ଭୁବନେଶ୍ୱର : ଛତିଶଗଡ଼ରେ ପ୍ରବଳ ବର୍ଷା। ଜଳଭଣ୍ଡାରରେ ବଢୁଛି ଜଳସ୍ତର। ମହାନଦୀ ଦେଖାଇଲାଣି କରାଳ ରୂପ। କଲ୍ମା ଭଳି ହୀରାକୁଦ ଉପର ମୁଣ୍ଡରେ ଥିବା ଶିବରି ନାରାୟଣ ବ୍ୟାରଜ୍ ଉପରେ ଚାଲିଛି ଅାଣ୍ଠୁଏ ଉଚ୍ଚର ପାଣି। କଲ୍ମା ବ୍ୟାରଜର ଉପର ମୁଣ୍ଡରେ ଥିବା ଗାଁ, ମନ୍ଦିର ସବୁକିଛି ପାଣି...
କଟକ(ବିଶ୍ୱଜିତ୍ ଆଚାର୍ଯ୍ୟ): ସମୟ ବଦଳିବା ସହିତ ବଦଳିଛି କମେଡି ଟ୍ରେଣ୍ଡ। ଆଗରୁ ଲୋକଙ୍କୁ ହସେଇବା ପାଇଁ ବଡ ପରଦା ନହେଲେ ଷ୍ଟେଜ୍ର ଆବଶ୍ୟକ ହେଉଥିଲା। ଏବେ କିନ୍ତୁ ସୋଶାଲ୍ ମିଡିଆର ବ୍ୟବହାର କରି ଲୋକମାନେ ଦର୍ଶକଙ୍କର ଖୁବ୍ ମନୋରଞ୍ଜନ କରୁଛନ୍ତି। ଏଇ ଯେମିତି କଟକ ଚହଟା ଅଞ୍ଚଳର ଇତିକା...
ଭୁବନେଶ୍ୱର : ପୁଣି ତୈଳ ବଜାରରେ ନିଆଁ। ମାସକ ଭିତରେ ପେଟ୍ରୋଲ ଲିଟର ପିଛା ବଢ଼ିଲାଣି ପାଖାପାଖି ଅଢେଇ ଟଙ୍କା। ରାଜଧାନୀ ଭୁବନେଶ୍ୱରରେ ଅାଜି ପେଟ୍ରୋଲ ଲିଟର ୭୭ ଟଙ୍କା ୧୪ ପଇସାରେ ପହଞ୍ଚିଥିବାବେଳେ ଡିଜେଲ ୭୪ଟଙ୍କା ୯୨ ପଇସାରେ ପହଞ୍ଚିଛି। ବଲାଙ୍ଗିର ଓ ବ୍ରହ୍ମପୁର ଭଳି ସହରରେ...
ଭୁବନେଶ୍ୱର: ଡାକ୍ତର ଓ ନର୍ସଙ୍କୁ ବାରମ୍ବାର କରୋନା ରୋଗୀ ସଂସ୍ପର୍ଶରେ ଆସିବାକୁ ପଡ଼ିବନି। ସାମାଜିକ ଦୂରତା ବଜାୟ ରହିବ, କରୋନା ସଂକ୍ରମଣର ଆଶଙ୍କା ବି କମିଯିବ। ଏମିତି ଏକ ମହତ୍ ଉଦ୍ଦେଶ୍ୟ ନେଇ ପୂର୍ବତଟ ରେଳପଥ ବିକାଶ କରିଛି ମେଡ୍ ରୋବୋ। କେବଳ ବିକାଶ କରିନି, ମଞ୍ଚେଶ୍ୱର ସେଣ୍ଟ୍ରାଲ...
କଟକ : କଟକରେ ଓକିଲଙ୍କୁ ପୁଲିସର ମାଡ଼ ଅଭିଯୋଗ ଘଟଣା ପରେ ତେଜିଲା ପୁଲିସ-ଓକିଲ ବିବାଦ। ଅାଜି RDC ଅଫିସ୍ ସାମ୍ନାରେ ଏକ ପିସିଅାର୍ ଭ୍ୟାନ୍କୁ ପୋଡ଼ି ଦେଇଛନ୍ତି। କଟକ ନୂଅାବଜାର ଅଞ୍ଚଳରେ ଗତକାଲି ଏକ ସଡ଼କ ଦୁର୍ଘଟଣାକୁ ନେଇ ଅାଇନଜୀବୀ ଦେବୀ ପ୍ରସାଦ ପଟ୍ଟନାୟକଙ୍କ ସହ ପିସିଅାର...
