କେନ୍ଦ୍ରାପଡ଼ା: ପ୍ରେମ ବ୍ୟାପାରକୁ ନେଇ କଙ୍ଗାରୁ କୋର୍ଟରେ ଯୁବକଙ୍କୁ ମାଡ଼ ଅଭିଯୋଗ ହୋଇଛି। କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଳକ୍ ତାଳଚୁଆ ଗାଁରେ ଏହି ଘଟଣା ଘଟିଛି। ସୂଚନା ଅନୁସାରେ, ରଙ୍କଣି ପଞ୍ଚାୟତର ଜଣେ ଯୁବକ ଗାଁ ତାଳଚୁଆ ପଞ୍ଚାୟତର ଜଣେ ଯୁବତୀଙ୍କୁ ଭଲ ପାଉଥିଲେ। ଗ୍ରାମବାସୀ ଏହା ଜାଣିବା...
ଭୁବନେଶ୍ୱର : ମଦକୁ ନେଇ ଚାଲିଛି ମହାଭାରତ । ସମାଜକୁ ବିଗାଡୁଥିବା ମଦ ବିରୋଧରେ ଦୈନିକ କେଉଁଠି ନାଁ କେଉଁଠି ଏମିତି ଢଙ୍ଗରେ ହେଉଛି ହିଂସାତ୍ମକ ପ୍ରତିବାଦ ଓ ଅାନ୍ଦୋଳନ । ହେଲେ ରାଜ୍ୟ ସରକାର କିନ୍ତୁ ଏ ବାବଦରେ ସାଜିଛନ୍ତି ଧୃତରାଷ୍ଟ୍ର। ମଦ ବନ୍ଦ କରିବେ କଣ...
ଭୁବନେଶ୍ୱର : ଅାସନ୍ତା ସେପ୍ଟେମ୍ବର ୩୦ରେ ଶେଷ ହେଉଛି ୬୫ଟି ପୌର ପରିଷଦର କାର୍ଯ୍ୟକାଳ। ହେଲେ ସେସବୁ ସ୍ଥାନରେ ନିର୍ବାଚନ ପାଇଁ ଏ ପର୍ଯ୍ୟନ୍ତ ଅାଗେଇ ପାରିନାହିଁ ପ୍ରକ୍ରିୟା। ଏଥିରେ ବାଧକ ସାଜିଛି ସଂରକ୍ଷଣ ଓ ଓ୍ୱାର୍ଡ ପୁନର୍ଗଠନ। ରାଜ୍ୟ ସରକାର ଏପର୍ଯ୍ୟନ୍ତ ରାଜ୍ୟ ନିର୍ବାଚନ କମିଶନ୍ଙ୍କୁ ଓ୍ୱାର୍ଡ...
ଅନୁଗୁଳ : ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଅଞ୍ଚଳରେ ପୁଣି ସାପ କାମୁଡ଼ାରେ ଗୁରୁତର ମହିଳାଙ୍କୁ ଝଡ଼ାଫୁଙ୍କା । ଛେଣ୍ଡିପଦା ବ୍ଲକ୍ ମାମୁରିଅା ଗାଁରୁ ଅାସିଛି ଏହି ଅଭିଯୋଗ। ମିଳିଥିବା ସୂଚନା ଅନୁଯାୟୀ, ଗାଁର ଝୁନା ଭୁତିଅା ନାମକ ଜଣେ ମହିଳାଙ୍କୁ ଅାଜି ସକାଳେ ଏକ ବିଷାକ୍ତ ସାପ କାମୁଡ଼ି...
ଭୁବନେଶ୍ୱର : ବିଜେଡିର ‘ମୁଁ ହିରୋ’ କାର୍ଯ୍ୟକ୍ରମକୁ ବିରୋଧୀଙ୍କ ସମାଲୋଚନା। ଅାଜି କଟକରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ହେବାକୁ ଯାଉଥିବା ବେଳେ ଏହାକୁ ନେଇ ସରକାରଙ୍କୁ ଟାର୍ଗେଟ କରିଛନ୍ତି ଉଭୟ କଂଗ୍ରେସ ଓ ବିଜେପି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି, ୩୬ ଲକ୍ଷ ଯୁବକ କାମ ଅପେକ୍ଷାରେ...
