ଗୋ ମାଫିଆଙ୍କ ଦ୍ୱାରା ଗୋ ସୁରକ୍ଷା କର୍ମୀଙ୍କ ଉପରେ ମରଣାନ୍ତକ ଆକ୍ରମଣ ଓ ଗୁଳିମାଡ ଘଟଣାରେ ୫ ଘଣ୍ଟିଆ ବନ୍ଦ ଡାକରା ।
ପର୍ଯ୍ୟଟକଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିବା ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ନନ୍ଦନକାନନ ଉପନିର୍ଦ୍ଦେଶକ ।
ହଷ୍ଟେଲ୍ ଭିତରେ କଙ୍କାଳ । ନୂଆପଡ଼ା ସମଲେଶ୍ୱରୀ ହାଇସ୍କୁଲର ବନ୍ଦ ପଡ଼ିଥିବା ଛାତ୍ରୀ ନିବାସ ଭିତରୁ ଏକ କଙ୍କାଳ ଠାବ ହୋଇଛି ।
ଭାରି ପଡିଲା ଅଜୟ ଦେବ୍ଗନ୍ ଷ୍ଟାଇଲ୍ ଷ୍ଟଣ୍ଟ୍ବାଜି । ଜେଲ୍ ଗଲେ ଯୁବକ ।
ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ, ସୋମବାର । ପୂର୍ଣ୍ଣିମା - ୮ମୀ ଦିବା ୧୧/୩୪/୪୯ ଗତେ ୯ମୀ ଚନ୍ଦ୍ର- କୁମ୍ଭ ଅହୋରାତ୍ର, ଘାତ ଚନ୍ଦ୍ର- ନାସ୍ତି, ଘାତ ବାର- ମିଥୁନ ରାଶିରେ, ପୁଷ୍କର ଦୋଷ- ମୃତ ବ୍ୟକ୍ତିର ପୁଷ୍କର ଦୋଷ ରାତ୍ରି...
ନନ୍ଦନକାନନରେ ପର୍ଯ୍ୟଟକଙ୍କୁ ପିଟି, ଲହୁ ଲୁହାଣ କଲେ ସଫାରୀ କର୍ମଚାରୀ ।
ଜାପାନ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଟୋକିଓରେ ପହଞ୍ଚିବା ପରେ ମୋଦିଙ୍କୁ ଭବ୍ୟ ସ୍ୱାଗତ...
ଗତକାଲି ଅପରାହ୍ନରେ କାନାଡାର ଓଣ୍ଟାରିଓ ସହରରେ ଭୟଙ୍କର ଘୂର୍ଣ୍ଣିଝଡ ହୋଇଛି । ଘୂର୍ଣ୍ଣିଝଡରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି ।
ୟୁଜିସି ନିଟ୍ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର । ଏଣିକି ନିଜ ଆବେଦନ ଫର୍ମକୁ ଏଡିଟ୍ କରିପାରିବେ ଛାତ୍ରଛାତ୍ରୀ...
ହାଇ ଭୋଲଟେଜ୍ ତାରରେ ବସିବା ସତ୍ତ୍ୱେ ପକ୍ଷୀଙ୍କୁ କାହିଁକି ଲାଗେନାହିଁ ବିଦ୍ୟୁତ୍ ଆଘାତ ଜାଣନ୍ତି କି ?
OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves
Pinaki Misra should come to Puri more often, says Sambit Patra in OTV Khola Katha OdishaTV is Odisha\'s no 1 News Channel. OTV being the first private
CM Naveen & PM Modi - Watch OTV News Fuse OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries
ଜୋର ଜବରଦସ୍ତ ବିବାହ କରିବା ପାଇଁ ଯୁବତୀଙ୍କୁ ଅନ୍ୟ ରାଜ୍ୟକୁ ଚାଲଣ ଅଭିଯୋଗ । ଘଟଣାରେ ୩ ଜଣ ଗିରଫ ହୋଇଛନ୍ତି...
ଆଜି ସକାଳୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଛି । କାଳବୈଶାଖୀ ପ୍ରଭାବ ଦ୍ୱାରା ରାଜ୍ୟରେ ବର୍ଷା ହେଉଥିବା ସମ୍ଭାବନା...
୭ ମାସର ପୁଅକୁ ବଞ୍ଚାଇବାକୁ ଦରକାର ୧୫ ଲକ୍ଷ ଟଙ୍କା। ଆଭାସ୍ର ଅପରେସନ୍ ନହେଲେ ଜୀବନ ପ୍ରତି ବିପଦ ଥିବା କହୁଛନ୍ତି ଡାକ୍ତର। ପୂର୍ବରୁ ଦୁଇ ପୁଅଙ୍କୁ ହରାଇଥିବା ସଞ୍ଜୀବଙ୍କ ପାଖରେ ଏଇ ପୁଅର ଚିକିତ୍ସା ପାଇଁ ଟଙ୍କା ବି ନାହିଁ। କୁନି ପୁଅକୁ ବଞ୍ଚାଇବା ପାଇଁ କାନ୍ଦି...
ଆଜି ବାହାର ଚନ୍ଦନ ଯାତ୍ରାର ଶେଷ ଦିନ...ଶ୍ରୀକ୍ଷେତ୍ରରେ ପାଳନ କରାଯିବ ଭଉଁରୀ ଯାତ୍ରା ।
ବଲାଙ୍ଗିର ଲରମ୍ଭା ଫରେଷ୍ଟର ଓ ଫରେଷ୍ଟ ଗାର୍ଡ ନିଲମ୍ବିତ ହୋଇଛନ୍ତି ।