• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

Otv Khabar Bureau

Editor

Posts by Otv Khabar Bureau

covid
ବିଦେଶରୁ କୋଭିଡ୍ ଟିକା ଆସିଲେ କେମିତି ପାଇବେ ସାଧାରଣ ଲୋକେ? ରଣନୀତି ଆରମ୍ଭ

ଭୁବନେଶ୍ୱର: ବିଦେଶରୁ କୋଭିଡ୍ ଟିକା ଆସିଲେ କେମିତି ପାଇବେ ସାଧାରଣ ଲୋକେ? ଟିକା ଆସିଲେ କିଭଳି ଏହାର ସୁରକ୍ଷିତ ସଂରକ୍ଷଣ କରାଯିବ? ସାଧାରଣରେ କରୋନା ଭାକ୍ସିନ୍ ଉପଲବ୍ଧ ହେବା ପୂର୍ବରୁ ଉଭୟ କେନ୍ଦ୍ର ଓ ରାଜ୍ୟ ସ୍ତରରେ ଆରମ୍ଭ ହୋଇଛି ରଣନୀତିର ପ୍ରସ୍ତୁତି ପ୍ରକ୍ରିୟା। କୋଭିଡ୍ ଟିକାର ବିକାଶ...

t--20-world-cuip
୨୦୨୩କୁ ଘୁଞ୍ଚିଲା ଟି-ଟ୍ୱେଣ୍ଟି ମହିଳା ବିଶ୍ୱକପ

ନୂଆଦିଲ୍ଲୀ: ୨୦୨୨ରୁ ୨୦୨୩କୁ ଘୁଞ୍ଚିଲା ଟି-ଟ୍ୱେଣ୍ଟି ମହିଳା ବିଶ୍ୱକପ। ଏନେଇ ଗୁରୁବାର ଘୋଷଣା କରିଛି ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ ବା ଆଇସିସି। ଆଗାମୀ ଟି-୨୦ ମହିଳା ବିଶ୍ୱକପ ଦକ୍ଷିଣ‌ଆଫ୍ରିକାର ହେବ ବୋଲି ସ୍ଥିର ହୋଇଛି। ଟି-୨୦ ଦକ୍ଷିଣ‌ଆଫ୍ରିକା ସଂସ୍କରଣକୁ ୨୦୨୨ ନଭେମ୍ବରରୁ ୨୦୨୩ ଫେବ୍ରୁଆରିକୁ ଘୁଞ୍ଚାଇ ଦିଆଯାଇଛି। କାରଣ...

ion-jone
ଏହି ବିଦେଶୀଙ୍କ ବେଳ ଖରାପ; କରୋନା, ଡେଙ୍ଗୁ ପରେ ମ୍ୟାଲେରିଆ, ଶେଷରେ କାମୁଡ଼ିଲା ନାଗ

ଜୟପୁର: ପ୍ରଥମେ କରୋନା ହେଲା, ପରେ ଡେଙ୍ଗୁ ଓ ମ୍ୟାଲେରିଆ ବି ହେଲା, ଶେଷକୁ କାମୁଡ଼ିଲା ନାଗ। ବିଦେଶରୁ ଭାରତକୁ ଆସି ଏତେ ହନ୍ତସନ୍ତ ହେଲେଣି ବିଦେଶୀ। ଆମେ କହୁଛୁ ବ୍ରଟିଶ ଚାରିଟି ୱାର୍କର ଇଅନ ଜୋନସଙ୍କ କଥା। ଇୟନ ଜୋନସଙ୍କୁ ନାଗ କାମୁଡ଼ିବା ପରେ ତାଙ୍କୁ ରାଜସ୍ଥାନର...

