• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

Otv Khabar Bureau

Editor

Posts by Otv Khabar Bureau

କାନାରା ବ୍ୟାଙ୍କ ଶାଖାରୁ ଲୁଟ୍
କାନାରା ବ୍ୟାଙ୍କ ଶାଖାରୁ ଲୁଟ୍

କଟକ  : କଟକ ଅଡ଼ଶପୁରର ଉତ୍ତାରଣ କାନାରା ବ୍ୟାଙ୍କ ଶାଖାରୁ ଲୁଟ୍। କଟକ କାନାରା ବ୍ୟାଙ୍କ ଶାଖାରୁ ବିଳମ୍ବିତ ରାତିରେ ଲୁଟ୍ ହୋଇଛି। ବ୍ୟାଙ୍କର ମୁଖ୍ୟ ଫାଟକ ସହ ଲକର୍ ଭଙ୍ଗାଯାଇଛି। ଲୁଟ୍ ନେଇ ବ୍ୟାଙ୍କ ପକ୍ଷରୁ ଡିମିରି ଫାଣ୍ଡିରେ ଏତଲା ହୋଇଛି। ଘଟଣା ପରେ ପୋଲିସ ପହଞ୍ଚି...

ଚୁଟି କାଟୁ କାଟୁ ସୁନା ଚେନ୍ ଲୁଟ୍
ଚୁଟି କାଟୁ କାଟୁ ସୁନା ଚେନ୍ ଲୁଟ୍

ଭୁବନେଶ୍ୱର : ଆପଣ ଯଦି କୌଣସି ବିୟୁଟି ପାର୍ଲରରେ ଚୁଟି କାଟୁଛନ୍ତି ତାହେଲେ ସାବଧାନ। କାରଣ ଚୁଟି କାଟିବା ବାହାନାରେ ଆପଣଙ୍କ ଠାରୁ ବି ହୋଇପାରେ ଲୁଟ୍। ରାଜଧାନୀ ଭୁବନେଶ୍ୱରରେ ଆଜି ଏମିତି ଏକ ପାର୍ଲର ମାଲିକାଣୀ ଓ ତାଙ୍କ ସହଯୋଗୀଙ୍କୁ ଗିରଫ କରିଛି ସହିଦ ନଗର ପୋଲିସ।...

ଘନେଇବାରେ ଲାଗିଛି ତାରା-କୃଷ୍ଣ ବିବାଦ
ଘନେଇବାରେ ଲାଗିଛି ତାରା-କୃଷ୍ଣ ବିବାଦ

ଭୁବନେଶ୍ୱର : ଦିନକୁ ଦିନ ଅଧିକ ଘନେଇବାରେ ଲାଗିଛି ତାରା ଓ କୃଷ୍ଣ ବିବାଦ। କୋରାପୁଟ ଜିଲ୍ଲାର ଦୁଇ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଓ କୃଷ୍ଣ ଚନ୍ଦ୍ର ଶଗରିଆଙ୍କ ମଧ୍ୟରେ ବିବାଦ ଉଗ୍ର ରୂପ ନେଉଛି। ତାରାଙ୍କ ବିରୋଧରେ ସାନି ଅଭିଯୋଗ ଆଣି ବିଧାୟକ ପଦରୁ...

ଅନୁଦାନ ହିସାବକୁ ନେଇ ମୁହାଁମୁହିଁ ବିଜେଡି ଓ କେନ୍ଦ୍ରମନ୍ତ୍ରୀ
ଅନୁଦାନ ହିସାବକୁ ନେଇ ମୁହାଁମୁହିଁ ବିଜେଡି ଓ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର : କଳାପାହାଡ଼ ଉପାଖ୍ୟାନକୁ ଆଣି ଆଜି ତୃତୀୟ ମହଲାକୁ ଏଭଳି ଢଙ୍ଗରେ ନିଶାନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ମୋଦିଙ୍କ ଶାସନରେ ଓଡ଼ିଶାକୁ ଅବଦାନର ଚିତ୍ରକୁ ବିଜେଡି ମିଛ ବୋଲି କହିବା ପରେ ଧର୍ମେନ୍ଦ୍ର ଆଜି ପୁଣି ହିସାବ ରଖିଛନ୍ତି। ଜାତୀୟ ରାଜପଥ ଅଧିନରେ ୫ ହଜାର...

