ଲକ୍ଷ୍ନୌ: ଅର୍ଡର ଦେଲେ ଉଡି ଉଡି ଆସି ପହଞ୍ଚିବ ଚା’ । ତାହା ବି ପୁଣି ଖୁବ୍ ଅଳ୍ପ ସମୟ ମଧ୍ୟରେ। କଥାଟା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। କାହିଁକି ନା ବର୍ତ୍ତମାନର ଟେକ୍ନୋଲୋଜି ଯୁଗରେ ଅସମ୍ଭବ ବି ସମ୍ଭବ ହୋଇପାରୁଛି। ଲକ୍ଷ୍ନୌର ଆଇଆଇଟି ଛାତ୍ର ମାନେ...
ଭୁବନେଶ୍ୱର : ଦେଶରେ କୋଇଲାର ଅଭାବ ନାହିଁ। କୋଇଲା ଅଭାବରୁ କୌଣସି ପ୍ଲାଣ୍ଟ ବନ୍ଦ ହେବ ନାହିଁ। ଦେଶରେ ଥିବା ବିଦ୍ୟୁତ ପ୍ଲାଣ୍ଟ ଗୁଡିକୁ କୋଇଲା ଅଭାବ ପ୍ରସଙ୍ଗରେ ଏହି ପ୍ରତିକ୍ରିୟା ରଖି କୋଲ ଇଣ୍ଡିଆ ଅଧ୍ୟକ୍ଷ ଅନୀଲ କୁମାର ଝା କହିଛନ୍ତି। ବିଦ୍ୟୁତ ପ୍ଲାଣ୍ଟକୁ କୋଇଲା ଯୋଗାଣ...
ପାଟଣାଗଡ଼ : ବାପ ଘରେ ନୁହେଁ ନିଜ ଶାଶୁ ଘରେ ରହିବେ ପାଟଣାଗଡ଼ ପାର୍ସଲବୋମା ପୀଡିତା ରୀମା ରାଣୀ। ଅଘଟଣରେ ସ୍ୱାମୀଙ୍କ ମୃତ୍ୟୁ ପରେ ଆରମ୍ଭ ହୋଇଥିଲା ନାନା ଚର୍ଚ୍ଚା। ରୀମା ରାଣୀଙ୍କୁ ନେଇ ବି ଉଠିଥିଲା ପ୍ରଶ୍ନ। ତେବେ ପୁଞ୍ଜିଲାଲ୍ର କ୍ରୁର ଚକ୍ରାନ୍ତ ଧରା ପଡିବା ପରେ...
ଭୁବନେଶ୍ୱର : ପ୍ରଧାନମନ୍ତ୍ରୀଙ୍କ କଟକ ଗସ୍ତ ଲାଗି ଚାଲିଛି ସୁରକ୍ଷା ସମୀକ୍ଷା। ଭୁବନେଶ୍ୱର ବିମାନ ବନ୍ଦରରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ବରିଷ୍ଠ ଅଧିକାରୀ। ବୈଠକରେ ବିମାନ ବନ୍ଦର ନିର୍ଦ୍ଦେଶକ, ଏସପିଜି ଅଧିକାରୀ ଏବଂ ରାଜ୍ୟ ପୋଲିସ ଡିଜି ଆଲୋଚନା କରିଛନ୍ତି। ଏଥିରେ ସିଆଇଏସ୍ଏଫ ସହ ଅନ୍ୟ ବରିଷ୍ଠ...
ଭୁବନେଶ୍ୱର : ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀ ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।୨୦୧୧ ଜନଗଣନା ଅନୁସାରେ ହିତାଧିକାରୀ ଚୟନ କରାଯାଇଛି। ଏହା ମଧ୍ୟରେ ରାଜ୍ୟର ଜନସଂଖ୍ୟା ଯଥେଷ୍ଟ ବୃଦ୍ଧି ପାଇଛି। ୨୦୧୧ ଠାରୁ ବର୍ତ୍ତମାନ ରାଜ୍ୟର ଜନସଂଖ୍ୟା ୧୦.୨୨% ବଢ଼ିଛି। ତେଣୁ...