କୁସୁମା ପୋଖରୀ ପୁନରୁଦ୍ଧାର ଓ ନବୀକରଣରେ ବଡ଼ ଧରଣର ଦୁର୍ନୀତି ଅଭିଯୋଗ

ଯାଜପୁର: ଯାଜପୁର ଟାଉନର କୁସୁମା ପୋଖରୀ ପୁନରୁଦ୍ଧାର ଓ ନବୀକରଣରେ ବଡ଼ ଧରଣର ଦୁର୍ନୀତି ହୋଇଥିବା ଅଭିଯୋଗ ଆସିଛି। ସୂଚନା ଅଧିକାର ଆଇନ ବଳରେ ମିଳିଥିବା ତଥ୍ୟ ଅନୁସାରେ, କୁସୁମାର ପୁନରୁଦ୍ଧାରରେ ୧୨ କୋଟି ୯୦ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି। ବିଭିନ୍ନ ବିଭାଗରୁ ବିଭିନ୍ନ ପ୍ରକଳ୍ପ ନାଁରେ...

bjp leader ram madhav
ରାଜନୈତିକ ଆକ୍ରୋଶ ରଖି OTV କୁ ହଇରାଣ କରାଯାଉଛି: ରାମ ମାଧବ

ଭୁବନେଶ୍ୱର/ନୂଆଦିଲ୍ଲୀ: ଓଟିଭି ବିରୋଧରେ ରାଜ୍ୟ ସରକାରଙ୍କ ଆକ୍ରୋଶ ମୂଳକ ପଦକ୍ଷେପକୁ ନିନ୍ଦା କରିଛନ୍ତି ବିଜେପି ନେତା ରାମ ମାଧବ। ଟ୍ୱିଟ୍ କରି ସେ କହିଛନ୍ତି, ରିପବ୍ଲିକ୍‌ ଟିଭି ବିରୋଧରେ ମହାରାଷ୍ଟ୍ର ସରକାର ଯେପରି ପଦକ୍ଷେପ ନେଉଛନ୍ତି, ସେଭଳି ଢଙ୍ଗରେ ଓଟିଭି ବିରୋଧରେ ଓଡିଶା ସରକାର ପଦକ୍ଷେପ ନେଉଛନ୍ତି। ଚ୍ୟାନେଲ୍ ପ୍ରମୋଟର...

5
କେବୁଲ ବେଳାଭୂମିରେ ସାର୍କ ଆକ୍ରମଣ

ସିଡ୍‌ନୀ: ଆପଣ ଜାଣିଥିବେ ସାର୍କ ହେଉଛି ସମୁଦ୍ରରେ ରହୁଥିବା ଏକ ଭୟାନକ ମାଛ। ଏହି ମାଛର ହାବୁଡ଼ରେ ଯିଏ ପଡ଼ିଥାଏ ସେ ମୃତ୍ୟୁ ମୁଖରୁ ଖସି ଆସିବାଟା ଭାରି କଷ୍ଟ। ବେଳେବେଳେ ଏହା ସମୁଦ୍ରରେ ଯାଉଥିବା ଜାହଜକୁ ମଧ୍ୟ ଦୋହଲାଇ ଦେଇଥାଏ। ଏପରି ଏକ ଘଟଣା ଘଟିଛି ଅଷ୍ଟ୍ରେଲିଆର...

6
କରୋନା ଯୋଦ୍ଧାଙ୍କ ପାଇଁ ଦୌଡ଼ିବେ ଅବସରପ୍ରାପ୍ତ ଯବାନ

ଢେଙ୍କାନାଳ: କରୋନା ଯୋଦ୍ଧାଙ୍କ ପାଇଁ ଶହେ କିଲୋମିଟର ଦୌଡ। ଏଭଳି ଅଭିନବ ପ୍ରୟାସ କରିଛନ୍ତି ଢେଙ୍କାନାଳ ଜିଲ୍ଲାର ମାର୍ଥାପୁର ଅଞ୍ଚଳର ଅବସରପ୍ରାପ୍ତ ଆର୍ମି ଅଫିସର ସିଦ୍ଧାର୍ଥ ଶଙ୍କର ଦାସ। କରୋନା ଯୋଦ୍ଧାଙ୍କ ମନୋବଳ ବଢ଼ାଇବା ଉଦ୍ଦେଶ୍ୟରେ ଢେଙ୍କାନାଳରୁ ଭୁବନେଶ୍ୱର ଶହେ କିଲୋମିଟର ମାରାଥନ ଦୌଡ ଆରମ୍ଭ କରିଛନ୍ତି ସିଦ୍ଧାର୍ଥ।...