ମୁମ୍ବାଇ : ଡଲାର ତୁଳନାରେ ଟଙ୍କାର ବିନିମୟ ମୂଲ୍ୟ ସର୍ବକାଳୀନ ରେକର୍ଡ ସ୍ତରକୁ ହ୍ରାସ। ଟଙ୍କାର ବିନିମୟ ମୂଲ୍ୟ ଡଲାର ତୁଳନାରେ ୭୦ ଟଙ୍କା ୫୨ ପଇସାକୁ ହ୍ରାସ ପାଇଛି। ମୁଖ୍ୟତଃ ବିଶ୍ୱ ବଜାରରେ ଭାରତୀୟ ଟଙ୍କା ତୁଳନାରେ ଅାମେରୀକୀୟ ଡଲାର ଚାହିଦା ବୃଦ୍ଧି ପାଇଛି। ବିଶ୍ୱବଜାରରେ ଅଶୋଧିକ...
ଭୁବନେଶ୍ୱର: ବିଜେଡିରେ ଯୋଗ ଦେଲେ ଅବସରପ୍ରାପ୍ତ ପ୍ରିନ୍ସପାଲ ଏଜି ଅମର ପଟ୍ଟନାୟକ। ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ସେ ବିଜେଡିରେ ସାମିଲ ହୋଇଛନ୍ତି। ବିଜେଡିର ଆଇଟି ମୁଖ୍ୟ ଭାବେ ଅମର ପଟ୍ଟନାୟକଙ୍କୁ ଦାୟିତ୍ୱ ମିଳିଛି। ବିଜୁ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ବିଜେଡିରେ ଯୋଗ ଦେଇଥିବା କହିଛନ୍ତି।
ଜାକର୍ତ୍ତା: ଜାକର୍ତ୍ତା ଏସିଆଡ୍ରେ ଓଡିଆ ସ୍ପ୍ରିଣ୍ଟ କୁଇନ୍ ଦୂତୀ ଚାନ୍ଦ ଦ୍ୱିତୀୟ ପଦକ ଆଶା ଦେଇଛନ୍ତି। ମହିଳା ୨ ଶହ ମିଟରର ଫାଇନାଲକୁ ଦୂତୀ ଉନ୍ନୀତ ହୋଇଛନ୍ତି। ସେମିଫାଇନାଲରେ ସେ ୨୩ ସେକେଣ୍ଡରେ ଦୂରତ୍ୱ ଅତିକ୍ରମ କରିବା ସହ ଟେବୁଲ୍ ଟପ୍ରେ ରହିଥିଲେ। ଆଜି ଦୂତୀ ଫାଇନାଲକୁ ଓହ୍ଲାଇବେ।...
ଭବାନୀପାଟଣା: ମାଓବାଦୀମାନେ ଗଛକାଟି ରାସ୍ତା ଅବରୋଧ କରିଛନ୍ତି। ଏହା ଯୋଗୁ ଲାଞ୍ଜିଗଡ଼ ବ୍ଲକ୍ ହାତୀସାଲ ଘାଟି ଓ ବାରବୁଲି ରାସ୍ତାରେ ଗାଡ଼ି ଚଳାଚଳ ବନ୍ଦ ରହିଛି। ବନ୍ଦପାରୀ- ଲାଞ୍ଜିଗଡ, ବିଶ୍ୱନାଥପୁର- ବିଜେପୁର ରାସ୍ତାରେ ଯାତାୟାତ ବନ୍ଦ ରହିଛି। ମାଓବାଦୀମାନେ ଗଛକାଟି ରାସ୍ତା ଉପରେ ପକାଇବା ସହ ପୋଷ୍ଟର ମାରିଛନ୍ତି।...
ଜଟଣୀ: ଜଟଣୀ ଫ୍ଲାଏ ଓଭର ନିର୍ମାଣରେ ଅନିୟମିତତା ଅଭିଯୋଗ ହୋଇଛି। ଘଟଣାରେ ନିର୍ମାଣକାରୀ ସଂସ୍ଥା ପଣ୍ଡା ଇନଫ୍ରାକୁ ଝଟକା ଲାଗିଛି। ଜଟଣୀ ଫ୍ଲାଏ ଓଭର ନିର୍ମାଣ କାମରୁ ପଣ୍ଡା ଇନଫ୍ରାକୁ ପୂର୍ତ୍ତ ବିଭାଗ ବାଦ ଦେଇଛି। ସମ୍ବଲପୁରରେ ସଂପୃକ୍ତ ସଂସ୍ଥା ମଧ୍ୟ ନିର୍ମାଣ କାମ କରୁଛି। ତେବେ ସେହି...
