ଭୁବନେଶ୍ୱର: ବିଜେପି ଖୋର୍ଦ୍ଧା ଜିଲ୍ଲା ସଭାପତି ନିଯୁକ୍ତି ପ୍ରସଙ୍ଗରେ ଦଳ ପକ୍ଷରୁ ନିଆଯାଇଥିବା ନିଷ୍ପତ୍ତିକୁ ନେଇ ଚର୍ଚ୍ଚା ହେଉଛି। ପୂର୍ବରୁ ଜିଲ୍ଲା ସଭାପତି ଥିବା ରଶ୍ମୀରଞ୍ଜନ ମହାପାତ୍ରଙ୍କୁ ପୁଣି ଥରେ ଗତକାଲି ସଭାପତି ଭାବରେ ନିଯୁକ୍ତି ମିଳିଛି। ସପ୍ତାହକରେ କିପରି ନିଷ୍ପତ୍ତି ବଦଳି ଗଲା ବୋଲି ଚର୍ଚ୍ଚା ହେଉଛି।...
ଗଞ୍ଜାମ: ୧୭ ବର୍ଷ ଧରି ଗୁମ୍ଫାରେ କଟୁଛି ଜୀବନ। ଏକାକୀ ଭଗବାନ ଭରସାରେ ରହୁଛନ୍ତି ଜଣେ ବ୍ୟକ୍ତି। ଯେଉଁ ସମୟରେ ବିନା ବିଦ୍ୟୁତ୍ ବିନା କୌଣସି ଆନୁସଙ୍ଗିକ ସୁବିଧାରେ ବଞ୍ଚିବା କଷ୍ଟକର ସେହି ସମୟରେ ଗୁମ୍ଫାରେ ରହୁଛନ୍ତି ବାବାଜୀ। ଗଞ୍ଜାମ ଜଗନ୍ନାଥପ୍ରସାଦ କୋକଳବା ଗାଁ ନିକଟରେ ରହିଛି ଏକ...
ଭୁବନେଶ୍ୱର: ବିଧାନସଭାରେ ଉଠିଛି ହାଜତ ମୃତ୍ୟୁ ତାତି। ପୁରୀର କେ. ରମେଶ, ବୀରମିତ୍ରପୁରର ତାରିକ୍ ସଲିମଙ୍କ ମୃତ୍ୟୁକୁ ନେଇ ବିଧାନସଭାରେ ବିରୋଧୀଙ୍କ ହୋହଲ୍ଲା କରିଛନ୍ତି। କାହିଁକି ଓ କିଭଳି ଦୁହିଁଙ୍କ ମୃତ୍ୟୁ ହେଲା ? ଦାୟୀ ପୋଲିସଙ୍କ ବିରୋଧରେ କଣ କାର୍ଯ୍ୟାନୁଷ୍ଠାନ ହୋଇଛି? ଏସବୁ ପ୍ରଶ୍ନର ଉତ୍ତର ଜାଣିବାକୁ...
ଭୁବନେଶ୍ୱର: ଆଜି ବିଧାନସଭାରେ ଉପସ୍ଥାପିତ ହୋଇଛି ୨୦୨୦-୨୧ ପାଇଁ ପ୍ରଥମ ଅତିରିକ୍ତ ବଜେଟ୍। ବିରୋଧୀଙ୍କ ହୋହଲ୍ଲା ଭିତରେ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ। ଅତିରିକ୍ତ ବଜେଟରେ ୧୧ ହଜାର ୨ଶହ କୋଟିର ବ୍ୟୟ ବରାଦ ପ୍ରସ୍ତାବ ରହିଛି। ଏହା ମଧ୍ୟରୁ ପ୍ରଶାସନିକ ବ୍ୟୟ ବାବଦକୁ...
ୱାଶିଂଟନ୍: ଚୀନ ସମର୍ଥନର ଅଭିଯୋଗ ଆଣି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(ହୁ) ଠାରୁ ଅଲଗା ହୋଇଥିଲେ ଡୋନାଲ୍ଡ ଟ୍ରମ୍ପ, କିନ୍ତୁ ରାଷ୍ଟ୍ରପତି ଭାବେ ନର୍ବାଚିତ ହେବା ପରେ ହୁ ସହ ମିଶି କାମ କରିବାକୁ ଘୋଷଣା କରିଛନ୍ତି ନବନିର୍ବାଚିତ ଜୋ ବାଇଡେନ। ଆସନ୍ତା ବର୍ଷ ଜାନୁଆରୀ ୨୦ ତାରିଖରେ ବାଇଡେନ୍...
