ବୌଦ୍ଧ : ନୀରିହ ଦମ୍ପତ୍ତିଙ୍କୁ ବୌଦ୍ଧ ଥାନା ଅଧିକାରୀ ନିର୍ଧୁମ ମାଡ଼ ମାରିଥିବା ନେଇ ଅଭିଯୋଗ। ବୌଦ୍ଧ ଥାନାଧିକାରୀ ପ୍ରୀତିମଞ୍ଜରୀ ଗଡ଼ନାୟକଙ୍କ ବିରୋଧରେ ଆସିଛି ଏଭଳି ସାଂଘାତିକ ଅଭିଯୋଗ। ସରସରା ଗାଁର ଦମ୍ପତ୍ତି ରବୀନ୍ଦ୍ର ମଲ୍ଲିକଙ୍କ ପତ୍ନୀ ପଦ୍ମିନୀ ମଲ୍ଲିକ ସମ୍ପୃକ୍ତ ଥାନାଧିକାରୀଙ୍କ ବିରୋଧରେ ଏଭଳି ଅଭିଯୋଗ ଆଣିଛନ୍ତି।...
ଭୁବନେଶ୍ୱର : ଇଂଜିନିୟରିଂ ଛାତ୍ର ରିଷି ମୃତ୍ୟୁ ମାମଲାରେ ରାଜ୍ୟ ମାନବାଧିକାର କମିଶନ ପାଖରେ ପୋଲିସ ରିପୋର୍ଟ ଦାଖଲ କରିଛି। କୋଲକତା ଫରେନ୍ସିକ ଲାବ୍ରୋଟରିକୁ ଯାଞ୍ଚ ପାଇଁ ପଠାଯାଇଥିବା ରିଷିର ମୋବାଇଲରୁ କୌଣସି ସୁରାଗ ମିଳିନଥିବା ପୋଲିସ ରିପୋର୍ଟରେ ଦର୍ଶାଇଛି। ତେବେ ରିଷି ମୃତ୍ୟୁ ମଦ୍ୟପାନ ସହ ନିଶାଦ୍ରବ...
ପୁରୀ : ବ୍ରହ୍ମଗିରି ସିପକୁଦା-ବାଘମୁଣ୍ଡା ମଧ୍ୟରେ ବୋମାମାଡ ଓ ଗୁଳିମାଡ଼ ଘଟଣା।ଏହାର ସମାଧାନ ଦାବିରେ ଆଜି ୩୫ଟି ମୌଜାର ଗ୍ରାମବାସୀ ରାସ୍ତାରୋକ କରିଛନ୍ତି। ପୁରୀ- ସାତପଡା ଖଣ୍ଡୁଆଳ ଛକରେ ଶତାଧିକ ଗ୍ରାମବାସୀ ରାସ୍ତା ଅବରୋଧ କରିବା ସହ କେବଳ ପର୍ଯ୍ୟଟନ ଗାଡିକୁ ଅଟକାଉଛନ୍ତି। ସେପଟେ ରାସ୍ତା ଅବରୋଧ ଯୋଗୁଁ...
ଭୁବନେଶ୍ୱର : ମୟୂରଭଂଜ-ଝାଡ଼ଖଣ୍ଡ ସୀମାନ୍ତ ବାହାରାଗୋଡ଼ାରେ ଖସି ପଡିଥିବା ବାୟୁସେନାର ହକ୍ ବିମାନର ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି। ଦୁର୍ଘଟଣାସ୍ଥଳରେ ପହଞ୍ଚିଛନ୍ତି ବାସୁସେନାର ସାଇଣ୍ଟିଫିକ୍ ଟିମ୍। ସେନାର କର୍ମଚାରୀମାନେ ମଧ୍ୟ ପହଞ୍ଚି ତଦନ୍ତ କାର୍ଯ୍ୟ ଆରମ୍ଭ କରିଛନ୍ତି। ବିମାନର ବ୍ଲାକ ବକ୍ସକୁ ଉଦ୍ଧାର କରାଯାଇଛି। ବାଲି ଭିତରେ ପୋତି...
