୍ଟର୍ସ ମିଟ୍ରେ ଯୋଗ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପୁଞ୍ଜିନିବେଶକାରୀଙ୍କୁ ଭେଟି ସେମାନଙ୍କ ସହ ଅାଲୋଚନା କରିଛନ୍ତି। ଓଡ଼ିଶାରେ ପ୍ଲାଷ୍ଟିକ୍ ଓ ଟେକ୍ସଟାଇଲ ଶିଳ୍ପର ବିକାଶ ପାଇଁ ଗୁଜରାଟର ଇନ୍ଭେଷ୍ଟର୍ସ ମାନଙ୍କୁ ନିମନ୍ତ୍ରଣ କରିଛନ୍ତି।...
ଭଦ୍ରକ : ବିପଦ ସଂକେତ ଉପରେ ବୈତରଣୀ। ଭଦ୍ରକ ଅାଖୁଅାପଦାରେ ବିପଦ ସଂକେତ ଉପରେ ବୈତରଣୀ ନଦୀ ପ୍ରବାହିତ ହେଉଛି। ବିପଦ ସଂକେତ ୧୭.୮୩ ମିଟର ଥିବାବେଳେ ଜଳସ୍ତର ରହିଛି ୧୮.୧୦ ମିଟର। ବୈତରଣୀ ନଦୀରେ ବନ୍ୟା ଯୋଗୁଁ ଭଣ୍ଡାରିପୋଖରୀ ବ୍ଲକର ୬ଟି ପଞ୍ଚାୟତ ଓ ଧାମନଗର ବ୍ଲକ୍ରେ...
ଭୁବନେଶ୍ୱର : ରାଫେଲ ଡିଲ୍ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପିସିସି ସଭାପତି ନିରଂଜନ ପଟ୍ଟନାୟକଙ୍କ କଟାକ୍ଷ। ଚୌକିଦାର ବନିଗଲେ ପାର୍ଟନର ବୋଲି କହିଛନ୍ତି ନିରଂଜନ। ପିସିସି ସଭାପତି ଅଭିଯୋଗ କରିଛନ୍ତି, ରାଫେଲ ଦୁର୍ନୀତିରେ ଅନିଲ ଅମ୍ବାନିଙ୍କ ସହିତ ମୋଦି ମଧ୍ୟ ସଂପୃକ୍ତ ଅଛନ୍ତି । ହାଲ୍କୁ ନିର୍ମାଣ ଦାୟିତ୍ୱ...
ରାୟଗଡ଼ା : ପାଇଖାନା ଟାଙ୍କିରେ ପଶି ୫ ଜଣଙ୍କ ମୃତ୍ୟୁ, ଜଣେ ଗୁରୁତର। ରାୟଗଡ଼ା ଜିଲ୍ଲା ବିଷମକଟକ ଥାନା ଦୁର୍ଗି ପାଇକସାହିରେ ଘଟିଛି ଏହି ଅଘଟଣ। ଦୁର୍ଗିସାହିରେ ଏକ ନିର୍ମାଣାଧିନ ପାଇଖାନା ଟାଙ୍କିରେ ଜଣେ ମହିଳା ଶ୍ରମିକ ଖସି ପଡ଼ିଥିଲେ। ତାଙ୍କୁ ଉଦ୍ଧାର କରିବାକୁ ଟାଙ୍କି ଭିତରକୁ ଜଣକ...
ଭୁବନେଶ୍ୱର: ବେଅାଇନ ଖଣି ଉତ୍ତୋଳନ ମାମଲାରେ ହାଜର ହେଲେ ଖଣି ମାଲିକ। ଖଣି ମାଲିକଙ୍କ ସମ୍ପତ୍ତି ବାଜ୍ୟାପ୍ତି ମାମଲାରେ ଜିଲ୍ଲା ପ୍ରଶାସନ ନିକଟରେ ୮ ଖଣି ମାଲିକ ହାଜର ହୋଇଛନ୍ତି। ଏସଡି ଶର୍ମା, ସାରଦା ମାଇନ୍ସ, ମାଲା ରାୟ ଅାଣ୍ଡ ଅଦର୍ସ BPME, ଗନ୍ଧମାର୍ଦ୍ଦନ ସ୍ପଞ୍ଜ, ଏଚ୍ଜି ପାଣ୍ଡିଅା,...