ନୂଆଦିଲ୍ଲୀ: ଅନନ୍ୟ କର୍ତ୍ତବ୍ୟନିଷ୍ଠାର ନିଆରା ଉଦାହରଣ। ମା ହେବାର ମାତ୍ର ୧୪ ଦିନ ପରେ କାର୍ଯ୍ୟରେ ଯୋଗଦେଲେ ଆଇଏଏସ୍ ଅଫିସର। ଅଫିସକୁ ନିଜ ନବଜାତ ଶିଶୁକୁ ଧରି କାର୍ଯ୍ୟରେ ଯୋଗଦେଇଥିବା ଏହି ଆଇଏଏସ୍ ଅଫିସର ଜଣଙ୍କ ହେଉଛନ୍ତି ସୌମ୍ୟା ପାଣ୍ଡେ। ତାଙ୍କୁ ଏବେ ଗାଜିଆବାଦର କୋଭିଡ୍ ପରିଚାଳନା ଦାୟିତ୍ୱ...
ପାରଳାଖେମୁଣ୍ଡି: ପାରଳାଖେମୁଣ୍ଡିର ଦୁଇ ଜଣ କନଷ୍ଟେବଲଙ୍କ ଘରେ ଗଜପତି ଜିଲ୍ଲା ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି। ଅଭିଯୁକ୍ତ ଦୁଇ କନଷ୍ଟେବଲଙ୍କ ନାମ ରଞ୍ଜିତ ଲିମ୍ମା ଓ ତନୁଜ ସାବତ। ରଞ୍ଜିତ ଲିମ୍ମା ଜିଲ୍ଲା ହାବିଦାର ଓ କନଷ୍ଟେବଲ ସଂଘର ସଭାପତି ଥିବା ବେଳେ ତନୁଜ ସାବତ ପୁଲିସ୍...
ଆହ୍ଲାବାଦ: ଆଜି ଜାତୀୟ କ୍ରୀଡ଼ା ଦିବସ। ଆଜି ହକିର କିମ୍ବଦନ୍ତୀ ପୁରୁଷ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଦିନ। ଧ୍ୟାନଚାନ୍ଦ ୧୯୦୫ ମସିହା ଅଗଷ୍ଟ ଆଜିର ଦିନରେ ଉତ୍ତରପ୍ରଦେଶର ଆହ୍ଲାବାଦରେ ଜନ୍ମଗ୍ରହଣ କରିଥିଲେ। ୧୭ ବର୍ଷ ବୟସରୁ ସେ ଭାରତୀୟ ହକି ଦଳରେ ସାମିଲ ହୋଇଥିଲେ। ହକିର ଯାଦୁଗର ଭାବେ ପରିଚିତ...
ସମ୍ବଲପୁର: ହୀରାକୁଦ ଡ୍ୟାମ୍ରୁ ୨୫ଟି ଗେଟ୍ ଖୋଲାଯାଇଛି। ଉପରମୁଣ୍ଡରେ ବର୍ଷା କାରଣରୁ ଏହି ସବୁ ଗେଟ୍ ଖୋଲାଯାଇଛି। ବୌଦ୍ଧ ଏବଂ ସୋନପୁରରେ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି। ମହାନଦୀ ବୌଦ୍ଧ ସହର ନିକଟରେ ସୁଅ କାଟି ଚାଲିଛି। ବନ୍ୟା ପାଣିରେ ସ୍ଥାନୀୟ ହନୁମାନ ମନ୍ଦିର ଅଧା ବୁଡ଼ିଯାଇଛି। ତଳିଆ ଅଞ୍ଚଳ...
ମୁମ୍ବାଇ: ବଲିଉଡ୍ ଫିଲ୍ମରେ କିସିଂ ସିନ୍ ରହିବା ଏକ ସାଧାରଣ କଥା। କାହାଣୀର ଗୁରୁତ୍ୱ ଦେଖି ଏହି ସିନ୍କୁ ସିନେମାରେ ସାମିଲ୍ କରନ୍ତି ନିର୍ଦ୍ଦେଶକ। କିନ୍ତୁ ବଲିଉଡ୍ରେ ଏମିତି କିଛି କଳାକାର ଅଛିନ୍ତି ଯେଉଁମାନେ କିସିଂ ସିନ୍ କରିବାକୁ ପସନ୍ଦ କରନ୍ତି ନାହିଁ। ସେଥିପାଇଁ ଫିଲ୍ମ ସାଇନ୍ କରିବା...
