ପୁରୀ: କିଛି ଭକ୍ତ ଚେୟାର ଉପରେ ବସି ମହାପ୍ରସାଦ ସେବନ ଘଟଣାକୁ ନେଇ ଜନ ଅସନ୍ତୋଷ ବଢ଼ିବାରେ ଲାଗିଛି। ମହାପ୍ରଭୁଙ୍କ ମହାପ୍ରସାଦ ପ୍ରତି ଅବମାନନା ହୋଇଥିବା ଅଭିଯୋଗ ନେଇ ଶ୍ରୀଜଗନ୍ନାଥ ଭକ୍ତ ପରିଷଦ ପକ୍ଷରୁ ପୁରୀ ସିଂହଦ୍ୱାରା ଥାନାରେ ଏତଲା ଦିଆଯାଇଛି। ଶ୍ରୀମନ୍ଦିରର ଉତ୍ତର ଓ ଦକ୍ଷିଣ ଦ୍ୱାରରେ...
କଟକ: ବିଦ୍ୟୁତ୍ ଟ୍ରାନସଫର୍ମର ଚୋରି କରିବାକୁ ଆସି ଗାଁ ଲୋକଙ୍କ ହାତରେ ଜଣେ ଯୁବକ ଧରାପଡ଼ିଛନ୍ତି। କଟକ ଜିଲ୍ଲା ମାହାଙ୍ଗା ଥାନା ପର୍ଶୁରାମପୁର ଗ୍ରାମବାସୀ ଏହି ଅଭିଯୁକ୍ତଙ୍କୁ ଧରିଛନ୍ତି। ଗତକାଲି ବିଳମ୍ବିତ ରାତିରେ ସାଲେପୁର ଥାନା ଅଞ୍ଚଳରେ ୨ଜଣ ଯୁବକ ଏକ ବିଦ୍ୟୁତ୍ ଟ୍ରାନ୍ସଫର୍ମର ଲୁଟ୍ କରିବାକୁ ଉଦ୍ୟମ...
କନ୍ଧମାଳ: କନ୍ଧମାଳ ଜିଲ୍ଲା ବ୍ରାହ୍ମଣୀଗାଁ ଥାନା ଅଧିକାରୀ ଓ ପୋଲିସ ଗାଡ଼ିକୁ ଆକ୍ରମଣ ଘଟଣାରେ ଗିରଫ ଭୟରେ ଗ୍ରାମବାସୀମାନେ ଜଙ୍ଗଲରେ ଦିନ କାଟୁଛନ୍ତି। ଏହି ଘଟଣାରେ ପୋଲିସ ମେରାମାହା ଗାଁର ୬ ଜଣଙ୍କୁ ଗିରଫ କରିବା ପରେ ଗାଁ ଏକ ପ୍ରକାର ପୁରୁଷଶୂନ୍ୟ ହୋଇପଡ଼ିଛି। ଗିରଫ ହେବା ଭୟରେ...
କଟକ: କଟକ ବାଦାମବାଡ଼ି ଥାନା ପୋଲିସ ଏକ ଆନ୍ତଃ ଜିଲ୍ଲା ବାଇକ ଲୁଟେରା ଗ୍ୟାଙ୍ଗର ପର୍ଦାଫାଶ କରିଛି। ଲୁଟେରା ଗ୍ୟାଙ୍ଗର ୫ ଜଣଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ପୋଲିସ ମୋଟ୍ ୨୨ଟି ଗାଡ଼ି ଜବତ କରିଛି। ଏହି ଲୁଟେରାମାନେ କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ଜଗତସିଂହପୁର ଆଦି...
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କ ବିରୋଧରେ ପୁଣି ଏକ ଅଭିଯୋଗ ହୋଇଛି। ଏଥର ହିନ୍ଦୀ ସିନେମାର ପ୍ରଖ୍ୟାତ ଲେଖକ ତଥା ଗୀତିକାର ଜାଭେଦ୍ ଅଖତର କଙ୍ଗନାଙ୍କ ବିରୋଧରେ ଅପରାଧିକ ଅଭିଯୋଗ ଦାୟର କରିଛନ୍ତି। କଙ୍ଗନା ଅନେକ ନ୍ୟୁଜ୍ ଚ୍ୟାନେଲ୍ରେ ତାଙ୍କ ବିରୋଧରେ ଅପମାନସୂଚକ ମନ୍ତବ୍ୟ ଦେଇଥିବା ଦର୍ଶାଇ...
