ଭୁବନେଶ୍ୱର: ଜମି ନଥିବା ଚାଷୀଙ୍କୁ ଋଣ ଦେବା ଲାଗି ଥିବା ବ୍ୟବସ୍ଥାକୁ କଡ଼ାକଡି ଲାଗୁ କରିବେ ସରକାର। ଜଏଣ୍ଟ ଲାୟାବିଲିଟି ଗ୍ରୁପ୍ ମାଧ୍ୟମରେ ଏହି ଋଣ ଦିଆଯିବ। ଏନେଇ ଆଜି ସମବାୟ ମନ୍ତ୍ରୀ ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରତି ଗ୍ରୁପରେ ୫ ଜଣ ଚାଷୀ...
ଭୁବନେଶ୍ୱର: ଓଡିଶା ପୋଲିସ୍ ଡିଜି ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କୁ ‘ପୋଲିସ୍ ଏକ୍ସିଲେନ୍ସ ଆୱାର୍ଡ’ ମିଳିଛି। ଦିଲ୍ଲୀର ପ୍ରଗତି ମଇଦାନରେ ଅନୁଷ୍ଠିତ ଅନ୍ତର୍ଜାତୀୟ ପୋଲିସ ଏକ୍ସପୋରେ ତାଙ୍କୁ ଏହି ସମ୍ମାନ ମିଳିଛି। ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ବିଜୟ ଗୋଏଲ ତାଙ୍କୁ ସମ୍ମାନିତ କରିଥିଲେ। ଓଡିଶା କ୍ୟାଡରର ପ୍ରଥମ IPS ଅଫିସର...
ଭୁବନେଶ୍ୱର : ବିରୋଧର ସ୍ୱରକୁ ଚାପି ଦେବାର ପ୍ରୟାସ। ଗ୍ରାମସଭାରେ ତ ଅସନ୍ତୋଷ ଜଣାଇ ପାରିଲେନି, ଗଣମାଧ୍ୟମ ସାମ୍ନାରେ ବି ନିଜ ମତ ରଖିବାକୁ ଯାଉଥିବା ଏ ବ୍ୟକ୍ତିଙ୍କୁ ଧକ୍କା ଦେଇ ଭଗାଇ ଦିଆଯାଉଛି। କହିବାର ବି ସୁଯୋଗ ମିଳୁନି। କିସ୍ ପାଇଁ ଜଙ୍ଗଲ ଜମି କିସମ ପରିବର୍ତ୍ତନ...
ବରଗଡ଼ : ବଡ଼ ଭାଇଠାରୁ ସୁପାରୀ ନେଇ ସାନ ଭାଇର ଯୌନାଙ୍ଗ କାଟିଦେଲେ ସୁପାରି କିଲର। ଏଥିରେ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ସାନ ଭାଇ। ବରଗଡ଼ ଜିଲ୍ଲା ନୀଳେଶ୍ୱର ଗାଁରୁ ଅସିଛି ଏହି ଅଭିଯୋଗ। ବରଗଡ଼ ସଦର ଥାନାରେ ହୋଇଥିବା ଅଭିଯୋଗ ଅନୁସାରେ ନୀଳେଶ୍ୱର ଗାଁର...
ଭୁବନେଶ୍ୱର : ଆସିଲା ବମିଖାଲ ଓଭରବ୍ରିଜ୍ ଦୁର୍ଘଟଣା ତଦନ୍ତ କମିଟି ରିପୋର୍ଟ। ରିପୋର୍ଟ ପାଇବା ପରେ ବିଭାଗୀୟ ମନ୍ତ୍ରୀ ଓ ସଚିବ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ କହିଛନ୍ତି ଅଘଟଣ ପାଇଁ ସଂପୃକ୍ତ ଠିକାଦାର ସଂପୂର୍ଣ୍ଣ ଭାବେ ଦାୟୀ। ସଂପୃକ୍ତ ଠିକା ସଂସ୍ଥା ସୁରକ୍ଷା ନେଇ ବିଶେଷ ଯତ୍ନବାନ ନଥିଲା...
ଭୁବନେଶ୍ୱର : ଥମୁନି ଅଜଣା ପୋକ ଆତଙ୍କ। ଭୁବନେଶ୍ୱର ମଙ୍ଗଳା ବସ୍ତିରେ ଏବେବି ବୁଲୁଛନ୍ତି ମାଳ ମାଳ ପୋକ। ପ୍ରଶାସନ ବି ନାଚାର। ଏହାରି ଭିତରେ ଓୟୁଏଟିର ଏକ ବିଶେଷଜ୍ଞ ଦଳ ଚନ୍ଦକା ଜଙ୍ଗଲକୁ ଯାଇ ପୋକଙ୍କ ନମୁନା ସଂଗ୍ରହ କରିଛି। ଚନ୍ଦକାର ଶହ ଶହ ଏକର ଅଞ୍ଚଳରେ...
