ଭୁବନେଶ୍ୱର: ଓଟିଭିର ଚିଫ୍ ଫାଇନାନ୍ସ ଅଫିସର(ସିଏଫ୍ଓ) ମନୋରଞ୍ଜନ ଷଡ଼ଙ୍ଗୀଙ୍କୁ କ୍ରାଇମ୍ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା ୨ ଦିନିଆ ରିମାଣ୍ଡରେ ନେଇଥିବା ସୂଚନା ମିଳିଛି। ଅଧିକ ଦିନର ରିମାଣ୍ଡ ମାଗିଥିଲେ ବି କୋର୍ଟ ମାତ୍ର ୨ ଦିନ ପାଇଁ ରିମାଣ୍ଡରେ ନେବାକୁ ଅନୁମତି ଦେଇଥିବା EOWର ଜଣେ ଅଧିକାରୀ ସୂଚନା...
ନୂଆଦିଲ୍ଲୀ: କରୋନା ଭ୍ୟାକ୍ସିନକୁ ବାହାର କରିବା ପାଇଁ ବିଶ୍ୱର ଅନେକ ଦେଶ ଲାଗିଛନ୍ତି। ଭାରତରେ ମଧ୍ୟ କୋଭାକ୍ସିନର ପରୀକ୍ଷଣ ଏବଂ ପ୍ରସ୍ତୁତି ଆଗେଇ ଚାଲିଛି। ଏହାକୁ ଭାରତ ବାୟୋଟେକ ନାମକ କମ୍ପାନୀ ବିକଶିତ କରୁଛି। ଭାରତ ବାୟୋଟେକ୍ ଏହି ଭ୍ୟାକ୍ସିନ୍କୁ ୨୦୨୧ର ମଧ୍ୟଭାଗ ଆଡ଼କୁ ବଜାରକୁ ଛାଡ଼ିବା ପାଇଁ...
ଲକ୍ଷ୍ନୌ: ଗତ ସେପ୍ଟେମ୍ୱର ମାସରେ ଘଟିଥିବା ବହୁଚର୍ଚ୍ଚିତ ହାଥରସ ଗଣଦୁଷ୍କର୍ମ ଏବଂ ହତ୍ୟା ମାମଲାରେ ଏସ୍ଆଇଟି ଏହାର ରୋପର୍ଟ ଦେଇଛି। ଏହି ରିପୋର୍ଟ ୟୁପି ସରକାରଙ୍କୁ ଦିଆଯାଇଛି। ଯାହାକୁ କି ଆହ୍ଲାବାଦ ହାଇକୋର୍ଟରେ ଶୁଣାଣୀ ସମୟରେ ଦାଖଲ କରିଯିବାର ସମ୍ଭବନା ରିହିଛି। ହାଇକୋର୍ଟରେ ସୋମବାର ଏହି ଘଟଣାକୁ ନେଇ...
ନୂଆଦିଲ୍ଲୀ: ୧୬ ହଜାର ଫୁଟ୍ ଉଚ୍ଚରେ ଜଣେ ଯବାନଙ୍କର ଆପେଣ୍ଡିକ୍ସ ସର୍ଜରୀ କରି ଭାରତୀୟ ସ୍ଥଳ ସେନାର ଡାକ୍ତର ସଫଳତା ହାସଲ କରିଛନ୍ତି। ପୂର୍ବ ଲଦାଖର ଏକ ଫରୱାର୍ଡ ସର୍ଜିକାଲ ସେଣ୍ଟରରେ ଏହି ଅସ୍ତ୍ରୋପଚାର କରିଯାଇଥିଲା। ଖରାପ ପାଗ କାରଣରୁ ଅସୁସ୍ଥ ଯବାନଙ୍କୁ ଲଦାଖରୁ ଲେହକୁ ସ୍ଥାନାନ୍ତର କରାଯାଇ...
ପୁରୀ: ମହାପ୍ରସାଦ ଯୋଗାଣ ବ୍ୟବସ୍ଥାରେ ଅବ୍ୟବସ୍ଥା ହୋଇଥିବା ଅଭିଯୋଗ ହୋଇଛି। ଶ୍ରୀମନ୍ଦିରରେ ମହାପ୍ରସାଦ ବଣ୍ଟନ ହେଉଥିଲେ ମଧ୍ୟ ସେବନର କୌଣସି ବ୍ୟବସ୍ଥା ନଥିବାରୁ ଲୋକେ ଚେୟାର ଉପରେ ବସି ପ୍ରସାଦ ସେବନ କରୁଛନ୍ତି। କାର୍ତ୍ତିକ ମାସ ସାରା ସୁବିଧାରେ ମହାପ୍ରସାଦ ଯୋଗାଇ ଦେବାକୁ ପୁରୀ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା...
