ଭୁବନେଶ୍ୱର: ଆକାଶ ପାଠକ ଲିଙ୍କରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ କଲା କ୍ରାଇମ୍ବ୍ରାଞ୍ଚ। ପ୍ରଦୀପଙ୍କୁ ଗିରଫ କରାଯାଇଥିବା ସୂଚନା ଦେଇଛି କ୍ରାଇମବ୍ରାଞ୍ଚ। ଟାଟା କଂପାନିରେ ଚାକିରି କରାଇ ଦେବା ପାଇଁ ଆକାଶ ପାଠକଙ୍କ ନାଁରେ ପ୍ରଦୀପ ପାଣିଗ୍ରାହୀ ଟଙ୍କା ଆଦାୟ କରୁଥିବା ପ୍ରମାଣ ଥିବା ଦର୍ଶାଇଛି ତଦନ୍ତକାରୀ...
ନୂଆଦିଲ୍ଲୀ: ଚାଷୀ ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ଆଜି ହୋଇଥିବା ବୈଠକରେ କୌଣସି ନିଷ୍କର୍ଶ ବାହାରି ପାରିଲା ନାହିଁ। ୭ ଘଣ୍ଟାର ବୈଠକ ପରେ ଏମ୍ଏସ୍ପିରେ କୌଣସି ପରିବର୍ତ୍ତନ ହେବନି ବୋଲି କେନ୍ଦ୍ର କୃଷି ମନ୍ତ୍ରୀ ପ୍ରତିଶ୍ରୁତି ଦେବା ସତ୍ତ୍ୱେ, ଅନ୍ୟ ସବୁ ଦାବି ପୂରଣ ଜିଦ୍ରେ ଅଟଳ...
ଭୁବନେଶ୍ୱର: SDJM କୋର୍ଟରେ ହାଜର ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଗିରଫ ପରେ ପ୍ରଦୀପ ପାଣିଗ୍ରାହୀଙ୍କୁ ଭୁବନେଶ୍ୱର SDJM ହାଜର କରାଇଲା କ୍ରାଇମ୍ବ୍ରାଞ୍ଚ। SDJM କୋର୍ଟରେ ହାଜର ହେବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ରଖିଛନ୍ତି ପ୍ରଦୀପ। କୋର୍ଟ ପରିସରରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ପ୍ରଦୀପ କହିଛନ୍ତି ମୁଁ...
ଭୁବନେଶ୍ୱର: ଦିନକରେ ରାଜ୍ୟରେ ୬୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ସୁସ୍ଥ ସଂଖ୍ୟା ୩୧୪୦୨୩ ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି। ଆଜି ଅନୁଗୋଳରୁ ସର୍ବାଧିକ ୭୩ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼...
ଭୁବନେଶ୍ୱର: ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନ ଖାରଜ ହୋଇଛି। ଜାମିନ ଆବେଦନ ଖାରଜ ହେବା ପରେ ପ୍ରଦୀପଙ୍କୁ ଝାଡ଼ପଡ଼ା ଜେଲ୍କୁ ପଠାଇ ଦିଆଯାଇଛି। ପ୍ରଦୀପଙ୍କୁ ୧୪ ଦିନିଆ ବିଚାରବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।। କ୍ରାଇମ୍ବ୍ରାଞ୍ଚ ପକ୍ଷରୁ ରିମାଣ୍ଡ ଆବେଦନ କରାଯାଇନଥିଲା। ଆଜି ଆକାଶ ପାଠକ ଲିଙ୍କରେ ପ୍ରଦୀପ...
ଭୁବନେଶ୍ୱର: ଜେଲ୍ ଗଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଜାମିନ ଆବେଦନ ଖାରଜ ହେବା ପରେ ତାଙ୍କୁ ଭୁବନେଶ୍ୱର SDJM କୋର୍ଟ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି। ଆକାଶ ପାଠକ ଲିଙ୍କରେ ପ୍ରଦୀପ ପାଣିଗ୍ରାହୀଙ୍କୁ ଗତକାଲିି କ୍ରାଇମ୍ବ୍ରାଞ୍ଚ ଗିରଫ କରିଥିଲା। ଗିରଫ ପରେ ତାଙ୍କୁ...