ବାଲେଶ୍ୱର : ପିକ୍ଅପ୍ ଓଲଟି ୨ ମୃତ ୫ ଜଣ ଆହତ ହୋଇଛନ୍ତି। ବାଲେଶ୍ୱର ଚାନ୍ଦିପୁର ଗୁଡୁପାହି ନିକଟ ନୂଆନଦୀରେ ପିକଅପ୍ ଭ୍ୟାନ୍ ଖସିପଡି ଏହି ଦୁର୍ଘଟଣା ଘଟିଛି। ମୃତକ ଦୁଇ ଜଣ ହେଲେ ଗୁଡୁପାହିର ରବୀନ୍ଦ୍ର ହାଁସଦା ଓ ବାସୁଆ ହାଁସଦା। ଉଭୟ ଶ୍ରମିକ ଶ୍ରେଣୀର। ଗୁରୁତର...
ଭୁବନେଶ୍ୱର: ସାକ୍ଷୀଙ୍କୁ ପ୍ରଭାବିତ କରୁଥିବା ଅପରାଧୀଙ୍କ ଉପରେ ରୋକ୍ ଲଗାଇବାକୁ କ୍ରାଇମବ୍ରାଞ୍ଚର ଚିଠି। ରାଜ୍ୟର ସବୁ ଜିଲ୍ଲାର ଏସ୍ପି, ଡିଆଇଜି ଓ କମିଶନରେଟ ପୋଲିସକୁ ୧୫ ସୂତ୍ରୀ ନିର୍ଦ୍ଦେଶନାମା ଜାରି କରିଛି କ୍ରାଇମବ୍ରାଞ୍ଚ। ବିଭିନ୍ନ ଅପରାଧିକ ମାମଲାରେ ସାକ୍ଷୀଙ୍କୁ ସୁରକ୍ଷା ଦେବାକୁ ଚିଠିରେ ଗୁରୁତ୍ୱାରୋପ କରାଯାଇଛି। ଯେଉଁଦିନ ସାକ୍ଷୀ...
ପୁରୀ: ଚଳିତ ବର୍ଷ କୋଭିଡ୍ କଟକଣା ଭିତରେ ହେବ ଗୋଷାଣୀ ଭସାଣ ଉତ୍ସବ। ଏଥିଲାଗି ଆସନ୍ତାକାଲି ଦିନ ୧୦ଟାରୁ ମରଚିକୋଟ ଛକଠାରୁ ସିଂହଦ୍ୱାର ଏବଂ ଶ୍ରୀମନ୍ଦିର ଚାରିପାଖରେ ୧୪୪ ଧାରା ଲାଗୁ କରାଯିବ। ଗୋଷାଣୀଙ୍କ ସହ ମାତ୍ର ୭ ଜଣଙ୍କୁ ଭସାଣି ପାଇଁ ଅନୁମତି ଦେଇଛି ପ୍ରଶାସନ। ସେମାନଙ୍କୁ...
ଦୁବାଇ: ଚଳିତ ଆଇପିଏଲ୍ ମ୍ୟାଚ୍ ଆରମ୍ଭ ହେବା ଦିନ ଠାରୁ ଶାରଜାରେ ରାଜସ୍ଥାନ ଖେଳିଥିବା ପ୍ରଥମ ଦୁଇଟି ମ୍ୟାଚ୍ରେ ସଞ୍ଜୁ ସାମସନ ଅନେକ ପ୍ରଶଂସା ସାଉଁଟି ଥିଲେ। ଲାଗୁଥିଲା ଯେପରି ସଞ୍ଜୁ ସବୁ ମ୍ୟାଚ୍ରେ ଚମକିବେ। ରାଜସ୍ଥାନର ପ୍ରଥମ ମ୍ୟାଚ୍ରେ ସଞ୍ଜୁ ଧୂଆଁଧାର ବ୍ୟାଟିଂ କରିଥିଲେ। ଚେନ୍ନାଇ ସୁପର...
