ଭୁବନେଶ୍ୱର : ଅଶୀ ଦଶକରେ ଫିଲ୍ମ ତପସ୍ୟାରୁ ଅାରମ୍ଭ ହୋଇଥିବା ସଫର, ୨୦୧୪ରେ କେତେବେଳେ ରାସ୍ତାରେ ସରିଗଲା, ତାହା ଟିକେ ବି ଅନୁଭବ ହେଲାନି। କୋଟି କୋଟି ଓଲିଉଡ଼ ପ୍ରେମୀଙ୍କୁ ପରଦାରେ ସେ କେତେବେଳେ କଠୋର ବାପା ହୋଇ ପିଲାଙ୍କୁ ଅନୁଶାସନର ପାଠ ପଢ଼ାଇଛନ୍ତି, ତ ପୁଣି କେବେ...
କେନ୍ଦୁଝର : କେନ୍ଦୁଝରରେ ପିଲା ବିକ୍ରି ଅଭିଯୋଗ। ମାତ୍ର ହଜାରେ ଟଙ୍କାରେ ଜନ୍ମିତ ମାଆ ନବଜାତ ଶିଶୁପୁତ୍ରକୁ ବିକ୍ରି କରିଦେଇଥିବା ଅଭିଯୋଗ ଅାସିଛି। କେନ୍ଦୁଝର ବାଂଶପାଳ ବ୍ଲକ୍ ଗୁପ୍ତଗଙ୍ଗା ଅଞ୍ଚଳର ଜଣେ ଜୁଅାଙ୍ଗ ସମ୍ପ୍ରଦାୟର ମହିଳା ତାଙ୍କ ବାପଘରେ ୬ ବର୍ଷ ହେବ ରହି ଅାସୁଥିଲେ। ତେବେ ଗତ...
ଗଞ୍ଜାମ/ଭଞ୍ଜନଗର : ଥାନା ଭିତରେ ନିଜ ତଣ୍ଟି କାଟିଲା ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା ଭିତରେ। ଗାଙ୍ଗପୁର ଥାନା ନିମିନା ଗାଁର ଦେବରାଜ ନାମକ ଜଣେ ଯୁବକ ଗାଁ ଦାଣ୍ଡରେ ବନ୍ଧୁକ ଦେଖାଇ ଲୋକଙ୍କୁ ଡରାଉଥିଲା। ଖବର ପାଇ ପୁଲିସ...
ବାଲେଶ୍ୱର : ବାଲେଶ୍ୱର ରାଜଘାଟ ରେଳଷ୍ଟେସନରୁ ବିପୁଳ ପରିମାଣର କଇଁଛ ଉଦ୍ଧାର। ୯୧ଟି ୪ ପ୍ରଜାତିର କଇଁଛ ଜବତ ସହ ୨ଜଣଙ୍କୁ ଗିରଫ କରିଛି ଚାନ୍ଦିପୁର ବନ ବିଭାଗ। ଓଡିଶାରୁ ପଶ୍ଚିମବଙ୍ଗକୁ ଚୋରାଚାଲାଣ ବେଳେ ଏହି କଇଁଛ ଜବତ କରାଯାଇଛି। ମାର୍କଣା ଓ ସବିରା ଅଞ୍ଚଳରୁ ୨ଜଣ ବେପାରୀ...
ଭୁବନେଶ୍ୱର : ଗୋରୁ ଚାଲାଣରେ ବି ଗ୍ୟାଙ୍ଗଷ୍ଟର ଟିଟୋର ସଂପୃକ୍ତି। ଗୋରୁ କାରବାରର ମାଷ୍ଟର ମାଇଣ୍ଡ ବଟୁ ପାଣି ଗିରଫ ପରେ ଅାସିଲା ଟିଟୋ ସଂପୃକ୍ତି ନେଇ ନୂଅା ଖୁଲାସା। ବଟୁ ଠାରୁ ଟିଟୋ ଚଳାଉଥିବା ଦାମୀ ବାଇକ୍ ସହ ୪ଟି ଗାଡ଼ି ଜବତ ହୋଇଛି। ରାଜ୍ୟ ଓ...
ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ ମଳଙ୍ଗ ଗାଁରେ ନବବଧୁଙ୍କ ଅାତ୍ମହତ୍ୟା ଅଭିଯୋଗ। ଏପଟେ ତାଙ୍କ ଝିଅକୁ ମାରିଦିଅାଯାଇଥିବା ଅଭିଯୋଗ କରିଛନ୍ତି ନବବଧୂଙ୍କ ପରିବାର ଲୋକେ। ସେମାନେ ଗୋପାଳପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ନବବଧୂଙ୍କ ସ୍ୱାମୀକୁ ନିସ୍ତୁକ ମାଡ଼ ମାରିଛନ୍ତି। ଏହାକୁ ନେଇ ଉତ୍ତେଜନା ଦେଖାଦେଇଥିଲା। ପରେ...
ନୂଆଦିଲ୍ଲୀ: ଗୋଟେ ଗାଡିକୁ ଚଲାଇବା ପାଇଁ ଡ୍ରାଇଭରର ନିହାତି ଆବଶ୍ୟକ ହୋଇଥାଏ। ବିନା ଡ୍ରାଇଭରରେ ଗାଡି ଚାଳନା ଅସମ୍ଭବ ପ୍ରାୟ। କିନ୍ତୁ ନିକଟରେ ସୋଶାଲ୍ ମିଡିଆରେ ଏମିତି ଏକ ଭିଡିଓ ଭାଇରାଲ୍ ହେଉଛି। ଯେଉଁଥିରେ ବିନା ଡ୍ରାଇଭରରେ ଗାଡି ଚାଲୁଥିବା ଦେଖିବାକୁ ମିଳିଛି। ଭିଡିଓଟି ତାମିଲ୍ନାଡୁର। ଭିଡିଓରେ ଯାହା...
କେନ୍ଦ୍ରାପଡ଼ା: ଟିଟୋ ଲିଙ୍କ୍ରେ ପୁଣି ଜଣଙ୍କୁ କ୍ରାଇମବ୍ରାଞ୍ଚର STF ଟିମ୍ ଉଠାଇ ନେଇଛି। କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ମହିପାଳର କମ୍ପ୍ୟୁଟର ଦୋକାନୀ ସରୋଜ ପତିଙ୍କୁ ବିଳମ୍ବିତ ରାତିରେ କ୍ରାଇମବ୍ରାଞ୍ଚର STF ଟିମ୍ ଉଠାଇ ନେଇ ପଚରାଉଚରା ଚଳାଇଥିବା ଥିବା ସୂଚନା ମିଳିଛି। ଟିଟୋ ଓ ତା’ର ଭାଇମାନଙ୍କ ଘରେ...
ମୟୂରଭଞ୍ଜ: ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି। ମୟୂରଭଞ୍ଜ ଜିଲ୍ଲା ବେତନଟୀ ବ୍ଲକ କଇଁଫୁଲିଆ ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ଦୁଇଜଣ ହେଲେ ଦିଅର ଭାଉଜ। ଗୁରୁତର ୨ଜଣଙ୍କୁ ବେତନଟୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।...
ଭୁବନେଶ୍ୱର: ବରିଷ୍ଠ ଓଡ଼ିଆ ସିନେ ଅଭିନେତା ଦେବୁ ବୋଷଙ୍କ ପରଲୋକ ହୋଇଯାଇଛି। ହାଇଦ୍ରାବାଦରେ ଚିକିତ୍ସାଧିନ ଅବସ୍ଥାରେ ଗତକାଲି ରାତିରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା। ଗତ ଏପ୍ରିଲ ମାସରେ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ହାଇଦ୍ରାବାଦର...
ମୁମ୍ବାଇ: ଗାୟିକା ନେହା କକ୍କର ଏବଂ ରୋହନ ପ୍ରିତ୍ ସିଂହଙ୍କ ବିବାହକୁ ନେଇ ଗତ କିଛି ଦିନ ଧରି ଚର୍ଚ୍ଚା ଲାଗିରହିଛି। ଅକ୍ଟୋବର ୨୪ରେ ଦୁହେଁ ବିବାହ କରିବେ ବୋଲି ଶୁଣିବାକୁ ମିଳୁଛି। ସୋଶାଲ୍ ମିଡିଆରେ ରୋହନଙ୍କ ପ୍ରତି ଥିବା ଭଲ ପାଇବାକୁ ମଧ୍ୟ ନେହା ସାମ୍ନାକୁ ଆଣିଛନ୍ତି।...