ଭୁବନେଶ୍ୱର: ମନ ଭିତରେ ସ୍କୁଲ୍ ଯାଇ ପାଠପଢ଼ିବାର ଝୁଙ୍କ୍। ହେଲେ ପ୍ରତିବନ୍ଧକ ସାଜୁଛି ପାଣି। ପାଣି ତ ନୁହେଁ, କୃତ୍ରିମ ବନ୍ୟା ପାଣି। ତେଣୁ ଟ୍ୟୁବ୍ରେ ଭେଳା କରି ପିଲାମାନଙ୍କୁ ପାର କରାଉଛନ୍ତି ସମ୍ପର୍କୀୟ। ଘଟଣା ସାମ୍ନାକୁ ଆସିଛି ପର୍ଯ୍ୟଟନ ସହର ତଥା ଅାଇକନ୍ ସିଟି ପୁରୀରେ। ମାସେ...
ଭୁବନେଶ୍ୱର: ଅଚଳ ହୋଇଯାଇଛି ରାଜ୍ୟ ପ୍ରଶାସନର ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାଳୟ। ଦିନେ କି ଦୁଇ ଦିନ ନୁହେଁ ବିଭାଗୀୟ ମୁଖ୍ୟ ଦପ୍ତର କର୍ମଚାରୀଙ୍କ ଅାନ୍ଦୋଳନ ଯୋଗୁଁ ଗଲା ୧୭ ଦିନ ଧରି ସ୍ଥିତି ଅସମ୍ଭାଳ। ଯାହାଫଳରେ ବିଭିନ୍ନ କାର୍ଯ୍ୟରେ ରାଜ୍ୟର କୋଣ ଅନୁକୋଣରୁ ଅାସୁଥିବା ସାଧାରଣ ଲୋକ ଦହଗଞ୍ଜ ହେଉଛନ୍ତି।...
ଭୁବନେଶ୍ୱର : ବମିଖାଲ ଟ୍ରାଜେଡି ପରେ କଳାତାଲିକା ଭୁକ୍ତ ହୋଇଥିବା ଫଣ୍ଡା ଇନଫ୍ରା ସହ ମୁହାଁମୁହିଁ ହୋଇଛିପୂର୍ତ୍ତ ବିଭାଗ। ବମିଖାଲ ପରେ ଜଟଣୀ ଓଭରବ୍ରିଜ କାମରେ ମଧ୍ୟ ଅବହେଳା ଓ ଅନୁମତି ନଥାଇ କାମ କରୁଥିବା ଦର୍ଶାଇ ପଣ୍ଡା ଇନଫ୍ରା ହାତରୁ ପୂର୍ତ୍ତ ବିଭାଗ କାମ ଛଡାଇ ନେବା...
ନୂଅାଦିଲ୍ଲୀ : ଅାରମ୍ଭ ହେଲା ଇଣ୍ଡିଅା ପୋଷ୍ଟ ପେମେଣ୍ଟସ ବ୍ୟାଙ୍କ- IPPB । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଅାଦିଲ୍ଲୀର ତାଲକଟୋରା ଷ୍ଟାଡିୟମ୍ରେ ଏହାକୁ ଅାନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି। ଏହାଦ୍ୱାରା ଦେଶର ଦେଢ ଲକ୍ଷରୁ ଅଧିକ ଡାକ ଘରକୁ IPPB ସହ ଲିଙ୍କ୍ କରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ...
ନୂଅାପଡ଼ା : ଟଳିଲା ଅଘଟଣ। ଅଳ୍ପକେ ବର୍ତ୍ତିଲେ ଲୋକ। ନୂଅାପଡ଼ା ଜିଲ୍ଲା କୋମନାର ମୁଖ୍ୟ ବଜାରରେ ଅାଜି ଛିଣ୍ଡି ପଡ଼ିଥିଲା ଉଚ୍ଚଶକ୍ତି ସଂପନ୍ନ ୧୧ କେଭି ବିଦ୍ୟୁତ୍ ତାର। ସୌଭାଗ୍ୟବଶତଃ ଏଥିରେ କେହି ମୃତାହତ ହୋଇ ନାହାନ୍ତି। ତଥାପି ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି। ଏଠାରେ ବାରମ୍ବାର...