କଟକ : ରସଗୋଲାର ଉତ୍ପତିସ୍ଥଳ ବିବାଦକୁ ନେଇ ଦାଏର ଜନସ୍ୱାର୍ଥ ମାମଲାରେ ରାଜ୍ୟ ସରକାରଙ୍କ ସମେତ ସମସ୍ତ ପ୍ରତିପକ୍ଷଙ୍କୁ ହାଇକୋର୍ଟଙ୍କ ନୋଟିସ୍। ୮ସପ୍ତାହ ମଧ୍ୟରେ ଜବାବ ଦାଖଲ କରିବାକୁ ମୁଖ୍ୟ ଶାସନ ସଚିବ, ଶ୍ରୀମନ୍ଦିର ପ୍ରଶାସନ ଓ ଚେନ୍ନାଇସ୍ଥିତ ଇଣ୍ଟେଲେକ୍ଚ୍ୟୁଆଲ୍ ପ୍ରପର୍ଟି ଅଫିସ ଏବଂ ପଶ୍ଚିମବଙ୍ଗ ବିଜ୍ଞାନ ଓ...
ଭୁବନେଶ୍ୱର : ବିଜେଡିରେ ଡାକ୍ତର ଦାମୋଦର ରାଉତ ଏବେ ସଂପୂର୍ଣ୍ଣ କୋଣଠେସା। ଏକଥାକୁ ମର୍ମେ ମର୍ମେ ଅନୁଭବ କରୁଛନ୍ତି ନୂଆ କରି ସଂପାଦକ ପଦ ପାଇଥିବା ପୁଅ ସମ୍ବିତ ରାୟତରାୟ। ନବୀନ ନିବାସରେ ଦୁଇଦିନ ଧରି ଦଳର ବୈଠକ ବିଷୟରେ ବି ସମ୍ବିତ ମୁହଁ ଖୋଲିଛନ୍ତି। ବାପାଙ୍କୁ କାହିଁକି...
ଫରିଦାବାଦ: ଗତକାଲି ହରିୟାଣାର ଏକ କଲେଜ୍ ସମ୍ମୁଖରେ ଜଣେ ଛାତ୍ରୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଲଭ୍-ଜିହାଦ୍ କାରଣରୁ ଏହି ହତ୍ୟାକାଣ୍ଡ ଘଟିଥିବା ପରିବାର ଲୋକେ କହିଛନ୍ତି। ଘଟଣା ମୁତାବକ ଗତକାଲି ଫରିଦାବାଦ୍ର ବାଲାବଗଡ଼ଠାରେ ଜଣେ ୨୧ ବର୍ଷୀୟ ଯୁବତୀଙ୍କୁ ଦୁଇଜଣ ଯୁବକ ତାଙ୍କ କଲେଜ୍ ସମ୍ମୁଖରେ ଅପହରଣ...
ଫରିଦାବାଦ: ଗତକାଲି ହରିୟାଣାର ଏକ କଲେଜ୍ ସମ୍ମୁଖରେ ଜଣେ ଛାତ୍ରୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଲଭ୍-ଜିହାଦ୍ କାରଣରୁ ଏହି ହତ୍ୟାକାଣ୍ଡ ଘଟିଥିବା ପରିବାର ଲୋକେ କହିଛନ୍ତି। ଘଟଣା ମୁତାବକ ଗତକାଲି ଫରିଦାବାଦ୍ର ବାଲାବଗଡ଼ଠାରେ ଜଣେ ୨୧ ବର୍ଷୀୟ ଯୁବତୀଙ୍କୁ ଦୁଇଜଣ ଯୁବକ ତାଙ୍କ କଲେଜ୍ ସମ୍ମୁଖରେ ଅପହରଣ...
କଟକ : ଥେରୁବାଲି ପରେ ଏବେ ଚୌଦ୍ୱାର ଇମ୍ଫା ଆଗରେ ଧାରଣା। ଚୌଦ୍ୱାରରେ ଥିବା କଳିଙ୍ଗ ପବ୍ଲିକ ସ୍କୁଲକୁ ବନ୍ଦ କରିବା ଲାଗି ଇମ୍ଫା ଚକ୍ରାନ୍ତ କରୁଥିବା ଅଭିଯୋଗ କରିଛି ଟାଙ୍ଗୀ-ଚୌଦ୍ୱାର ସଚେତନ ନାଗରିକ ମଞ୍ଚ। ପ୍ରତିବାଦରେ ଆଜି ମଞ୍ଚ ପକ୍ଷରୁ ଇମ୍ଫା କାରଖାନା ଆଗରେ ଗଣଧାରଣା ଦିଆଯାଇଛି।...
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ାରେ ପୋଲିସର ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସେକ୍ ଲାଲା ଗୁରୁତର ଆହତ ହୋଇଛି। ତା’ ବାମ ଗୋଡ଼ରେ ଗୁଳି ବାଜିଛି। ତାକୁ ପ୍ରଥମେ କେନ୍ଦ୍ରାପଡ଼ା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ କଟକ ସ୍ଥାନାନ୍ତର କରାଯାଇଛି। କେନ୍ଦ୍ରାପଡ଼ ସଦର ଥାନା ଅନ୍ତର୍ଗତ ଅଳବାଙ୍କ ନିକଟରେ ଏହି ଏନକାଉଣ୍ଟର ହୋଇଥିବା...
