ଗଙ୍ଗା ନଦୀ ପରେ ଏବେ ସିନ୍ଧୁ ନଦୀରୁ ଉଦ୍ଧାର ହୋଇଛି ସାର୍କମାଉଥ କ୍ୟାଟ ମାଛ। ଏହାମଧ୍ୟପ୍ରଦେଶ ଭୀଣ୍ଡ ନିକଟସ୍ଥ ସିନ୍ଧ ନଦୀରୁ ମିଳିଛି। ଏହି ମାଛକୁ ଭୋଲେ ନାମକ ଜଣେ ବ୍ୟକ୍ତି ସିନ୍ଧୁ ନଦୀର ମେହେଡା ଘାଟରୁ ଧରିଛନ୍ତି। ସାର୍କମାଉଥ କ୍ୟାଟ ଦକ୍ଷିଣ ଆମେରିକାରେ ମିଳୁଥିବା ଏକ ମାଂସାହାରୀ...
ମୁମ୍ୱାଇ: ମୁମ୍ୱାଇ ସହରରେ ବଢ଼ୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନଭେମ୍ୱର ୨୩ରୁ ଖୋଲାଯିବାକୁ ଥିବା ସମସ୍ତ ବିଦ୍ୟାଳୟକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି ବିଏମ୍ସି( Brihanmumbai Municipal Corporation)। ବିଏମ୍ସି ଅଧିନରେ ଆସୁଥିବା ସମସ୍ତ ବିଦ୍ୟାଳୟକୁ ୩୧ ଡିସେମ୍ୱର ପର୍ଯ୍ୟନ୍ତ ବନ୍ଦ ରଖାଯିବ। କିଛିଦିନ ହେବ ମୁମ୍ୱାଇ...
ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁରରେ ହୋଇଥିବା ହାଜତ ମୃତ୍ୟୁ ଘଟଣାର ତଦନ୍ତ ଆରମ୍ଭ ହୋଇଛି। NHRCଙ୍କ ଗାଇଡଲାଇନ୍ ଅନୁସାରେ ତଦନ୍ତ କରାଯାଉଛି ବୋଲି ପଶ୍ଚିମାଞ୍ଚଳ DIG କବିତା ଜଲାନ କହିଛନ୍ତି। ଘଟଣା ସ୍ଥଳରେ ଚାପା ଉତ୍ତେଜନା ଥିବାରୁ ପୋଲିସ୍ ଫୋର୍ସ ସଂଖ୍ୟା ବଢ଼ାଯାଇଛି। କୌଣସି ଅପ୍ରିତିକର ପରିସ୍ଥିତି ଯେପରି...
ପୁରୀ: ପୁରୀ ହାଜତ ମୃତ୍ୟୁ ଅଭିଯୋଗ ମାମଲା ହାଇକୋର୍ଟରେ ପହଞ୍ଚିଛି। ଏନେଇ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର କରିଛନ୍ତି ଶରତ ରାୟଗୁରୁ ନାମକ ଜଣେ ଆଇନଜୀବୀ। କୋର୍ଟଙ୍କ ତତ୍ତ୍ୱାବଧାନରେ ତଦନ୍ତ କରାଇବାକୁ ସେ ଅପିଲ କରିଛନ୍ତି। ତା ସହିତ ସଂପୃକ୍ତ ପୋଲିସ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଅପିଲ...
ଡେଲାଙ୍ଗ: ଜଣେ ଯୁବକଙ୍କୁ ପୋଲିସ୍ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଗାଁ ଲୋକଙ୍କ ଆଗରେ ଏବଂ ସମସ୍ତଙ୍କ ଉପସ୍ଥିତିରେ ପୋଲିସ୍ ଚାପୁଡ଼ା ମାରିଛି। ଏଭଳି କିଛି ଘଟଣା ଦେଖିବାକୁ ମିଳିଛି ପୁରୀ ଡେଲାଙ୍ଗ ମୁନିଁଦା ଗାଁରେ। ଗୋଟିଏ ଘଟଣାର ସମାଧାନ ପାଇଁ ପୋଲିସ୍ ଗାଁରେ ପହଞ୍ଚିବା ପରେ ଉକ୍ତ...
ବାଙ୍କୀ: ଡମପଡ଼ା-ଚନ୍ଦକା ଅଭୟାରଣ୍ୟର ଉତ୍ତର ପାର୍ଶ୍ୱରେ ରହିଛି ଅନେକ ଗୁମ୍ଫା। ତେବେ ବାଙ୍କୀ ଡମପଡ଼ା ବ୍ଲକ୍ ପାଥପୁର ନିକଟରେ ରହିଛି ଏକ ବହୁପୁରାତନ ଗୁମ୍ଫା। ଯାହାର ନାଁ ପାଣ୍ଡବ ବଖରା। ଅନୁମାନ କରାଯାଏ ଏହା ୮ ହଜାର ଖ୍ରୀଷ୍ଟପୂର୍ବର ଗୁମ୍ଫା। କିନ୍ତୁ ଲୋକକଥା ଅନୁସାରେ ଦ୍ୱାପର ଯୁଗରେ ପଞ୍ଚୁ...
ପୁରୀ: NHRC ଗଲା ପୁରୀ ହାଜତ ମୃତ୍ୟୁ ଅଭିଯୋଗ ମାମଲା। ଏନେଇ ଜାତୀୟ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହୋଇଛନ୍ତି ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ତଥା ମଣିପୁର ପ୍ରଭାରୀ ସମ୍ବିତ ପାତ୍ର। ତାଙ୍କ ଅପିଲକୁ NHRC ଅତ୍ୟନ୍ତ ଗମ୍ଭୀରତାର ସହ ନେବା ସହିତ ମାମଲାର ନିରପକ୍ଷ ତଦନ୍ତ ପ୍ରତିଶ୍ରୁତି ଦେଇଥିବା...
ପୁରୀ: ପୁରୀ କେ.ରମେଶ ହାଜତ ମୃତ୍ୟୁ ଅଭିଯୋଗ ମାମଲାରେ ରାଜ୍ୟ ସରକାରଙ୍କୁ ନୋଟିସ କଲେ ଜାତୀୟ ମାନବାଧିକାର କମିଶନ। ମୁଖ୍ୟ ଶାସନ ସଚିବ ଏବଂ ପୋଲିସ ଡିଜିଙ୍କୁ NHRC ନୋଟିସ କରିଛନ୍ତି। ୪ ସପ୍ତାହ ମଧ୍ୟରେ ସବିଶେଷ ତଥ୍ୟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମାନବାଧିକାର କମିଶନ। କେଉଁ କାରଣରୁ...