ଭୁବନେଶ୍ୱର : ଏସିଅାନ ଗେମ୍ସ ରୌପ୍ୟ ବିଜେତା ମହିଳା ହକି ଖେଳାଳିଙ୍କୁ ପୁରସ୍କାର । ମହିଳା ହକି ଦଳର ୪ ଓଡିଅା ଖେଳାଳିଙ୍କୁ ୧ କୋଟି ଲେଖାଏଁ ପୁରସ୍କାର ଦିଅାଯିବ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ୪ ଓଡିଅା ହେଲେ ସୁନିତା ଲାକ୍ରା, ନମିତା...
ରାଉରକେଲା : ‘ମୋମୋ’ ଭଳି ମରଣାନ୍ତକ ଅନ୍ଲାଇନ୍ ଗେମରେ ଯାଇଛି ପୁଅର ଜୀବନ। ୯ ଦିନ ତଳେ ଘଟିଯାଇଥିବା ସେହି ସାଂଘାତିକ ଘଟଣା ଏବେ ବି ପରିବାର ଏବଂ ଅାତ୍ମୀୟ ସ୍ୱଜନଙ୍କ ମନକୁ ଖିନ୍ଭିନ୍ କରିଦେଉଛି। ପରିବାରରେ ଖେଳିଯାଇଛି ଶୋକର ଛାୟା । ଅଭିଭାବକଙ୍କୁ ମାଡ଼ି ବସିଛି ଭୟ...
ରାଉରକେଲା : ରାଉରକେଲାରେ ଅଭାବନୀୟ ଘଟଣା। ଉପଜିଲ୍ଲାପାଳଙ୍କ ଅଫିସ୍ ପରିସରରେ ଯୁବକଙ୍କ ଅାତ୍ମହତ୍ୟା ଉଦ୍ୟମ। ଅାଇଡିଟିଏ ସମ୍ମିଳନୀ କକ୍ଷ ନିକଟ ଏକ ଗଛରେ ରଶି ଲଗାଇ ଯୁବକ ଜଣକ ଅାତ୍ମହତ୍ୟା ଉଦ୍ୟମ କରିବା ବେଳେ ଉପସ୍ଥିତ ଲୋକେ ତାଙ୍କୁ ଉଦ୍ଧାର କରିଛନ୍ତି। ଉଦ୍ଧାର ଯୁବକଙ୍କ ନାମ ଶଶାଙ୍କ ଶେଖର...
କଟକ : କଟକ ବାଙ୍କିରେ ବାରହା ଅାତଙ୍କ। ଜଙ୍ଗଲୀ ବାର୍ହା ଅାକ୍ରମଣରେ ୨ ମହିଳାଙ୍କ ସମେତ ୫ ଜଣ ଅାହତ ହୋଇଛନ୍ତି। ବାର୍ହାଙ୍କ ଅତର୍କିତ ଅାକ୍ରମଣ ପରେ ଦୁଲଣାପୁର ଗାଁରେ ଲୋକେ ଭୟଭୀତ ହୋଇ ପଡିଛନ୍ତି। ସେପଟେ ଅାହତମାନଙ୍କୁ ଚିକିତ୍ସା ଖର୍ଚ୍ଚ ସହ ଲୋକଙ୍କୁ ସୁରକ୍ଷା ଦାବିରେ ଅଞ୍ଚଳବାସୀଙ୍କ...
ଭୁବନେଶ୍ୱର : ମହାନଦୀ ଟ୍ରିବ୍ୟୁନାଲର ପ୍ରଥମ ବୈଠକ ପାଇଁ ତାରିଖ ଧାର୍ଯ୍ୟ ହେଲାଣି, କିନ୍ତୁ ରାଜ୍ୟକୁ ମିଳିନି ଟର୍ମସ ଅଫ୍ ରେଫରେନ୍ସ ବା ଟିଓଅାର। ତେଣୁ ଟ୍ରିବ୍ୟୁନାଲରେ ଯୁକ୍ତି ଉପସ୍ଥାପନ କରିବା ରାଜ୍ୟ ପାଇଁ ବଡ଼ ସମସ୍ୟା ହୋଇଛି। ତେବେ ପକ୍ଷ ରଖିବା ପାଇଁ ପୁରା ପ୍ରସ୍ତୁତ ହୋଇଛି...