ନୂଆଦିଲ୍ଲୀ: ଓଡ଼ିଶାରେ ଗଣମାଧ୍ୟମ ପ୍ରତିନିଧିଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ନ୍ୟାସନାଲ ୟୁନିଅନ ଅଫ୍ ଜର୍ଣ୍ଣାଲିଷ୍ଟସ୍- NUJର ଉଦବେଗ। ଓଟିଭି ସାମ୍ବାଦିକ ରମେଶ ରଥଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ଏନ୍ୟୁଜେ ଦୃଢ଼ ନିନ୍ଦା କରିଛି। ଏନ୍ୟୁଜେର ସଭାପତି ରାସ ବିହାରୀ ଏବଂ ମହାସଚିବ ପ୍ରସନ୍ନ ମହାନ୍ତି ଏକ ମିଳିତ...
ଅବୁଧାବି: ଆଇପିଏଲର ୩୭ ତମ ମ୍ୟାଚ୍ରେ ଧୋନୀ ବାହିନୀ ଆଜି ବେଶି ସ୍କୋର କରିବାକୁ ସକ୍ଷମ ହୋଇନି। ଦଳ ୨୦ ଓଭର୍ରେ ୫ ୱିକେଟ ହରାଇ ୧୨୫ ରନ୍ କରିପାରିଛି। ଫଳରେ ରାଜସ୍ଥାନକୁ ଏହି ମ୍ୟାଚ୍ ଜିତିବା ପାଇଁ ୧୨୬ ରନ୍ର ଟର୍ଗେଟ ମିଳିଛି। ଏହି ମ୍ୟାଚ୍ରେ ଧୋନି...
ଭୁବନେଶ୍ୱର: ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କ ସ୍ୱାସ୍ଥ୍ୟବସ୍ଥା ଭଲ ଅଛି। ଶାରିରୀକ ଅସୁସ୍ଥତା କାରଣରୁ ସମୀର ଦେ ଏବେ କଟକ ସିଡିଏ ୬ନମ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ତେବେ ସମୀର ଦେଙ୍କ ପରଲୋକ ନେଇ ଆଜି ଆଇନ୍ ମନ୍ତ୍ରୀ...
ବ୍ରହ୍ମପୁର: ବର୍ଷ ବର୍ଷ ଧରି ଅବହେଳିତ ଅବସ୍ଥାରେ ରହିଛି ବ୍ରହ୍ମପୁର ହରଡ଼ାଖଣ୍ଡିର ଉତ୍ତରମୁଖୀ ବସ୍ତି ଅଞ୍ଚଳ। ବାରମ୍ବାର ପ୍ରତିଶ୍ରୁତି ମିଳିଥିଲେ ବି ଏମାନଙ୍କର ଥଇଥାନ ପାଇଁ ଏଯାଏଁ ଠୋସ୍ ପଦକ୍ଷେପ ନିଆଯାଇନାହିଁ। ବର୍ଷା ଆସିଲେ ବସ୍ତି ବାସିନ୍ଦାଙ୍କ ମନରେ ଛନକା ପସିଯାଏ। ଆଗକୁ ପ୍ରବଳ ବର୍ଷାର ପୂର୍ବାନୂମାନ କରାଯାଇଥିବା...
ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ଅନ୍ତର୍ଗତ କୁଜଙ୍ଗ ଥାନା ହସିଣା ଗାଁରେ ଅଭାବନୀୟ ଘଟଣା ଘଟିଯାଇଛି। ଘରୋଇ କଳିରୁ ଗୋଟିଏ ବୃଦ୍ଧ ଦମ୍ପତି ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଏଥିରେ ୮୪ ବର୍ଷୀୟ ସ୍ୱାମୀ କାଳନ୍ଦୀ ମହାନ୍ତିଙ୍କର ମୃତ୍ୟୁ ଘଟିଥିବାବେଳେ ସ୍ତ୍ରୀ ଶ୍ୱେତ ମହାନ୍ତିଙ୍କ ଅବସ୍ଥା ଗୁରୁତର ରହିଛି।...