7
ପୁଅକୁ ନଦେଲେ ଆତ୍ମହତ୍ୟା କରିଦେବି

ନବରଙ୍ଗପୁର: ଅଲୋଡ଼ା ନବଜାତ। ଶିଶୁ ପୁତ୍ର ମୋହରେ ଜଣେ ଯଶୋଦା ମାଆ। ପୁଅକୁ ନଦେଲେ ଆତ୍ମହତ୍ୟା କରିଦେବି ବୋଲି ଚେତାବନୀ ଦେଇଛନ୍ତି ଜଣେ ମାଆ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର କୋଷାଗୁମୁଡା ବ୍ଲକ ରେଙ୍ଗାଗୁଡା ଗାଁରେ। ସୂଚନା ଅନୁଯାୟୀ, ଗତ ବୁଧବାର ରେଙ୍ଗାଗୁଡା ଗାଁର ସୁନାତାଇ ହରିଜନ...

10
ହଠାତ୍‌ ଲାଲ୍‌ ହୋଇଗଲା ନଦୀର ପାଣି, ଦୋଷୀକୁ ଧରାଇ ଦେଲେ ମିଳିବ ପୁରସ୍କାର

ଥାନେ: ମହାରାଷ୍ଟ୍ରର ଥାନେ ଜିଲ୍ଲାରେ ୱାଲ୍‌ଧୁନି ନଦୀର ପାଣି ହଠାତ୍‌ ରକ୍ତର ରଙ୍ଗଭଳି ହୋଇଯାଇଛି। ଯାହାଫଳରେ ଏହାର ଫଟୋ ଏବେ ଭାଇରାଲ୍‌ ହେବାରେ ଲାଗିଛି। ଏହି ନଦୀର ପାଖାପାଖି ବସବାସ କରୁଥିବା ଉଲ୍ଲାସ ନଗର ଏବଂ ଅମ୍ୱରନାଥ ବସ୍ତି ବାସିନ୍ଦାଙ୍କ କହିବା ମୁତାବକ ୱାଲ୍‌ଧୁନି ନଦୀରେ ବିଷାକ୍ତ ରାସାୟନିକ...

11
ଏହି ରାଜ୍ୟରେ ପୁଣି ହୋଇପାରେ ଲକ୍‌ଡାଉନ୍‌

ମୁମ୍ୱାଇ: ପାର୍ବଣ ଋତୁରେ ମହାରାଷ୍ଟ୍ରରେ ହୋଇଥିବା ଜନ ଗହଳି କାରଣରୁ ଧିରେ ଧିରେ ରାଜ୍ୟରେ କରୋନା ପରିସ୍ଥିତି ବିଗିଡ଼ିବାରେ ଲାଗିଛି। ଦିନକୁଦିନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହି ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଗାମୀ ଦିନରେ ପୁନର୍ବାର ଲକ୍‌ଡାଉନ୍‌ ଲାଗୁ କରାଯାଇପାରେ ବୋଲି ମହାରାଷ୍ଟ୍ରର ଉପ-ମୁଖ୍ୟମନ୍ତ୍ରୀ ଅଜିତ୍‌ ପାୱାର...