ଭୁବନେଶୱର: ରାଜଧାନୀରେ ନକଲି ସସ୍ ତିଆରି କାରଖାନା ଠାବ କରାଯାଇଛି। ଶୈଳଶ୍ରୀ ବିହାର ମହାବୀର ବସ୍ତିର ଏକ ଘରେ ଏହି ନକଲି ସସ୍ ତିଆରି ଚାଲିଥିଲା। ସେଠାରେ କଖାରୁରେ ତିଆରି ହେଉଥିଲା ଟମାଟୋ, ଚିଲି, ସୋୟା ସସ୍। ପୁଲିସ୍ ଚଢ଼ାଉ କରି ବିଭିନ୍ନ ବ୍ରାଣ୍ଡର ଷ୍ଟିକର ସହ ବୋତଲ ଓ...
କଟକ: କଟକରେ ପୁଲିସ୍-ଓକିଲ ମୁହାଁମୁହିଁ ହୋଇଛନ୍ତି। ନୂଆବଜାର ପୋଲ ନିକଟରେ ଜଣେ ଆଇନଜୀବୀଙ୍କୁ ପୁଲିସ୍ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ତାତିଛନ୍ତି ଓକିଲ। ଓକିଲଙ୍କୁ ମାଡ଼ ପ୍ରତିବାଦରେ ଶତାଧିକ ଆଇନଜୀବୀ ଚାଉଳିଆଗଞ୍ଜ ଥାନାକୁ ଘେରାଉ କରିଥିଲେ। ଓକିଲ ମାନେ କାର୍ଯ୍ୟନୁଷ୍ଠାନ ଦାବିରେ ଅଡ଼ି ବସିଥିଲେ। ଆହତ...
ବାଲେଶ୍ୱର: ଓଡ଼ିଶା–ପଶ୍ଚିମବଙ୍ଗ ସୀମା ବିବାଦକୁ ନେଇ ଦିଘା ଉଦୟପୁରରେ ଉତ୍ତେଜନା ଦେଖାଦେଇଛି। ଓଡିଶା ସୀମାରେ ଲାଗିଥିବା ପଶ୍ଚିମବଙ୍ଗର ସୀମା ଫଳକକୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଭଙ୍ଗା ଯାଇଛି। ଗତ ଏକମାସ ତଳେ ପଶ୍ଚିମବଙ୍ଗ ସରକାରଙ୍କ ତରଫରୁ ଓଡିଶା ସୀମାରେ ଏକ ଫଳକ ଲଗାଯାଇଥିଲା। ଓଡିଶା ସୀମାର ପ୍ରାୟ ୨୦ଫୁଟ୍...
ବରଗଡ: ଆନ୍ଦୋଳନ ବେଳେ ଚାଷୀ ମୃତ। ଏମିତି ଏକ ଅଘଟଣ ଘଟିଛି ବରଗଡ଼ ଜିଲ୍ଲା ପାଇକମାଲର ପଲସଦା ଗାଁରେ। ମୃତକଙ୍କ ନାମ ଗୋବିନ୍ଦ ବିଶ୍ୱାଳ ବୋଲି ଜଣାପଡ଼ିଛି। ୫୦ ବର୍ଷୀୟ ଗୋବିନ୍ଦ ଫସଲ ବୀମା ପ୍ରଦାନ ଦାବିରେ ପଲସଦା ସମବାୟ ସମିତି ଆଗରେ ୫ ଦିନ ହେଲା ଆନ୍ଦୋଳନ...
ମୁମ୍ବାଇ: ଅଭିନେତ୍ରୀ କାଜଲ୍ ଅଗ୍ରୱାଲ୍ ନିକଟରେ ଏକ ଟ୍ୱିଟ୍ କରି ତାଙ୍କ ବିବାହ ନେଇ ସୂଚନା ଦେଇଥିଲେ। ସେ ମୁମ୍ବାଇରେ ଅକ୍ଟୋବର ୩୦ତାରିଖରେ ବିବାହ କରିବାକୁ ଯାଉଛନ୍ତି ବୋଲି ଜଣାଇଥିଲେ। ଏବେ କାଜଲ୍ଙ୍କ ଭାବି ସ୍ୱାମୀ ଗୌତମ ତାଙ୍କ ନିର୍ବନ୍ଧର ଫଟୋ ଶେଆର କରିଛନ୍ତି। ଇନ୍ଷ୍ଟାଗ୍ରାମରେ ସେ କାଜୋଲ୍...