ନୂଆଦିଲ୍ଲୀ: ଆସନ୍ତାକାଲିଠାରୁ ଆହୁରି ଶକ୍ତିଶାଳି ହେବ ଭାରତର ବାୟୁସେନା। କାରଣ ଆସନ୍ତାକାଲି ଆଉ ୩ ରାଫେଲ୍ ଯୁଦ୍ଧ ବିମାନ ବାୟୁସେନାକୁ ମିଳିବ। ବୁଧବାର ସନ୍ଧ୍ୟା ସୁଦ୍ଧା ହରିୟାଣାର ଅମ୍ବାଲ ଏୟାର ବେଶ୍ରେ ଅବତର କରିବ ଏହି ୩ ଯୁଦ୍ଧ ବିମାନ। ଜୁଲାଇ ୨୮ ତାରିଖରେ ପ୍ରଥମ ପର୍ଯ୍ୟାୟରେ ୫ଟି...
କୋଣାର୍କ: କରୋନା କଟକଣା ସତ୍ତ୍ୱେ ଚଳିତବର୍ଷ ରାମଚଣ୍ଡୀର କୁଶଭଦ୍ରା ମୁହାଣ ନିକଟରେ ଦ୍ୱିତୀୟ ଇକୋ ରିଟ୍ରିଟ୍ ଫେଷ୍ଟିଭାଲ ଆରମ୍ଭ ହେବ। ଡିସେମ୍ବର ପହିଲାରୁ ୩ ମାସ ବ୍ୟାପୀ ହେବାକୁ ଥିବା ଏହି ଫେଷ୍ଟିଭାଲ ପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ପ୍ରସ୍ତୁତି ଆରମ୍ଭ କରିଛି। ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ସଚିନ୍...
ଭୁବନେଶ୍ୱର: ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନରେ ଭୋଟଦାନ ହାର କମିଛି। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶିଲ ଲୋହାନୀ। ସେ କହିଛନ୍ତି, ବାଲେଶ୍ୱରରେ ୭୦ ଦଶମିକ ୬୯ ପ୍ରତିଶତ ଏବଂ ତିର୍ତ୍ତୋଲରେ ୬୯ ଦଶମିକ ୬୬ ପ୍ରତିଶତ ମତଦାନ ହୋଇଛି। ଯାହା ପୂର୍ବ...
ପୁରୀ: ଶ୍ରୀମନ୍ଦିର ବାଇଶି ପାହାଚର ସ୍ଥିତି ଅନୁଧ୍ୟାନ କରିଛି ପ୍ରତ୍ନତତ୍ତ୍ୱ ବିଭାଗ। ଏଏସ୍ଆଇ ସୁପରିଟେଣ୍ଡଣ୍ଟ ଅରୁଣ ମଲ୍ଲିକଙ୍କ ନେତୃତ୍ୱରେ ଆଜି ବାଇଶି ପାହାଚର ଅବସ୍ଥା ଓ ସ୍ଥିତିକୁ ଅନୁଧ୍ୟାନ କରିଛି ଏଏସ୍ଆଇର ଏକ ଟିମ୍। ଆବଶ୍ୟକ ପଡ଼ିଲେ ଦୁର୍ବଳ ଓ ବହୁ ପୁରୁଣା ପଥର ହଟାଯାଇ ନୂଆ ପଥର...
ନୂଆଦିଲ୍ଲୀ: ଗତ କିଛି ସପ୍ତାହ ଧରି ସାରା ବିଶ୍ୱରେ ଚାଲୁଥିବା ଷ୍ଟକ ମାର୍କେଟ୍ରେ ଏକ ବଡ଼ ପରିବର୍ତ୍ତନ ହେବା ନେଇ ଆଶା କରାଯାଉଥିଲା। କିନ୍ତୁ ଏହି ଆଶାକୁ ଚୀନ ଧୂଳିସାତ କରିଦେଇଛି। ଚୀନ୍ର ସବୁଠାରୁ ଧନୀ ବ୍ୟକ୍ତି ଏବଂ ଅଲିବାବା ଗ୍ରୁପ୍ର ସହ-ସଂସ୍ଥାପକ ଜ୍ୟାକ୍ମାଙ୍କୁ ଚୀନ୍ ଏବେ ଝଟକା ଦେଇଛି।...
