• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

Otv Khabar Bureau

Editor

Posts by Otv Khabar Bureau

12
ଏହି ସହରରେ ଡିସେମ୍ୱର ୩୧ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ

ମୁମ୍ୱାଇ: ମୁମ୍ୱାଇ ସହରରେ ବଢ଼ୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନଭେମ୍ୱର ୨୩ରୁ ଖୋଲାଯିବାକୁ ଥିବା ସମସ୍ତ ବିଦ୍ୟାଳୟକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି ବିଏମ୍‌ସି( Brihanmumbai Municipal Corporation)। ବିଏମ୍‌ସି ଅଧିନରେ ଆସୁଥିବା ସମସ୍ତ ବିଦ୍ୟାଳୟକୁ ୩୧ ଡିସେମ୍ୱର ପର୍ଯ୍ୟନ୍ତ ବନ୍ଦ ରଖାଯିବ। କିଛିଦିନ ହେବ ମୁମ୍ୱାଇ...

13
ଆରମ୍ଭ ହେଲା ବୀରମିତ୍ରପୁର ହାଜତ ମୃତ୍ୟୁ ଘଟଣାର ତଦନ୍ତ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁରରେ ହୋଇଥିବା ହାଜତ ମୃତ୍ୟୁ ଘଟଣାର ତଦନ୍ତ ଆରମ୍ଭ ହୋଇଛି।  NHRCଙ୍କ ଗାଇଡଲାଇନ୍ ଅନୁସାରେ ତଦନ୍ତ କରାଯାଉଛି ବୋଲି ପଶ୍ଚିମାଞ୍ଚଳ DIG କବିତା ଜଲାନ କହିଛନ୍ତି। ଘଟଣା ସ୍ଥଳରେ ଚାପା ଉତ୍ତେଜନା ଥିବାରୁ ପୋଲିସ୍ ଫୋର୍ସ ସଂଖ୍ୟା ବଢ଼ାଯାଇଛି। କୌଣସି ଅପ୍ରିତିକର ପରିସ୍ଥିତି ଯେପରି...

odisha-hight-court
ହାଇକୋର୍ଟରେ ପହଞ୍ଚିଲା ପୁରୀ ହାଜତ ମୃତ୍ୟୁ ଅଭିଯୋଗ ମାମଲା

ପୁରୀ: ପୁରୀ ହାଜତ ମୃତ୍ୟୁ ଅଭିଯୋଗ ମାମଲା ହାଇକୋର୍ଟରେ ପହଞ୍ଚିଛି। ଏନେଇ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର କରିଛନ୍ତି ଶରତ ରାୟଗୁରୁ ନାମକ ଜଣେ ଆଇନଜୀବୀ। କୋର୍ଟଙ୍କ ତତ୍ତ୍ୱାବଧାନରେ ତଦନ୍ତ କରାଇବାକୁ ସେ ଅପିଲ କରିଛନ୍ତି। ତା ସହିତ ସଂପୃକ୍ତ ପୋଲିସ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଅପିଲ...

14
ଷଣ୍ଢ ଚୋରି କରିବାରୁ ସର୍ବ ସମ୍ମୁଖରେ ପୋଲିସ୍‌ ମାରିଲା ଚାପୁଡ଼ା, ଭିଡିଓ ହେଲା ଭାଇରାଲ

ଡେଲାଙ୍ଗ: ଜଣେ ଯୁବକଙ୍କୁ ପୋଲିସ୍‌ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଗାଁ ଲୋକଙ୍କ ଆଗରେ ଏବଂ ସମସ୍ତଙ୍କ ଉପସ୍ଥିତିରେ ପୋଲିସ୍‌ ଚାପୁଡ଼ା ମାରିଛି। ଏଭଳି କିଛି ଘଟଣା ଦେଖିବାକୁ ମିଳିଛି ପୁରୀ ଡେଲାଙ୍ଗ ମୁନିଁଦା ଗାଁରେ। ଗୋଟିଏ ଘଟଣାର ସମାଧାନ ପାଇଁ ପୋଲିସ୍ ଗାଁରେ ପହଞ୍ଚିବା ପରେ ଉକ୍ତ...

4
ବନବାସ ବେଳେ ଓଡ଼ିଶା ଆସିଥିଲେ କି ପଞ୍ଚୁପାଣ୍ଡବ?