12
ଟ୍ରେନ୍‌ ତଳୁ ବଞ୍ଚିଗଲେ ମହିଳା

ନ୍ୟୁୟର୍କ: ଆମେରିକାର ନ୍ୟୁୟର୍କ ସହରରେ ଥିବା ମେଟ୍ରୋରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ବ୍ୟକ୍ତି ୪୦ ବର୍ଷୀୟ ଜଣେ ମହିଳାଙ୍କୁ ମେଟ୍ରୋ ଟ୍ରେନ୍‌ ଆସିବାର କିଛି ସମୟ ପୂର୍ବରୁ ଟ୍ରେନ୍‌ ଟ୍ରାକ୍‌କୁ ଧକ୍କା ଦେଇଥିଲେ। ଫଳରେ ମହିଳା ଜଣକ ଟ୍ରେନ୍‌ର ତଳକୁ ଆସିଯାଇଥିଲେ। ଏହି...

idma
ଓଟିଭି ବିରୋଧରେ ଆକ୍ରୋଶମୂଳକ ପଦକ୍ଷେପ ନେବା ବନ୍ଦ କର-IDMA

ଭୁବନେଶ୍ୱର: ଓଟିଭି ବିରୋଧରେ ଆକ୍ରୋଶମୂଳକ ପଦକ୍ଷେପ ନେବା ବନ୍ଦ କରନ୍ତୁ ଓଡ଼ିଶା ସରକାର । ଏପରି ଅପିଲ୍ କରିଛି ଇଣ୍ଡିଆନ୍ ଡିଜିଟାଲ୍ ମିଡିଆ ଆସୋସିଏସନ୍ IDMA । ଏକ ପ୍ରେସ୍ ରିଲିଜରେ  ସଂଘ ଦର୍ଶାଇଛି ଯେ, ନବୀନ ସରକାରଙ୍କ ସମୟରେ ହୋଇଥିବା ଦୁର୍ନୀତି ଅଭିଯୋଗ ସଂପର୍କିତ ବିଭିନ୍ନ ରିପୋର୍ଟ...

13
ଭାରତୀୟ ବଂଶୋଦ୍ଭବଙ୍କୁ ବାଇଡେନ୍‌ ଦେଲେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ

ନୂଆଦିଲ୍ଲୀ: ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍‌ ଜଣେ ଭାରତୀୟ ବଂଶୋଦ୍ଭବ ମହିଳା ମାଲା ଅଡିଗାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇଛନ୍ତି। ଏହି ଆମେରିକୀୟ-ଭାରତୀୟ ମହିଳା ମାଲା ଆଗକୁ ଆମେରିକାର ହେବାକୁ ଥିବା ପ୍ରଥମ ମହିଳା ଜିଲ୍‌ ବାଇଡେନ୍‌ଙ୍କର ନୀତି ନିର୍ଦ୍ଦେଶକ ଭାବେ ଦ୍ୱାୟିତ୍ୱ ତୁଲାଇବେ। ଜିଲ୍‌ ଆମେରିକାରେ...

sonu
ସୋନୁ ସୁଦ୍‌ଙ୍କର ଅଜବ୍‌ ଫ୍ୟାନ୍‌, ଦେଖା କରିବାକୁ ସାଇକେଲ୍‌ରେ ବିହାରରୁ ମୁମ୍ୱାଇ ଯାତ୍ରା କରିବେ

ନୂଆଦିଲ୍ଲୀ: ବଲିଉଡ୍‌ ଅଭିନେତା ସୋନୁ ସୁଦ୍‌ କରୋନା ସମୟରେ ଲୋକଙ୍କୁ ସାହାଯ୍ୟ କରି ରାତାରାତି ସୁପର୍‌ ଷ୍ଟାର ପାଲଟି ଯାଇଥିଲେ। ସେହି ସମୟରେ ସେ ଲୋକଙ୍କ ଦ୍ୱାରା ଏତେ ଆଦୃତ ହୋଇଯାଇଥିଲେ ଯେ ତାଙ୍କର ଫିଲ୍ମ କ୍ୟାରିୟରେ ସେତିକି ହୋଇ ନ ଥିଲେ। ସୋନୁଙ୍କ ପାଇଁ ତାଙ୍କ ଫ୍ୟାନ୍ସମାନେ...