ଭୁବନେଶ୍ୱର: ବାଣ ଫୁଟା ବନ୍ଦ ପରେ ଏବେ ଦୀପ ଦୋକାନ ଉପରେ ବି କଟକଣା ଲଗାଇଲା ବିଏମ୍ସି। ରାସ୍ତା କଡ଼ରେ ଅସ୍ଥାୟୀ ଦୀପ ଦୋକାନକୁ ବାରଣ କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ କମିଶନର ପ୍ରେମଚନ୍ଦ୍ର ଚୌଧୁରୀ। ଦୀପାବଳିରେ ବାଣ ବିକ୍ରି ଏବଂ ବାଣ ଫୁଟାଇବା...
ନୂଆଦିଲ୍ଲୀ: ଦିଲ୍ଲୀ ଇନ୍ଧିରାଗାନ୍ଧି ଅନ୍ତର୍ଜାତୀୟ ବିମାନବନ୍ଦରକୁ ଆତଙ୍କବାଦୀ ଆକ୍ରମଣ ଧମକ ମିଳିଛି। ଖଲିସ୍ତାନ ଆତଙ୍କବାଦୀ ସଂଗଠନ ପକ୍ଷରୁ ଆକ୍ରମଣର ଧମକ ଦିଆଯାଇଛି। ଆସନ୍ତାକାଲି ଦୁଇଟି ଏୟାର ଇଣ୍ଡିଆ ବିମାନକୁ ଲଣ୍ଡନରେ ପହଞ୍ଚିବାକୁ ଦିଆଯିବ ନାହିଁ ବୋଲି ଧମକ ଦେଇଛି ଆତଙ୍କୀ ସଂଗଠନ। ଦିଲ୍ଲୀ ପୋଲିସର ସୂଚନା ଅନୁସାରେ, ଖଲିସ୍ତାନ...
ନୂଆପଡ଼ା: ରାସ୍ତା ମଝିରେ ୨ ଯୁବତୀଙ୍କୁ ଛୁରାମାଡ଼ କଲା ରକ୍ତମୁଖା ଯୁବକ। ବୋଡେନ୍ ବଜାର ରାସ୍ତାରେ ଯୁବତୀଙ୍କ ଅଣ୍ଟା, ବେକ, ହାତକୁ ଛୁରାମାଡ଼ କରାଯାଇଛି। ଯୁବକର ଛୁରାମାଡ଼ରେ ୨ ଯୁବତୀ ଗୁରୁତର ହୋଇଛନ୍ତି। ସେମାନଙ୍କୁ ବୋଡେନ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରିବା...
ଅହମ୍ମଦାବାଦ: ଗୁଜୁରାଟର ଅହମ୍ମଦାବାଦ ଠାରେ ଥିବା ଏକ ଟେକ୍ସଟାଇଲ୍ ଗୋଦାମରେ ନିଆଁ ଲାଗି ୯ ଜଣ ଲୋକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ହେଲେ ମୃତ୍ୟୁ ସଂଖ୍ୟା ବଢ଼ିପାରେ ବେଲି କୁହାଯାଉଛି। ଘଟଣା ମୁତାବକ ଅହମ୍ମଦାବାଦ ପିରାନା ପିପ୍ଲାଜ ରୋଡ୍ ସ୍ଥିତ ଏକ ଟେକ୍ସଟାଇଲ ବିଲ୍ଡିଂରେ ନିଆଁ ଲାଗିଥିଲା। ଏହି...
ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତ ଓ ମୃତ୍ୟୁ ହାର କମୁଥିବା ବେଳେ ରାଜଧାନୀ ଦିଲ୍ଲୀରେ କିନ୍ତୁ ଦିନକୁ ଦିନ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଦିଲ୍ଲୀରେ କରୋନାର ତୃତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ ହୋଇଛି ବୋଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ କହିଛନ୍ତି। ପ୍ରତିଦିନ ଦିଲ୍ଲୀରେ କରୋନା...