5
ଦକ୍ଷ ଖେଳାଳିଙ୍କ ପରି କୁକୁର ଖେଳୁଛି ବିଲିୟାର୍ଡ !

କୁକୁର ଏମିତି ଏକ ପ୍ରାଣୀ ଯିଏକି ମଣିଷ ସହ ଖେଳିବା ଠାରୁ ଆରମ୍ଭ କରି ଚୋର ଧରିବା ପର୍ଯ୍ୟନ୍ତ କାମ କରିଥାଏ। ସମସ୍ତ ଗୃହ ପାଳିତ ପଶୁମାନଙ୍କ ମଧ୍ୟରୁ ସେ ଅଧିକ ଚତୁର। ପୂର୍ବରୁ ଆପଣ ଅନେକ ଭିଡିଓ ଦେଖିଥିବେ, ଯେଉଁଥିରେ କୁକୁର ଅନେକ ଅସାଧାରଣ କାର୍ଯ୍ୟ କରିଥିବାର।...

ରାୟଗଡ଼ାରେ ଡେଙ୍ଗୁ ଆତଙ୍କ
ରାୟଗଡ଼ାରେ ଡେଙ୍ଗୁ ଆତଙ୍କ

ରାୟଗଡ଼ା  : ରାୟଗଡ଼ା ଜିଲ୍ଲା ସଦର ବ୍ଲକରେ ଡେଙ୍ଗୁ ଆତଙ୍କ। ବୀରନାରାୟଣପୁରର ବହୁ ଲୋକ ଜ୍ୱରରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କୁ ଡେଙ୍ଗୁ ହୋଇଥିବା ସନ୍ଦେହ କରାଯାଉଛି। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ରକ୍ତ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ କୋରାପୁଟ ପବ୍ଲିକ ହେଲ୍‌ଥ ଲାବୋରୋଟୋରିକୁ ପଠାଯାଇଛି। ପ୍ରଥମେ ୪୨...

ପୁଣି ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଟାର୍ଗେଟ୍
ପୁଣି ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଟାର୍ଗେଟ୍

ଭୁବନେଶ୍ୱର : ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣା ନେଇ ପୁଣି ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଟାର୍ଗେଟ। ସତକଥା କଣ, ତାକୁ ଜଗନ୍ନାଥ ପ୍ରେମୀଙ୍କ ସାମ୍ନାକୁ ମୁଖ୍ୟମନ୍ତ୍ରୀଙ୍କୁ ଆଣିବାକୁ ପଡ଼ିବ ବୋଲି କହିଛନ୍ତି ଧର୍ମେନ୍ଦ୍ର। ଚାବି ହଜିବା ନେଇ ରାଜ୍ୟପାଳ ଉଦବେଗ ପ୍ରକାଶ କରିବା ସହ ସୁପ୍ରିମକୋର୍ଟ...

coronavirus
କରୋନାରୁ ସୁସ୍ଥ ହେଲେ ୨୩୭୭ ଜଣ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ଆଉ ୨୩୭୭ ଆକ୍ରାନ୍ତ। ଆଜିର ସୁସ୍ଥ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨ ଲକ୍ଷ ୫୯ ହଜାର ୪୧୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି।...

କାମ ନେଇଥିବା ଅଣଓଡ଼ିଆ ଠିକା ସଂସ୍ଥାର ରହିଛି ତୃତୀୟ ମହଲାରେ ହାତ : ଓଡ଼ିଶା ଠିକାଦାର ମହାସଂଘ
କାମ ନେଇଥିବା ଅଣଓଡ଼ିଆ ଠିକା ସଂସ୍ଥାର ରହିଛି ତୃତୀୟ ମହଲାରେ ହାତ : ଓଡ଼ିଶା ଠିକାଦାର ମହାସଂଘ

ଭୁବନେଶ୍ୱର : କୋରାପୁଟ ଜିଲ୍ଲା ବୋରିପୁଟ ପାହାଡ଼ ଧସିବା ଘଟଣା ଭିନ୍ନ ମୋଡ଼ ନେଉଛି। ଏହି ଅଘଟଣରେ ସାଂଘାତିକ ଅଭିଯୋଗ ଆଣିଛି ଓଡ଼ିଶା ଠିକାଦାର ମହାସଂଘ। ଏହି ଘଟଣା ପଛରେ ତୃତୀୟ ମହଲାର ଲିଙ୍କ୍ ଥିବା ଅଭିଯୋଗ ଆଣିଛି ଓଡ଼ିଶା ଠିକାଦାର ମହାସଂଘ। ଭୁବନେଶ୍ୱରରେ ଏକ ସାମ୍ବାଦିକ ସମ୍ମିଳନୀ...