ବାରିପଦା : ବାରିପଦାର ଅମର୍ଦ୍ଦା ଏୟାରଷ୍ଟ୍ରିପ୍କୁ ପୁଣି ଥରେ କାର୍ଯ୍ୟକ୍ଷମ କରିବା ଦାବିରେ ଜେଏମ୍ଏମ୍ର ଅାନ୍ଦୋଳନ। ଏହି ଦଳ ପକ୍ଷରୁ ଅାଜି ବାରିପଦା ଦେଇ ଯାଇଥିବା ରାଜପଥ ଅବରୋଧ କରାଯାଇଛି। ଜେଏମ୍ଏମ୍ କର୍ମୀମାନେ ବାରିପଦା, ପାଲବଣି, ବୈଶିଙ୍ଗା, ବେତନଟୀ ସମେତ ବାଲେଶ୍ୱରର କିଛି ସ୍ଥାନରେ ମଧ୍ୟ ରାସ୍ତା ଅବରୋଧ...
ରାଉରକେଲା: ରାଉରକେଲାରେ ଆଜି ଏକ ବଡ଼ ଧରଣର ଅଘଟଣ ଘଟିଛି। ରାଉରକେଲା ସିଭିଲ୍ ଟାଉନ୍ ସିପ୍ରେ ୭୦ ଫୁଟ୍ ଉଚ୍ଚର ପାଣି ଟାଙ୍କି ଭୁଶୁଡ଼ି ପଡ଼ିଛି । ପାଣି ଟାଙ୍କି ଭୁଶୁଡ଼ିବାରୁ ତଳେ ଥିବା ୱେସ୍କୋ ଅଫିସ୍ ଭାଙ୍ଗି ଚୁର୍ମାର୍ ହୋଇଯାଇଛି। ତେବେ ପାଣି ଟାଙ୍କି ଭୁଶୁଡିବା ବେଳେ...
ନୟାଗଡ଼: ବୋମା ମାଡ଼ କରି ଉଡ଼ାଇଦେବାର ପ୍ଲାନିଂ। ତିନି ଜଣ ଯୁବକ ମାତାଲ୍ ହୋଇ ବୋମା ଧରି ଜଣେ ଯୁବକଙ୍କୁ ଖୋଜି ଖୋଜି ବିଭିନ୍ନ ଜାଗାରେ ବୋମାମାଡ଼ କରି ଆତଙ୍କ ଖେଳାଇଦେଲେ ଓ ଶେଷରେ ନିଜ ବୋମାରେ ନିଜେ ଆହତ ହେଲେ। ଆଉ ବିନା ଦୋଷରେ ଜଣ ପଥଚାରୀ...
ବ୍ରହ୍ମପୁର: ଲଗାଣ ବର୍ଷାରେ ବେହାଲ ଦକ୍ଷିଣ ଓଡ଼ିଶା। ସବୁଠୁ ବେଶୀ ପ୍ରଭାବିତ ହୋଇଛି ଗଞ୍ଜାମ ଓ ଗଜପତି ଜିଲ୍ଲା। ତେବେ ଗଞ୍ଜାମ ଜିଲ୍ଲା ସୋରଡା ବ୍ଲକର ଗୋକୁଳପୁର ନିକଟରେ ପଦ୍ମା ନଦୀର ପୋଲ ଭାସିଯାଇଛି। ଏଥିଯୋଗୁଁ ୧୦ଖଣ୍ଡ ଗାଁର ଲୋକ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛନ୍ତି। ଲୋକମାନେ ବିପଦସଙ୍କୁଳ...
ଚିଲିକା: ଚିଲିକାରେ ଡଙ୍ଗାବୁଡି ଘଟଣା ପରେ ଡଙ୍ଗା ଚଳାଚଳ ବନ୍ଦ ରହିଛି। ଘଟଣାକୁ ଦୁଇମାସ ବିତିଗଲା ପରେ ବି ଡଙ୍ଗା ଚଳାଚଳ ପାଇଁ ଅନୁମତି ମିଳିନି। ଫଳରେ ଡଙ୍ଗା ଚାଳକଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଛି। ଡଙ୍ଗା ଚଳାଇ ପରିବାର ପୋଷୁଥିବା ଚାଳକ ଏବେ ଘରେ ହାତ ବାନ୍ଧି...
ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ ଦନ୍ତେୱାଡାରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି। ଦନ୍ତେୱାଡାର ଫେରେସାଲ ଜଙ୍ଗଲରେ ଏକ ବଡ ଧରଣର ମାଓ ଶିବିର ଥିବା ସୂଚନା ପାଇ ଛତିଶଗଡ ପୋଲିସ ଓ ସିଆରପିଏଫ୍ ପକ୍ଷରୁ ମିଳିତ ଅପରେସନ କରାଯାଇଥିଲା। ପୋଲିସକୁ ଦେଖି ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ।...
ଭୁବନେଶ୍ୱର : ବିଶ୍ୱକପ୍ ହକି ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଚଳାଇଛନ୍ତି ସତ ହେଲେ ରାଜ୍ୟରେ ଉନ୍ନତମାନର ହୋଟେଲର ଅଭାବ ମୁଣ୍ଡବିନ୍ଧା ବଢାଇ ଦେଇଛି। କାରଣ ବିଶ୍ୱକପରେ ଅଂଶଗ୍ରହଣ କରୁଥିବା ୧୬ଟି ଦେଶର ଖେଳାଳି , ଟୁର୍ଣ୍ଣାମେଣ୍ଟ ଅଫିସିଅାଲ, ହକି ସଂଘର କର୍ମକର୍ତ୍ତା, ଭିଭିଅାଇପି , ଟିଭି ବ୍ରଡକାଷ୍ଟର...
ଅନୁଗୁଳ : ସାତକୋଶିଅାରେ ପାଦ ରଖିବା ପରେ, ସ୍ଥାନୀୟ ଲୋକଙ୍କ ନିଦ ଉଡ଼ାଇ ଦେଇଛି, ବାନ୍ଧବଗଡ଼ର ‘ସୁନ୍ଦରୀ’। ଗାଁ ମୁଣ୍ଡରେ ବାଘପଞ୍ଝାର ଚିହ୍ନ ଦେଖିବା ପରେ ଗାଁ ସାରା କୋକୁଅା ଭୟ। ଜୀବନ ବଞ୍ଚାଇ ଘରେ ରହିବେ, ନା ପେଟ ପୋଷିବାର ମାଧ୍ୟମ ଛେଳିଗୋରୁଙ୍କୁ ଚରେଇବାକୁ ନେବେ। ଏବେ...
ଭୁବନେଶ୍ୱର : ଡାକ୍ତର ରବୀନ୍ଦ୍ର ରଥ ମୃତ୍ୟୁ ମାମଲାର ନୂଅା ଖୁଲାସା । ବାଇକ୍ ପଛରେ ବସି ପ୍ଲାଟଫର୍ମ ଯାଇଥିବା CCTV ଫୁଟେଜ୍ରୁ ଜଣାପଡ଼ିଛି। ତେବେ କାହା ଗାଡ଼ି ପଛରେ ବସି ରବୀନ୍ଦ୍ର ଯାଇଥିଲେ ସେନେଇ ତଦନ୍ତ କରିବାକୁ ପରିବାର ପକ୍ଷରୁ ଦାବି କରାଯାଇଛି। ସୂଚନା ମୁତାବକ, ଅଘଟଣ...
ଭୁବନେଶ୍ୱର: ବିବାହକୁ ନେଇ ପ୍ରାୟ ଲୋକଙ୍କର କିଛି ନା କିଛି ସ୍ନପ୍ନଥାଏ। ବିବାହକୁ କେମିତି ଆଡମ୍ବର ସହ କରିବେ ସେ ନେଇ ପ୍ରାୟ ଲୋକ ଯୋଜନା କରନ୍ତି। ସାଙ୍ଗ, ସାଥୀ, ବନ୍ଧୁ, ବାନ୍ଧବଙ୍କ ସହ ସେ ଏହି ଖୁସିକୁ ବାଣ୍ଟିବାର ଲକ୍ଷ ରଖିଥାନ୍ତି। ଆଉ ବିବାହ ପରେ ଗୋଟେ...