ନୂଆଦିଲ୍ଲୀ: ଜାମ୍ମୁ କାଶ୍ମୀରରେ ଏବେ ଯେକୌଣସି ବ୍ୟକ୍ତି ଜାଗା କିଣି ସେଠାରେ ବସବାସ କରିପାରିବେ। ଏ ନେଇ ଆଜି ଗୃହ ବିଭାଗ ତରଫରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। କିନ୍ତୁ ଏବେ ମଧ୍ୟ ଚାଷ ଜମି ଉପରେ କିଣାବିକା ରୋକ୍ ଜାରି ରହିଛି। ଜାମ୍ମୁ କାଶ୍ମୀର ଉପ-ରାଜ୍ୟପାଳ ମନୋଜ...
କଟକ: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ସାଇନ୍-ଏ-ଡାଏ ଘୋଷଣା କରାଯାଇଛି। ଆଜି ସକାଳ ୧୦ଟା ସୁଦ୍ଧା ହଷ୍ଟେଲ ଖାଲି କରିବାକୁ ଛାତ୍ରଛାତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ। ଗତକାଲି ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଦେଖାଦେଇଥିବା ଛାତ୍ର ଅଶାନ୍ତିକୁ ନେଇ ଏହି ନିଷ୍ପତ୍ତି ନେଇଛନ୍ତି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ। ଫି’ ବୃଦ୍ଧି ପ୍ରତ୍ୟାହାର, ହଷ୍ଟେଲ ନବୀକରଣ...
ଭୁବନେଶ୍ୱର: ମେ’ ମାସ ଶେଷ ସପ୍ତାହରୁ ଆରମ୍ଭ ହେବ କଲମା ଚାଲ ଅଭିଯାନ। ମହାନଦୀ ବଞ୍ଚାଅ ଆନ୍ଦୋଳନ ପକ୍ଷରୁ ଏଭଳି ଆନ୍ଦୋଳନ ଡାକରା ଦିଆଯାଇଛି। ଏନେଇ ଆଜି ଭୁବନେଶ୍ୱରରେ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ମହାନଦୀ ବଞ୍ଚାଅ ଆନ୍ଦୋଳନର କର୍ମକର୍ତ୍ତା। କଲମା ବ୍ୟାରେଜର ସମସ୍ତ ଗେଟ୍ ବନ୍ଦ...
ପାରଦୀପ: ପାରାଦୀପ ତୈଳ ବିଶୋଧନାଗାର ସାମ୍ନାରେ ଜମିହରା କୃଷକ ଏକତା ମଞ୍ଚ ପକ୍ଷରୁ ଅଭିନବ ଉପାୟରେ ଗଣଧାରଣା ଦିଆଯାଇଛି। ଆନ୍ଦୋଳନକାରୀମାନେ ନିଜ ପରିବାର ଲୋକଙ୍କୁ ଏଥିରେ ସାମିଲ କରାଇ ହାତରେ କଂସା ଥାଳି ଧରି ଧାରଣାରେ ବସିଛନ୍ତି। ସ୍ଥାୟୀ ନିୟୁକ୍ତି ଦାବିରେ ଅହୋରାତ୍ର ଗଣଧାରଣା ଦେଇଛନ୍ତି ଆନ୍ଦୋଳନକାରୀ। ଗତ...
ଭୁବନେଶ୍ୱର: କେନ୍ଦ୍ରମନ୍ଦ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପୁଣି ଥରେ ତାତ୍ସଲ୍ୟ କରିଛନ୍ତି ପ୍ରଦୀପ ମହାରଥୀ। ଧର୍ମେନ୍ଦ୍ର ବିରାଟ ନଦୀ ମହାନଦୀ, ଆମେ ଛୋଟିଆ ଖରସ୍ରୋତା ବୋଲି ମହାରଥୀ କହିଛନ୍ତି। ଏହାସହ ସେ ଆହୁରି କହିଛନ୍ତି, ମହାନଦୀ ପଛେ ଛତିଶଗଡ଼ ପାଇଁ ଶୁଖିଯିବ, ଖରସ୍ରୋତାର ପାଣି ସବୁବେଳେ ଖର ଖର ହେଉଥିବ।...
ମୁମ୍ବାଇ: ଆଜି ଅନୀଲ ତନୟା ସୋନମଙ୍କ ବାହାଘର। ସେହି ଖୁସିରେ ପୂରା ମସଗୁଲ ଅଛନ୍ତି ଅନୀଲ କପୁର। ସୋମବାର ରାତିରେ ଥିଲା ସୋନମଙ୍କ ମେହେନ୍ଦି ଉତ୍ସବ। ଏଥିରେ ବଲିଉଡର ବହୁ ନାମୀଦାମୀ ସେଲିବ୍ରିଟି ଯୋଗ ଦେଇଥିଲେ। ସୋସିଆଲ ମିଡିଆରେ ଏହି ସବୁ ଉତ୍ସବର ଫଟୋ ଓ ଭିଡିଓ ଭାଇରାଲ...