6
ମୁମ୍ବାଇକୁ ୧୧୫ ରନ୍‌ର ଟାର୍ଗେଟ୍‌ ଦେଲା ଚେନ୍ନାଇ

ଶାରଜା:ଆଇପିଏଲର ୪୧ ତମ ମ୍ୟାଚ୍‌ରେ ସୁପର୍ କିଙ୍ଗସ୍ ଓ ଡିଫେଣ୍ଡିଂ ଚାମ୍ପିୟନ୍ ମୁମ୍ବାଇ ଇଣ୍ଡିଆନ୍ସ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚ୍‌ରେ ଟସ୍ ଜିତି ମୁମ୍ବାଇ ଇଣ୍ଡିଆନ୍ସ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଚେନ୍ନାଇ ଟିମ୍ ପ୍ରଥମେ ବ୍ୟାଟିଂ କରିଥିଲା। ହେଲେ ଧୋନୀ ବାହିନୀ ଆଜି ବଡ଼...

ନିଖୋଜ ଯୁବକଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ ଜାରି
ନିଖୋଜ ଯୁବକଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ ଜାରି

ରାଉରକେଲା  : ରାଉରକେଲା ଇସ୍ପାତ କାରଖାନାର ବର୍ଜ୍ୟବସ୍ତୁ ନାଳ ଦେଇ ପଶିଥିବା ୫ ଜଣ ଯୁବକଙ୍କ ଉଦ୍ଧାର ଉଦ୍ୟମ ଜାରି। ଘଟଣାସ୍ଥଳରେ ରାଉରକେଲା ଷ୍ଟିଲ ପ୍ଲାଣ୍ଟ କର୍ତ୍ତୃପକ୍ଷ, ପୋଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ନିଖୋଜ ଯୁବକଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ ଚଳାଇଛନ୍ତି। ସୂଚନା ଅନୁସାରେ , ଗତ...

ଶ୍ରୀମନ୍ଦିରର ପରିଚାଳନା ତ୍ରୁଟି; ୩୦ ସୁଦ୍ଧା ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ
ଶ୍ରୀମନ୍ଦିରର ପରିଚାଳନା ତ୍ରୁଟି; ୩୦ ସୁଦ୍ଧା ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ

ପୁରୀ: ଶ୍ରୀମନ୍ଦିରର ପରିଚାଳନାଗତ ତ୍ରୁଟି ନେଇ ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏ ନେଇ  ପୂର୍ବରୁ ସୁପ୍ରିମକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ଦାଖଲ ହୋଇଥିଲେ। ଏହାର ଶୁଣାଣି କରି ସୁପ୍ରିମକୋର୍ଟ ରାଜ୍ୟ ସରକାର ଓ ପୁରୀ ଜିଲ୍ଲା କୋର୍ଟଙ୍କୁ ରିପୋର୍ଟ ଦାଖଲ କରିବାକୁ କହିଛନ୍ତି। ଆସନ୍ତା  ୩୦...

ଶିଳ୍ପପତି ବଂଶୀଧରଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକପ୍ରକାଶ : ପୁଅ ବୈଜୟନ୍ତଙ୍କୁ ଲେଖିଲେ ଚିଠି
ଶିଳ୍ପପତି ବଂଶୀଧରଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକପ୍ରକାଶ : ପୁଅ ବୈଜୟନ୍ତଙ୍କୁ ଲେଖିଲେ ଚିଠି

ନୂଆଦିଲ୍ଲୀ : ବଂଶୀଧର ପଣ୍ଡାଙ୍କ ବିୟୋଗରେ ଶୋକପ୍ରକାଶ କରି ବୈଜୟନ୍ତଙ୍କୁ ଚିଠି ଲେଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସ୍ୱର୍ଗତ ବଂଶୀଧରଙ୍କୁ କର୍ମଯୋଗୀ କହିବା ସହ ତାଙ୍କ ବିୟୋଗରେ ସେ ଗଭୀର ଭାବେ ମର୍ମାହତ ବୋଲି ମୋଦି ଉଲ୍ଲେଖ କରିଛନ୍ତି। ବିଦେଶର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନ କରିଥିବା ବଂଶୀଧର ବିଳାସମୟ...