ଭୁବନେଶ୍ୱର : ଓଡ଼ିଶାରେ ପହଞ୍ଚିଲେ କେରଳ ବନ୍ୟା ପୀଡ଼ିତ । କେରଳ ବନ୍ୟାରେ ଫସିରହିଥିବା ଓଡ଼ିଆମାନେ ଆଜି ଏକ ସ୍ୱତନ୍ତ୍ର ଟ୍ରେନ୍ ଯୋଗେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ରାଜ୍ୟ ସରକାର ଏହି ଓଡିଆଙ୍କୁ ଆଣିବା ପାଇଁ ସ୍ୱତନ୍ତ୍ର ଟ୍ରେନ୍ର ବ୍ୟବସ୍ଥା କରିଥିଲେ। ଗତ ୧୦ରୁ ଅଧିକ ଦିନ ଧରି କେରଳରେ...
ରାଉରକେଲା : ତାମିଲନାଡୁ ଚାଲାଣ ବେଳେ ୧୦ ଜଣ ନାବାଳିକା ଓ ୩ଜଣ ନାବାଳକଙ୍କୁ ଉଦ୍ଧାର କଲା ରାଉରକେଲା ରେଳବାଇ ପୁଲିସ ଓ ରେଳ ସୁରକ୍ଷା ବଳ। ଟାଟା ଅାଲେପି ଏକ୍ସପ୍ରେସରେ ଏମାନଙ୍କୁ ତାମିଲନାଡ଼ୁ ଚାଲାଣ କରାଯାଉଥିଲା। ଓଡ଼ିଶା-ଝାଡ଼ଖଣ୍ଡ ସୀମା ମନୋହରପୁର ଓ ଚକ୍ରଧରପୁର ଅଞ୍ଚଳର ଦଲାଲ ଏମାନଙ୍କୁ...
ଗଂଜାମ: ଲୋକେ ପାଖୋରୀରେ ଗାଧୋଉଥିଲା ବେଳେ ଛିଣ୍ଡି ପଡ଼ିଲା ବିଦ୍ୟୁତ ତାର। ଗଂଜାମ କବିସୂର୍ଯ୍ୟନଗର ଗୁଡ଼ଇାଳି ଗାଁରେ ଏହି ଅଘଟଣ ଘଟିଛି। ଲୋକେ ପୋଖରୀରେ ଗାଧୋଉଥିବା ବେଳେ ବିଦ୍ୟୁତ ତାର ଛିଣ୍ଡିବାରୁ ୧୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଆହତମାନଙ୍କୁ ଅଗ୍ନିଶମ ବାହିନୀ ଉଦ୍ଧାର କରି ଆସିକା ଓ...
ଭୁବନେଶ୍ୱର : ଶିକ୍ଷକଙ୍କୁ ନିୟମିତ କରିବାକୁ ସରକାର ଅାହ୍ୱାନ କରିଥିବା ସତ୍ୟପାଠକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ୨୦୧୭ ମସିହା ଠାରୁ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ଓ ଅଧ୍ୟାପକଙ୍କୁ ନିୟମିତ କରିବା ବାହାନାରେ ରାଜ୍ୟ ସରକାର ସେମାନଙ୍କଠାରୁ ବିଜ୍ଞପ୍ତି ଜରିଅାରେ ସତ୍ୟପାଠ ଅାହ୍ୱାନ କରିଥିଲେ। ତେବେ ସତ୍ୟପାଠରେ...