ପୁରୀ: ପୁରୀ ଜିଲ୍ଲା ଚନ୍ଦନପୁର-ତୁଳସୀଚଉରା ମଝିରେ ଖାଲି ବଗି ନେଇ ଯାଉଥିବା ଟ୍ରେନ୍ର ଏକ ଇଞ୍ଜିନ ଲାଇନଚ୍ୟୁତ ହୋଇଛି। ଇଞ୍ଜିନ୍ର ଆଗ ୩ଟି ଚକ ସହ ପଛର ଗୋଟିଏ ଚକ ଲାଇନଚ୍ୟୁତ ହୋଇଛି। ଖୋର୍ଦ୍ଧା ରୋଡ୍ରୁ ଆସୁଥିବା ବେଳେ ଇଞ୍ଚିନ୍ ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି। ଖବର ପାଇ...
ବାଲେଶ୍ୱର : ବାପା ବାରମଜା ବିକ୍ରି କରନ୍ତି ଆଉ ପୁଅର ଲକ୍ଷ ଲୋକଙ୍କର ସେବା କରିବା। ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକ ଗଣ୍ଡିବେଡ଼ ଗ୍ରାମରେ ଶଙ୍କର୍ଷଣ ସେଠୀଙ୍କ ପୁଅ ରମେଶ ସେଠୀ ଡାକ୍ତରୀ ପଢିବା ପାଇଁ ସଫଳତା ହାସଲ କରିଛନ୍ତି। ଶଙ୍କର୍ଷଣ ଆଜକୁ ଦୀର୍ଘ ୨୦ ବର୍ଷ ହେବ...
ମୁମ୍ବାଇ: ବଲିଉଡ୍ର ଲୋକପ୍ରିୟ ଗାୟିକା ନେହା କକ୍କରଙ୍କ ବିବାହକୁ ନେଉ ଗତ କିଛି ଦିନ ହେବ ବେଶ୍ ଚର୍ଚ୍ଚା ହଉଛି। ରାଇଜିଙ୍ଗ ଷ୍ଟାର୍ ଫେମ୍ ରୋହନପ୍ରୀତ୍ ସିଂହଙ୍କ ସହ ସେ ଖୁବ୍ ଶୀଘ୍ର ବିବାହ ବନ୍ଧନରେ ବାନ୍ଧିହେବାକୁ ଯାଉଛନ୍ତି। ଏନେଇ ନିଜେ ନେହା ତାଙ୍କ ଇନ୍ଷ୍ଟାଗ୍ରାମ ମାଧ୍ୟମରେ ସୂଚନା...
ଯାଜପୁର: ବ୍ୟାସସରୋବର ପୀଠର ନିର୍ମାଣ କାମରେ ଦୁର୍ନୀତିର ପର୍ଦ୍ଦାଫାସ୍ ହେବା ପରେ ହରଡ଼ଘଣାରେ ବିଭାଗୀୟ ଅଧିକାରୀ ଓ ଠିକାଦାର। ତରବରିଅା ଭାବେ ପୀଠରେ ଲାଗିଥିବା ଟାଇଲ୍କୁ ଏବେ କଢ଼ାଯାଉଛି। ଠିକାଦାର ଓ ବିଭାଗୀୟ ଯନ୍ତ୍ରୀଙ୍କ ମଧୁଚନ୍ଦ୍ରିକା ଯୋଗୁଁ ଏଭଳି ସ୍ଥିତି ଉପୁଜିଥିବା ଲୋକେ ଅଭିଯୋଗ କରିଛନ୍ତି । ଯାଜପୁର ଜିଲ୍ଲା...