ଗୀତିକାର ରସରାଜ ନାରାୟଣ ପ୍ରସାଦ ସିଂହଙ୍କ ପରଲୋକ
ଗୀତିକାର ରସରାଜ ନାରାୟଣ ପ୍ରସାଦ ସିଂହଙ୍କ ପରଲୋକ

ଭୁବନେଶ୍ୱର : ବିଶିଷ୍ଟ ଗୀତିକାର ରସରାଜ ନାରାୟଣ ପ୍ରସାଦ ସିଂହଙ୍କ ପରଲୋକ। ୮୬ ବର୍ଷ ବୟସରେ ଭୁବନେଶ୍ୱର ବାସଭବନରେ ତାଙ୍କର ଦେହାନ୍ତ ହୋଇଛି।  ଅନେକ ଓଡ଼ିଆ ଚଳଚ୍ଚିତ୍ରରେ ନାରାୟଣ ପ୍ରସାଦ ସିଂହ ବହୁ କାଳଜୟୀ ଗୀତ ରଚନା କରିଛନ୍ତି। ଯାହା ମଧ୍ୟରେ ରହିଛି, ‘ଗୁଡ଼ି ଗୁଡ଼ି ଗୁଡ଼ି ଏ...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସାହାଯ୍ୟ ଲୋଡିଲେ NRI ନିରଜ ଚନ୍ଦନ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସାହାଯ୍ୟ ଲୋଡିଲେ NRI ନିରଜ ଚନ୍ଦନ

ଭୁବନେଶ୍ୱର  : ଭୁବନେଶ୍ୱର ଏୟାରପୋର୍ଟ ବାହାରେ ଲୁଟର ଶିକାର ହୋଇଥିବା NRI ନିରଜ ଚନ୍ଦନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଏହି ଘଟଣାରେ ହସ୍ତକ୍ଷେପ କରିବାକୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଟ୍ୱିଟ୍ କରି  ନିବେଦନ କରିଛନ୍ତି। ପ୍ରଥମ ଥର ପାଇଁ ଜଗନ୍ନାଥ ଦର୍ଶନ କରିବାକୁ ଆସିଥିବା ବେଳେ...

ତଦନ୍ତ କମିଶନ ଅଧ୍ୟକ୍ଷ ନିଯୁକ୍ତ କଲେ ରାଜ୍ୟ ସରକାର
ତଦନ୍ତ କମିଶନ ଅଧ୍ୟକ୍ଷ ନିଯୁକ୍ତ କଲେ ରାଜ୍ୟ ସରକାର

ଭୁବନେଶ୍ୱର : ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ତଦନ୍ତ କମିଶନ ନିଯୁକ୍ତ । ଜଷ୍ଟିସ ରଘୁବୀର ଦାସଙ୍କୁ ତଦନ୍ତ କମିଶନ ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର। ଜଷ୍ଟିସ ଦାସ ହେଉଛନ୍ତି ଓଡ଼ିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି। ଜାନୁଆରୀ ୨୦୧୩ରୁ ଫେବୃଆରୀ ୨୦୧୬ ପର୍ଯ୍ୟନ୍ତ ସେ ...

ଅପହର୍ତ୍ତାଙ୍କ କବଳରୁ ଖସି ଆସିଲେ ୨ ନାବାଳକ
ଅପହର୍ତ୍ତାଙ୍କ କବଳରୁ ଖସି ଆସିଲେ ୨ ନାବାଳକ

ବଲାଙ୍ଗିର / ସୋନପୁର : ଅପହର୍ତ୍ତାଙ୍କ କବଳରୁ ଖସି ଆସିଲେ ୨ ପିଲା। ବଲାଙ୍ଗିର ସହରର ବିକ୍ରମ ଛକ ନିକଟରୁ ଦୁଇ ପିଲାଙ୍କୁ ଉଦ୍ଧାର କରିଛି ପୋଲିସ।  ସୋନପୁରର ଏହି  ଦୁଇ ପିଲା ଆଜି ସକାଳୁ ସ୍ଥାନୀୟ ଗାନ୍ଧି ଷ୍ଟାଡିୟମକୁ ବ୍ୟାୟାମ କରିବାକୁ ଯାଇଥିଲେ। ତେବେ ଷ୍ଟାଡିୟମର ପାଚେରୀ...