ବାଙ୍କୀ: ଡମପଡ଼ା-ଚନ୍ଦକା ଅଭୟାରଣ୍ୟର ଉତ୍ତର ପାର୍ଶ୍ୱରେ ରହିଛି ଅନେକ ଗୁମ୍ଫା। ତେବେ ବାଙ୍କୀ ଡମପଡ଼ା ବ୍ଲକ୍ ପାଥପୁର ନିକଟରେ ରହିଛି ଏକ ବହୁପୁରାତନ ଗୁମ୍ଫା। ଯାହାର ନାଁ ପାଣ୍ଡବ ବଖରା। ଅନୁମାନ କରାଯାଏ ଏହା ୮ ହଜାର ଖ୍ରୀଷ୍ଟପୂର୍ବର ଗୁମ୍ଫା। କିନ୍ତୁ ଲୋକକଥା ଅନୁସାରେ  ଦ୍ୱାପର ଯୁଗରେ ପଞ୍ଚୁ...

sambit-patra
ପୁରୀ ହାଜତ ମୃତ୍ୟୁ ଅଭିଯୋଗ ମାମଲା; NHRCର ଦ୍ୱାରସ୍ଥ ହେଲେ ସମ୍ବିତ ପାତ୍ର

ପୁରୀ: NHRC ଗଲା ପୁରୀ ହାଜତ ମୃତ୍ୟୁ ଅଭିଯୋଗ ମାମଲା। ଏନେଇ ଜାତୀୟ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହୋଇଛନ୍ତି ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ତଥା ମଣିପୁର ପ୍ରଭାରୀ ସମ୍ବିତ ପାତ୍ର। ତାଙ୍କ ଅପିଲକୁ NHRC ଅତ୍ୟନ୍ତ ଗମ୍ଭୀରତାର ସହ ନେବା ସହିତ ମାମଲାର ନିରପକ୍ଷ ତଦନ୍ତ ପ୍ରତିଶ୍ରୁତି ଦେଇଥିବା...

nhrc
ପୁରୀ ହାଜତ ମୃତ୍ୟୁ ଅଭିଯୋଗ; ରାଜ୍ୟ ସରକାରଙ୍କୁ NHRCଙ୍କ ନୋଟିସ୍

ପୁରୀ: ପୁରୀ କେ.ରମେଶ ହାଜତ ମୃତ୍ୟୁ ଅଭିଯୋଗ ମାମଲାରେ ରାଜ୍ୟ ସରକାରଙ୍କୁ ନୋଟିସ କଲେ ଜାତୀୟ ମାନବାଧିକାର କମିଶନ। ମୁଖ୍ୟ ଶାସନ ସଚିବ ଏବଂ ପୋଲିସ ଡିଜିଙ୍କୁ NHRC ନୋଟିସ କରିଛନ୍ତି। ୪ ସପ୍ତାହ ମଧ୍ୟରେ ସବିଶେଷ ତଥ୍ୟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମାନବାଧିକାର କମିଶନ। କେଉଁ କାରଣରୁ...

Khordha-BJP-President
୭ ଦିନରେ କେମିତି ବଦଳିଲା ନିଷ୍ପତ୍ତି ? ପୁଣିଥରେ ଖୋର୍ଦ୍ଧା ବିଜେପି ସଭାପତି ହେଲେ ରଶ୍ମୀରଞ୍ଜନ

ଭୁବନେଶ୍ୱର: ବିଜେପି ଖୋର୍ଦ୍ଧା ଜିଲ୍ଲା ସଭାପତି ନିଯୁକ୍ତି ପ୍ରସଙ୍ଗରେ ଦଳ ପକ୍ଷରୁ ନିଆଯାଇଥିବା ନିଷ୍ପତ୍ତିକୁ ନେଇ ଚର୍ଚ୍ଚା ହେଉଛି। ପୂର୍ବରୁ ଜିଲ୍ଲା ସଭାପତି ଥିବା ରଶ୍ମୀରଞ୍ଜନ ମହାପାତ୍ରଙ୍କୁ ପୁଣି ଥରେ ଗତକାଲି ସଭାପତି ଭାବରେ ନିଯୁକ୍ତି ମିଳିଛି। ସପ୍ତାହକରେ କିପରି ନିଷ୍ପତ୍ତି ବଦଳି ଗଲା ବୋଲି ଚର୍ଚ୍ଚା ହେଉଛି।...