ଭୁବନେଶ୍ୱର: କରୋନା ଟିକା ଆସିଲେ କେମିତି ଏହାର ବଣ୍ଟନ କରାଯିବ ସେନେଇ ରାଜ୍ୟ ସରକାର ପ୍ରସ୍ତୁତ ଥିବା ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ। କେନ୍ଦ୍ର ସରକାରଙ୍କ ଗାଇଡ୍ଲାଇନ୍ ଅନୁଯାୟୀ ରାଜ୍ୟ ପ୍ରସ୍ତୁତ ଅଛି ଓ ଏଥିପାଇଁ ଡାଟା ବେସ ପ୍ରସ୍ତୁତ କରାଯାଇଛି ବୋଲି ନବ ଦାସ...
ତୈଳ ଓ ଗ୍ୟାସ ଅନୁସନ୍ଧାନ କାର୍ଯ୍ୟ ଆରମ୍ଭ ୧. ଓଡ଼ିଶାରେ ତୈଳ ଓ ଗ୍ୟାସ ଅନୁସନ୍ଧାନ କାର୍ଯ୍ୟ ଆରମ୍ଭ ହୋଇଛି। ଅନୁସନ୍ଧାନ କାର୍ଯ୍ୟ ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ତୈଳ ଓ ଗ୍ୟାସ ଅନୁସନ୍ଧାନ ପାଇଁ ଅବିଭକ୍ତ ପୁରୀ, କଟକ, ବାଲେଶ୍ୱର ଭଳି ୮ଟି...
ଅହମଦାବାଦ: କରୋନା ଭାଇରସ ସଂଖ୍ୟା ବଢ଼ିବାରୁ ଗୁଜରାଟ ସରକାର ଗତକାଲି ଅହମଦାବାଦ ସହରରେ ରାତ୍ରୀକାଳିନ କର୍ଫ୍ୟୁ ଲଗାଇଥିଲେ। ଏବେ ଅହମଦାବାଦ ସହିତ ସୁରତ, ଭଦୋଦରା ଓ ରାଜକୋଟ୍ରେ ବି ରାତ୍ରୀକାଳିନ କର୍ଫ୍ୟୁ ଲଗାଇଛନ୍ତି ଗୁଜରାଟ ସରକାର। ପରବର୍ତ୍ତି ନିର୍ଦ୍ଦେଶ ନ ଆସିବା ପର୍ଯ୍ୟନ୍ତ ଆସନ୍ତାକାଲି ଠାରୁ ଏହି ୩...
ୱାଶିଂଟନ: କରୋନା ଭାଇରସ ଚିକିତ୍ସା ପାଇଁ ଚର୍ଚ୍ଚାରେ ଥିବା ବାଇଟେକ୍ନୋଲୋଜି କମ୍ପାନୀ ଗିଲ୍ଡର ଆଣ୍ଟିଭାଇରାଲ୍ ଔଷଧ ରେମଡେସିଭିରକୁ ଔଷଧ ତାଲିକାରୁ ହଟାଇଲା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(ହୁ)। ତେବେ ଏହା ପୂର୍ବରୁ କରୋନା ରୋଗୀଙ୍କ ପାଇଁ ରେମଡେସିଭିର ବ୍ୟବହାର ନେଇ ମଧ୍ୟ ସତର୍କବାଣୀ ଜାରି କରିଥିଲା ‘ହୁ’। ଅନ୍ତର୍ଜାତୀୟ ଖବର...
ପୁରୀ: ପୁରୀ କେ.ରମେଶ ହାଜତ ମୃତ୍ୟୁ ଅଭିଯୋଗ ମାମଲାରେ ରାଜ୍ୟ ସରକାରଙ୍କୁ ଜାତୀୟ ମାନବାଧିକାର କମିଶନଙ୍କ ନୋଟିସ ପରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ରାଜ୍ୟ ସରକାର। ପୁରୀ ଏସ୍ପି ଅଖିଳେଶ୍ୱର ସିଂହଙ୍କୁ ବଦଳି କରାଯାଇଛି। ପୋଲିସ ମୁଖ୍ୟାଳୟକୁ ଅଖିଳେଶ୍ୱର ସିଂହଙ୍କୁ ବଦଳି କରାଯାଇଥିବା ବେଳେ ସମ୍ବଲପୁର ଏସ୍ପି ଦାୟିତ୍ୱରେ...
