ନୂଆଦିଲ୍ଲୀ: ବିହାରରେ ସଫଳତା ପରେ ବିଜେପି ମୁଖ୍ୟାଳୟରେ ବିଜୟ ଉତ୍ସବ ଆୟୋଜିତ ହୋଇଛି। ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବକ୍ତବ୍ୟ ରଖିଛନ୍ତି। ଶାନ୍ତିଶୃଙ୍ଖଳାରେ ନିର୍ବାଚନ ସଂପନ୍ନ ହୋଇଥିବାରୁ ମୋଦି ଧନ୍ୟବାଦ ଦେଇଛନ୍ତି। ପୂର୍ବରୁ ନିର୍ବାଚନ ହେଲେ କେତେ ବୁଥ୍ ଲୁଟ୍ ହୋଇଛି ତାହା ଖବରର ଶିରୋନାମା...
ନୂଆଦିଲ୍ଲୀ: ଆପଣ ପୂର୍ବରୁ ବଡ଼ ବଡ଼ ଅଳିଆ ଗଦା ଦେଖିଥିବେ। କେବେ ଦେଖିଛନ୍ତି ଅଳିଆ ଭର୍ତ୍ତି ନଦୀ? ଯାହାର ଉପରେ ଜଣେ ବ୍ୟକ୍ତି ଚାଲିପାରିବ। ନୁହେଁ ନା। ତେବେ ଏହି ଭିଡିଓଟି ଦେଖନ୍ତୁ… ସୋଶାଲ୍ ମିଡିଆରେ ଭାଇରାଲ୍ ହେଉଥିବା ଏହି ଭିଡିଓଟିରେ ଜଣେ ବ୍ୟକ୍ତି ଗୋଟିଏ ନଦୀ ଉପରେ...
ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ ଜଗତର ପୂର୍ବତନ ସଫଳ କ୍ୟାପ୍ଟେନ୍ ବା କ୍ୟାପ୍ଟେନ୍ କୁଲ୍ ମହେନ୍ଦ୍ର ସିଂ ଧୋନି ଏବେ କୁକୁଡ଼ା ଚାଷ କରିବା ପାଇଁ ଆଗଭର ହେଉଥିବା ଶୁଣିବାକୁ ମିଳୁଛି। ସେ ତାଙ୍କର ରାଞ୍ଚି ସ୍ଥିତ ଫାର୍ମ ହାଉସ୍ରେ କଡ଼କନାଥ ଚିକେନ୍ ଫାର୍ମ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ...
ସୁନ୍ଦରଗଡ଼: ଶତ୍ରୁ ରାଷ୍ଟ୍ରରେ ଦୀର୍ଘ ୨୦ ବର୍ଷ ଧରି ବନ୍ଦୀ ଜୀବନ କାଟି ମୁକ୍ତ ହେବା ପରେ ଭିଟାମାଟିକୁ ଫେରୁଛନ୍ତି ସୁନ୍ଦରଗଡ଼ ଜିଲ୍ଲାର ବିରଜୁ କୁଲୁ। ଆଉ କିଛି ସମୟ ପରେ ସେ ସୁନ୍ଦରଗଡ଼ ଜିଲ୍ଲାରେ ପହଞ୍ଚିବେ। ପ୍ରଥମେ ତାଙ୍କୁ କୁତ୍ରା ବ୍ଲକକୁ ନିଆଯିବ। ସେଠାରେ ସେ ଜିଲ୍ଲା...
ବିହାର: ସାଇଲେଣ୍ଟ ଭୋଟର୍ ହେଲେ ସାଇଲେଣ୍ଟ ଚେଞ୍ଜର। ବିହାରରେ ଅଧିକାଂଶ ଏକ୍ଜିଟ୍ ପୋଲ୍ ତେଜସ୍ୱୀ ଯାଦବଙ୍କ ସପକ୍ଷରେ ମତ ଦେଇଥିବା ବେଳେ ମୋଦିଙ୍କ ଭାଷାରେ ସାଇଲେଣ୍ଟ ଭୋଟର୍ ବା ମହିଳା ଭୋଟର୍ ହିଁ ଗେମ୍ ଚେଞ୍ଜର୍ ହୋଇଛନ୍ତି। ତେଣୁ ଏବେ ମହିଳା ଭୋଟର୍ ଫୋକସ୍ରେ ରହିବେ। ଏହି କାର୍ଡ...
ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ୨ କୋଟିପତି କିରାଣି। ରେଡ୍ ପରେ ଭୁବନେଶ୍ୱର ସବ୍କଲେକ୍ଟର ଅଫିସ୍ର ବରିଷ୍ଠ କିରାଣିଙ୍କ କୋଟିଏ ଟଙ୍କାର ସଂପତ୍ତି ଠାବ କରିଛି ଭିଜିଲାନ୍ସ। ବରିଷ୍ଠ କିରାଣି ଉଦୟନାଥ ଜେନାଙ୍କ ୧ କୋଟି ୩୨ ଲକ୍ଷ ଟଙ୍କାର ସଂପତ୍ତି ଠାବ ହୋଇଛି। ପୁରୀରେ ଫ୍ଲାଟ, ଭୁବନେଶ୍ୱରରେ ୨...
ଭୁବନେଶ୍ୱର: ବିନା ଅପରାଧରେ ହତ୍ୟାକାରୀ ସାଜି ଜେଲ ଦଣ୍ଡ ଭୋଗିଥିବା ଦୁଇ ନିର୍ଦ୍ଦୋଷଙ୍କୁ ମିଳିବ ୫ ଲକ୍ଷ ଟଙ୍କାର କ୍ଷତିପୂରଣ। ମିଥ୍ୟା ମାମଲାରେ ୨ ନିର୍ଦ୍ଦୋଷଙ୍କୁ ଅପରାଧୀ ସଜାଇ ଥିବା ତତ୍କାଳୀନ ଥାନା ଆଇଆଇସି ଗଣିବେ ତଣ୍ଡ। ୨୦୧୬ ମସିହାରେ ବରଗଡ଼ ପାଇକମାଳର ନିଖୋଜ ନାବାଳକଙ୍କୁ ହତ୍ୟା କରାଯାଇଥିବା...
ମୟୂରଭଞ୍ଜ: ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ କପ୍ତିପଦା ବିଦ୍ୟୁତ ବିଭାଗର ଜୁନିୟର ମ୍ୟାନେଜର ଅଶ୍ୱିନୀ କୁମାର ଦାସ। ୧୩ଶହ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଅଶ୍ୱିନୀ ଦାସ। କପ୍ତିପଦା କାର୍ଯ୍ୟାଳୟରେ ଏକ ଭଡ଼ା ଗାଡି ଲାଗିଥିଲା। ଏହି ଗାଡ଼ିର ମାଲିକ ଶିଶିର କୁମାର ନାୟକଙ୍କର ବକେୟା...
ଦୀଘା: ଗୋଟିଏ ମାଛର ଦାମ ୪ ଲକ୍ଷ ଟଙ୍କା। କେଜି ପ୍ରତି ଦାମ ହେଉଛି ୧୬ ହଜାର ଟଙ୍କା। ଏହି ଦାମୀ ମାଛ ମିଳିଛି ପଶ୍ଚିମବଙ୍ଗ ଦୀଘା ମୁହାଣରେ। ମାଛର ନାଁ ହେଲା ତେଲିଆ ଭେକ୍ଟି। ସ୍ଥାନୀୟ ଅଞ୍ଚଳରେ ଏହି ମାଛକୁ ଭେକ୍ଟି ବୋଲି କୁହାଯାଏ। ଆଜି ଦୀଘା...