କଟକ: ଦୀର୍ଘ ଦଶ ଦିନର ପୂଜା ବିଧି ଶେଷ ହେବାପରେ ଆସନ୍ତାକାଲି ମା ଦୁର୍ଗାଙ୍କୁ ମେଲାଣି ଦିଆଯିବ। ପୂର୍ବ ବର୍ଷଭଳି ଅଡ଼ମ୍ବରରେ ବିସର୍ଜନ ଉପରେ ପ୍ରଶାସନ ରୋକ୍ ଲଗାଇଛି। ତେଣୁ କଟକରେ ମାଆଙ୍କ ଭସାଣି ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଦେବୀଗଡା ବ୍ୟତୀତ ଅନ୍ୟ ୧୪ଟି ସ୍ଥାନରେ ବିର୍ସଜନ...
ଶାରଜା: ଚଳିତ ଆଇପିଏଲର ୪୬ ତମ ମୁକାବିଲାରେ କିଙ୍ଗ୍ସ ଏକାଦଶ ପଞ୍ଜାବ ଓ କୋଲକାତା ନାଇଟ୍ ରାଇଡର୍ସ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚ୍ରେ ଟସ୍ ଜିତି କିଙ୍ଗ୍ସ ଏକାଦଶ ପଞ୍ଜାବର ଅଧିନାୟକ କେ.ଏଲ ରାହୁଲ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ କେକେଆର ପ୍ରଥମେ ବ୍ୟାଟିଂ କରିବ।...
ନୂଆଦିଲ୍ଲୀ: ଦେଶରେ ପାଳିତ ହେଉଛି ଦୁର୍ଗତିନାଶିନୀ ମାଆ ଦୁର୍ଗାଙ୍କ ପର୍ବ ଦଶହରା। କୋଭିଡ୍ର କଟକଣା ସତ୍ତ୍ୱେ ଗାଇଡ୍ ଲାଇନ୍କୁ ପାଳନ କରି ଦେଶର ବିଭିନ୍ନ କୋଣରେ ଜମୁଛି ନାଚ, ଗୀତ ଏବଂ ନାଟକର ଆସର। ଏହି ସମୟରେ ବିଭିନ୍ନ ସ୍ଥାନରେ ମାଆ ଦୁର୍ଗାଙ୍କ ଉପରେ ଆଧାରିତ ଗୀତିନାଟ୍ୟର ଆୟୋଜନ...
ଶାରଜା: ଚଳିତ ଆଇପିଏଲର ଆଜିର ମ୍ୟାଚ୍ରେ କିଙ୍ଗସ୍ ଇଲେଭେନ୍ ପଞ୍ଜାବ ଓ କୋଲକାତା ନାଇଟ୍ ରାଇଡର୍ସ ମଧ୍ୟରେ ଟକ୍କର ଆରମ୍ଭ ହୋଇଛି। କୋଲକାତା ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୯ ୱିକେଟ୍ ହାଇ ୧୪୯ ରନ୍ କରିବାକୁ ସକ୍ଷମ ହୋଇଛି। ତେବେ ପଞ୍ଜାବକୁ ଏହି ମ୍ୟାଚ୍...
ଭୁବନେଶ୍ୱର: ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ଆଉ ୨୦୦୩ ଆକ୍ରାନ୍ତ ହୋଇଛନ୍ତି। ରାଜ୍ୟରେ କରୋନାରୁ ସୁସ୍ଥଙ୍କ ସଂଖ୍ୟା ୨,୬୬,୧୦୫କୁ ବୃଦ୍ଧି ହୋଇଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୯ ଓ...
ଝାରସୁଗୁଡ଼ା: ବେଦାନ୍ତ କଂପାନି ମୁଖ୍ୟ ଫାଟକ ଆଗରେ ଉତ୍ତେଜନା ଦେଖିବାକୁ ମିଳିଛି। ଆନ୍ଦୋଳନକାରୀ ବିଭିନ୍ନ ଦାବି ନେଇ ଫାଟକ ସମ୍ମୁଖରେ ଆନ୍ଦୋଳନ କରିଛନ୍ତି। ବେଦାନ୍ତ ଆସ୍ପଣ୍ଡ ବା ପାଉଁସ ପୋଖରୀ ଦ୍ୱାରା କଟିକେଲା ଗାଁର କ୍ଷତିଗ୍ରସ୍ତ ପରିବାର ଧାରଣାରେ ବସିଛନ୍ତି। ଘଟଣାସ୍ଥଳରେ ପ୍ରବଳ ଉତ୍ତେଜନା ଲାଗି ରହିଥିବାରୁ ବ୍ୟାପକ...