କୋରାପୁଟ : କୋରାପୁଟ ଜିଲ୍ଲାରେ ଲଗାଣ ବର୍ଷା । ଫଳରେ କୋରାପୁଟ ଉପର କୋଲାବ, ମାଛକୁଣ୍ଡ ଓ ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। କୋରାପୁଟ ଉପର କୋଲାବ ଜଳ ଭଣ୍ଡାରରେ ଜଳପତ୍ତନ ବୃଦ୍ଧି ପାଇଛି। ଏଠାରେ ବିପଦ ସଂକେତ ୮୫୮ ମିଟର ଥିବା ବେଳେ ଏବେ ଜଳପତ୍ତନ...
ରାଉରକେଲା : ଚିକିତ୍ସା ଅବହେଳାରୁ ଗର୍ଭବତୀ ଓ ଗର୍ଭସ୍ଥ ଶିଶୁର ମୃତ୍ୟୁ ଅଭିଯୋଗ। ଏହି ସଂଗୀନ ଅଭିଯୋଗ ଅାସିଛି ରାଉରକେଲା ସରକାରୀ ହସ୍ପିଟାଲରୁ। ସୂଚନା ଅନୁସାରେ ମାଲଗୋଦାମ ବସ୍ତିର ହରିଶ୍ଚନ୍ଦ୍ର ପାତ୍ରଙ୍କ ଗର୍ଭବତୀ ପତ୍ନୀ ଭାମା କିଷାନଙ୍କୁ ଗତକାଲି ରାତି ପ୍ରାୟ ୧୧ଟାରେ ଏହି ହସ୍ପିଟାଲକୁ ଅଣାଯାଇଥିଲା। ସେ...
ଆବଶ୍ୟକ ସାମଗ୍ରୀ: କଞ୍ଚା ଲଙ୍କା, ଡାଲ୍ଚିନି, ଚିକେନ୍, ପିଆଜ, ଟମାଟୋ, ଗୋଲ ମରିଚ, ତେଲ, ଜିରା ଗୁଣ୍ଡ, ଧନିଆ ଗୁଣ୍ଡ, ଲଙ୍କା ଗୁଣ୍ଡ, ହଳଦି ଗୁଣ୍ଡ, ଲୁଣ, ଅଦା ଓ ରସୁଣ ପେଷ୍ଟ, ନଡ଼ିଆ ରସ,ତେଜପତ୍ର। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଗ୍ୟାସ୍ରେ କଡ଼େଇ ବସାଇ ସେଥିରେ ରିଫାଇନ୍ ତେଲ...
ଭୁବନେଶ୍ୱର : ସିସିଟିଭି ଫୁଟେଜରୁ ଜଣାପଡିଛି ମୃତ୍ୟୁର କିଛି ସମୟ ପୂର୍ବର ଦୃଶ୍ୟ । ଶୁକ୍ରବାର ରାତି ୯ଟା ୧୦ ମିନିଟ୍ରେ ସାମନ୍ତରାପୁରସ୍ଥିତ ନିଜ କ୍ଲିନିକ ଛାଡିଥିଲେ ଡାକ୍ତର ରବୀନ୍ଦ୍ର ନାଥ ରଥ। ଏକ ଫୋନ୍ କଲ୍ ଅାସିବା ପରେ କ୍ଲିନିକ୍ ଛାଡି ରେଲୱେ ଷ୍ଟେସନ ବାହାରିଥିଲେ। ଅାଉ...
ଭୁବନେଶ୍ୱର : ଓଡ଼ିଆରୁ ଭାଷଣ ଅାରମ୍ଭ କରି, ଡାକ୍ତରୀ ଜୀବନରେ ନୂଅା କରି ପାଦ ଥାପିବାକୁ ଯାଉଥିବା ଛାତ୍ରଛାତ୍ରୀଙ୍କୁ ଉପରାଷ୍ଟ୍ରପତି ଏମ୍.ଭେଙ୍କେୟା ନାଇଡୁଙ୍କ ଗୁରୁମନ୍ତ୍ର। ଡାକ୍ତରୀ ପେଶାକୁ କମିଶନ ନକରି ମିଶନରେ ପରିଣତ କରିବାକୁ ଦେଇଛନ୍ତି ଅାହ୍ୱାନ। ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟସେବାକୁ ଗୁରୁତ୍ୱ ସହ ଶରୀର ଓ ମନରେ ବି...