ରାଷ୍ଟ୍ରପତି ନିର୍ବାଚନ ପାଇଁ ସରିଲା ମତଦାନ । ଭୋଟବାକ୍ସରେ ସିଲ୍ ହେଲା ଆଗାମୀ ରାଷ୍ଟ୍ରପତିଙ୍କ ଭାଗ୍ୟ
ଓଡିଆ ପେଟରେ ଜୋର ଦାର ଲାତ ମାରିଦେଲେ କି ସରକାର । ଶେଷରେ ମୁଢିରେ ବସେଇଦେଲେ ଜିଏସଟି
ସରିଲା ରାଷ୍ଟ୍ରପତି ନିର୍ବାଚନ ପାଇଁ ମତଦାନ । ହେଲେ ନିର୍ବାଚନ ସରିବା ପରେ କିଛି ଚର୍ଚ୍ଚା ଶୁଣିବାକୁ ମିଳୁଛି। ଦେଖନ୍ତୁ ନବୀନ ଆଉ ମୋକିମଙ୍କୁ ନେଇ କେମିତି ରାଜନୈତିକ ମାହୋଲରେ କଥା ଉଠୁଛି
ରାସ୍ତା ଉପରେ ଓକିଲ ଜ୍ୱାଇଁ କଲେ ତାଣ୍ଡବ। ଶ୍ୱଶୁର ଶଳାଙ୍କୁ କାର ଚଢେଇ କେମିତି ଉଡେଇ ଦେଇଥାନ୍ତେ ଦେଖନ୍ତୁ
ବିଦେଶୀଙ୍କ ଜାଲରେ ପଡି ଠକି ଗଲେ ଇଂଜିନିୟରିଂ ଛାତ୍ର ଏବଂ ଆଉ ଜଣେ ଇଲେକ୍ଟ୍ରିକାଲ ଇଂଜିନିୟର ।
ପ୍ଲାଷ୍ଟିକ ସାମଗ୍ରୀ ନେଇ ଆସୁଥିବା କାଉଡିଆଙ୍କୁ ନେଇ ଅସନ୍ତୋଷ...
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୯ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା...
କିଏ ହେବେ ଦେଶର ନୂଆ ରାଷ୍ଟ୍ରପତି: ଦ୍ରୌପଦୀ ମୁର୍ମୁ ନା ଯଶୋବନ୍ତ ସିହ୍ନା, ଭୋଟ୍ ପରେ ବାଲଟ୍ ବକ୍ସରେ ସିଲ୍ ଦୁଇ ପ୍ରାର୍ଥୀଙ୍କ ଭାଗ୍ୟ...ପ୍ରଧାନମନ୍ତ୍ରୀଙ୍କଠୁ ମୁଖ୍ୟମନ୍ତ୍ରୀ ଯାଏଁ ବାଛିଲେ ମନ ପସନ୍ଦର କ୍ୟାଣ୍ଡିଡେଟ୍...ଜୁଲାଇ ୨୧ରେ ଗଣତି, ୨୫ରେ ଶପଥ...
ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଏଥିପାଇଁ ଶୈବପୀଠ ଗୁଡିକ ସକାଳୁ ସକାଳୁ ଚଳଚଞ୍ଚଳ ହୋଇପଡିଛି । ସାରା ଦେଶରେ ହଜାର ହଜାର ବୋଲବମ୍ ଭକ୍ତ ଭୋଳା ବାବାଙ୍କୁ ଜଳ ଲାଗି କରୁଛନ୍ତି। ଦେଖନ୍ତୁ କିଛି ଝଲକ୍...
ରାଜ୍ୟରୁ ଦୁଇ ତିନି ଦିନ ଭିତରେ ସରିଯିବ କୋଭିସିଲ୍ଡ ଟିକା...
ସେୟାର ମାର୍କେଟ ନାଁରେ ବିଟେକ୍ ଛାତ୍ରଙ୍କ ଠାରୁ ଅଢେଇ ଲକ୍ଷ ଟଙ୍କା ଠକେଇ...ଆମେରିକାରେ ରହୁଥିବା ମହିଳା ଜଣଙ୍କ ଠକିଥିବା ଅଭିଯୋଗ...
ବିଜେବି କଲେଜ୍ ଛାତ୍ରୀ ରୁଚିକା ମହାନ୍ତିଙ୍କୁ ନ୍ୟାୟ ଦାବିରେ ନବନିର୍ମାଣ ଯୁବଛାତ୍ର ସଂଗଠନ ପକ୍ଷରୁ ଆସନ୍ତାକାଲି ଓଡ଼ିଶା ବନ୍ଦ ଡାକରାର ଦିଆଯାଇଛି ।
ଅତ୍ୟାବଶ୍ୟକ ସାମଗ୍ରୀ ଉପରେ ଲାଗିଲା GST । ସୋସିଆଲ୍ ମିଡିଆରେ ଅସନ୍ତୋଷ ପ୍ରକାଶ କଲେ ୟୁଜର୍ସ...