ଭୁବନେଶ୍ୱର: ପରୀ ମୃତ୍ୟୁ ପ୍ରସଙ୍ଗରେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା କମିଶନ ଅଧ୍ୟକ୍ଷାଙ୍କ ବଳି ମନ୍ତବ୍ୟକୁ ନାପସନ୍ଦ କରିଛନ୍ତି ମୃତ ପରୀଙ୍କ ବାପା। ଦନ୍ତକୁ ଦିଗହରା ପାଇଁ ଏଭଳି ମନ୍ତବ୍ୟ ଦିଆଯାଇଛି ବୋଲି ପରୀଙ୍କ ବାପା ଅଶୋକ ସାହୁ କହିଛନ୍ତି। ପରୀଙ୍କ ବାପା ଅଶୋକ କହିଛନ୍ତି, ଘଟଣାର ୪...
ସାରା ଦେଶରେ କରେ।ନା ଟିକାକୁ ନେଇ ଅନିଶ୍ଚିତତା ଲାଗି ରହିଛି । ତେବେ କରେ।ନା ଟିକା ଆସିବା ପୂର୍ବରୁ ନିଜ ନିଜ ରାଜ୍ୟକୁ ଟିକା ଦେବା ଲାଗି ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ କେନ୍ଦ୍ର ସରକାରଙ୍କ ପାଖରେ ଜେ।ରଦାର ଦାବି କରାଯାଇଛି
ଭୁବନେଶ୍ୱର: ପାଠକ ବାପ, ପୁଅଙ୍କ ସମ୍ପର୍କରେ ଇଡିର ତଦନ୍ତ ପାଇଁ ସୁପାରିସ ହୋଇଥିବା ବେଳେ ଏବେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ବି ତଦନ୍ତ ପରିସରକୁ ଆଣିବ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ଏନେଇ କ୍ରାଇମବ୍ରାଞ୍ଚକୁ ଇଡି ଏତଲା କପି ମାଗିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଯୁଗ୍ମ ନିର୍ଦ୍ଦେଶକ ମାଧବ ମିଶ୍ର ଏହି...
ଖୁବଶୀଘ୍ର ଆସିବ କରୋନା ଟିକା । ଟିକା ଲାଗି ଆଉ ବେଶିଦିନ ଅପେକ୍ଷା କରିବାକୁ ପଡିବ ନାହିଁ । ଦେଶବାସୀ ଟିକାକୁ ନେଇ ଚିନ୍ତିତ ଥିବା ବେଳେ ଏମିତି ଆଶ୍ୱସ୍ତିକର ଖବର ଦେଇଛନ୍ତି ଖୋଦ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ତେବେ ଜାତୀୟ ଗଣମାଧ୍ୟମରୁ ମିଳିଥିବା ସୂଚନା ଅନୁସାରେ, ବଲିଉଡ ଅଭିନେତା ବରୁଣ ଧାୱନ ଓ ଅଭିନେତ୍ରୀ ନିତୁ କାପୁରଙ୍କ କରୋନା ରିପୋର୍ଟ ପଡିଟିଭ ଆସିଥିବା ସମୟରେ ଅନୀଲ କାପୁର ଓ ନୀତିୁ କାପୁରଙ୍କ କରୋନା ରିପୋର୍ଟ ନେଗେଟିଭ ଆସିଛି ।
ଭୁବନେଶ୍ୱର : ଭୋଟର ତାଲିକାକୁ ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶିଲ ଲୋହାନୀ । ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା ଅନୁସାରେ, ୨୦୨୧ ବର୍ଷ ପାଇଁ ନୂଆ ଭେ।ଟର ତାଲିକା ଜାନୁଆରୀ ୧୫ ରେ ପ୍ରକାଶ ପାଇବ । ତେବେ ଉଭୟ ଅନଲାଇନ...