ଖୋର୍ଦ୍ଧା : ମୋବାଇଲ ପାଇଁ ଝଗଡ଼ା। ସେହି ଝଗଡ଼ାରୁ ଯାଇଛି ଦୁଇଟି ଜୀବନ। ଏହି ଅଭବାନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ଜଟଣୀ ଖାସମଲ କଲୋନିରେ। ଦୁଇ ମୃତକ ହେଲେ ଆଶିଷ କୁମାର ସ୍ୱାଇଁ ଓ ମିତା ବାରିକ। ପରିବାର ଲୋକେ କହିଛନ୍ତି, କିଛି ଦିନେ ତଳ ଏମାନେ...
ଭୁବନେଶ୍ୱର : ଦୁଇ ଓଡ଼ିଆ ପ୍ରଭାକର ମହରାଣା ଓ ଗୋବର୍ଦ୍ଧନ ପାଣିକାଙ୍କୁ ସମ୍ମାନଜନକ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ। ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଉଭୟଙ୍କୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରିଛନ୍ତି। ମୂର୍ତ୍ତିକଳା ପାଇଁ ପ୍ରଭାକାର ଓ ବୟନ କଳା ପାଇଁ ଗୋବର୍ଦ୍ଧନଙ୍କୁ ପଦ୍ମଶ୍ରୀ...
ଭୁବନେଶ୍ୱର : କଂଗ୍ରେସରେ ବଢ଼ିଲା କନ୍ଦଳ। AICC ସଦସ୍ୟତା ନେଇ ବିରୋଧୀ ଦଳ ମୁଖ୍ୟ ସଚେତକ ତାରାପ୍ରସାଦ ବାହିନୀପତି ଉଦବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି,ଆଜି ନ ହେଲେ କାଲି ବିସ୍ଫୋରଣ ହେବ। ଯିଏ PCC ସଭାପତିଙ୍କ ଘରେ ଓ ଅଫିସ୍ରେ କାମ କରୁଥିଲେ, ସେମାନଙ୍କୁ AICC ସଦସ୍ୟ...
ଭୁବନେଶ୍ୱର : ବିଧାନସଭା ବଜେଟ ଅଧିବେଶନ ଆରମ୍ଭରୁ ଗୃହରେ ତାତି। ଆଜି ପ୍ରଥମେ ରାଜ୍ୟପାଳଙ୍କ ଅଭିଭାଷଣକୁ ବିରୋଧ କରି କକ୍ଷ ତ୍ୟାଗ କରିଥିଲା କଂଗ୍ରେସ। ପରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା କରି ହଟ୍ଟଗୋଳ କରିଛନ୍ତି କଂଗ୍ରେସ ବିଧାୟକ। ସରକାର ଚାଷୀ ମାରଣ ନୀତି...
ଜୟପୁର : କୋରାପୁଟ ଜିଲ୍ଲା ସୁନାବେଡ଼ାରେ ଥିବା HAL ଫାଟକରେ ତାଲା । ୧୪ ଦଫା ଦାବି ନେଇ ଯୁବ ବିକାଶ ମଞ୍ଚ ଏବଂ ହାଲ୍ ପୋଷ୍ୟ ଗ୍ରାମ୍ୟ ଓ ପାରିପାର୍ଶ୍ୱିକ ଅଞ୍ଚଳ ବିକାଶ ପରିଷଦ ପକ୍ଷରୁ କରାଯାଇଛି ଆନ୍ଦୋଳନ। ଏଥିପାଇଁ କାରଖାନାର କାମ୍ ଠପ୍ ହୋଇ ଯାଇଛି।...
ବଲାଙ୍ଗିର : ଧୂମଧାମ୍ରେ ସରିଲା ବାହାଘର। ଭୋଜିଭାତରେ ମସଗୁଲ୍ ସମ୍ପର୍କୀୟ ବି ଯେ ଯାହା ବାଟରେ ଯିଏ ଗଲେ। ନୂଆ ବାହା ହୋଇଥିବା ସ୍ୱାମୀ ଫୁଲ ଶେଯରେ ଆଉଜି ପଡି ଛାଇ ନିଦରେ ଭବିଷ୍ୟତର ସୁନେଲି ସ୍ୱପ୍ନ ଦେଖୁଥାନ୍ତି। ଏଣେ ନବବିବାହିତା ଧୋକାବାଜ୍ ସ୍ତ୍ରୀ ରଚିଥାଏ ଷଡ଼ଯନ୍ତ୍ର। ଆଉ...