ଏ କେମିତିକା ଶିକ୍ଷା ବ୍ୟବସ୍ଥା? ଗୋଟିଏ ଶ୍ରେଣୀ ଗୃହରେ ପଢୁଛନ୍ତି ୫ଟି ଶ୍ରେଣୀର ପିଲା। ପଂଚମ ଶ୍ରେଣୀରେ ପଢାଗଲେ ପ୍ରଥମ ଶ୍ରେଣୀ ଶୁଣୁଛି, ପ୍ରଥମ ପିଲାଙ୍କୁ ପଢାଗଲେ ପଞ୍ଚମ ଶ୍ରେଣୀ ଶୁଣୁଛି। ବାରମ୍ବାର ଅଭିଯୋଗ ପରେ ପ୍ରଶାସନ ଶୁଣୁନି...ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ଅଭିଭାବକ
ଏଇଟା ସ୍କୁଲ ଗେଟ୍ ନାଁ ଅଳିଆ ଗଦା? ଲକ୍ଷଲକ୍ଷ ଟଙ୍କା ଖର୍ଚ୍ଚ କରି ସ୍କୁଲ ଚକାଚକ୍ ହେଲା...କିନ୍ତୁ ଗେଟ୍ ସାମ୍ନା ଦେଖିଲେ ଆପଣଙ୍କୁ ଭିତରକୁ ଯିବାକୁ ହେବନି ଇଚ୍ଛା। ଏତେ ମାତ୍ରାରେ ସେଠି ଅଳିଆ ପଡ଼ିଛି ଯେ, ପଚାଗନ୍ଧରେ ସ୍କୁଲରେ ପାଠ ପଢିବା ପ୍ରଭାବିତ ହେଉଛି। ବାରମ୍ବାର ଅନୁରୋଧ...
ଏଇଟା ସ୍କୁଲ ଗେଟ୍ ନାଁ ଅଳିଆ ଗଦା? ଲକ୍ଷଲକ୍ଷ ଟଙ୍କା ଖର୍ଚ୍ଚ କରି ସ୍କୁଲ ଚକାଚକ୍ ହେଲା...କିନ୍ତୁ ଗେଟ୍ ସାମ୍ନା ଦେଖିଲେ ଆପଣଙ୍କୁ ଭିତରକୁ ଯିବାକୁ ହେବନି ଇଚ୍ଛା। ଏତେ ମାତ୍ରାରେ ଏଇଠି ଅଳିଆ ପଡ଼ିଛି ଯେ, ପଚାଗନ୍ଧରେ ସ୍କୁଲରେ ପାଠ ପଢିବା ପ୍ରଭାବିତ ହେଉଛି। ବାରମ୍ବାର ଅନୁରୋଧ...
ଏ କେମିତିକା ଶିକ୍ଷା ବ୍ୟବସ୍ଥା? ଗୋଟିଏ ଶ୍ରେଣୀ ଗୃହରେ ପଢୁଛନ୍ତି ୫ଟି ଶ୍ରେଣୀର ପିଲା। ପଂଚମ ଶ୍ରେଣୀରେ ପଢାଗଲେ ପ୍ରଥମ ଶ୍ରେଣୀ ଶୁଣୁଛି, ପ୍ରଥମ ପିଲାଙ୍କୁ ପଢାଗଲେ ପଞ୍ଚମ ଶ୍ରେଣୀ ଶୁଣୁଛି। ବାରମ୍ବାର ଅଭିଯୋଗ ପରେ ପ୍ରଶାସନ ଶୁଣୁନି...ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ଅଭିଭାବକ
ଏଣିକି ଦ୍ୱିତୀୟ ବିବାହ କରିବା ପୂର୍ବରୁ ସରକାରଙ୍କ ନେବାକୁ ପଡ଼ିବ ଅନୁମତି। ଯେଉଁ ବିଭାଗରେ କାମ କରୁଥିବେ ସେଇ ବିଭାଗକୁ ଲିଖିତ ଆକାରରେ ଜଣାଇବାକୁ ଜାରି ହେଲା ନିର୍ଦ୍ଦେଶ। ଯଦି ନିୟମ ନମାନିବେ ତେବେ ଏଇ ସବୁ ସୁବିଧାରୁ ବଞ୍ଚିବା ହେବା ସହ ହୋଇପାରେ କାର୍ଯ୍ୟାନୁଷ୍ଠାନ..