ପାରାଦୀପ : ପାରାଦୀପ ବନ୍ଦରରେ ଷ୍ଟିଭେଡର୍ସ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଅାନ୍ଦୋଳନ ଯୋଗୁ ଅଚଳାବସ୍ଥା ସୃଷ୍ଟି ହୋଇଛି। ଓଏସଏଲ କର୍ମଚାରୀଙ୍କ ଧାରଣା ଯୋଗୁ ଏଭଳି ସ୍ଥିତି ଉପୁଜିଛି। ତେବେ ସମସ୍ୟାର ସମାଧାନ ହୋଇପାରୁନଥିବାରୁ ଅାଜି ମଧ୍ୟ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ଏମିତି କି ୧୪ଟି ଜାହାଜରେ ମାଲ୍ ଲୋଡିଂ ଓ...
ଭୁବନେଶ୍ୱର : ନିରାମୟ ଯୋଜନାରେ ଯୋଗାଣ ପାଇଁ ଅାସିଥିବା ସାଲାଇନ ନିମ୍ନମାନର ବୋଲି ଜଣାପଡ଼ିଛି। ଏନେଇ ନିଗମ ପକ୍ଷରୁ ସଂପୃକ୍ତ ସଂସ୍ଥାକୁ କାରଣ ଦର୍ଶାଅ ନୋଟିସ୍ ସହ ଯୋଗାଣ ସଂସ୍ଥାକୁ କଳାତାଲିକାଭୁକ୍ତ କରାଯାଇଛି। ଫଳରେ ଏହି କଂପାନୀ ଅାଗାମୀ ୩ବର୍ଷ ଯାଏ ନିଗମର କୌଣସି ଟେଣ୍ଡର ପ୍ରକ୍ରିୟାରେ ଅଂଶଗ୍ରହଣ...
ନୂଆଦିଲ୍ଲୀ: ଜଣେ ୫ବର୍ଷ ପିଲାର ଦୁଃସାହସିକ କାର୍ଯ୍ୟ। ଘରେ ଚୋର ପସି ପରିବାର ଲୋକଙ୍କ ଉପରେ ଆକ୍ରମଣ କରିବା ସମୟରେ ଉକ୍ତ ପିଲାଟି ଚୋରକୁ ପିଟିବାର ଭିଡିଓ ସୋଶାଲ୍ ମିଡିଆରେ ଭାଇରାଲ୍ ହୋଇଛି। ପିଲାର ନାଁ ଡେଭିଡ ଜନସନ। ଆମେରିକାରେ ରହୁଥିବା ଡେଭିଡ୍ ତାଙ୍କ ମା ଏବଂ ଭଉଣୀଙ୍କୁ ସୁରକ୍ଷା...
ଭୁବନେଶ୍ୱର: ରାଜଧାନୀରେ ଆନ୍ଦୋଳନରତ ଶିକ୍ଷକଙ୍କ ସମସ୍ୟାର ସମଧାନ ପାଇଁ ଗତକାଲି ବସିଥିବା ଏକ ମନ୍ତ୍ରିସ୍ତରୀୟ ବୈଠକରେ କୌଣସି ନିଷ୍କର୍ଷ ବାହାରି ପାରିଲାନି। ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା। ତେବେ ଏଥିରୁ କୌଣସି ନିଷ୍କର୍ଷ ବାହାରି ପାରିନଥିବାବେଳେ ସମସ୍ୟାର ସମାଧାନ ଲାଗି ଆଉ ଥରେ ବୈଠକ...
ବ୍ରହ୍ମପୁର : ବ୍ରହ୍ମପୁରରେ ଅଭାବନୀୟ ଘଟଣା। ଜଣେ ଯୁବକ ଷ୍ଟେସନର ବିଦ୍ୟୁତ୍ ଟାଓ୍ୱାର ଉପରକୁ ଚଢ଼ିଯିବାରୁ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଯୁବକଙ୍କୁ ପୁଲିସ ତଳକୁ ଅାଣିବା ପରେ ପୁଣି ଟ୍ରେନ୍ ଚଳାଚଳ ସ୍ୱାଭାବିକ ହୋଇଛି। ୩ ନମ୍ବର ପ୍ଲାଟ୍ଫର୍ମରେ ଥିବା ବିଦ୍ୟୁତ୍ ଟାଓ୍ୱାର ଉପରକୁ ଚଢି ଯାଇଥିଲେ...