ଭୁବନେଶ୍ୱର : ଆସନ୍ତାକାଲିଠାରୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା ଖାତା ଦେଖା। ତେବେ ଏହାକୁ ବର୍ଜନ କରିବେ ବୋଲି ଚେତାବନୀ ଦେଇଛନ୍ତି ସ୍କୁଲ ଓ କଲେଜ ଶିକ୍ଷକ ମିଳିତ ମଞ୍ଚ। ତାସହ ରାଜ୍ୟବ୍ୟାପି ମୂଲ୍ୟାୟନ କେନ୍ଦ୍ର ଗୁଡ଼ିକ ସାମ୍ନାରେ ସ୍କୁଲ ଏବଂ କଲେଜ ଶିକ୍ଷକ ମିଳିତ ମଞ୍ଚର ସଦସ୍ୟ...
ଭୁବନେଶ୍ୱର : ରମାଦେବୀ ବିଶ୍ୱବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା। ତାଲା ପକାଇ ଧାରଣାରେ ବସିଲେ ଶତାଧତ୍କ ଛାତ୍ରୀ। ରମାଦେବୀ କଲେଜର ଅଟୋନୋମସ ବଜାୟ ଦାବିରେ ଛାତ୍ରୀମାନେ ଏହି ଆନ୍ଦୋଳନ କରୁଛନ୍ତି। ବିଶ୍ୱବିଦ୍ୟାଳୟ ପରେ କଲେଜର ଅଟୋନୋମସ ମାନ୍ୟତାକୁ ପ୍ରତ୍ୟାହାରକୁ ବିରୋଧ କରି ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀ। ମୁଖ୍ୟ ଫାଟକରେ...
ଭୁବନେଶ୍ୱର : ଓଡ଼ିଶାରେ ଆରମ୍ଭ ହେବ ‘ବାଜରା ମିଶନ୍’। ରାଜ୍ୟରେ ‘ଓଡ଼ିଶା ମିଲେଟ୍ ମିଶନ’ ଆରମ୍ଭ ହେବା ନେଇ ଆଜି ବିଧିବଦ୍ଧ ଭାବେ ପ୍ୟାକେଜ୍ ଘୋଷଣା ହୋଇଛି। ଆଦିବାସୀଙ୍କ ପାଇଁ ଏହି ପ୍ୟାକେଜ୍ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଦିବାସୀମାନେ ଚାଷ କରୁଥିବା ବାଜରା ପାଇଁ ଏହି...
ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱର ସ୍ଥିତ ଇସ୍କନ୍ ମନ୍ଦିର ପାଖରେ ଆଜି ଏକ କାର୍ରେ ନିଆଁ ଲାଗିଯାଇଛି। ଖବରପାଇଁ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଦମକଳବାହିନୀ ପହଞ୍ଚିବା ବେଳକୁ ଗାଡ଼ିଟି ଅଧାଅଧି ପୋଡ଼ି ଯାଇଥିଲା। ତେବେ କାର୍ରେ କିପରି ନିଆଁ ଲାଗିଲା ତାହା ସ୍ପଷ୍ଟ...
ଭୁବନେଶ୍ୱର : ଆସନ୍ତାକାଲିଠୁ ଆରମ୍ଭ ହେଉଛି ବିଧାନସଭାର ବଜେଟ ଅଧିବେଶନ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିଛି କମିଶନରେଟ୍ ପୋଲିସ। ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ହୋଇଥିବା କହିଛନ୍ତି ପୋଲିସ ଡିଜି ଡାକ୍ତର ରାଜେନ୍ଦ୍ର ପ୍ରସାଦ ଶର୍ମା। ଇନର କର୍ଡନ, ଆଉଟର କର୍ଡନ ଏବଂ ଲାର୍ଜ ଆଉଟର କର୍ଡନ ବ୍ୟବସ୍ଥା...
ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ଜୈବ ମଣ୍ଡଳରୁ ଏକ ଉଡନ୍ତା ସାପ ଧରାଯାଇଛି। ଜଣେ ବ୍ୟକ୍ତି ଜଙ୍ଗଲରୁ ଜାଳେଣି କାଠ ଆଣୁଥିବା ବେଳେ ସାପଟି କାଠ ସହ ଚାଲି ଆସିଥିଲା। ଏହାକୁ ଦେଖି ଶିମିଳିପାଳ ଉଦ୍ଧାରକାରୀ ଟିମ୍ ସାପଟିକୁ ଉଦ୍ଧାର କରିଥିଲେ। ଏହି ସାପକୁ ଉଡନ୍ତା ସାପ ବୋଲି...
ଭୁବନେଶ୍ୱର: ଜିଲ୍ଲାପାଳ ଥିବା ବେଳେ ଲାଞ୍ଚ ମାଗୁଥିଲେ ବର୍ତ୍ତମାନ ରାଜ୍ୟ ଶାସନର ତଥାକଥିତ ଦ୍ୱିତୀୟ କ୍ଷମତାକେନ୍ଦ୍ର। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନଙ୍କ ନାଁରେ ଏମିତି ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି ଜଣେ ଅବସରପ୍ରାପ୍ତ ଶିକ୍ଷକ। ଖୋଦ୍ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀ ଆସୁଥିବା ଗଞ୍ଜାମ ଜିଲ୍ଲାରୁ ଆସିଛି ଏଭଳି ଅଭିଯୋଗ। ଆସ୍କାରେ...
କଟକ : ମୟୁରଭଞ୍ଜ ଜିଲ୍ଲା ଜାମଡ଼ା ଗାଁର ଗୃହିଣୀ ହେମାବତୀ ବାଗେ। ଝାଲ୍ମୁଢ଼ି ବିକ୍ରି କଲେ ଚାଲେ ତେଲ ଲୁଣର ସଂସାର। ପେଟକୁ ଦି’ମୁଠା ଦାନା ମିଳେ। ସେ ଏକ ଅଜଣା, ଅଚିହ୍ନା ଚେହେରାଟିଏ। ହେଲେ ଏହି ମାମୁଲି ଚେହେରା ଆଜି ଚର୍ଚ୍ଚାରେ। ଦେଶର ପ୍ରଥମ ନାଗରିକଙ୍କ ମୁହଁରେ...
ପୁରୀ : ଶ୍ରୀଜିଉଙ୍କ ରଥ ନିର୍ମାଣ ପାଇଁ ପ୍ରଥମ ଥର ବୌଦ୍ଧ ଜିଲ୍ଲା ମାଧପୁର ରେଞ୍ଜରୁ ରଥକାଠ ଆସି ପୁରୀରେ ପହଞ୍ଚିଛି। ଗୋଟିଏ ଟ୍ରକରେ ୨୬ ଖଣ୍ଡ ଅସନ ଓ ୪ ଖଣ୍ଡ ଧଉରା କାଠ ଆସିଛି। ଏସବୁ କାଠର ଲମ୍ବ ୧୨ ଫୁଟ୍ ଓ ଗୋଲେଇ ୩...
ରାଉରକେଲା ନିକଟ ୧୪୩ ନମ୍ବର ଜାତୀୟ ରାଜପଥର କୁଆରମୁଣ୍ଡା ହରିହରପୁର ପୋଲ ତଳୁ ଜଣେ ଯୁବକଙ୍କ ଗଳିତ ଶବ ଉଦ୍ଧାର ହୋଇଛି। ମୃତ ଯୁବକ ସ୍ଥାନୀୟ ଅଞ୍ଚଳର ଅର୍ଜୁନ ଗୋପ। ତାଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ହତ୍ୟାକାଣ୍ଡରେ ପିଏଲ୍ଏଫ୍ଆଇର ହାତ ଥିବା ସନ୍ଦେହ...