ନୂଆଦିଲ୍ଲୀ: ଗର୍ଭବତୀ ମାନେ ସେମାନଙ୍କର ଟିକେ ଅଧିକ ଯତ୍ନ ନିଅନ୍ତି। ନିଜ ସହ ଏହି ସମୟରେ ପେଟରେ ବଢୁଥିବା ପିଲା ବିଷୟରେ ମଧ୍ୟ ଚିନ୍ତା କରିବାକୁ ହୁଏ। ଏହି ସମୟରେ ଖାଦ୍ୟପେୟଠୁ ଆରମ୍ଭ କରି ଆରାମରେ ଚଲାବୁଲା କରିବାକୁ କୁହାଯାଏ। କିନ୍ତୁ ନିକଟରେ ଜଣେ ଗର୍ଭବତୀଙ୍କୁ ୫ମିନିଟ୍ରେ ୧.୬କିମି...
ଭୁବନେଶ୍ୱର: ରାଉରକେଲା ଏନ୍ଆଇଟିର ପୂର୍ବତନ ଛାତ୍ର ପ୍ରଣବ ଖୈତାନଙ୍କ ସହ ରହିଛି ନୋବୋଲ୍ ଶାନ୍ତି ପୁରସ୍କାରର ସମ୍ପର୍କ। ଚଳିତ ବର୍ଷ ଓ୍ୱାର୍ଲଡ୍ ଫୁଡ୍ ପ୍ରୋଗାମକୁ ନୋବେଲ୍ ଶାନ୍ତି ପୁରସ୍କାର ମିଳିଛି। ବିଶ୍ୱରୁ କ୍ଷୁଦା ଦୂର କରିବାକୁ ଗୁଗଲ ଏବଂ WFP ମିଳିତ ଭାବେ କାର୍ଯ୍ୟ କରୁଛନ୍ତି। ଏଥିଲାଗି ଗୁଗଲର...
ରାୟଗଡ଼ା : ରାୟଗଡ଼ା ଜିଲ୍ଲା ଗୁଣପୁର ଓକିଲଗୁଡ଼ା ଗାଁରେ ବେଆଇନ ପଥର ଖାଦାନର ବିସ୍ଫୋରଣ ଘଟଣାରେ ଜିଲ୍ଲା ପ୍ରଶାସନ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ପ୍ରାଥମିକ ତଦନ୍ତ ପରେ ଗୁଣୁପୁର ତହସିଲଦାର ଲକ୍ଷ୍ମୀନାରାୟଣ ସାବତଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ସରକାରଙ୍କୁ ସୁପାରିଶ କରାଯାଇଛି। ସେହିପରି ପଥର ଖାଦାନ...
ମୁମ୍ବାଇ: ବଲିଉଡ୍ର ମିଷ୍ଟର ପର୍ଫେକ୍ସନିଷ୍ଟ କୁହାଯାଉଥିବା ଆମିର୍ ଖାନଙ୍କର ଅନେକ ପ୍ରଶଂସକ ଅଛନ୍ତି। ଅନେକ ହିଟ୍ ଫିଲ୍ମରେ କାମ କରି ଆମିର ଦର୍ଶକଙ୍କ ମନରେ ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। କ୍ୱାଲିଟି ଉପରେ ସର୍ବଦା ଧ୍ୟାନ ଦେଉଥିବା ଅମିର ବର୍ଷକୁ ଗୋଟେ ଫିଲ୍ମ କରନ୍ତି ଆଉ ସେଇଟା...
ପାରାଦୀପ: ଆଦାନୀ କମ୍ପାନୀ ଫାଟକ ଆଗରେ ଚାଲିଥିବା ଶ୍ରମିକ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୫୨ ଜଣ ଶ୍ରମିକ ଓ କର୍ମଚାରୀ ସେମାନଙ୍କ ପରିବାରବର୍ଗଙ୍କୁ ଧରି ରାତି ତମାମ ବର୍ଷା କାକରରେ ପଡ଼ି ରହିଛନ୍ତି। କିନ୍ତୁ ପ୍ରଶାସନ କିମ୍ବା କମ୍ପାନୀ କର୍ତ୍ତୃପକ୍ଷ କାହାରି ଦେଖାନାହିଁ। ଓଲଟି ବିଳମ୍ବିତ ରାତିରେ...