ନୂଆଦିଲ୍ଲୀ: ୨୦୧୩ ମସିହା ଆଜିର ଦିନ ଅର୍ଥାତ ନଭେମ୍ୱର ୨ ତାରିଖରେ ଭାରତର ଆଗଧାଡ଼ିର କ୍ରିକେଟ ତାରକା ରୋହିତ ଶର୍ମା ନିଜ ନାଁରେ ଏକ ରେକର୍ଡ ଯୋଡ଼ିଥିଲେ। ସେ ତୃତୀୟ ବ୍ୟାଟ୍ସମ୍ୟାନ ଭାବେ ଏହି ରେକର୍ଡ କରିଥିଲେ। ଜୁନ୍ ୧୮,୨୦୧୯ ପର୍ଯ୍ୟନ୍ତ ଯାହା ରେକର୍ଡ ରହିଛି, ୭ ବର୍ଷ...
ଆବୁ ଧାବି: ଚଳିତ ଆଇପିଏଲର ୫୫ତମ ମ୍ୟାଚ୍ରେ ଆଜି ରୟାଲ୍ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ଦିଲ୍ଲୀ କ୍ୟାପିଟାଲ୍ସ ମୁହାଁମୁହିଁ ହେଉଛନ୍ତି। ଏହି ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଟସ୍ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆରସିବି ଟିମ୍ ପ୍ରଥମେ ବ୍ୟାଟିଂଭାର ସମ୍ଭାଳିବ। ପ୍ଲେଅଫରେ ସ୍ଥାନ...
ଭୁବନେଶ୍ୱର: ବଜାରରେ ପରିବା ଦର ଆକାଶଛୁଆଁ ହୋଇଛି। ପିଆଜ ଦର ଖସୁନଥିବା ବେଳେ ଏବେ ଆଳୁ ଦରରେ ଲାଗିଲାଣି ନିଆଁ। ନିଇତି ବଜାରରେ ନୂଆ ନୂଆ ରେଟ୍ ମଧ୍ୟ ସ୍ଥିର ହେଉଛି। ଦେଢ଼ ମାସେ ତଳେ କିଲୋ ପିଛା ୨୦ରୁ ୨୫ଟଙ୍କା ଥିଲା, ଦୁଇ ଦିନ ତଳେ ୩୮ରୁ...
ନୂଆଦିଲ୍ଲୀ: ଦିଲ୍ଲୀର ଏକ ଡାକ୍ତରଖାନା ପରିସରରେ ଥିବା ପାର୍କିଂ ସ୍ଥଳ ନିକଟରେ ଜଣେ ୩୦ ବର୍ଷୀୟ ମହିଳାଙ୍କୁ ଗଣ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ସ୍ଥାନୀୟ ପୋଲିସ୍ ୩ ଜଣଙ୍କୁ ଗିରଫ କରିଛି। ଅକ୍ଟୋବର ୩୦ ତାରିଖ ମଧ୍ୟରାତ୍ରିରେ କିଛି ଗୁଣ୍ଡା ଶ୍ରେଣୀର ବ୍ୟକ୍ତି ଏବଂ ସେହି...
ଭୁବନେଶ୍ୱର: ଏକାମ୍ର କାନନ ଉଦ୍ୟାନକୁ ଜିଏ ଡିପାର୍ଟମେଣ୍ଟକୁ ହସ୍ତାନ୍ତର ନେଇ ସରକାର ଚକ୍ରାନ୍ତ କରୁଥିବା ଅଭିଯୋଗ ଆଣି ବର୍ଷିଛନ୍ତି କଂଗ୍ରେସ ବିଧାୟକ ସୁରେଶ ରାଉତରାୟ। ଏହି ଜମିକୁ ହଡ଼ପ କରିବା ପାଇଁ ସରକାର ଯେଉଁ ଉଦ୍ୟମ ଚଳାଇଛନ୍ତି, ତାକୁ କେବେବି କରାଇ ଦିଆଯିବନାହିଁ ବୋଲି ସେ କହିଛନ୍ତି। ଆଜି...
ନୂଆଦିଲ୍ଲୀ: ରାଜ୍ୟସଭାରେ ବିଜେପିର ଶକ୍ତି ବଢ଼ିଛି। ସଂସଦର ଉଚ୍ଚ ସଦନକୁ ୯ ବିଜେପି ସାଂସଦ ନିର୍ବାଚିତ ହେବା ପରେ ବିଜେପିର ମୋଟ ସଂଖ୍ୟା ୯୨କୁ ବୃଦ୍ଧି ପାଇଛି। ଏଥିସହ ଏନଡିଏର ସାଂସଦ ସଂଖ୍ୟା ୧୦୦ ଟପି ୧୦୪ରେ ପହଞ୍ଚିଛି। ଏବେ ରାଜ୍ୟସଭାରେ ମୋଟ ୨୪୨ ସଭ୍ୟ ଅଛନ୍ତି। ତେଣୁ...