ଭୁବନେଶ୍ୱର: ଆଜି ରାଜ୍ୟରେ ୧୧୦୧ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ନୂଆ ସୁସ୍ଥଙ୍କୁ ମିଶାଇ ରାଜ୍ୟର ମୋଟ ସୁସ୍ଥ ସଂଖ୍ୟା ୩୦୩୮୯୭କୁ ବୃଦ୍ଧି ହୋଇଛି।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସୁସ୍ଥଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୦୨, ସୁନ୍ଦରଗଡ଼ରୁ ୯୬,...
ଅମ୍ରିତସର: ସର୍ତ୍ତ ରଖି ରେଳରୋକ ଆନ୍ଦୋଳନକୁ ସ୍ଥଗିତ ରଖିଲା କେନ୍ଦ୍ର କୃଷି ବିଲ୍ ବିରୋଧରେ ଆନ୍ଦୋଳନ କରୁଥିବା ପଞ୍ଜାବ କୃଷକ ସଂଘ। ଯଦି ୧୫ ଦିନ ଭିତରେ କେନ୍ଦ୍ର ସରକାର ତାଙ୍କ ସହିତ କୃଷି ବିଲ୍ ସମ୍ପର୍କରେ ଆଲୋଚନା ନକରନ୍ତି, ତେବେ ପୁଣିଥରେ ଆନ୍ଦୋଳନକୁ ଓହ୍ଲାଇବୁ ବୋଲି ଚାଷୀ...
ନୂଆଦିଲ୍ଲୀ: ୨୪ ଘଣ୍ଟାରେ ଦେଶରେ ୪୬,୨୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ଲକ୍ଷ ୫୦ ହଜାର ୫୯୮ ହୋଇଛି। ଦିନକରେ ୫୬୪ ଜଣଙ୍କ...
ନୂଆଦିଲ୍ଲୀ: ଅନେକ ସମୟରେ ବିବାଦୀୟ ବୟାନ ଦେଇ ଚର୍ଚ୍ଚାର ପରିସରକୁ ଆସିଥିବା ଭାରତର ପୂର୍ବତନ ଉପରାଷ୍ଟ୍ରପତି ହମିଦ ଅନସାରୀ ପୁଣି ଏକ ବିବାଦୀୟ ବୟାନ ଦେଇଛନ୍ତି। ସେ ଆକ୍ରମଣାତ୍ମକ ରାଷ୍ଟ୍ରବାଦକୁ ଏକ ରୋଗ ବୋଲି କହିଛନ୍ତି। କଂଗ୍ରେସ ନେତା ଶଶି ଥରୁରଙ୍କ ‘ଦି ବେଟଲ ଅଫ୍ ବିଲଙ୍ଗିଙ୍ଗ୍’ ପୁସ୍ତକ...
ମୁମ୍ବାଇ: ଶେଷରେ ଗିରଫ ହେଲେ ହିନ୍ଦୀ କମେଡି ତାରକା ଭାରତୀ ସିଂହ। ଏହା ପୂର୍ବରୁ ଡ୍ରଗ୍ସ କାରବାର ମାମଲାରେ ଭାରତୀ ସିଂହ ଓ ତାଙ୍କ ପତି ହର୍ଷ ଲିମ୍ବାଚିଆଙ୍କୁ ଅଫିସ୍ ଡକାଇ ପଚାରଉଚରା କରାଯାଇଥିଲା। ପଚରାଉଚରା ବେଳେ ସେ ଡ୍ରଗ୍ସ ନେଉଥିବା ସ୍ୱୀକାର କରିବା ପରେ ନାର୍କୋଟିକ୍ସ କଣ୍ଟ୍ରୋଲ...
ନୂଆଦିଲ୍ଲୀ: ଗୁରବାର ନଗ୍ରୋଟା ଏନ୍କାଉଣ୍ଟରରେ ମୃତ୍ୟୁ ହୋଇଥିବା ୪ ଜୈଶ-ଇ-ମୋହମ୍ମଦ ଆତଙ୍କବାଦୀଙ୍କୁ ପଛରେ ଥିଲା ଅବ୍ଦୁଲ୍ ରୌଫ୍ ଅସ୍ଗର। ସେ ଜୈଶ-ଇ-ମୋହମ୍ମଦ ମୁଖ୍ୟ ମାସୁଦ ଅଜହରର ଭିଣୋଇ ହେଉଛି ଅବ୍ଦୁଲ୍ ରୌଫ୍ ଅସ୍ଗର। ଏନ୍କାଉଣ୍ଟରରେ ମୃତ ୪ ଆତଙ୍କବାଦୀ ପଛରେ ଅସ୍ଗର ମାଷ୍ଟରମାଇଣ୍ଡ ଥିଲା ବୋଲି ଜଣାପଡ଼ିଛି। ମୃତ...