ରାଇରଙ୍ଗପୁର: ଆଜି ସକାଳୁ ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରରେ ଘଟିଛି ଏକ ଦୁଃଖଦ ଘଟଣା। ଗାଧୋଇବାକୁ ଯାଇ ନଈରେ ବୁଡ଼ି ଯାଇଛନ୍ତି ଭାଇ ଭଉଣୀ । ଉଭୟ ଭାଇ ଭଉଣୀଙ୍କ ଘର ବିହାରରେ ଓ ସେମାନଙ୍କ ପରିବାର ଏଠାକୁ ଆସି ବ୍ୟବସାୟ କରୁଥିଲେ। ଖବର ମୁତାବକ, ଖଡ଼ଖାଈ ନଦୀରେ ଗାଧୋଇବା ବେଳେ...
ଭୁବନେଶ୍ୱର: କ୍ରାଇମବ୍ରାଞ୍ଚ ଗ୍ୟାଙ୍ଗଷ୍ଟର ଟିଟୋର ସମ୍ପତ୍ତି ସିଜ୍ ପ୍ରକ୍ରିୟା ଆରମ୍ଭ କରିଛି। ବର୍ତ୍ତମାନ ସୁଦ୍ଧା ଟିଟୋର ପତ୍ନୀ ଏବଂ ୧୮ ସହଯୋଗୀଙ୍କ ନାଁରେ ଥିବା ୫୦ରୁ ଅଧିକ ବ୍ୟାଙ୍କ ଆକାଉଣ୍ଟକୁ କ୍ରାଇମବ୍ରାଞ୍ଚ ଫ୍ରିଜ୍ କରାଯାଇଛି । ତା’ସହ ବାଲିଘାଟ, ମୋରମ ବ୍ୟବସାୟ ସଂପର୍କରେ ତଥ୍ୟ ଦେବାକୁ ୭ ଜଣ...
ଆବଶ୍ୟକ ସାମଗ୍ରୀ: ଚିଙ୍ଗୁଡ଼ି, କଦଳୀ ଭଣ୍ଡା, ପିଆଜ, ଆଦା ରସୁଣ ଓ ଲଙ୍କା ପେଷ୍ଟ, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଜିରା ପାଉଇଡର, ଲୁଣ, ରିଫାଇନ୍ ତେଲ। କେମିତି ତିଆରି କରିବେ କଦଳୀ ଭଣ୍ଡା ଚୁଙ୍ଗୁଡ଼ି ମହୁର ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଚିଙ୍ଗୁଡ଼ିରେ ଲୁଣ ହଳଦୀ ପାକାଇ ରଖନ୍ତୁ ଓ...
ରାୟଗଡ଼ା: ଡେଙ୍ଗୁରେ ଜଣଙ୍କର ମୃତ୍ୟୁ ହୋଇଛି। ଯୁବକ ଜଣଙ୍କ ହେଉଛନ୍ତି ରାୟଗଡ଼ା ବ୍ଲକ ସୁଲଭା ଗାଁର। ତାଙ୍କ ନାଁ ହେଲା ମିଶାଲ ରବି କୁମାର। ୮ ତାରିଖରୁ ସେ ଜ୍ୱରରେ ପୀଡ଼ିତ ହୋଇ ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ଜ୍ୱର ନ କମିବାରୁ ତାଙ୍କୁ ବିଶାଖାପାଟଣା...
ପୁରୀ: ଆଜି ପବିତ୍ର ଆଷାଢ଼ କୃଷ୍ଣ ଚତୁର୍ଦ୍ଦଶୀ ତିଥି । ଆଜି ଶ୍ରୀଜୀଉଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ । ଅଣସର ଗୃହରେ ଦତ୍ତମହାପାତ୍ର ସେବକମାନେ ଏହି ନୀତି କରିବେ। ଆସନ୍ତାକାଲି ଭକ୍ତମାନେ ନବଯୌବନ ବେଶରେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ଏଥିପାଇଁ ଅତି ସୁନ୍ଦର ଭାବେ ବନକ...